Habakkuk 2:8
ତୁମ୍ଭେ ବହୁ ଦେଶରୁ ଧନ ଅପହରଣ କରିଛ। ତେଣୁ ସହେି ଲୋକମାନେ ତୁମ୍ଭଠାରୁ ଅଧିକ ନଇେଯିବେ। ତୁମ୍ଭେ ବହୁ ଲୋକଙ୍କୁ ହତ୍ଯା କରିଛ। ବହୁଦେଶ ଓ ନଗର ଧ୍ବଂସ କରିଛ। ସବୁ ଲୋକଙ୍କୁ ସଠାେ ରେ ହତ୍ଯା କରିଛ।
Habakkuk 2:8 in Other Translations
King James Version (KJV)
Because thou hast spoiled many nations, all the remnant of the people shall spoil thee; because of men's blood, and for the violence of the land, of the city, and of all that dwell therein.
American Standard Version (ASV)
Because thou hast plundered many nations, all the remnant of the peoples shall plunder thee, because of men's blood, and for the violence done to the land, to the city and to all that dwell therein.
Bible in Basic English (BBE)
Because you have taken their goods from great nations, all the rest of the peoples will take your goods from you; because of men's blood and violent acts against the land and the town and all who are living in it.
Darby English Bible (DBY)
Because thou hast plundered many nations, all the rest of the peoples shall plunder thee; because of men's blood, and for the violence [done] to the land, to the city, and all that dwell therein.
World English Bible (WEB)
Because you have plundered many nations, all the remnant of the peoples will plunder you, because of men's blood, and for the violence done to the land, to the city and to all who dwell in it.
Young's Literal Translation (YLT)
