Genesis 9
1 ପରମେଶ୍ବର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ବର ସମାନଙ୍କେୁ କହିଲେ, ବହୁ ସନ୍ତାନ ଜନ୍ମ କର, ଲୋକ ଦ୍ବାରା ପୃଥିବୀକୁ ପୂର୍ଣ୍ଣ କର।
2 ପୃଥିବୀ ରେ ସମସ୍ତ ପଶୁ, ଆକାଶର ସମସ୍ତ ପକ୍ଷୀ ଭୂଚ଼ର ସମସ୍ତ ପ୍ରାଣୀ, ଏବଂ ସମୁଦ୍ର ମଧିଅରେ ଥିବା ସମସ୍ତ ମତ୍ସ୍ଯ ତୁମ୍ଭମାନଙ୍କୁ ଭୟ କରିବେ। ସମସ୍ତ ଜୀବ ତୁମ୍ଭ ନିଯନ୍ତ୍ରଣ ରେ ରହିବେ।
3 ମୁଁ ତୁମ୍ଭକୁ ସବୁଜ ବୃକ୍ଷ ପରି ଦଇେଥିଲି। ବର୍ତ୍ତମାନ ପ୍ରେତ୍ୟକକ ପଶୁ ତୁମ୍ଭର ଖାଦ୍ୟ ହବେ। ମୁଁ ଯାହାସବୁ ପୃଥିବୀ ରେ ଦଇେଛି ତାହାସବୁ ତୁମ୍ଭର।
4 କିନ୍ତୁ, ମୁଁ ତୁମ୍ଭମାନଙ୍କୁ ଏକ ନିର୍ଦ୍ଦେଶ ଦବେି। ତୁମ୍ଭେ କୌଣସି ପ୍ରାଣୀର ସରକ୍ତ ମାଂସ ଖାଇବ ନାହିଁ। କାରଣ ରକ୍ତ ରେ ଜୀବନ ଅଛି।
5 ମୁଁ ରକ୍ତ ପାତ, ଦ୍ବାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ବାରା ହେଉ ବା ଲୋକମାନଙ୍କ ଦ୍ବାରା। ଯଦି ଲୋକମାନେ ପରସ୍ପରକୁ ହତ୍ଯା କରନ୍ତି, ମୁଁ ରକ୍ତପାତ ଦ୍ବାରା ଦଣ୍ଡିତ କରିବି।
6 ପରମେଶ୍ବର ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ତିଆରି କରିଛନ୍ତି। ତେଣୁ ଯେ କହେି ମନୁଷ୍ଯକୁ ହତ୍ଯା କରିବ ସେ ନିଶ୍ଚିତ ଅନ୍ୟ ମନୁଷ୍ଯ ଦ୍ବାରା ମରାୟିବ।
7 ନୋହ, ତୁମ୍ଭର ଓ ତୁମ୍ଭ ପିଲାମାନଙ୍କର ନିଶ୍ଚଯ ବହୁତ ପିଲାପିଲି ହବେ। ତୁମ୍ଭମାନେେ ପୃଥିବୀକୁ ମନୁଷ୍ଯ ରେ ପରିପୂର୍ଣ୍ଣ କରିବ।
8 ଏହାପରେ ପରମେଶ୍ବର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ କହିଲେ,
9 ମୁଁ ବର୍ତ୍ତମାନ ତୁମ୍ଭ ପାଇଁ ଏବଂ ତୁମ୍ଭ ପରେ ରହୁଥିବା ଲୋକମାନଙ୍କ ପାଇଁ ପ୍ରତିଜ୍ଞା କରୁଛି।
10 ଆମ୍ଭେ ଆମ୍ଭର ପ୍ରତିଜ୍ଞା କରିବା ସମସ୍ତ ପକ୍ଷୀ, ସମଗ୍ର ଗୃହପାଳିତ ପଶୁ, ଏବଂ ସମସ୍ତ ପଶୁମାନେ ଯେଉଁ ସବୁ ତୁମ୍ଭ ସହିତ ଜାହାଜରୁ ବାହାରି ଥିଲେ। ଆମ୍ଭେ ଆମ୍ଭର ପ୍ରତିଜ୍ଞା ସମସ୍ତ ପୃଥିବୀସ୍ଥ ଜୀବନ୍ତ ପ୍ରାଣୀଙ୍କ ପାଇଁ କରିବା।
