Daniel 12:1 ସହେି ଲୋକଟି ଦର୍ଶନ ରେ କହିଲେ, 'ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ୟିହୁଦୀଙ୍କ, ତତ୍ତ୍ବାବଧାରକ ରୂପେ ମୀଖାଯଲେ ମୁଖ୍ଯ ଅଧିପତିରୂପେ ଠିଆ ହବେେ। ମନୁଷ୍ଯ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ୟ୍ଯନ୍ତ ଯେଉଁ ପ୍ରକାର ସଂକଟର କାଳ କବେେ ହାଇନୋହିଁ। ଆଉ ତୁମ୍ଭ ୟିହୁଦୀଯ ଗୋଷ୍ଠୀଯ ଯେଉଁ ପ୍ରେତ୍ୟକକର ନାମ ପୁସ୍ତକରେ ଲିଖିତ ହାଇେଅଛି, ସମାନେେ ପ୍ରେତ୍ୟକକ ସେ ସମୟରେ ଉଦ୍ଧାର ପାଇବେ।
Daniel 12:1 in Other Translations
King James Version (KJV) And at that time shall Michael stand up, the great prince which standeth for the children of thy people: and there shall be a time of trouble, such as never was since there was a nation even to that same time: and at that time thy people shall be delivered, every one that shall be found written in the book.
American Standard Version (ASV) And at that time shall Michael stand up, the great prince who standeth for the children of thy people; and there shall be a time of trouble, such as never was since there was a nation even to that same time: and at that time thy people shall be delivered, every one that shall be found written in the book.
Bible in Basic English (BBE) And at that time Michael will take up his place, the great angel, who is the supporter of the children of your people: and there will be a time of trouble, such as there never was from the time there was a nation even till that same time: and at that time your people will be kept safe, everyone who is recorded in the book.
