Genesis 5 - BBE (Oriya)
1 This is the book of the generations of Adam. In the day when God made man, he made him in the image of God;ଏହା ହେଉଛି ଆଦମଙ୍କର ବଂଶାବଳୀର ଇତିହାସ। ପରମେଶ୍ବର ତାଙ୍କ ସାଦୃଶ୍ଯ ରେ ମନୁଷ୍ଯକୁ ସୃଷ୍ଟି କଲେ।
2 Male and female he made them, naming them Man, and giving them his blessing on the day when they were made.ପରମେଶ୍ବର ସମାନଙ୍କେୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ ଏବଂ ସହେିଦିନ ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ ଦେଲେ ଏବଂ ସମାନଙ୍କେର ନାମ ମନୁଷ୍ଯ ଦେଲେ।
3 Adam had been living for a hundred and thirty years when he had a son like himself, after his image, and gave him the name of Seth:ଆଦମକୁ 130 ବର୍ଷ ପହଞ୍ଚିବା ପରେ ତାଙ୍କର ଆଉ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। ସେ ଠିକ୍ ଆଦମଙ୍କର ପରି ଦେଖିବାକୁ ଥିଲା। ଆଦମ ତାଙ୍କର ନାମ ଦଇେଥିଲେ ଶେଥ।
4 And after the birth of Seth, Adam went on living for eight hundred years, and had sons and daughters:ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲେ। ସହେି ସମୟରେ ଆଉ ପୁତ୍ର କନ୍ଯାମାନଙ୍କୁ ଜନ୍ମ କଲେ।
5 And all the years of Adam's life were nine hundred and thirty: and he came to his end.ଏହିପରି ଆଦମ ମାଟେ 930 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।
6 And Seth was a hundred and five years old when he became the father of Enosh:ଶେଥ 105 ବର୍ଷ ସମୟରେ ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ଈନୋଶ।
7 And he went on living after the birth of Enosh for eight hundred and seven years, and had sons and daughters:ଈନୋଶର ଜନ୍ମ ପରେ ଶେଥ 807 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ଶେଥଙ୍କର ଅନ୍ୟପୁତ୍ର ଓ କନ୍ଯାମାନେ ଜନ୍ମ ହେଲ।
8 And all the years of Seth's life were nine hundred and twelve: and he came to his end.ଏହାପରେ ଶେଥ ମାଟେ ରେ 912 ବର୍ଷ ବଞ୍ଚିବା ପରେ ମୃତ୍ଯୁବରଣ କଲେ।
9 And Enosh was ninety years old when he became the father of Kenan:ଈନୋଶକୁ ନବେ ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମି୍ମଥିଲା। ତାଙ୍କର ନାମ ଥିଲା କଯିନାନ୍।
10 And after the birth of Kenan, Enosh went on living for eight hundred and fifteen years, and had sons and daughters:କଯିନାନ୍ର ଜନ୍ମପରେ ଈନୋଶ 815 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ତାଙ୍କର ଅନ୍ୟ ପୁତ୍ରକନ୍ଯାମାନ ଜନ୍ମ ହେଲ।
11 And all the years of Enosh were nine hundred and five: and he came to his end.ଏହିପରି ଈନୋଶ ମାଟେ 905 ବର୍ଷ ବଞ୍ଚିଲାପରେ ମୃତ୍ଯୁବରଣ କଲେ।
12 And Kenan was seventy years old when he became the father of Mahalalel:କଯିନାନ ସତୁରି ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ତାହାର ନାମ ମହଲଲଲେ।
13 And after the birth of Mahalalel, Kenan went on living for eight hundred and forty years, and had sons and daughters:ମହଲଲଲେ ଜନ୍ମ ନବୋପରେ କଯିନାନ 840 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ କଯିନାନଙ୍କର ଅନ୍ୟ ପୁତ୍ର ଓ କନ୍ଯାଗଣ ଜନ୍ମ ହେଲ।
14 And all the years of Kenan's life were nine hundred and ten; and he came to his end.ଏହିପରି ଭାବରେ କଯିନାନ୍ 910 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।
15 And Mahalalel was sixty-five years old when he became the father of Jared:ମହଲଲଲେ ପଞ୍ଚଷଠି ବର୍ଷ ବଯସ ରେ ଯରଦେ ନାମକ ଏକ ପୁତ୍ର ସନ୍ତାନ ଜନ୍ମ କଲେ।
16 And after the birth of Jared, Mahalalel went on living for eight hundred and thirty years, and had sons and daughters:ଯରଦେ ଜନ୍ମ ହେଲାପରେ ମହଲଲଲେ 830 ବର୍ଷ ବଞ୍ଚିଲେ ଏବଂ ସହେି ସମୟରେ ସେ ଅନ୍ୟ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ କଲେ।
