Genesis 8:1 ପରମେଶ୍ବର ନୋହ ଏବଂ ତାଙ୍କ ସହିତ ଜାହାଜ ରେ ଥିବା ସମସ୍ତ ଜୀବିତ ପ୍ରାଣୀକୁ ମନେ ପକାଇଲେ। ପରମେଶ୍ବର ପୃଥିବୀ ଉପରେ ପବନ ବୁହାଇଲେ ଏବଂ ବନ୍ଯା ଜଳ କମିଗଲା।
Genesis 8:1 in Other Translations
King James Version (KJV) And God remembered Noah, and every living thing, and all the cattle that was with him in the ark: and God made a wind to pass over the earth, and the waters assuaged;
American Standard Version (ASV) And God remembered Noah, and all the beasts, and all the cattle that were with him in the ark: and God made a wind to pass over the earth, and the waters assuaged;
Bible in Basic English (BBE) And God kept Noah in mind, and all the living things and the cattle which were with him in the ark: and God sent a wind over the earth, and the waters went down.
Darby English Bible (DBY) And God remembered Noah, and all the animals, and all the cattle that were with him in the ark; and God made a wind to pass over the earth, and the waters subsided.
Webster's Bible (WBT) And God remembered Noah, and every living animal, and all the cattle that were with him in the ark: and God made a wind to pass over the earth, and the waters were checked.
World English Bible (WEB) God remembered Noah, all the animals, and all the cattle that were with him in the ark; and God made a wind to pass over the earth. The waters subsided.