Darby English Bible (DBY) And at that time shall Michael stand up, the great prince who standeth for the children of thy people; and there shall be a time of distress, such as never was since there was a nation until that time. And at that time thy people shall be delivered, every one that is found written in the book.
World English Bible (WEB) "At that time shall Michael stand up, the great prince who stands for the children of your people; and there shall be a time of trouble, such as never was since there was a nation even to that same time: and at that time your people shall be delivered, everyone who shall be found written in the book.
Young's Literal Translation (YLT) `And at that time stand up doth Michael, the great head, who is standing up for the sons of thy people, and there hath been a time of distress, such as hath not been since there hath been a nation till that time, and at that time do thy people escape, every one who is found written in the book.
Read Full Chapter :
Daniel 12
Cross Reference
ମାଥିଉଲିଖିତ ସୁସମାଚାର 24:21
କାରଣ ସେତବେେଳେ ଏତେ ଅଧିକ ବିପଦ ଆସିବ ଯେ ସଭେଳି ବିପଦ ସୃଷ୍ଟିର ଆରମ୍ଭ କାଳରୁ ଏ ପର୍ୟ୍ଯନ୍ତ ଆସିନାହିଁ କି ଭବିଷ୍ଯତ ରେ ଆସିବ ନାହିଁ।
ଯିରିମିୟ 30:7
ଆହା, ସଦେିନ ଅତି ମହାନ୍। ତାହା ସମାନ ଆଉ ଦିନ ନାହିଁ। ତାହା ଯାକୁବର ସଙ୍କଟକାଳ, ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।
ମାର୍କଲିଖିତ ସୁସମାଚାର 13:19
କାରଣ ସହେି ଦିନ ଗୁଡିକ ବିପଦ ରେ ପରିପୂର୍ଣ୍ଣ ରହିବ। ସେତବେେଳେ ଏତେ ବଡ ବିପଦ ମାଡି ଆସିବ ଯେ ସଭେଳି ବଡ ବିପଦ ପରମେଶ୍ବରଙ୍କ ସୃଷ୍ଟି ରଚନା କାଳରୁ ଆଜି ପର୍ୟ୍ଯନ୍ତ କବେେ ଆସି ନାହିଁ କି ଭବିଷ୍ଯତ ରେ କବେେ ଆସିବ ନାହିଁ।
ଦାନିଏଲ 10:13
ମାତ୍ର ପାରସ୍ଯ ରାଜ୍ଯର ରାଜକୁମାର ଏକୋଇଶ ଦିନ ପର୍ୟ୍ଯନ୍ତ ଆମ୍ଭକୁ ବାଧା ଦଲୋ, ଆଉ ଦୂତମାନଙ୍କ ମଧିଅରେ ପ୍ରଧାନ ମୀଖାଯଲେ ମାେତେ ସାହାୟ୍ଯ କରିବାକୁ ଆସିଲେ। କାରଣ ପାରସ୍ଯର ରାଜକୁମାର ମାେତେ ପଛରୁ ଟାଣି ଧରିଥିଲା।
