Galatians 5:6 in Oriya

Oriya Oriya Bible Galatians Galatians 5 Galatians 5:6

Galatians 5:6
ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।

Galatians 5:5Galatians 5Galatians 5:7

Galatians 5:6 in Other Translations

King James Version (KJV)
For in Jesus Christ neither circumcision availeth any thing, nor uncircumcision; but faith which worketh by love.

American Standard Version (ASV)
For in Christ Jesus neither circumcision availeth anything, nor uncircumcision; but faith working through love.

Bible in Basic English (BBE)
Because in Christ Jesus, having circumcision or not having circumcision are equally of no profit; but only faith working through love.

Darby English Bible (DBY)
For in Christ Jesus neither circumcision has any force, nor uncircumcision; but faith working through love.

World English Bible (WEB)
For in Christ Jesus neither circumcision amounts to anything, nor uncircumcision, but faith working through love.

Young's Literal Translation (YLT)
for in Christ Jesus neither circumcision availeth anything, nor uncircumcision, but faith through love working.

in
ἐνenane
For
γὰρgargahr
Christ
Χριστῷchristōhree-STOH
Jesus
Ἰησοῦiēsouee-ay-SOO
neither
οὔτεouteOO-tay
circumcision
περιτομήperitomēpay-ree-toh-MAY
thing,
τιtitee
any
availeth
ἰσχύειischyeiee-SKYOO-ee
nor
οὔτεouteOO-tay
uncircumcision;
ἀκροβυστίαakrobystiaah-kroh-vyoo-STEE-ah
but
ἀλλὰallaal-LA
faith
πίστιςpistisPEE-stees
by
love.
δι'dithee
which
ἀγάπηςagapēsah-GA-pase
worketh
ἐνεργουμένηenergoumenēane-are-goo-MAY-nay

Cross Reference

ଯୋହନଙ୍କ ପ୍ରଥମ ପତ୍ର 3:14
ଆମ୍ଭେ ଜାଣୁ ଯେ, ଆମ୍ଭେ ମୃତ୍ଯୁର ସୀମା ପାରି ହାଇେ ଜୀବନ ରେ ପ୍ରବେଶ କରିଛୁ, କାରଣ ଆମ୍ଭେ ନିଜ ଭାଇ ଓ ଭଉଣୀମାନଙ୍କୁ ପ୍ ରମେ କରୁ। ଯେଉଁ ଲୋକ ପ୍ ରମେ କରେ ନାହିଁ, ସେ ମୃତ୍ଯୁ ସୀମା ମଧିଅରେ ଥାଏ।

ଯାକୁବଙ୍କ ପତ୍ 2:14
ମାେ ଭାଇ ଓ ଭଉଣୀମାନେ !ଯଦି ଜଣେ କୁ ହେ, ଯେ, ସେ ଜଣେ ବିଶ୍ବାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା ହେଲେ ତାହାର ବିଶ୍ବାସ ମୂଲ୍ଯହୀନ। କ'ଣ ଏହି ଭଳି ବିଶ୍ବାସ ତାହାକୁ ରକ୍ଷା କରିପାରିବ ? ନା !

ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:3
ଆମ୍ଭମାନଙ୍କର ପରମପିତା ପରମେଶ୍ବରଙ୍କୁ ଆମ୍ଭ ପ୍ରାର୍ଥନା ରେ ନିବଦନେ କଲା ବେଳେ ତୁମ୍ଭମାନେେ ତୁମ୍ଭମାନଙ୍କର ବିଶ୍ବାସ ହତେୁ ଯାହା କରିଛ, ସେଥିପାଇଁ ତାଙ୍କୁ ଧନ୍ଯବାଦ ଦେଉ। ତୁମ୍ଭମାନେେ ତୁମ୍ଭମାନଙ୍କର ପ୍ ରମେ ହତେୁ ଯେଉଁ କାର୍ୟ୍ଯ କରିଛ, ସେଥିପାଇଁ ତାହାଙ୍କୁ ଧନ୍ଯବାଦ ଦେଉ। ଏବଂ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କଠା ରେ ତୁମ୍ଭମାନଙ୍କ ଭରସା ହତେୁ ତୁମ୍ଭମାନେେ ଦୃଢ଼ ହାଇେ ରହିଛ ବୋଲି ଆମ୍ଭେ ତାଙ୍କୁ ସର୍ବଦା ଧନ୍ଯବାଦ ଅର୍ପଣ କରୁଛୁ।

