Genesis 49
5 ଶିମିୟୋନ ଓ ଲବେୀ ଦୁଇ ସହୋଦର, ସମାନଙ୍କେର ଖଡ୍ଗ ଦୌରାତ୍ମ୍ଯର ଅସ୍ତ୍ର।
6 ସମାନେେ ଗୁପ୍ତ ରେ ମନ୍ଦ ଯୋଜନା କରନ୍ତି। ହେ ମାରେ ପ୍ରାଣ ସମାନଙ୍କେର ଗୁପ୍ତମନ୍ତ୍ରଣା ରେ ପ୍ରବେଶ କର ନାହିଁ। ସମାନଙ୍କେ ସଭା ରେ ମିଳିତ ହୁଅ ନାହିଁ, କାରଣ ସମାନେେ କୋର୍ଧିତ ଥିଲା ବେଳେ ମନୁଷ୍ଯମାନଙ୍କୁ ହତ୍ଯା ଏବଂ ସମାନଙ୍କେ ଆନନ୍ଦ ପାଇଁ ବଳଦଗୁଡ଼ିକୁ ହତ୍ଯା କଲେ।
7 ସମାନଙ୍କେ କୋରଧ ଅଭିଶପ୍ତ ହେଉ। କାରଣ ତାହା ପ୍ରଚଣ୍ଡ ଥିଲା। ସମାନଙ୍କେ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା। ମୁଁ ଯାକୁବ ମଧିଅରେ ସମାନଙ୍କେୁ ବିଭାଗ କରିବି। ଏବଂ ଇଶ୍ରାୟେଲ ମଧିଅରେ ଛିନ୍ନ ଭିନ୍ନ କରିବି।
5 Simeon and Levi are brethren; instruments of cruelty are in their habitations.
6 O my soul, come not thou into their secret; unto their assembly, mine honour, be not thou united: for in their anger they slew a man, and in their selfwill they digged down a wall.
7 Cursed be their anger, for it was fierce; and their wrath, for it was cruel: I will divide them in Jacob, and scatter them in Israel.
Genesis 49 in Tamil and English
5 ଶିମିୟୋନ ଓ ଲବେୀ ଦୁଇ ସହୋଦର, ସମାନଙ୍କେର ଖଡ୍ଗ ଦୌରାତ୍ମ୍ଯର ଅସ୍ତ୍ର।
Simeon and Levi are brethren; instruments of cruelty are in their habitations.
6 ସମାନେେ ଗୁପ୍ତ ରେ ମନ୍ଦ ଯୋଜନା କରନ୍ତି। ହେ ମାରେ ପ୍ରାଣ ସମାନଙ୍କେର ଗୁପ୍ତମନ୍ତ୍ରଣା ରେ ପ୍ରବେଶ କର ନାହିଁ। ସମାନଙ୍କେ ସଭା ରେ ମିଳିତ ହୁଅ ନାହିଁ, କାରଣ ସମାନେେ କୋର୍ଧିତ ଥିଲା ବେଳେ ମନୁଷ୍ଯମାନଙ୍କୁ ହତ୍ଯା ଏବଂ ସମାନଙ୍କେ ଆନନ୍ଦ ପାଇଁ ବଳଦଗୁଡ଼ିକୁ ହତ୍ଯା କଲେ।
O my soul, come not thou into their secret; unto their assembly, mine honour, be not thou united: for in their anger they slew a man, and in their selfwill they digged down a wall.
7 ସମାନଙ୍କେ କୋରଧ ଅଭିଶପ୍ତ ହେଉ। କାରଣ ତାହା ପ୍ରଚଣ୍ଡ ଥିଲା। ସମାନଙ୍କେ କୋପ ଅଭିଶପ୍ତ ହେଉ କାରଣ ତାହା ନିଷ୍ଠୁର ଥିଲା। ମୁଁ ଯାକୁବ ମଧିଅରେ ସମାନଙ୍କେୁ ବିଭାଗ କରିବି। ଏବଂ ଇଶ୍ରାୟେଲ ମଧିଅରେ ଛିନ୍ନ ଭିନ୍ନ କରିବି।
Cursed be their anger, for it was fierce; and their wrath, for it was cruel: I will divide them in Jacob, and scatter them in Israel.