Habakkuk 2:20 in Oriya

Oriya Oriya Bible Habakkuk Habakkuk 2 Habakkuk 2:20

Habakkuk 2:20
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିର ରେ ଅଛନ୍ତି। ତେଣୁ ସମଗ୍ର ପୃଥିବୀ ନୀରବ ହବେ ଓ ସଦାପ୍ରଭୁଙ୍କ ସମ୍ମାନ ଜଣାଇବ।

Habakkuk 2:19Habakkuk 2

Habakkuk 2:20 in Other Translations

King James Version (KJV)
But the LORD is in his holy temple: let all the earth keep silence before him.

American Standard Version (ASV)
But Jehovah is in his holy temple: let all the earth keep silence before him.

Bible in Basic English (BBE)
But the Lord is in his holy Temple: let all the earth be quiet before him.

Darby English Bible (DBY)
But Jehovah is in his holy temple. Let all the earth keep silence before him!

World English Bible (WEB)
But Yahweh is in his holy temple. Let all the earth be silent before him!"

Young's Literal Translation (YLT)
And Jehovah `is' in His holy temple, Be silent before Him, all the earth!

is
But
the
וַֽיהוָ֖הwayhwâvai-VA
Lord
temple:
holy
his
בְּהֵיכַ֣לbĕhêkalbeh-hay-HAHL
in
קָדְשׁ֑וֹqodšôkode-SHOH
silence
keep
הַ֥סhashahs
before
him.
מִפָּנָ֖יוmippānāywmee-pa-NAV
all
let
כָּלkālkahl
earth
הָאָֽרֶץ׃hāʾāreṣha-AH-rets

Cross Reference

Zechariah 2:13
ସମସ୍ତ ଲୋକମାନେ, ନୀରବ ହୁଅ। ସଦାପ୍ରଭୁ ତାଙ୍କର ପବିତ୍ର ଗୃହରୁ ଆସୁଛନ୍ତି।

Zephaniah 1:7
ତୁମ୍ଭେ ସଦାପ୍ରଭୁ ମାରେ ପ୍ରଭୁଙ୍କ ସମ୍ମୁଖ ରେ ନୀରବ ହୁଅ କାରଣ ଲୋକମାନଙ୍କୁ ଶାସ୍ତି ଦବୋପାଇଁ ସଦାପ୍ରଭୁଙ୍କ ବିଶଷଦେିନ ଶୀଘ୍ର ଆସୁଅଛି। ସଦାପ୍ରଭୁ ତାଙ୍କର ବଳିଦାନ ପ୍ରସ୍ତୁତ କରି ସାରିଛନ୍ତି ଏବଂ ତାଙ୍କର ନିମନ୍ତ୍ରିତ ଅତିଥିମାନଙ୍କୁ ଅଲଗା କରିଛନ୍ତି।

Psalm 11:4
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରେ ବାସ କରନ୍ତି। ସଦାପ୍ରଭୁଙ୍କ ସିଂହାସନ ସ୍ବର୍ଗରେ, ସେ ସହେିଠାରୁ ୟାହାସବୁ ଘଟୁଛି ସମସ୍ତ ବିଷଯ ଦେଖନ୍ତି। ସଦାପ୍ରଭୁ ମନୁଷ୍ଯକୁ ଯତ୍ନ ସହକାରେ ଅତି ନିକଟରୁ ଭଲ କି ମନ୍ଦ ତାହା ବିଚାର କରନ୍ତି।

Jonah 2:7
ମୁଁ ଜୀବନର ସବୁ ଆଶା ଛାଡିଥିଲି କିନ୍ତୁ ତା'ପ ରେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଏବଂ ତୁମ୍ଭେ ତୁମ୍ଭ ପବିତ୍ର ମନ୍ଦିର ରେ ମାରେ ପ୍ରାର୍ଥନା ଶୁଣିଲ।

Psalm 46:10
ପରମେଶ୍ବର କହନ୍ତି, ୟୁଦ୍ଧ ବନ୍ଦ କର, ମନରେଖ ମୁଁ ହେଉଛି ପରମେଶ୍ବର। ମୁଁ ରାଜ୍ଯମାନଙ୍କୁ ପରାସ୍ତ କରିଛି। ପୃଥିବୀକୁ ମୁଁ ନିଯନ୍ତ୍ରଣ କଲେ।