Young's Literal Translation (YLT) And God remembereth Noah, and every living thing, and all the cattle which `are' with him in the ark, and God causeth a wind to pass over the earth, and the waters subside,
Read Full Chapter :
Genesis 8
Cross Reference
ପ୍ରଥମ ଶାମୁୟେଲ 1:19
ତା'ପରେ ଇଲ୍କାନା ଆପଣା ସ୍ତ୍ରୀ ହାନ୍ନା ସହିତ ସହବାସ କଲା ଏବଂ ସଦାପ୍ରଭୁ ହାନ୍ନାକକ୍ସ୍ଟ ସ୍ମରଣ କଲେ।
ଆଦି ପୁସ୍ତକ 19:29
ଏହିରୂପେ ସହେି ପ୍ରାନ୍ତର ସ୍ଥିତ ସମସ୍ତ ନଗରର ବିନାଶ ସମୟରେ ପରମେଶ୍ବର ଅବ୍ରହାମକୁ ମନେ କଲେ। ପୁଣି ଲୋଟ ଯେଉଁ ଯେଉଁ ନଗର ରେ ବାସ କରିଥିଲେ। ସହେି ନଗର ରେ ଉତ୍ପାଟନ ସମୟରେ ସେ ଲୋଟକୁ ତନ୍ମଧ୍ଯରୁ ବାହାର କରୁଥିଲେ।
ଯାତ୍ରା ପୁସ୍ତକ 2:24
ପରମେଶ୍ବର ସମାନଙ୍କେର ଆତୁର ଡାକ ଶୁଣିଲେ। ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ କରିଥିବା ଆପଣା ନିଯମ ସ୍ମରଣ କଲେ।
ଯାତ୍ରା ପୁସ୍ତକ 14:21
ମାଶାେ ତାଙ୍କର ଆଶାବାଡି ସୂଫ ସମୁଦ୍ର ଉପରେ ବୁଲାଇବାରୁ ସଦାପ୍ରଭୁ ପୂର୍ବଦିଗରୁ ରାତିସାରା ପ୍ରଚଣ୍ଡ ବଗେ ରେ ପବନ ସମୁଦ୍ର ଉପରେ ବୁହାଇଲେ। ପାଣି ଦୁଇ ଭାଗ ହାଇଗେଲା ଏବଂ ସମୁଦ୍ର ମଧ୍ଯ ଶୁଷ୍କ ଭୂମିରେ ପରିଣତ ହାଇଗେଲା।
ଆଦି ପୁସ୍ତକ 30:22
ଏହାପରେ ପରମେଶ୍ବର ରାହେଲର ପ୍ରାର୍ଥନା ଗ୍ରହଣ କଲେ, ପରମେଶ୍ବର ରାହେଲକୁ ମାତୃତ୍ବ ଦେଲେ।
ଆୟୁବ ପୁସ୍ତକ 14:13
ମୁଁ ଇଚ୍ଛାକରେ, ତୁମ୍ଭେ ମାେତେ ପାତାଳ ରେ ଲୁଚାଇ ରଖନ୍ତ। ମୁଁ ଇଚ୍ଛାକରେ, ତୁମ୍ଭେ ମାେତେ ଲୁଚାଇ ରଖନ୍ତ, ଯେ ପର୍ୟ୍ଯନ୍ତ ତୁମ୍ଭର ରାଗ ଶାନ୍ତ ନ ହାଇେଛି। ତା'ପରେ ତୁମ୍ଭେ ମାେତେ ମନକରେିବା ପାଇଁ ଗୋଟେ ସମୟ ଠିକ୍ କରିବ।
ଗୀତସଂହିତା 36:6
ହେ ସଦାପ୍ରଭୁ, ତୁମ୍ଭର ମହାନୁଭବତା ସବୁଠାରୁ ଉଚ୍ଚ ପର୍ବତଠାରୁ ମଧ୍ଯ ଅଧିକ ଉଚ୍ଚ ତୁମ୍ଭର ନ୍ଯାଯପ୍ରିଯତା ସମୁଦ୍ରଠାରୁ ଅଧିକ ଗଭୀର। ହେ ସଦାପ୍ରଭୁ, ତୁମ୍ଭେ ମନୁଷ୍ଯ ଓ ପଶୁମାନଙ୍କୁ ରକ୍ଷା କର।
ଗୀତସଂହିତା 104:7
କିନ୍ତୁ ତୁମ୍ଭେ ଆଜ୍ଞା ଦଲେ ଓ ଜଳରାଶି ସଠାରୁେ ଛାଡ଼ି ପଳାଇଲା। ହେ ପରମେଶ୍ବର, ତୁମ୍ଭେ ଜଳରାଶିକୁ ପାଟିକଲ ଓ ତାହା ପଳାଇଲା।
