Genesis 49

fullscreen16 ଦାନ, ଇଶ୍ରାୟେଲର ଅନ୍ଯାନ୍ଯ ବଂଶ ତୁଲ୍ଯ ହାଇେ ଆପଣା ଆପଣା ଲୋକମାନଙ୍କର ବିଚାର କରିବ।

fullscreen17 ଦାନ ପଥସ୍ଥିତ ସର୍ପତୁଲ୍ଯ ଓ ମାର୍ଗସ୍ଥିତ ବିଷଧର ସାପ ତୁଲ୍ଯ। ଯେ କି ଘୋଡ଼ାମାନଙ୍କର ପାଦକୁ ଦଂଶନ କଲେ ଯେଉଁଥି ରେ ଆଶ୍ବା ରୋହୀମାନେ ଭୂମିରେ ଲୋଟନ୍ତି।

fullscreen18 ହେ ସଦାପ୍ରଭୁ, ମୁଁ ତୁମ୍ଭଦ୍ବାରା ପରିତ୍ରାଣର ଅପେକ୍ଷା ରେ ଅଛି।

16 Dan shall judge his people, as one of the tribes of Israel.

17 Dan shall be a serpent by the way, an adder in the path, that biteth the horse heels, so that his rider shall fall backward.

18 I have waited for thy salvation, O Lord.

Genesis 49 in Tamil and English

16 ଦାନ, ଇଶ୍ରାୟେଲର ଅନ୍ଯାନ୍ଯ ବଂଶ ତୁଲ୍ଯ ହାଇେ ଆପଣା ଆପଣା ଲୋକମାନଙ୍କର ବିଚାର କରିବ।
Dan shall judge his people, as one of the tribes of Israel.

17 ଦାନ ପଥସ୍ଥିତ ସର୍ପତୁଲ୍ଯ ଓ ମାର୍ଗସ୍ଥିତ ବିଷଧର ସାପ ତୁଲ୍ଯ। ଯେ କି ଘୋଡ଼ାମାନଙ୍କର ପାଦକୁ ଦଂଶନ କଲେ ଯେଉଁଥି ରେ ଆଶ୍ବା ରୋହୀମାନେ ଭୂମିରେ ଲୋଟନ୍ତି।
Dan shall be a serpent by the way, an adder in the path, that biteth the horse heels, so that his rider shall fall backward.

18 ହେ ସଦାପ୍ରଭୁ, ମୁଁ ତୁମ୍ଭଦ୍ବାରା ପରିତ୍ରାଣର ଅପେକ୍ଷା ରେ ଅଛି।
I have waited for thy salvation, O Lord.