Because thou hast spoiled many nations, Spoil thee do all the remnant of the peoples, Because of man's blood, and of violence `to' the land, `To' the city, and `to' all dwelling in it.
| Because | כִּֽי | kî | kee |
| thou | אַתָּ֤ה | ʾattâ | ah-TA |
| hast spoiled | שַׁלּ֙וֹתָ֙ | šallôtā | SHA-loh-TA |
| many | גּוֹיִ֣ם | gôyim | ɡoh-YEEM |
| nations, | רַבִּ֔ים | rabbîm | ra-BEEM |
| all | יְשָׁלּ֖וּךָ | yĕšāllûkā | yeh-SHA-loo-ha |
| remnant the | כָּל | kāl | kahl |
| of the people | יֶ֣תֶר | yeter | YEH-ter |
| shall spoil | עַמִּ֑ים | ʿammîm | ah-MEEM |
| men's of because thee; | מִדְּמֵ֤י | middĕmê | mee-deh-MAY |
| blood, | אָדָם֙ | ʾādām | ah-DAHM |
| and for the violence | וַחֲמַס | waḥămas | va-huh-MAHS |
| land, the of | אֶ֔רֶץ | ʾereṣ | EH-rets |
| of the city, | קִרְיָ֖ה | qiryâ | keer-YA |
| all of and | וְכָל | wĕkāl | veh-HAHL |
| that dwell | יֹ֥שְׁבֵי | yōšĕbê | YOH-sheh-vay |
| therein. | בָֽהּ׃ | bāh | va |
Cross Reference
Isaiah 33:1
ଦେଖ, ତୁମ୍ଭମାନେେ ଲୁଟିତ ନ ହାଇେ ମଧ୍ଯ ଅନ୍ୟମାନଙ୍କୁ ଲୁଟୁଅଛ। ଅନ୍ୟମାନେ ତୁମ୍ଭମାନଙ୍କ ପ୍ରତି ବିଶ୍ବାସଘାତକତା ନ କଲେ ମଧ୍ଯ ତୁମ୍ଭମାନେେ ଅନ୍ୟମାନଙ୍କ ପ୍ରତି ବିଶ୍ବାସଘାତକତା କରୁଅଛ। ତେଣୁ ତୁମ୍ଭମାନେେ ସନ୍ତାପର ପାତ୍ର। କାରଣ ତୁମ୍ଭମାନେେ ଲୁଟିବା ସମାପ୍ତ କଲାପ ରେ ଅନ୍ୟମାନେ ତୁମ୍ଭକୁ ଲୁଟିବେ। ପୁଣି ତୁମ୍ଭମାନେେ ବିଶ୍ବାସଘାତକତା ସମାପ୍ତ କଲାପ ରେ ଅନ୍ୟମାନେ ତୁମ୍ଭପ୍ରତି ବିଶ୍ବାସଘାତକତା କରିବେ।
Habakkuk 2:17
ତୁମ୍ଭେ ଲିବାନୋନ୍ ରେ କରିଥିବା ରକ୍ତପାତ ତୁମ୍ଭକୁ ଆଚ୍ଛାନ୍ନ କରିବ। ତୁମ୍ଭେ ସଠାରୁେ ବହୁ ପଶୁ ଗ୍ଭରେି କଲ। ତେଣୁ ସହେି ମୃତବ୍ଯକ୍ତିଙ୍କ ପାଇଁ ଏବଂ ସହେି ଦେଶ ରେ କରିଥିବା ରକ୍ତପାତ ପାଇଁ ଏବଂ ସଠାେ ରେ ବାସ କରୁଥିବା ପ୍ରେତ୍ୟକକ ପାଇଁ ତୁମ୍ଭେ ଭୟଭୀତ ହବେ।
