Bible

Genesis 5 - WEB (Oriya)

1 This is the book of the generations of Adam. In the day that God created man, he made him in God's likeness.ଏହା ହେଉଛି ଆଦମଙ୍କର ବଂଶାବଳୀର ଇତିହାସ। ପରମେଶ୍ବର ତାଙ୍କ ସାଦୃଶ୍ଯ ରେ ମନୁଷ୍ଯକୁ ସୃଷ୍ଟି କଲେ।

2 He created them male and female, and blessed them, and called their name Adam,{"Adam" and "Man" are spelled with the exact same consonants in Hebrew, so this can be correctly translated either way.} in the day when they were created.ପରମେଶ୍ବର ସମାନଙ୍କେୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ ଏବଂ ସହେିଦିନ ପରମେଶ୍ବର ସମାନଙ୍କେୁ ଆଶୀର୍ବାଦ ଦେଲେ ଏବଂ ସମାନଙ୍କେର ନାମ ମନୁଷ୍ଯ ଦେଲେ।

3 Adam lived one hundred thirty years, and became the father of a son in his own likeness, after his image, and named him Seth.ଆଦମକୁ 130 ବର୍ଷ ପହଞ୍ଚିବା ପରେ ତାଙ୍କର ଆଉ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। ସେ ଠିକ୍ ଆଦମଙ୍କର ପରି ଦେଖିବାକୁ ଥିଲା। ଆଦମ ତାଙ୍କର ନାମ ଦଇେଥିଲେ ଶେଥ।

4 The days of Adam after he became the father of Seth were eight hundred years, and he became the father of sons and daughters.ଶେଥର ଜନ୍ମ ପରେ ଆଦମ 800 ବର୍ଷ ବଞ୍ଚିଲେ। ସହେି ସମୟରେ ଆଉ ପୁତ୍ର କନ୍ଯାମାନଙ୍କୁ ଜନ୍ମ କଲେ।

5 All the days that Adam lived were nine hundred thirty years, then he died.ଏହିପରି ଆଦମ ମାଟେ 930 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।

6 Seth lived one hundred five years, and became the father of Enosh.ଶେଥ 105 ବର୍ଷ ସମୟରେ ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ଈନୋଶ।

7 Seth lived after he became the father of Enosh eight hundred seven years, and became the father of sons and daughters.ଈନୋଶର ଜନ୍ମ ପରେ ଶେଥ 807 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ଶେଥଙ୍କର ଅନ୍ୟପୁତ୍ର ଓ କନ୍ଯାମାନେ ଜନ୍ମ ହେଲ।

8 All the days of Seth were nine hundred twelve years, then he died.ଏହାପରେ ଶେଥ ମାଟେ ରେ 912 ବର୍ଷ ବଞ୍ଚିବା ପରେ ମୃତ୍ଯୁବରଣ କଲେ।

9 Enosh lived ninety years, and became the father of Kenan.ଈନୋଶକୁ ନବେ ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମି୍ମଥିଲା। ତାଙ୍କର ନାମ ଥିଲା କଯିନାନ୍।

10 Enosh lived after he became the father of Kenan, eight hundred fifteen years, and became the father of sons and daughters.କଯିନାନ୍ର ଜନ୍ମପରେ ଈନୋଶ 815 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ତାଙ୍କର ଅନ୍ୟ ପୁତ୍ରକନ୍ଯାମାନ ଜନ୍ମ ହେଲ।

11 All the days of Enosh were nine hundred five years, then he died.ଏହିପରି ଈନୋଶ ମାଟେ 905 ବର୍ଷ ବଞ୍ଚିଲାପରେ ମୃତ୍ଯୁବରଣ କଲେ।

12 Kenan lived seventy years, and became the father of Mahalalel.କଯିନାନ ସତୁରି ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ତାହାର ନାମ ମହଲଲଲେ।

13 Kenan lived after he became the father of Mahalalel eight hundred forty years, and became the father of sons and daughtersମହଲଲଲେ ଜନ୍ମ ନବୋପରେ କଯିନାନ 840 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ କଯିନାନଙ୍କର ଅନ୍ୟ ପୁତ୍ର ଓ କନ୍ଯାଗଣ ଜନ୍ମ ହେଲ।

14 and all the days of Kenan were nine hundred ten years, then he died.ଏହିପରି ଭାବରେ କଯିନାନ୍ 910 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।

15 Mahalalel lived sixty-five years, and became the father of Jared.ମହଲଲଲେ ପଞ୍ଚଷଠି ବର୍ଷ ବଯସ ରେ ଯରଦେ ନାମକ ଏକ ପୁତ୍ର ସନ୍ତାନ ଜନ୍ମ କଲେ।

16 Mahalalel lived after he became the father of Jared eight hundred thirty years, and became the father of sons and daughters.ଯରଦେ ଜନ୍ମ ହେଲାପରେ ମହଲଲଲେ 830 ବର୍ଷ ବଞ୍ଚିଲେ ଏବଂ ସହେି ସମୟରେ ସେ ଅନ୍ୟ ପୁତ୍ର ଓ କନ୍ଯାମାନଙ୍କୁ ଜନ୍ମ କଲେ।

17 All the days of Mahalalel were eight hundred ninety-five years, then he died.ଏହିପରି ଭାବରେ ମହଲଲଲେ 895 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।