11 ଏହା ମାରେତୁମ୍ଭମାନଙ୍କ ପାଇଁ ପ୍ରତିଜ୍ଞା ସମସ୍ତ ଜୀବନ ପୃଥିବୀ ଉପରିସ୍ଥ ବନ୍ଯା ରେ ଧ୍ବଂସ ପାଇଥିଲା। କିନ୍ତୁ ଏପରି ପ୍ରଳଯ ଆଉ ପୁନ୍ନରାଯ ହବେ ନାହିଁ। ଏହରି ବନ୍ଯା ଦ୍ବାରା ଆଉ କଦାପି ପୃଥିବୀରୁ ଜୀବନ ସତ୍ତା ବିନାଶ ହବେ ନାହିଁ।
12 ଏବଂ ପରମେଶ୍ବର କହିଲେ, ମୁଁ ତୁମ୍ଭମାନଙ୍କୁ କିଛି ପ୍ରମାଣ ଦବେି ଯେ ମୁଁ ତୁମ୍ଭମାନଙ୍କ ସହିତ ପ୍ରତିଜ୍ଞା କରିଅଛି। ଏହି ଚ଼ିହ୍ନ ତୁମ୍ଭକୁ ଦଖାଇବେ ଯେ ମୁଁ ତୁମ୍ଭମାନଙ୍କ ସହିତ ଏବଂ ପ୍ରେତ୍ୟକକ ଜୀବନ୍ତ ପ୍ରାଣୀମାନଙ୍କ ସହିତ ନିଯମ କରିଅଛି। ଏହି ନିଯମ ସବଦିନ ପାଇଁ ସ୍ଥାଯୀ ହବେ। ଏହାହିଁ ତାରଣେ ପ୍ରମାଣ।
13 ମୁଁ ମାହେର ଇନ୍ଦ୍ରଧନୁ ମେଘ ରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମାରେ ଚୁକ୍ତି ରେ ଚିହ୍ନ ହବେ।
14 ଯେତବେେଳେ ମୁଁ ପୃଥିବୀ ଉପରେ ମେଘ ସଂଚ଼ାର କରିବି, ସେତବେେଳେ ସହେି ଇନ୍ଦ୍ରଧନୁ ମେଘ ରେ ଦଖାୟିବେ।
15 ମୁଁ ଯେ ତବେଳେ ଇନ୍ଦ୍ରଧନୁକୁ ଦେଖେ ସେତବେେଳେ ମୁଁ ତୁମ୍ଭ ସହିତ ଓ ଅନ୍ଯାନ୍ଯ ସଜୀବ ପ୍ରାଣୀମାନଙ୍କ ସହିତ ହାଇେଥିବା ଚୁକ୍ତିକୁ ମନେ ପକାଇବି। ସହେି ଚ଼କ୍ତି କ ହେ ଯେ, ଭବିଷ୍ଯତ ରେ ଏପରି ବନ୍ଯା ରେ ସମସ୍ତେ ବିନାଶ ହବେେ ନାହିଁ।
16 ପୁଣି ଇନ୍ଦ୍ରଧନୁ ହେଲ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା। ତହିଁରେ ପୃଥିବୀସ୍ଥ ସମସ୍ତ ସଜୀବ ପ୍ରାଣୀ ସହିତ ପରମେଶ୍ବରଙ୍କର ଯେଉଁ ଅନନ୍ତକାଳସ୍ଥାଯୀ ନିଯମ ଅଛି, ତାହା ମୁଁ ସ୍ମରଣ କରିବି।
17 ତେଣୁ ସଦାପ୍ରଭୁ ନୋହକୁ କହିଲେ, ପୃଥିବୀସ୍ଥ ମାଂସ ବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ଚୁକ୍ତି ସ୍ଥିର କରିଅଛୁ, ତହିଁରେ ଇନ୍ଦ୍ରଧନୁ ଏହି ଚ଼ିହ୍ନ ହବେ।
1 And God blessed Noah and his sons, and said unto them, Be fruitful, and multiply, and replenish the earth.
2 And the fear of you and the dread of you shall be upon every beast of the earth, and upon every fowl of the air, upon all that moveth upon the earth, and upon all the fishes of the sea; into your hand are they delivered.