Zechariah 2:8
ସେ ଆମ୍ଭକୁ ସହେି ଦେଶମାନଙ୍କଠାରୁ ତୁମ୍ଭମାନଙ୍କୁ ଫରୋଇ ଆଣିବା ପାଇଁ ପଠାଇଲେ, ଯେଉଁମାନେ ତୁମ୍ଭକୁ ଲୁଟିଥିଲେ। ତୁମ୍ଭମାନେେ ତାଙ୍କର ଗୌରବ।
Jeremiah 27:7
ପୁଣି ସମୁଦାଯ ଗୋଷ୍ଠୀ ନବୂଖଦନିତ୍ସର, ତାହାର ପୁତ୍ର ଓ ପୌତ୍ରର ସବୋ କରିବେ। ପୁଣି ଏକ ସମୟ ଆସିବ, ଅନକେ ଗୋଷ୍ଠୀ ଓ ମହାନ୍ ମହାନ୍ ରାଜାମାନେ ବାବିଲ ରେ ନିଜର ଦାସ୍ଯକର୍ମ କରିବେ।
Jeremiah 51:55
ସଦାପ୍ରଭୁ ବାବିଲକୁ ବିନଷ୍ଟ କରିବେ ଓ ନଗର ମଧ୍ଯରୁ ମହାରବ କ୍ଷାନ୍ତ କରିବେ। ଶତ୍ରୁସୈନ୍ଯ ତରଙ୍ଗାଯିତ ମହାସାଗର ସଦୃଶ ଗର୍ଜନ କରିଆସିବେ ଓ କଲଦୀଯମାନେ ସହେି ମହାରବ ଶୁଣିବେ।
Micah 4:11
ତୁମ୍ଭ ବିରୁଦ୍ଧ ରେ ବହୁ ଗୋଷ୍ଠୀ ଲଢିବାକୁ ଆସିଛନ୍ତି। ସମାନେେ କୁହନ୍ତି, ଦେଖ, ସେ ହେଉଛି ସିୟୋନ, ଆମ୍ଭେ ତାକୁ ସଂପୂର୍ଣ୍ଣ ନଷ୍ଟ କରିଦବେୁ।
Habakkuk 2:10
ତୁମ୍ଭେ ବହୁତ ଲୋକଙ୍କୁ ଧ୍ବଂସ କରିଅଛ। କିନ୍ତୁ ତୁମ୍ଭେ ନିଜ ଘରକୁ ଲଜ୍ଜା ଆଣିଥିଲ। ତୁମ୍ଭେ ନିଜ ଜୀବନ ବିପକ୍ଷ ରେ ପାପ କରିଅଛ।
Zechariah 1:15
ନିଜକୁ ନିରାପଦ ମନେ କରୁଥିବା ଦେଶ ପ୍ରତି ଆମ୍ଭେ ଅତ୍ଯନ୍ତ କ୍ଷୁବ୍ଧ ଥିଲୁ। କାରଣ ସମାନେେ ବିପର୍ୟ୍ଯଯକୁ ସର୍ବଦା ଆମନ୍ତ୍ରଣ କରୁଥିଲେ।
Zechariah 12:2
ଦେଖ, ଦେଶସମୂହ ପ୍ରତି ୟିରୁଶାଲମକୁ ଏକ ପାନପାତ୍ର ସଦୃଶ ଆମ୍ଭେ ନିର୍ମାଣ କରିବା। ଯିହୁଦା ଓ ୟିରୁଶାଲମ ଅବରୋଧ ହାଇେ ରହିବ।
Zechariah 14:12
ଏହା ହେଉଛି ମହାମାରୀର ବିବରଣୀ। ସଦାପ୍ରଭୁ ଏହା ପଠାଇବେ, ସହେିମାନଙ୍କ ବିରୁଦ୍ଧ ରେ ଯେଉଁମାନେ ୟିରୁଶାଲମ ବିରୁଦ୍ଧ ରେ ଲଢୁଥିଲେ। ଲୋକମାନେ ଛିଡା ହାଇେ ଥିବା ବେଳେ ସମାନଙ୍କେର ଚର୍ମ ପଚିୟିବ। ସମାନଙ୍କେର ଚକ୍ଷୁ କୋଟର ମଧିଅରେ ପଶିୟିବ ଓ ଜିହ୍ବା ପାଟି ମଧିଅରେ ପଶିୟିବ।
Revelation 6:10
ସହେି ଆତ୍ମାମାନେ ଉଚ୍ଚ ସ୍ବର ରେ ଚିତ୍କାର କଲେ, ହେ ପବିତ୍ର, ଓ ସତ୍ଯ ପ୍ରଭୁ ! ଆମ୍ଭମାନଙ୍କୁ ହତ୍ଯା କରିଥିବାରୁ ତୁମ୍ଭେ ଏ ପୃଥିବୀର ଲୋକମାନଙ୍କର ବିଚାର କର। ସମାନଙ୍କେୁ ଦଣ୍ଡ ଦବୋକୁ ଆଉ କେତେ କାଳ ଆମ୍ଭକୁ ଅପେକ୍ଷା କରିବାକୁ ପଡ଼ିବ ?