18 Jared lived one hundred sixty-two years, and became the father of Enoch.ଯରଦେକୁ ଯେତବେେଳେ 162 ବର୍ଷ ବଯସ ହାଇେଥିଲା ସେ ସମୟରେ ତାଙ୍କର ଏକପୁତ୍ର ଜନ୍ମ ହେଲ, ତାହାର ନାମ ହନୋକ।

19 Jared lived after he became the father of Enoch eight hundred years, and became the father of sons and daughters.ହନୋକ ଜନ୍ମ ହେଲା ପରେ, ଯରଦେ ଯରହେ 800 ବର୍ଷ ବଞ୍ଚିଲେ। ସହେି ସମୟ ମଧିଅରେ ସେ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ କଲେ।

20 All the days of Jared were nine hundred sixty-two years, then he died.ଏହିପରି ଭାବରେ ଯରଦେ 962 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।

21 Enoch lived sixty-five years, and became the father of Methuselah.ହନୋକ 65 ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ, ଯାହାର ନାମ ମଥୂଶଲହେ।

22 Enoch walked with God after he became the father of Methuselah three hundred years, and became the father of sons and daughters.ମଥୂଶଲହେ ଜନ୍ମ ନବୋ ପରେ ହନୋକ 300 ବର୍ଷ ପର୍ୟ୍ଯନ୍ତ ପରମେଶ୍ବରଙ୍କୁ ଅନୁସରଣ କଲେ। ଆହୁରି ମଧ୍ଯ ଅନ୍ୟ ପୁତ୍ର ଏବଂ କନ୍ଯାଗଣ ତାଙ୍କଠାରୁ ଜନ୍ମ ନେଲେ।

23 all the days of Enoch were three hundred sixty-five years.ଏହିପରି ଭାବରେ ହନୋକ 365 ବର୍ଷ ବଞ୍ଚିଲେ।

24 Enoch walked with God, and he was not, for God took him.ଦିନେ, ଯେ ତବେଳେ ହନୋକ ପରମେଶ୍ବରଙ୍କୁ ଅନୁସରଣ କରିଥିଲେ, ସେ ଅନ୍ତର୍ଧ୍ଯାନ ହେଲ, ଯେ ହତେୁ ତାଙ୍କୁ ପରମେଶ୍ବର ନଇଗେଲେ।

25 Methuselah lived one hundred eighty-seven years, and became the father of Lamech.ମଥୁଶଲହେ 187 ବର୍ଷ ବଯସ ରେ ତାଙ୍କର ଏକ ପୁତ୍ର ଜନ୍ମ କଲେ। ତାହାର ନାମ ଲମେକ।

26 Methuselah lived after he became the father of Lamech seven hundred eighty-two years, and became the father of sons and daughters.ଲମେକର ଜନ୍ମ ପରେ ମଥୂଶଲହେ 782 ବର୍ଷ ବଞ୍ଚିଲେ ଏବଂ ସେ ଆହୁରି ଅନକେ ପୁତ୍ର କନ୍ଯାମାନଙ୍କୁ ଜନ୍ମ ଦଇେଥିଲେ।

27 All the days of Methuselah were nine hundred sixty-nine years, then he died.ମଥୁଶଲହେ ମାଟେ 969 ବର୍ଷ ବଞ୍ଚିଲା ପରେ ମୃତ୍ଯୁବରଣ କଲେ।

28 Lamech lived one hundred eighty-two years, and became the father of a son,ଯେତବେେଳେ ଲମେକକୁ 182 ବର୍ଷ ବଯସ ହାଇେଥିଲା, ତାଙ୍କର ଗୋଟିଏ ପୁତ୍ର ଜନ୍ମ ହେଲା।

29 and he named him Noah, saying, "This same will comfort us in our work and in the toil of our hands, because of the ground which Yahweh has cursed."ଲମେକ ତା'ର ନାମ ରଖିଲେ ନୋହ। ସେ କହିଲେ, ପରମେଶ୍ବରଙ୍କ ଦ୍ବାରା ଅଭିଶପ୍ତ ଭୂମିରେ ଆମ୍ଭର କଠିନ ପରିଶ୍ରମକୁ ଲାଘବ କରିବା ପାଇଁ, ସେ ଆମ୍ଭମାନଙ୍କୁ ସାନ୍ତ୍ବନା ଦବେ।

30 Lamech lived after he became the father of Noah five hundred ninety-five years, and became the father of sons and daughters.ନୋହ ଜନ୍ମ ହବୋପରେ ଲମେକ 595 ବର୍ଷ ବଞ୍ଚିଲେ ଏବଂ ଅନ୍ୟ ପୁତ୍ର ଏବଂ କନ୍ଯାମାନଙ୍କୁ ଜନ୍ମ ଦଇେଥିଲେ।

31 All the days of Lamech were seven hundred seventy-seven years, then he died.ସେ ମାଟେ 777 ବର୍ଷ ବଞ୍ଚି ମୃତ୍ଯୁବରଣ କଲେ।

32 Noah was five hundred years old, and Noah became the father of Shem, Ham, and Japheth.ଏହାପରେ ନୋହଙ୍କୁ ଯେତବେେଳେ 500 ବର୍ଷ ବଯସ ସେ ତାଙ୍କର ପୁତ୍ରମାନଙ୍କୁ ଜନ୍ମ ଦେଲେ। ତାଙ୍କର ନାମ ଥିଲା ଶମେ, ହାମ ଓ ଯଫେତ୍।

Oriya Bible