ମାଥିଉଲିଖିତ ସୁସମାଚାର 25:31
ମନୁଷ୍ଯପୁତ୍ର ପୁଣି ଥରେ ଆସିବେ। ସେ ତାହାଙ୍କର ମହିମା ସହିତ ଆସିବେ। ତାହାଙ୍କ ସହିତ ସମସ୍ତ ସ୍ବର୍ଗଦୂତ ମାନେ ଆସିବେ। ସେ ରାଜା ହବେେ ଏବଂ ତାହାଙ୍କର ମହାନ ସିଂହାସନ ଉପରେ ବସିବେ।

ଯୋହନଙ୍କ ପ୍ରଥମ ପତ୍ର 4:18
ପ୍ ରମେ ରେ ଭୟ ନ ଥାଏ। ବରଂ ପରମେଶ୍ବର ଦତ୍ତ ସିଦ୍ଧ ପ୍ ରମେ ଭୟକୁ ଦୂର କରିଦିଏ। ଭୟ ସହିତ ଦଣ୍ଡର ସମ୍ପର୍କ ଥାଏ। ତେଣୁ ଯାହାର ଭୟ ଅଛି, ଈଶ୍ବରଙ୍କ ପ୍ ରମେ ତାହାଠା ରେ ସିଦ୍ଧ ହାଇେ ନାହିଁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 6:15
ଜଣେ ମନୁଷ୍ଯ ସୁନ୍ନତ ହେଉ ବା ଅସୁନ୍ନତ ହେଉ, ସେଥି ରେ କିଛି ଗୁରୁତ୍ବ ନାହିଁ। କବଳେ ପରମେଶ୍ବରଙ୍କ ଦ୍ବାରା ସୃଷ୍ଟ ନୂତନ ମନୁଷ୍ଯ ହବୋ ଗୁରୁତ୍ବପୂର୍ଣ୍ଣ।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ଦିତୀୟ ପତ୍ର 5:14
ଯଦି ଆମ୍ଭେ ଠିକ୍ ମନ ରେ ଅଛୁ ତାହା ତୁମ୍ଭମାନଙ୍କ ପାଇଁ। ଖ୍ରୀଷ୍ଟଙ୍କ ପ୍ ରମେ ଆମ୍ଭକୁ ନିୟନ୍ତ୍ରିତ କରେ। କାରଣ ଆମ୍ଭେ ଜାଣୁ ଯେ ଜଣେ ସମସ୍ତଙ୍କ ପାଇଁ ମରିଛନ୍ତି। ସେଥିପାଇଁ ସମସ୍ତେ ମରିଛନ୍ତି।

କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 7:19
ଜଣେ ସୁନ୍ନତ ହାଇେଛି ବା ନାହିଁ, ତାହା ବଡ଼ ବିଷୟ ନୁହେଁ, ମାତ୍ର ପରମେଶ୍ବରଙ୍କର ଆତ୍ମାଙ୍କୁ ମାନିବା ବଡ଼ ବିଷୟ।

ପିତରଙ୍କ ପ୍ରଥମ ପତ୍ 1:8
ତୁମ୍ଭେ ଯୀଶୁଖ୍ରୀଷ୍ଟଙ୍କୁ ନ ଦେଖି ମଧ୍ଯ ପ୍ ରମେ କରୁଛ। ଏବେ ତୁମ୍ଭେ ତାହାଙ୍କୁ ନ ଦେଖି ମଧ୍ଯ ବିଶ୍ବାସ କରୁଛ। ତୁମ୍ଭେ ଅତୁଳନୀୟ ଆନନ୍ଦ ପାଉଛ। ସହେି ଆନନ୍ଦ ମହିମା ରେ ପରିପୂର୍ଣ୍ଣ।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:17
ପରମେଶ୍ବର ଅବ୍ରହାମଙ୍କୁ ପରୀକ୍ଷା କରିଥିଲେ। ଅବ୍ରହାମଙ୍କୁ ପରମେଶ୍ବର କହିଥିଲେ ଯେ, ଇସ୍ହାକଙ୍କୁ ବଳିରୂପେ ସମର୍ପିତ କରିବ। ଅବ୍ରହାମଙ୍କ ବିଶ୍ବାସ ଥିବାରୁ ସେ ତାହା ମାନିଲେ। ପରମେଶ୍ବରଙ୍କଠାରୁ ଅବ୍ରହାମ ପୂର୍ବରୁ ପ୍ରତିଜ୍ଞା ପାଇଥିଲେ।