3 Every moving thing that liveth shall be meat for you; even as the green herb have I given you all things.
4 But flesh with the life thereof, which is the blood thereof, shall ye not eat.
5 And surely your blood of your lives will I require; at the hand of every beast will I require it, and at the hand of man; at the hand of every man’s brother will I require the life of man.
6 Whoso sheddeth man’s blood, by man shall his blood be shed: for in the image of God made he man.
7 And you, be ye fruitful, and multiply; bring forth abundantly in the earth, and multiply therein.
8 And God spake unto Noah, and to his sons with him, saying,
9 And I, behold, I establish my covenant with you, and with your seed after you;
10 And with every living creature that is with you, of the fowl, of the cattle, and of every beast of the earth with you; from all that go out of the ark, to every beast of the earth.
11 And I will establish my covenant with you; neither shall all flesh be cut off any more by the waters of a flood; neither shall there any more be a flood to destroy the earth.
12 And God said, This is the token of the covenant which I make between me and you and every living creature that is with you, for perpetual generations:
13 I do set my bow in the cloud, and it shall be for a token of a covenant between me and the earth.
14 And it shall come to pass, when I bring a cloud over the earth, that the bow shall be seen in the cloud:
15 And I will remember my covenant, which is between me and you and every living creature of all flesh; and the waters shall no more become a flood to destroy all flesh.
16 And the bow shall be in the cloud; and I will look upon it, that I may remember the everlasting covenant between God and every living creature of all flesh that is upon the earth.
17 And God said unto Noah, This is the token of the covenant, which I have established between me and all flesh that is upon the earth.
Genesis 9 in Tamil and English
1 ପରମେଶ୍ବର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ ଆଶୀର୍ବାଦ କଲେ। ପରମେଶ୍ବର ସମାନଙ୍କେୁ କହିଲେ, ବହୁ ସନ୍ତାନ ଜନ୍ମ କର, ଲୋକ ଦ୍ବାରା ପୃଥିବୀକୁ ପୂର୍ଣ୍ଣ କର।
And God blessed Noah and his sons, and said unto them, Be fruitful, and multiply, and replenish the earth.
2 ପୃଥିବୀ ରେ ସମସ୍ତ ପଶୁ, ଆକାଶର ସମସ୍ତ ପକ୍ଷୀ ଭୂଚ଼ର ସମସ୍ତ ପ୍ରାଣୀ, ଏବଂ ସମୁଦ୍ର ମଧିଅରେ ଥିବା ସମସ୍ତ ମତ୍ସ୍ଯ ତୁମ୍ଭମାନଙ୍କୁ ଭୟ କରିବେ। ସମସ୍ତ ଜୀବ ତୁମ୍ଭ ନିଯନ୍ତ୍ରଣ ରେ ରହିବେ।
And the fear of you and the dread of you shall be upon every beast of the earth, and upon every fowl of the air, upon all that moveth upon the earth, and upon all the fishes of the sea; into your hand are they delivered.
3 ମୁଁ ତୁମ୍ଭକୁ ସବୁଜ ବୃକ୍ଷ ପରି ଦଇେଥିଲି। ବର୍ତ୍ତମାନ ପ୍ରେତ୍ୟକକ ପଶୁ ତୁମ୍ଭର ଖାଦ୍ୟ ହବେ। ମୁଁ ଯାହାସବୁ ପୃଥିବୀ ରେ ଦଇେଛି ତାହାସବୁ ତୁମ୍ଭର।
Every moving thing that liveth shall be meat for you; even as the green herb have I given you all things.
4 କିନ୍ତୁ, ମୁଁ ତୁମ୍ଭମାନଙ୍କୁ ଏକ ନିର୍ଦ୍ଦେଶ ଦବେି। ତୁମ୍ଭେ କୌଣସି ପ୍ରାଣୀର ସରକ୍ତ ମାଂସ ଖାଇବ ନାହିଁ। କାରଣ ରକ୍ତ ରେ ଜୀବନ ଅଛି।
But flesh with the life thereof, which is the blood thereof, shall ye not eat.