ଦାନିଏଲ 10:21
ମାତ୍ର ପବିତ୍ର ପୁସ୍ତକରେ ଯାହା ଲିଖିତ ଅଛି ଆମ୍ଭେ ତୁମ୍ଭକୁ ଜଣାଇବୁ। କବଳେ ମୀଖାଯଲେ ମାେତେ ସହେି ଦୁଷ୍ଟ ସ୍ବର୍ଗଦୂତମାନଙ୍କ ବିରୁଦ୍ଧ ରେ ସାହାୟ୍ଯ କରିବା ପାଇଁ ସଠାେ ରେ ଅଛନ୍ତି। ମୀଖାଯଲେ ହେଉଛନ୍ତି ତୁମ୍ଭର ଲୋକମାନଙ୍କର ରାଜକୁମାର।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 12:7
ଏହିପରି ସମୟରେ ସ୍ବର୍ଗ ରେ ୟୁଦ୍ଧ ହେଲା। ମୀଖାଯଲେ ଓ ତାହାଙ୍କର ଦୂତଗଣ ସହେି ସାପ ଓ ତାହାର ଦୂତମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କଲେ। ସାପ ତା'ର ଦୂତମାନଙ୍କ ସହତ ପ୍ରତିୟୁଦ୍ଧ କଲା।
ଲୂକଲିଖିତ ସୁସମାଚାର 10:20
ହଁ, ଆତ୍ମାମାନେ ତୁମ୍ଭମାନଙ୍କ କଥା ମନୁଛନ୍ତି। ତୁମ୍ଭମାନେେ ଖୁସି ହୁଅ। କାହିଁକି? ତୁମ୍ଭମାନଙ୍କ ପାଖ ରେ ଏ ଶକ୍ତି ଥିବା ଯୋଗୁ ନୁହେଁ, ବରଂ ତୁମ୍ଭମାନଙ୍କ ନାମ ସ୍ବର୍ଗ ରେ ଲଖାେ ହାଇେଥିବା ୟୋଗୁ ଖୁସି ହୁଅ।
ଦାନିଏଲ 9:12
ତାଙ୍କ କାରଣରୁ ଆମ୍ଭମାନଙ୍କୁ ଓ ଯେଉଁମାନେ ଆମ୍ଭଙ୍କୁ ବିଗ୍ଭର ଦେଲେ, ସମାନଙ୍କେ ବିରୁଦ୍ଧ ରେ ମହା ଅମଙ୍ଗଳ ଘଟାଇଛନ୍ତି। ଏହି କାରଣରୁ କୌଣସି ନଗର ୟିରୁଶାଲମ ପରି ଦୁଃଖ ଭୋଗ କରିନାହିଁ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:12
ମୁଁ ବଡ଼ଠାରୁ ସାନ ପର୍ୟ୍ଯନ୍ତ ମୃତବ୍ଯକ୍ତିଙ୍କୁ ସିଂହାସନ ସାମନା ରେ ଠିଆ ହବୋର ଦେଖିଲି। ଜୀବନ ପୁସ୍ତକ ଖାେଲାଥିଲା। ସଠାେରେ ଅନ୍ୟ ପୁସ୍ତକଗୁଡ଼ିକ ମଧ୍ଯ ଖାେଲାଥିଲା। ମୃତ ଲୋକମାନଙ୍କର ନିଜନିଜ କର୍ମ ଅନୁସାରେ ବିଚାର ହେଲା। ସହେି ପୁସ୍ତକଗୁଡ଼ିକରେ ଏସବୁ ବିଷୟ ଲଖାଯାେଇଥିଲା।
ଯିହୂଦାଙ୍କ ପତ୍ର 1:9
ପ୍ରଧାନ ସ୍ବର୍ଗଦୂତ ମୀଖାଯଲେ ମଧ୍ଯ ଏହା କରି ନ ଥିଲେ। ସେ ମାଶାଙ୍କେ ଶରୀର ନବୋ ବିଷୟ ରେ ଶୟତାନ ସହିତ ୟୁକ୍ତି କରିଥିଲେ। କିନ୍ତୁ ମୀଖାଯଲେ ସମାଲୋଚନାମୂଳକ କଥା କହି ତାହାକୁ ଦୋଷୀ କରିବାକୁ ସାହସ କଲେ ନାହିଁ। କିନ୍ତୁ ସେ କହିଲେ, ପ୍ରଭୁ ତୁମ୍ଭକୁ ଦଣ୍ଡ ଦିଅନ୍ତୁ।
ଯିହିଜିକଲ 13:9
ଯେଉଁ ଭବିଷ୍ଯଦବକ୍ତାମାନେ ମିଥ୍ଯା ଦର୍ଶନ ପାଇବାର ବାହାନା କରନ୍ତି ଓ ମିଥ୍ଯା ଅଲୌକିକ ଶକ୍ତି ଘାଷେଣା କରନ୍ତି, ମାରେ ହସ୍ତ ସମାନଙ୍କେ ବିରୁଦ୍ଧ ରେ ୟିବ, ସମାନେେ ମାେ ଲୋକମାନଙ୍କ ମନ୍ତ୍ରୀ ସଭା ରେ ରହିବେ ନାହିଁ। ଇଶ୍ରାୟେଲର ପରିବାର ତାଲିକା ରେ ସମାନଙ୍କେର ନାମଗୁଡ଼ିକ ତାଲିକାଭୁକ୍ତ ହବେ ନାହିଁ। ଏବଂ ଇଶ୍ରାୟେଲ ଦେଶ ରେ ସମାନେେ ପ୍ରବେଶ କରିବେ ନାହିଁ। ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ସଦାପ୍ରଭୁ ଅଟୁ।