ଏବ୍ରୀମାନଙ୍କ ନିକଟକୁ ପତ୍ର 11:8
ପରମେଶ୍ବର ଅବ୍ରହାମଙ୍କୁ ତାହାଙ୍କ ସ୍ଥାନ ଛାଡ଼ିବାକୁ, ଓ ଅନ୍ୟ ଗୋଟିଏ ସ୍ଥାନକୁ ୟିବା ପାଇଁ ଡାକିଲେ। ପରମେଶ୍ବର ତାହାଙ୍କୁ ସହେି ଦେଶ ଦବୋ ପାଇଁ ପ୍ରତିଜ୍ଞା କରିଥିଲେ। ସେ କେଉଁଠାକୁ ଯାଉଅଛନ୍ତି, ତାହା ଅବ୍ରହାମ ଜାଣି ନ ଥିଲେ। କିନ୍ତୁ ଅବ୍ରହାମ ନିଜ ବିଶ୍ବାସ ଦ୍ବାରା ମାନିଲେ, ଓ ସହେି ସ୍ଥାନ ପାଇଁ ପ୍ରସ୍ଥାନ କଲେ।

କଲସୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:11
ଏହି ନୂତନ ଜୀବନ ରେ ୟିହୁଦୀ ଓ ଅଣୟିହୁଦୀମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। ସୁନ୍ନତ ଲୋକ ବା ଅସୁନ୍ନତ ଲୋକ, ବିଦେଶୀ ବା ସ୍ତଥୀୟମାନଙ୍କ ମଧିଅରେ କୌଣସି ତଫାତ୍ ନାହିଁ। କ୍ରୀତଦାସ ବା ସ୍ବାଧୀନ ଭିତ ରେ ମଧ୍ଯ ତଫାତ୍ ନାହିଁ। କିନ୍ତୁ ଖ୍ରୀଷ୍ଟ ସମସ୍ତଙ୍କଠା ରେ ଅଛନ୍ତି। ଯାହା ମହତ୍ତ୍ବପୂର୍ଣ୍ଣ, ତାହା ଖ୍ରୀଷ୍ଟ ଅଟନ୍ତି।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 5:2
ଶୁଣ ! ମୁଁ ପାଉଲ କହୁଛି, ଯଦି ତୁମ୍ଭମାନେେ ସୁନ୍ନତ ହାଇେ ବ୍ଯବସ୍ଥା ନିକଟକୁ ଫରେି ୟିବ, ତା ହେଲେ ଖ୍ରୀଷ୍ଟ ତୁମ୍ଭମାନଙ୍କ ପାଇଁ ଲାଭଦାୟକ ହବେେ ନାହିଁ।

ଗାଲାତୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ର 3:28
ଅତଏବ ଖ୍ରୀଷ୍ଟଙ୍କଠା ରେ ତୁମ୍ଭେ ସମସ୍ତେ ଏକ ହାଇେଥିବା କାରଣରୁ ଯିହୂଦୀ ଓ ଗ୍ରୀକ୍, ଦାସ ଓ ସ୍ବାଧୀନଲୋକ, ପୁରୁଷ ଓ ମହିଳା କାହାରି ଭିତ ରେ କୌଣସି ଭଦେ ରହିଲା ନାହିଁ।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:29
ପରମେଶ୍ବର କବଳେ ଯିହୂଦୀମାନଙ୍କର ପରମେଶ୍ବର ନୁହଁନ୍ତି। ଅଣଯିହୂଦୀମାନଙ୍କର ମଧ୍ଯ ସେ ପରମେଶ୍ବର ଅଟନ୍ତି।

ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 2:25
ଯଦି ତୁମ୍ଭେ ବ୍ଯବସ୍ଥା ପାଳନ କରୁଛ, ତା ହେଲେ ତୁମ୍ଭର ସୁନ୍ନତ ହବୋର ମୂଲ୍ଯ ଅଛି। କିନ୍ତୁ ତୁମ୍ଭେ ଯଦି ବ୍ଯବସ୍ଥା ଭଙ୍ଗ କରୁଛ ତା ହେଲେ ତୁମ୍ଭେ ସୁନ୍ନତ ନ ହବୋ ସହିତ ସମାନ।