Revelation 18:20
ହେ ସ୍ବର୍ଗ ! ହେ ପରମେଶ୍ବରଙ୍କର ପବିତ୍ର ଲୋକମାନେ, ଭବିଷ୍ଯଦ୍ ବକ୍ତାଗଣ ଏବଂ ପ୍ ରରେିତଗଣ ! ମହାନଗରୀର ଧ୍ବଂସ ରେ ଆନନ୍ଦ ଉଲ୍ଲାସ କର। ସେ ତୁମ୍ଭକୁ ଯେଉଁ କଷ୍ଟ ଦଇେଛି, ସେଥିପାଇଁ ପରମେଶ୍ବର ତାହାକୁ ଦଣ୍ଡ ଦଇେଛନ୍ତି।
Jeremiah 51:48
ସେ ସମୟରେ ସ୍ବର୍ଗ, ପୃଥିବୀ ଓ ତନ୍ମଧ୍ଯସ୍ଥ ସମସ୍ତ ବାବିଲ ବିଷଯ ରେ ଆନନ୍ଦ ରେ ଚିତ୍କାର କରିବେ। କାରଣ ସଦାପ୍ରଭୁ କହନ୍ତି ଯେ, ଉତ୍ତର ଦିଗରୁ ବିନାଶକଗଣ ଆସିବେ।
Jeremiah 51:44
ତା'ପ ରେ ଆମ୍ଭେ ବାବିଲର ବାଲ୍ଦବଙ୍କେଠାରୁ ପ୍ରତିଶୋଧ ନବୋ ଓ ଯାହା ସେ ଗିଳିଅଛି, ଆମ୍ଭେ ତା'ର ମୁଖରୁ ତାହା ବାହାର କରିବା। ଗୋଷ୍ଠୀ ଏହା ପାଇଁ ଆଉ ନିର୍ଝର ହବେ ନାହିଁ। ଏବଂ ବାବିଲର ପ୍ରାଚୀର ପଡ଼ିୟିବ।
Jeremiah 51:34
ସିୟୋନର ଲୋକମାନେ କହିବେ, ବାବିଲର ରାଜା ନବୂଖଦନିତ୍ସର ଆମ୍ଭମାନଙ୍କୁ ଗ୍ରାସ କରିଅଛି, ସେ ଆମ୍ଭମାନଙ୍କୁ ଚୂର୍ଣ୍ଣ କରିଅଛି। ସେ ଆମ୍ଭମାନଙ୍କୁ ଶୂନ୍ଯପାତ୍ର ସଦୃଶ କରିଅଛି। ସେ ଆମ୍ଭମାନଙ୍କୁ ନାଗସାପ ସଦୃଶ ଗ୍ରାସ କରିଅଛି। ଆମ୍ଭମାନଙ୍କର ସୁଖାଦ୍ୟ ଦ୍ରବ୍ଯ ରେ ସେ ଉଦର ପୂର୍ଣ୍ଣ କରିଅଛି ଓ ସେ ଆମ୍ଭମାନଙ୍କୁ ଦୂରକୁ ଫିଙ୍ଗି ଦଇେଅଛି।
Isaiah 33:4
ପତଙ୍କ ଖାଦ୍ୟ ସଂଗ୍ରହ କଲାପରି ତୁମ୍ଭମାନଙ୍କର ସମ୍ପତ୍ତି ଲୁଟିତ ସଂଗୃହିତ ହବେ। ଯେପରି ପତଙ୍ଗମାନେ ଡ଼ିଆଁ ମାରନ୍ତି, ସହେିପରି ବହୁଲୋକ ତା ଉପ ରେ ଡ଼ିଆଁ ମାରିବେ।
Isaiah 47:6
ଆମ୍ଭେ ନିଜ ଲୋକମାନଙ୍କ ଉପ ରେ କ୍ରୋଧିତ ହେଲୁଁ। ଆପଣା ଅଧିକାରକୁ ଅପବିତ୍ର କଲୁ ଓ ତୁମ୍ଭ ହସ୍ତ ରେ ସମାନଙ୍କେୁ ସମର୍ପର କଲୁ। ତୁମ୍ଭେ ସମାନଙ୍କେ ପ୍ରତି ଦୟା ପ୍ରକାଶ କଲ ନାହିଁ। ତୁମ୍ଭେ ବୃଦ୍ଧଲୋକ ଉପ ରେ ୟୁଆଳି ବଡ଼ ଭାରି କରି ଥୋଇଲ।
Jeremiah 30:16