Ephesians 2:21
ସମ୍ପୂର୍ଣ୍ଣ ଭବନଟି ଖ୍ରୀଷ୍ଟଙ୍କଠା ରେ ପରସ୍ପର ସହିତ ସଂୟୁକ୍ତ ହାଇେ ନିର୍ମାଣ ହାଇେଛି। ଖ୍ରୀଷ୍ଟ ସେ ଭବନକୁ ପ୍ରଭୁଙ୍କଠା ରେ ଗୋଟିଏ ପବିତ୍ର ମନ୍ଦିର ହବୋ ପାଇଁ ବୃଦ୍ଧି କରାଉଛନ୍ତି।

Micah 1:2
ହେ ସମସ୍ତ ଲୋକେ, ଶୁଣ! ହେ ପୃଥିବୀ ଓ ତନ୍ମଧ୍ଯସ୍ଥ ସମସ୍ତେ ଶୁଣ। ମାରେ ପ୍ରଭୁ ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିରରୁ ଆସିବେ। ତୁମ୍ଭମାନଙ୍କ ବିରୁଦ୍ଧ ରେ ସେ ସାକ୍ଷ୍ଯ ସ୍ବରୂପ ଆସିବେ।

Jonah 2:4
ତା'ପ ରେ ମୁଁ ଭାବିଲି, 'ବର୍ତ୍ତମାନ ନିଶ୍ଚଯ ମାେତେ ତୁମ୍ଭ ଦୃଷ୍ଟିପାତରୁ ଦୂ ରଇେ ଦିଆୟାଇଛି।' କିନ୍ତୁ ମୁଁ ପୁଣିଥରେ ତୁମ୍ଭର ପବିତ୍ର ମନ୍ଦିର ଦେଖିବାକୁ ଗ୍ଭ ହେଁ।

Isaiah 66:6
ଏହି ଶୁଣ, ନଗରରୁ କଳହର ରବ ଓ ମନ୍ଦିରରୁ ଏକ ସ୍ବର ଆସୁଅଛି। ନିଜର ଶତ୍ରୁମାନଙ୍କୁ ପ୍ରତିଫଳ ଦେଉଥିବା ସଦାପ୍ରଭୁଙ୍କର ହେଉଛି ଏହି ରବ।

Isaiah 66:1
ସଦାପ୍ରଭୁ ଏହିକଥା କୁହନ୍ତି, ସ୍ବର୍ଗ ଆମ୍ଭର ସିଂହାସନ ଓ ପୃଥିବୀ ଆମ୍ଭର ପାଦପୀଠ। ତୁମ୍ଭମାନେେ ଆମ୍ଭପାଇଁ କି ପ୍ରକାର ଗୃହ ନିର୍ମାଣ କରିପାରିବ ଓ କେଉଁ ପ୍ରକାର ସ୍ଥାନ ଆମ୍ଭର ବିଶ୍ରାମସ୍ଥଳ ହବେ ?

Isaiah 6:1
ଯିହୁଦାର ରାଜା ଉଷିୟଙ୍କ ମୃତ୍ଯୁବର୍ଷ ରେ ମୁଁ ମାରେପ୍ରଭୁଙ୍କୁ ଦର୍ଶନ କରିବାକୁ ସକ୍ଷମ ହଲିେ। ସେ ଏକ ଉନ୍ନତ୍ତ ଓ ଚମତ୍କାର ସିଂହାସନ ଉପ ରେ ଉପବିଷ୍ଟ ହାଇେଥିଲେ। ତାଙ୍କର ରାଜ ପୋଷାକର ଅଞ୍ଚଳ ମନ୍ଦିରକୁ ବେଷ୍ଟନ କରିଥିଲା।

Psalm 132:13
ସଦାପ୍ରଭୁ ସିଯୋନକୁ ତାଙ୍କର ମନ୍ଦିର ପାଇଁ ବାଛିଲେ। ଓ ସେ ସହେି ସ୍ଥାନକୁ ଆପଣା ବାସସ୍ଥାନ ପାଇଁ ମନୋନୀତ କଲେ।

Psalm 115:3
ଆମ୍ଭମାନଙ୍କର ପରମେଶ୍ବର ସ୍ବର୍ଗରେ ଅଛନ୍ତି। ଏବଂ ସେ ୟାହା ଚାହାଁନ୍ତି ତାହା କରିପାରନ୍ତି।

Psalm 76:8
ସଦାପ୍ରଭୁ, ବିଚାରକ ପରି ଠିଆ ହାଇେଛନ୍ତି, ତୁମ୍ଭେ ନ୍ଯାଯ ବିଚାର କଲ, ପରମେଶ୍ବର ଏହି ଦେଶରେ ନୀଚ୍ଚ ଲୋକମାନଙ୍କୁ ରକ୍ଷା କରିବା ପାଇଁ,