ଯିଶାଇୟ 9:7
ତାଙ୍କ ରାଜ୍ଯ ରେ କତ୍ତୃର୍ତ୍ବ ଓ ଶାନ୍ତି ବିରାଜମାନ କରିବ। ଏହା ଦାଉଦଙ୍କ ପରିବାରର ଶାସକଙ୍କର କ୍ଷମତା ବୃଦ୍ଧି କରିବ। ସହେି ରାଜା ନ୍ଯାଯ ଓ ଧାର୍ମିକତା ବଳ ରେ ଅନନ୍ତକାଳ ପର୍ୟ୍ଯନ୍ତ ରାଜ୍ଯ ଶାସନ କରିବେ।
ଗୀତସଂହିତା 56:8
ତୁମ୍ଭେ ନିଶ୍ଚଯ ମାରେ ଦୁଃଖର ହିସାବ ରଖିଥିବି। ତୁମ୍ଭେ ନିଶ୍ଚିତଭାବରେ ଜାଣିଥିବ ୟେ, ମୁଁ କେତେ କ୍ରନ୍ଦନ କଲି। ନିଶ୍ଚିତରେ ତୁମ୍ଭେ ମାରେ ସମସ୍ତ ଅଶ୍ରୁଜଳରେ ହିସାବ ରଖିଛ।
ଯାତ୍ରା ପୁସ୍ତକ 32:32
ବର୍ତ୍ତମାନ ସମାନଙ୍କେର ପାପକୁ କ୍ଷମା କରିଦିଅ, ଯଦି ତୁମ୍ଭେ ସମାନଙ୍କେୁ କ୍ଷମା ନକର ତବେେ ତୁମ୍ଭେ ଲେଖିଥିବା ଜୀବନ୍ତ ପୁସ୍ତକରୁ ମାରେ ନାମକୁ କାଟି ଦିଅ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 17:14
ସମାନେେ ମଷେପାଳକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ। କିନ୍ତୁ ମଷେଶାବକ ସମାନଙ୍କେୁ ପରାସ୍ତ କରିବେ। କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା। ସେ ଡ଼ାକିଥିବା ଲୋକମାନଙ୍କୁ ଅର୍ଥାତ୍ ତାହାଙ୍କର ମନୋନୀତ ଓ ବିଶ୍ବସ୍ତ ଅନୁଗାମୀମାନଙ୍କ ସହିତ ମିଶି ସମାନଙ୍କେୁ ପରାସ୍ତ କରିବେ।
ଲୂକଲିଖିତ ସୁସମାଚାର 21:23
ଗର୍ଭବତୀ ସ୍ତ୍ରୀ ଓ କୋଳ ରେ େଛାଟ ଶିଶୁ ଥିବା ସ୍ତ୍ରୀମାନଙ୍କ ପାଇଁ ସହେି ଦିନଗୁଡିକ ଅତ୍ଯନ୍ତ ଭୟାନକ ହବେ। କାରଣ ସହେି ଦିନମାନଙ୍କ ରେ ଏହି ଦେଶ ଉପରକୁ ବହୁତ ବିପଦ ମାଡି ଆସିବ। ଏବଂ ଏହି ଲୋକଙ୍କ ଉପରେ ପରମେଶ୍ବର କୋରଧ କରିବେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:5
ପରମେଶ୍ବରଙ୍କ ଅନୁଗ୍ରହ ଦ୍ବାରା ବଛା ଯାଇଥିବା ଏବେ ମଧ୍ଯ କେତକେ ଲୋକ ଅଛନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:15
ୟିହୁଦୀମାନଙ୍କୁ ପରମେଶ୍ବର ଅସ୍ବୀକାର କରି ଦଲୋପରେ, ସେ ଜଗତର ଅନ୍ଯଲୋକ ମାନଙ୍କ ସହିତ ମୈତ୍ରୀ କଲେ। ଅତଏବ, ୟିହୂଦାମାନଙ୍କୁ ପୁନଃ ଗ୍ରହଣ କରିବା ଅର୍ଥ ଜଗତର ଅନ୍ୟ ଲୋକମାନଙ୍କ ପାଇଁ ମୃତ୍ଯୁରୁ ପୁନର୍ଜାବନ ଆଣିବା।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:26