5 ମୁଁ ରକ୍ତ ପାତ, ଦ୍ବାରା ଦଣ୍ଡିତ କରିବି, ତାହା ପ୍ରାଣୀ ଦ୍ବାରା ହେଉ ବା ଲୋକମାନଙ୍କ ଦ୍ବାରା। ଯଦି ଲୋକମାନେ ପରସ୍ପରକୁ ହତ୍ଯା କରନ୍ତି, ମୁଁ ରକ୍ତପାତ ଦ୍ବାରା ଦଣ୍ଡିତ କରିବି।
And surely your blood of your lives will I require; at the hand of every beast will I require it, and at the hand of man; at the hand of every man’s brother will I require the life of man.
6 ପରମେଶ୍ବର ଆପଣା ପ୍ରତିମୂର୍ତ୍ତୀ ରେ ମନୁଷ୍ଯକୁ ତିଆରି କରିଛନ୍ତି। ତେଣୁ ଯେ କହେି ମନୁଷ୍ଯକୁ ହତ୍ଯା କରିବ ସେ ନିଶ୍ଚିତ ଅନ୍ୟ ମନୁଷ୍ଯ ଦ୍ବାରା ମରାୟିବ।
Whoso sheddeth man’s blood, by man shall his blood be shed: for in the image of God made he man.
7 ନୋହ, ତୁମ୍ଭର ଓ ତୁମ୍ଭ ପିଲାମାନଙ୍କର ନିଶ୍ଚଯ ବହୁତ ପିଲାପିଲି ହବେ। ତୁମ୍ଭମାନେେ ପୃଥିବୀକୁ ମନୁଷ୍ଯ ରେ ପରିପୂର୍ଣ୍ଣ କରିବ।
And you, be ye fruitful, and multiply; bring forth abundantly in the earth, and multiply therein.
8 ଏହାପରେ ପରମେଶ୍ବର ନୋହ ଏବଂ ତାଙ୍କର ପୁତ୍ରମାନଙ୍କୁ କହିଲେ,
And God spake unto Noah, and to his sons with him, saying,
9 ମୁଁ ବର୍ତ୍ତମାନ ତୁମ୍ଭ ପାଇଁ ଏବଂ ତୁମ୍ଭ ପରେ ରହୁଥିବା ଲୋକମାନଙ୍କ ପାଇଁ ପ୍ରତିଜ୍ଞା କରୁଛି।
And I, behold, I establish my covenant with you, and with your seed after you;
10 ଆମ୍ଭେ ଆମ୍ଭର ପ୍ରତିଜ୍ଞା କରିବା ସମସ୍ତ ପକ୍ଷୀ, ସମଗ୍ର ଗୃହପାଳିତ ପଶୁ, ଏବଂ ସମସ୍ତ ପଶୁମାନେ ଯେଉଁ ସବୁ ତୁମ୍ଭ ସହିତ ଜାହାଜରୁ ବାହାରି ଥିଲେ। ଆମ୍ଭେ ଆମ୍ଭର ପ୍ରତିଜ୍ଞା ସମସ୍ତ ପୃଥିବୀସ୍ଥ ଜୀବନ୍ତ ପ୍ରାଣୀଙ୍କ ପାଇଁ କରିବା।
And with every living creature that is with you, of the fowl, of the cattle, and of every beast of the earth with you; from all that go out of the ark, to every beast of the earth.
11 ଏହା ମାରେତୁମ୍ଭମାନଙ୍କ ପାଇଁ ପ୍ରତିଜ୍ଞା ସମସ୍ତ ଜୀବନ ପୃଥିବୀ ଉପରିସ୍ଥ ବନ୍ଯା ରେ ଧ୍ବଂସ ପାଇଥିଲା। କିନ୍ତୁ ଏପରି ପ୍ରଳଯ ଆଉ ପୁନ୍ନରାଯ ହବେ ନାହିଁ। ଏହରି ବନ୍ଯା ଦ୍ବାରା ଆଉ କଦାପି ପୃଥିବୀରୁ ଜୀବନ ସତ୍ତା ବିନାଶ ହବେ ନାହିଁ।
And I will establish my covenant with you; neither shall all flesh be cut off any more by the waters of a flood; neither shall there any more be a flood to destroy the earth.