17 And all the years of Mahalalel's life were eight hundred and ninety-five: and he came to his end.ଏହିପରି ଭାବରେ ମହଲଲଲେ 895 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।
18 And Jared was a hundred and sixty-two years old when he became the father of Enoch:ଯରଦେକୁ ଯେତବେେଳେ 162 ବର୍ଷ ବଯସ ହାଇେଥିଲା ସେ ସମୟରେ ତାଙ୍କର ଏକପୁତ୍ର ଜନ୍ମ ହେଲ, ତାହାର ନାମ ହନୋକ।
19 And Jared went on living after the birth of Enoch for eight hundred years, and had sons and daughters:ହନୋକ ଜନ୍ମ ହେଲା ପରେ, ଯରଦେ ଯରହେ 800 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ସେ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ କଲେ।
20 And all the years of Jared's life were nine hundred and sixty-two: and he came to his end.ଏହିପରି ଭାବରେ ଯରଦେ 962 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।
21 And Enoch was sixty-five years old when he became the father of Methuselah:ହନୋକ 65 ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ମଥୂଶଲହେ।
22 And after the birth of Methuselah, Enoch went on in God's ways for three hundred years, and had sons and daughters:ମଥୂଶଲହେ ଜନ୍ମ ନବୋ ପରେ ହନୋକ 300 ବର୍ଷ ପର୍ୟ୍ଯନ୍ତ ପରମେଶ୍ବରଙ୍କୁ ଅନୁସରଣ କଲେ। ଆହୁରି ମଧ୍ଯ ଅନ୍ୟ ପୁତ୍ର ଏବଂ କନ୍ଯାଗଣ ତାଙ୍କଠାରୁ ଜନ୍ମ ନେଲେ।
23 And all the years of Enoch's life were three hundred and sixty-five:ଏହିପରି ଭାବରେ ହନୋକ 365 ବର୍ଷ ବଞ୍ଚିଲେ।
24 And Enoch went on in God's ways: and he was not seen again, for God took him.ଦିନେ, ଯେ ତବେଳେ ହନୋକ ପରମେଶ୍ବରଙ୍କୁ ଅନୁସରଣ କରିଥିଲେ, ସେ ଅନ୍ତର୍ଧ୍ଯାନ ହେଲ, ଯେ ହତେୁ ତାଙ୍କୁ ପରମେଶ୍ବର ନଇଗେଲେ।
25 And Methuselah was a hundred and eighty-seven years old when he became the father of Lamech:ମଥୁଶଲହେ 187 ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ। ତାହାର ନାମ ଲମେକ।
26 And after the birth of Lamech, Methuselah went on living for seven hundred and eighty-two years, and had sons and daughters:ଲମେକର ଜନ୍ମ ପରେ ମଥୂଶଲହେ 782 ବର୍ଷ ବଞ୍ଚିଲେ ଏବଂ ସେ ଆହୁରି ଅନକେ ପୁତ୍ର କନ୍ଯାମାନଙ୍କୁ ଜନ୍ମ ଦଇେଥିଲେ।
27 And all the years of Methuselah's life were nine hundred and sixty-nine: and he came to his end.ମଥୁଶଲହେ ମାଟେ 969 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।
28 And Lamech was a hundred and eighty-two years old when he had a son:ଯେତବେେଳେ ଲମେକକୁ 182 ବର୍ଷ ବଯସ ହାଇେଥିଲା, ତାଙ୍କର ଗୋଟିଏ ପୁତ୍ର ଜନ୍ମ ହେଲା।
29 And he gave him the name of Noah, saying, Truly, he will give us rest from our trouble and the hard work of our hands, because of the earth which was cursed by God.ଲମେକ ତା'ର ନାମ ରଖିଲେ ନୋହ। ସେ କହିଲେ, ପରମେଶ୍ବରଙ୍କ ଦ୍ବାରା ଅଭିଶପ୍ତ ଭୂମିରେ ଆମ୍ଭର କଠିନ ପରିଶ୍ରମକୁ ଲାଘବ କରିବା ପାଇଁ, ସେ ଆମ୍ଭମାନଙ୍କୁ ସାନ୍ତ୍ବନା ଦବେ।
30 And after the birth of Noah, Lamech went on living for five hundred and ninety-five years, and had sons and daughters:ନୋହ ଜନ୍ମ ହବୋପରେ ଲମେକ 595 ବର୍ଷ ବଞ୍ଚିଲେ ଏବଂ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ ଦଇେଥିଲେ।
31 And all the years of Lamech's life were seven hundred and seventy-seven: and he came to his end.ସେ ମାଟେ 777 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।
32 And when Noah was five hundred years old, he became the father of Shem, Ham, and Japheth.ଏହାପରେ ନୋହଙ୍କୁ ଯେତବେେଳେ 500 ବର୍ଷ ବଯସ ସେ ତାଙ୍କର ପୁତ୍ରମାନଙ୍କୁ ଜନ୍ମ ଦେଲେ। ତାଙ୍କର ନାମ ଥିଲା ଶମେ, ହାମ ଓ ଯଫେତ୍।
Oriya Bible