ଏହି ଭଳି ସମଗ୍ର ଇଶ୍ରାୟେଲ ଉଦ୍ଧାର ପାଇବ। ଶାସ୍ତ୍ର ରେ ଲଖାେଅଛି:
ଏଫିସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:21
ପରମେଶ୍ବର ଖ୍ରୀଷ୍ଟଙ୍କୁ ସମସ୍ତ ଶାସକ, ଅଧିକାରୀ, ଶକ୍ତି ଓ ରାଜାମାନଙ୍କଠାରୁ ଅଧିକ ମହତ୍ବପୂର୍ଣ୍ଣ ପଦ ଦଇେଅଛନ୍ତି। ଏହି ସଂସାର କି ପରବର୍ତ୍ତୀ ସଂସାର ରେ ଥିବା ଯେ କୌଣସି କ୍ଷମତା ପୂର୍ଣ୍ଣ ଶକ୍ତି ଅପେକ୍ଷା ଖ୍ରୀଷ୍ଟଙ୍କର ଶକ୍ତି ଅତି ଅଧିକ ଅଟେ।
ଫିଲିପ୍ପୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 4:3
ହେ ବନ୍ଧୁ, ତୁମ୍ଭେ ଯେ ହତେୁ ମାେ ସହିତ ବିଶ୍ବସ୍ତ ଭାବରେ ସବୋ କରୁଛ, ଯେଉଁ ସ୍ତ୍ରୀ ଲୋକମାନେ ମୁଁ ସୁସମାଚାର ପ୍ରଚାର କଲା ବେଳେ ମାେ ସହିତ ପରିଶ୍ରମ କରିଅଛନ୍ତି, ସମାନଙ୍କେୁ ସାହାୟ୍ଯ କର ବୋଲି ତୁମ୍ଭକୁ ମୁଁ ନିବଦନେ କରେ। ସମାନେେ କ୍ଲମେନ୍େସ ଏବଂ ମାରେ ଅନ୍ୟ ସହକାରୀମାନଙ୍କ ସହିତ ସବୋକାର୍ୟ୍ଯ କରିଛନ୍ତି। ସମାନଙ୍କେ ନାମ ଜୀବନ-ପୁସ୍ତକ288 ରେ ଲଖାେଅଛି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:5
ଯୀଶୁ ହେଉଛନ୍ତି ବିଶ୍ବସ୍ତ ସାକ୍ଷୀ। ମୃତ୍ଯୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧିଅରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:5
ଯେ ବିଜଯୀ ହୁଏ, ସେ ଏହି ଲୋକମାନଙ୍କ ଭଳି ଧଳା ବସ୍ତ୍ର ପିନ୍ଧିବ। ମୁଁ ଜୀବନ ପୁସ୍ତକରୁ ସହେି ଲୋକର ନାମ କଦାପି ଲୋପ କରିବି ନାହିଁ। ମାତ୍ର ମୁଁ ତାହାର ନାମକୁ ମାହେର ପରମପିତା ଓ ତାହାଙ୍କର ଦୂତମାନଙ୍କ ସାମନା ରେ ସ୍ବୀକାର କରିବି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 13:8
ପୃଥିବୀ ରେ ରହୁଥିବା ସମସ୍ତ ଲୋକମାନେ ସହେି ପଶୁକୁ ପୂଜା କରିବେ। ପୃଥିବୀ ଆରମ୍ଭରୁ ଏହି ଲୋକମାନଙ୍କର ନାମ ମଷେଶାବକଙ୍କ ଜୀବନ ପୁସ୍ତକରେ ଲଖାେ ହାଇନୋହିଁ। ଏହି ମଷେଶାବକଙ୍କୁ ବଧ କରାଯାଇଥିଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:17
ତା'ପରେ ସପ୍ତମ ଦୂତ ତାହାଙ୍କ ପାତ୍ରକୁ ବାଯୁ ରେ ଢ଼ାଳିଲେ ଓ ମନ୍ଦିର ଭିତରୁ ସିଂହାସନଠାରୁ ଗୋଟିଏ ଉଚ୍ଚ ସ୍ବର ଆସିଲା। ସହେି ସ୍ବର କହିଲା, ଏହା ସମାପ୍ତ ହେଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:11