ଗୀତସଂହିତା 106:4
ହେ ସଦାପ୍ରଭୁ, ତୁମ୍ଭର ଲୋକମାନଙ୍କ ପ୍ରତି ଦୟାକଲା ସମଯରେ ମାେତେ ଟିକେ ମନେ ପକାଅ। ମାେତେ ମଧ୍ଯ ଉଦ୍ଧାର କରିବାକୁ ମନେପକାଅ।
ଗୀତସଂହିତା 132:1
ସଦାପ୍ରଭୁ, ଦାଉଦଙ୍କର ସପକ୍ଷରେ ତାଙ୍କର ସମସ୍ତ ମହାନ୍ କାର୍ୟ୍ଯକୁ ସ୍ମରଣ କର।
ଗୀତସଂହିତା 136:23
ପରମେଶ୍ବର ଆମ୍ଭମାନଙ୍କୁ ସ୍ମରଣ କଲେ, ଯେ ତବେଳେ ଆମ୍ଭେ ପରାସ୍ତ ଥିଲୁ। ତାଙ୍କର ସ୍ନହପେୂର୍ଣ୍ଣ କରୁଣା ଅନନ୍ତକାଳସ୍ଥାଯୀ।
ଗୀତସଂହିତା 137:7
ମୁଁ ପ୍ରତିଜ୍ଞା କରୁଅଛି ୟେ, ୟିରୁଶାଲମ ସର୍ବଦା ମାରେ ଆନନ୍ଦ ଧାମ ହାଇେ ରହିବ। ହେ ସଦାପ୍ରଭୁ, ଇଦୋମୀଯମାନଙ୍କୁ ସ୍ମରଣ କର ଏବଂ ୟିରୁଶାଲମ ଅବରୋଧ ହବୋ ସମୟ ସମାନେେ ୟାହା କଲେ ସେଥିପାଇଁ ସମାନଙ୍କେୁ ଦଣ୍ଡିତ କର। ସ୍ମରଣ କର ସମାନେେ କିପରି ଚିତ୍କାର କଲେ, ଏହି କୋଠାଘରକୁ ଧ୍ବଂସ କର !ସମାନଙ୍କେୁ ଟାଣିଆଣି ଧୂଳିରେ ମିଶାଇ ଦିଅ।
ଗଣନା ପୁସ୍ତକ 22:32
ସେତବେେଳେ ସଦାପ୍ରଭୁଙ୍କ ଦୂତ ତାକୁ କହିଲେ, ତୁମ୍ଭେ ତିନିଥର ଏହି ଗଧକୁ କାହିଁକି ପ୍ରହାର କଲ? ଦେଖ, ମୁଁ ତୁମ୍ଭର ଶତୃରୂପେ ଆସିଅଛି, ଯେ ହତେୁ ତୁମ୍ଭର ୟାତ୍ରା ଭୂଲ୍ ଅଟେ।
ଆମୋଷ 8:7
ସଦାପ୍ରଭୁ ଯାକୁବର ଗର୍ବକୁ ନଇେ ଶପଥ କରି କହିଲେ, ସହେି ଲୋକମାନେ ଯାହା କଲେ ଆମ୍ଭେ କବେେ ତାହା ପାଶୋରି ପାରିବା ନାହିଁ।
ଯୂନସ 4:11
ତୁମ୍ଭେ ଯଦି ସାମାନ୍ଯ ଗୋଟିଏ ଗଛ ପାଇଁ ଦୁଃଖିତ, ମୁଁ ନିଶ୍ଚିତ ଭାବରେ ନୀନିବୀ ପରି ଗୋଟିଏ ବିରାଟ ନଗର ପାଇଁ ଦୁଃଖିତ ହବେି ନାହିଁ କି? ସହେି ନଗରୀ ରେ ବହୁ ଲୋକ ଓ ପ୍ରାଣୀ ଅଛନ୍ତି। ସହେି ନଗର ରେ 1,20,000 ରୁ ଅଧିକ ଲୋକ ଅଛନ୍ତି, ଯେଉଁମାନେ କି ଭୂଲ୍ କରୁଛନ୍ତି ବୋଲି ଜାଣି ନଥିଲେ। କ'ଣ ଆମ୍ଭେ ତାଙ୍କ ପ୍ରତି ଦୟା ନକରିବା।
ହବକକୂକ 3:2
ହେ ସଦାପ୍ରଭୁ, ମୁଁ ତୁମ୍ଭ ପ୍ରସିଦ୍ଧ ବିଷଯ ରେ ଶୁଣିଛି ଏବଂ ମୁଁ ପରମେଶ୍ବରଙ୍କ ଭୟ ରେ ପରିପୂର୍ଣ୍ଣ ହାଇେଛି। ହେ ସଦାପ୍ରଭୁ, ଅତୀତ ରେ ଯେଉଁସବୁ ଶକ୍ତିଶାଳୀ କାର୍ୟ୍ଯ କରିଛ, ସେଥି ରେ ମୁଁ ଆଶ୍ଚର୍ୟ୍ଯାନ୍ବିତ। ବର୍ତ୍ତମାନ ମୁଁ ପ୍ରାର୍ଥନା କରୁଛି ତୁମ୍ଭେ ଆମ୍ଭ ବିଷଯ ରେ ଅନକେ ବଡ କାର୍ୟ୍ଯ କରିବ। ଆମ୍ଭ ସମୟରେ ଏହିସବୁ ଘଟୁ ତୁମ୍ଭେ ଦୟାପୂର୍ବକ କର। ତୁମ୍ଭର ସହେି କୋରଧିତ ଅବସ୍ଥା ରେ ଆମ୍ଭପ୍ରତି ଦୟା କର।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 8:20