12 ଏବଂ ପରମେଶ୍ବର କହିଲେ, ମୁଁ ତୁମ୍ଭମାନଙ୍କୁ କିଛି ପ୍ରମାଣ ଦବେି ଯେ ମୁଁ ତୁମ୍ଭମାନଙ୍କ ସହିତ ପ୍ରତିଜ୍ଞା କରିଅଛି। ଏହି ଚ଼ିହ୍ନ ତୁମ୍ଭକୁ ଦଖାଇବେ ଯେ ମୁଁ ତୁମ୍ଭମାନଙ୍କ ସହିତ ଏବଂ ପ୍ରେତ୍ୟକକ ଜୀବନ୍ତ ପ୍ରାଣୀମାନଙ୍କ ସହିତ ନିଯମ କରିଅଛି। ଏହି ନିଯମ ସବଦିନ ପାଇଁ ସ୍ଥାଯୀ ହବେ। ଏହାହିଁ ତାରଣେ ପ୍ରମାଣ।
And God said, This is the token of the covenant which I make between me and you and every living creature that is with you, for perpetual generations:
13 ମୁଁ ମାହେର ଇନ୍ଦ୍ରଧନୁ ମେଘ ରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମାରେ ଚୁକ୍ତି ରେ ଚିହ୍ନ ହବେ।
I do set my bow in the cloud, and it shall be for a token of a covenant between me and the earth.
14 ଯେତବେେଳେ ମୁଁ ପୃଥିବୀ ଉପରେ ମେଘ ସଂଚ଼ାର କରିବି, ସେତବେେଳେ ସହେି ଇନ୍ଦ୍ରଧନୁ ମେଘ ରେ ଦଖାୟିବେ।
And it shall come to pass, when I bring a cloud over the earth, that the bow shall be seen in the cloud:
15 ମୁଁ ଯେ ତବେଳେ ଇନ୍ଦ୍ରଧନୁକୁ ଦେଖେ ସେତବେେଳେ ମୁଁ ତୁମ୍ଭ ସହିତ ଓ ଅନ୍ଯାନ୍ଯ ସଜୀବ ପ୍ରାଣୀମାନଙ୍କ ସହିତ ହାଇେଥିବା ଚୁକ୍ତିକୁ ମନେ ପକାଇବି। ସହେି ଚ଼କ୍ତି କ ହେ ଯେ, ଭବିଷ୍ଯତ ରେ ଏପରି ବନ୍ଯା ରେ ସମସ୍ତେ ବିନାଶ ହବେେ ନାହିଁ।
And I will remember my covenant, which is between me and you and every living creature of all flesh; and the waters shall no more become a flood to destroy all flesh.
16 ପୁଣି ଇନ୍ଦ୍ରଧନୁ ହେଲ, ଆମ୍ଭେ ତାହା ପ୍ରତି ଦୃଷ୍ଟିପାତ କରିବା। ତହିଁରେ ପୃଥିବୀସ୍ଥ ସମସ୍ତ ସଜୀବ ପ୍ରାଣୀ ସହିତ ପରମେଶ୍ବରଙ୍କର ଯେଉଁ ଅନନ୍ତକାଳସ୍ଥାଯୀ ନିଯମ ଅଛି, ତାହା ମୁଁ ସ୍ମରଣ କରିବି।
And the bow shall be in the cloud; and I will look upon it, that I may remember the everlasting covenant between God and every living creature of all flesh that is upon the earth.
17 ତେଣୁ ସଦାପ୍ରଭୁ ନୋହକୁ କହିଲେ, ପୃଥିବୀସ୍ଥ ମାଂସ ବିଶିଷ୍ଟ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଯେଉଁ ଚୁକ୍ତି ସ୍ଥିର କରିଅଛୁ, ତହିଁରେ ଇନ୍ଦ୍ରଧନୁ ଏହି ଚ଼ିହ୍ନ ହବେ।
And God said unto Noah, This is the token of the covenant, which I have established between me and all flesh that is upon the earth.