ତା'ପରେ ମୁଁ ସ୍ବର୍ଗ ଖାଲିୟିବୋର ଦେଖିଲି। ସଠାେରେ ଗୋଟିଏ ଶ୍ବତେ ଅଶ୍ବ, ଠିଆ ହାଇେଥିଲା। ଅଶ୍ବାରୋହୀଙ୍କ ନାମ 'ବିଶ୍ବସ୍ତ' ଓ 'ସତ୍ଯବାନ'। ସେ ନ୍ଯାୟପୂର୍ଣ୍ଣ ଭାବରେ ବିଚାର କରନ୍ତି ଓ ଲଢ଼ନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 20:15
ଯେଉଁ ଲୋକର ନାମ ଜୀବନ ପୁସ୍ତକରେ ଲଖାେ ହାଇେଥିବାର ଦଖାଗେଲା ନାହିଁ, ତାହାକୁ ମଧ୍ଯ ଅଗ୍ନିମୟ ହ୍ରଦ ରେ ନିକ୍ଷପେ କରାଗଲା।
ଯିଶାଇୟ 4:3
ସହେି ସମୟରେ ସିୟୋନ ଓ ୟିରୁଶାଲମର ଅବଶିଷ୍ଟ ସମସ୍ତ ଲୋକ ସ୍ବତନ୍ତ୍ର ଓ ପବିତ୍ର ଲୋକ ବୋଲି କଥିତ ହବେେ। ଏହା ସହେି ଲୋକମାନଙ୍କ ପ୍ରତି ଘଟିବ ଯେଉଁମାନେ ଏକ ସ୍ବତନ୍ତ୍ର ତାଲିକା ରେ ଥିବେ ଓ ସହେି ତାଲିକାଭୁକ୍ତ ଲୋକେ କବଳେ ବଞ୍ଚି ରହିବେ।
ଗୀତସଂହିତା 69:28
ଜୀବନ-ପୁସ୍ତକରୁ ସମାନଙ୍କେର ନାମ ପୋଛି ଦିଅ ଓ ସମାନଙ୍କେ ନାମ ଧାର୍ମିକମାନଙ୍କ ସହିତ ଲେଖ ନାହିଁ।
ଆମୋଷ 9:11
ଦାଉଦଙ୍କର ପତିତ ତମ୍ବୁକୁ ଆମ୍ଭେ ପୁନର୍ବାର ଉଠାଇବା। ଆମ୍ଭେ କାନ୍ଥ ରେ ଥିବା କଣାସବୁ ବନ୍ଦ କରିବା। ଆମ୍ଭେ ବିଧ୍ବସ୍ତ ହାଇେଥିବା ଅଟ୍ଟାଳିକାଗୁଡିକୁ ପୁନର୍ବାର ନିର୍ମାଣ କରିବା ଓ ସେ ଗୁଡିକ ପୂର୍ବପରି ତମ୍ବୁ ନିର୍ମିତ ହବେ।
ଯିଖରିୟ 12:3
କିନ୍ତୁ ଆମ୍ଭେ ୟିରୁଶାଲମକୁ ସମସ୍ତ ଦେଶ ପାଇଁ ଏକ ଭାରି ପଥର କରିବା। ଯେଉଁମାନେ ତାକୁ ଉଠାଇବେ, ସମାନେେ ଆଘାତପ୍ରାପ୍ତ ହବେେ। ସହେି ଲୋକମାନେ ପ୍ରକୃତ ରେ କ୍ଷତବିକ୍ଷତ ହବେେ। କାରଣ ପୃଥିବୀର ସମଗ୍ର ଗୋଷ୍ଠୀ ୟିରୁଶାଲମ ବିରୁଦ୍ଧ ରେ ଏକତ୍ରୀତ ହବେେ।
ଯୋୟେଲ 3:16
ପୁଣି ସଦାପ୍ରଭୁ ପରମେଶ୍ବର ସିୟୋନରୁ ଚିତ୍କାର କରିବେ, ସେ ୟିରୁଶାଲମରୁ ମଧ୍ଯ ଚିତ୍କାର କରିବେ। ସହେି ଚିତ୍କାର ରେ ଆକାଶ ଓ ପୃଥିବୀ ଥରି ଉଠିବ। ମାତ୍ର ମଦାପ୍ରଭୁ ପରମେଶ୍ବର ତାଙ୍କ ସନ୍ତାନଗଣଙ୍କ ପାଇଁ ନିରାପଦ ସ୍ଥାନ ହବେ। ସେ ମଧ୍ଯ ଇଶ୍ରାୟେଲର ଲୋକମାନଙ୍କ ପାଇଁ ନିରାପଦ ସ୍ଥାନ ହବେେ।
ହୋଶେୟ 3:4
ସହେିପରି ଭାବରେ ଇଶ୍ରାୟେଲର ଲୋକମାନେ ବିନା ରାଜା ଓ ନେତା ରେ ଦୀର୍ଘଦିନ ଚଳିବେ। ସମାନେେ ବଳିଦାନ କି ସ୍ମରଣାର୍ଥକ ପଥର ବିନା ରହିବେ। ସମାନେେ ଯାଜକିଯ ବସ୍ତ୍ର ବିନା ଓ ଗୃହ ମୂର୍ତ୍ତି ବିନା ରହିବେ।
ଦାନିଏଲ 11:45
ଏବଂ ସେ ସାଗର ଓ ରମ୍ଯ ପବିତ୍ର ପର୍ବତର ମଧିଅରେ ଆପଣା ରାଜକୀଯ ତମ୍ବୁ ସ୍ଥାପନ କରିବ। ଆଉ ତାହାର ଅନ୍ତିମ କାଳ ଉପସ୍ଥିତ ହବେ ଓ କହେି ତାହାକୁ ସାହାୟ୍ଯ କରିବେ ନାହିଁ।'