ପରମେଶ୍ବର ଯାହା କିଛି ସୃଷ୍ଟି କରିଥିଲେ ତାହା ଅସାର ହାଇଗେଲା। ଏହା ସଂସାରର ପସନ୍ଦ ନ ଥିଲା, କିନ୍ତୁ ପରମେଶ୍ବର ଏହା କରିବା ପାଇଁ ସ୍ଥିର କରି ଥିଲେ। କିନ୍ତୁ ଏହି ଭରଷା ଥିଲା:
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:19
ମହାନଗରୀ ତିନି ଭାଗ ରେ ବିଭକ୍ତ ହେଲା। ଦେଶଗୁଡ଼ିକର ନଗରସବୁ ନଷ୍ଟ ହାଇଗେଲା। ପରମେଶ୍ବର ମହାନଗରୀ ବାବିଲୋନକୁ ଦଣ୍ଡ ଦବୋପାଇଁ ଭୁଲିଲେ ନାହିଁ। ସେ ତାହାକୁ ତାହାଙ୍କର ପ୍ରଚଣ୍ଡ କୋରଧରୂପ ମଦିରାପାତ୍ରରୁ ପାନ କରାଇଲେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 18:5
ସ୍ବର୍ଗ ଯେତେ ଉଚ୍ଚ, ତହାର ପାପକାର୍ୟ୍ଯ ସତେିକି ଉଚ୍ଚ ହେଲାଣି। ପରମେଶ୍ବର ତା'ର ଭୁଲ କାମଗୁଡ଼ିକ ଭୁଲି ନାହାଁନ୍ତି। ସେ ତା'ର କୁକର୍ମ ସବୁ ମନେ ପକାଇଲାଣି।
ହିତୋପଦେଶ 25:23
ଯେପରି ଉତ୍ତରୀଯ ବାଯୁ ବୃଷ୍ଟିର ଉତ୍ପାଦକ, ସହେିପରି ଖଚୁଆର ଜିହ୍ବା କୋରଧ ଦୃଷ୍ଟିର ଉତ୍ପାଦକ।
ନିହିମିୟା 13:14
ହେ ମାରେ ପରମେଶ୍ବର, ଏ ବିଷଯ ରେ ମାେତେ ସ୍ମରଣ କର। ଆଉ ମୁଁ ମାହେର ପରମଶ୍ବରଙ୍କ ଗୃହ ଓ ତହିଁର ବିଷଯ ପାଳନୀଯ ବିଷଯ ନିମନ୍ତେ ଯାହା କରିଅଛି ମାରେ କୃତ ସହେି ସୁକର୍ମ ସବୁ ଲିଭାଇ ଦିଅ।
ନିହିମିୟା 13:22
ଏହାପରେ ମୁଁ ଲବେୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ନିଜ ନିଜକୁ ଶୁଚି କରିବାକୁ ଓ ଆସି ଦ୍ବାରସବୁ ଜଗିବାକୁ ଆଜ୍ଞା କଲି।
ନିହିମିୟା 13:29
ହେ ମାରେ ପରମେଶ୍ବର, ସମାନଙ୍କେୁ ସ୍ମରଣ କର। ଯେ ହତେୁ ସମାନେେ ଯାଜକପଦକୁ ଆଉ ଯାଜକ ପଦ ରେ ଓ ଲବେୀୟମାନଙ୍କର ନିଯମକୁ କଳଙ୍କିତ କରିଛନ୍ତି।
ନିହିମିୟା 13:31
ନିରୂପିତ ସମୟରେ କାଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିୟୁକ୍ତ କଲି।