ଦାନିଏଲ 9:25
ଏହା ଜାଣ ଏବଂ ଏହା ବୁଝ, ଆଦେଶ ହବୋଠାରୁ ଫରୋଇବାକୁ ଏବଂ ୟିରୁଶାଲମ ନିର୍ମିତ କର, ଯେପର୍ୟ୍ଯନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହ ରେ, ସହର ପୂର୍ଣ୍ଣ ନିର୍ମିତ ହବେ। କିନ୍ତୁ ଏହାର ମୁଖ୍ଯ ରାସ୍ତା ଓ କାନ୍ଥ, ଅସୁବାଧା ସମୟରେ ହବେ।
ଯିହିଜିକଲ 39:25
ତେଣୁ ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଏବେ ମୁଁ ଯାକୁବକୁ ବନ୍ଦୀତ୍ବରୁ ମୁକ୍ତ କରି ଆଣିବି ଓ ସମୁଦାଯ ଇଶ୍ରାୟେଲ ବଂଶ ପ୍ରତି ଦୟା କରିବି। ଏବଂ ମୁଁ ପବିତ୍ର ନାମ ସକାେଶ ଇର୍ଷାପରାଯଣ ହବେି।
ଯିହିଜିକଲ 37:21
ପୁଣି ତୁମ୍ଭେ ସମାନଙ୍କେୁ କୁହ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, 'ଇଶ୍ରାୟେଲର ଲୋକମାନେ ଯେଉଁ ବିଭିନ୍ନ ଦେଶକୁ ସମାନେେ ୟାଇ ଅଛନ୍ତି ସହେି ସ୍ଥାନର ଗୋଷ୍ଠୀଯମାନଙ୍କ ମଧ୍ଯରୁ ମୁଁ ସମାନଙ୍କେୁ ନିଜ ଦେଶକୁ ନଇେଆସିବି। ଆଉ ଚତୁର୍ଦ୍ଦିଗରୁ ସମାନଙ୍କେୁ ସଂଗ୍ରହ କରି ସମାନଙ୍କେର ନିଜ ଦେଶକୁ ଆଣିବି।
ଯିହିଜିକଲ 34:24
ମୁଁ ସଦାପ୍ରଭୁ ସମାନଙ୍କେର ପରମେଶ୍ବର ହବେି ଓ ମାରେ ଦାସ ଦାଉଦ ସମାନଙ୍କେ ମଧିଅରେ ପ୍ରଭୁ ହବେ। ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।
ଯିଶାଇୟ 27:12
ସଦେିନ ସଦାପ୍ରଭୁ ଅନ୍ୟମାନଙ୍କଠାରୁ ତାଙ୍କର ଦାସମାନଙ୍କୁ ଅଲଗା କରିବେ। ଫରାତ୍ ନଦୀଠାରୁ ଆରମ୍ଭକରି ମିଶର ନଦୀ ପର୍ୟ୍ଯନ୍ତ ସେ ଲୋକମାନଙ୍କୁ ଏକତ୍ରୀତ କରିବେ।
ଯିଶାଇୟ 26:20
ହେ ମାରେ ଲୋକମାନେ, ତୁମ୍ଭମାନେେ ଅନ୍ତରାଳଯ ରେ ପ୍ରବେଶ କରି ଦ୍ବାର ରୁଦ୍ଧ କର। ପରମେଶ୍ବରଙ୍କ କୋର୍ଧ ଶାନ୍ତ ହବୋ ପର୍ୟ୍ଯନ୍ତ ଅଳ୍ପସମୟ ନିଜକୁ ଲୁଚାଅ।
ଯିଶାଇୟ 11:11
ସହେି ସମୟରେ ମାରେ ପ୍ରିଯ ପ୍ରଭୁ ପୁନର୍ବାର ଆସିବେ ଓ ଅବଶିଷ୍ଟାଂଶ ଲୋକଙ୍କୁ ନବେେ। ଏହା ଦ୍ବିତୀୟ ଥର ଆପଣା ହସ୍ତ ସ୍ଥାପନ କରିବେ। ଏହି ପରମେଶ୍ବରଙ୍କ ଲୋକମାନେ ଅଶୂର, ଉତ୍ତର ମିଶର, ଦକ୍ଷିଣ ମିଶର, ଇଥିଓପିଆ, ଏଲମ୍, ବାବିଲୋନୀଯ, ହମାଥରୁ ଏବଂ ପୃଥିବୀର ସମସ୍ତ ଦୁର ଦେଶରୁ ଆସିବେ।
ଓବଦିୟ 1:17
କିନ୍ତୁ ଆମ୍ଭର ଲୋକମାନଙ୍କ ମଧ୍ଯରୁ ବଞ୍ଚିଥିବା ଲୋକମାନଙ୍କୁ ଏକତ୍ରୀତ କରିବା ଏବଂ ସିୟୋନ ପର୍ବତକୁ ଫରୋଇ ଆଣିବା। ସମାନେେ ସିୟୋନ ପର୍ବତ ରେ ଚିରଦିନ ବାସ କରିବେ। ଯାକୁବ ତାଙ୍କର ରାଜ୍ଯ ଫରେି ପାଇବେ।