ଏଣୁ ଯେଉଁମାନେ ତୁମ୍ଭମାନଙ୍କୁ ଗ୍ରାସ କରନ୍ତି, ସମାନେେ ଗ୍ରାସିତ ହବେେ। ତୁମ୍ଭର ବିପକ୍ଷ ସମସ୍ତେ ସମାନଙ୍କେର ପ୍ରେତ୍ୟକକର ବନ୍ଦୀତ୍ବ ସ୍ଥାନକୁ ଯିବେ। ଆଉ ଯେଉଁମାନେ ତୁମ୍ଭମାନଙ୍କୁ ଲୁଣ୍ଠନ କରନ୍ତି, ସମାନେେ ଲୁଣ୍ଠିତ ହବେେ। ଯେଉଁମାନେ ତୁମ୍ଭମାନଙ୍କର ଦ୍ରବ୍ଯ ଅପହରଣ କରନ୍ତି, ଆମ୍ଭେ ସମାନଙ୍କେର ଦ୍ରବ୍ଯ ଅପହରଣ କରାଇବା।
Jeremiah 50:10
ସମାନେେ କଲଦୀଯମାନଙ୍କର ସମସ୍ତ ଲୁଣ୍ଠନ କରିବେ। ସଦାପ୍ରଭୁ କହନ୍ତି, ସମାନେେ ନିଜର ସନ୍ତାଷେ ଅନୁସାରେ ଲୁଣ୍ଠନ କରିବେ।
Jeremiah 50:17
ଇଶ୍ରାୟେଲ ଚ୍ଛିନ୍ନଭିନ୍ନ ହାଇେଥିବା ମଷେ ସ୍ବରୂପ ସେ ସିଂହମାନଙ୍କ ଦ୍ବାରା ବିତାଡ଼ିତ ହାଇେଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶଷେ ରେ ବାବିଲର ରାଜା ନବୂଖଦନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।
Jeremiah 50:28
ଯେଉଁ ରକ୍ଷାପ୍ରାପ୍ତ ପଳାତକମାନେ ବାବିଲ ଦେଶରୁ ସ୍ଯୋନକୁ ଚାଲି ଯାଉଥିଲେ, ସମାନେେ ସମସ୍ତଙ୍କୁ କହୁଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କର ପ୍ରତି ଶାଧେ ନବୋର ସମୟ ଆସିୟାଇଛି। କଲଦୀଯମାନେ ତାଙ୍କର ମନ୍ଦିର ଭାଙ୍ଗିଛନ୍ତି। ତେଣୁ ସେ ବାବିଲକୁ ଧ୍ବଂସ କରୁଛନ୍ତି।
Jeremiah 50:33
ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଉଭୟ ଇଶ୍ରାୟେଲ ଓ ଯିହୁଦାର ପୁତ୍ରଗଣ ଅତ୍ଯାଚାରିତ ହାଇେଛନ୍ତି। ଯେଉଁ ଶତ୍ରୁଗଣ ସମାନଙ୍କେୁ ବନ୍ଦୀ କରି ନେଲେ ସମାନେେ ସମାନଙ୍କେୁ ଦୃଢ଼ ହସ୍ତ ରେ ଧରି ରଖିଲେ, ଛାଡ଼ିଲେ ନାହିଁ।
Jeremiah 50:37
ଆଉ ସମାନଙ୍କେର ଅଶ୍ବଗଣକୁ, ରଥଗୁଡ଼ିକୁ ଓ ତହିଁରେ ବାସ କରୁଥିବା ମିଶ୍ରିତ ଲୋକମାନଙ୍କୁ ଖଡ୍ଗ ବିନାଶ କରିବ ଓ ସମାନେେ ଭୟଭୀତା ସ୍ତ୍ରୀମାନଙ୍କ ପରି ହବେେ। ସମାନଙ୍କେର ଭଣ୍ଡାରସବୁ ଖଡ୍ଗ ରେ ବିନଷ୍ଟ ହବେ ଓ ସେସବୁ ଲୁଣ୍ଠିତ ହବେ।
Jeremiah 51:8
ବାବିଲ ଅକସ୍ମାତ୍ ପତିତ ଓ ବିନଷ୍ଟ ହାଇେଛି। ତାହା ପାଇଁ କ୍ରନ୍ଦନ କର, ତାହାର ବଦନୋ ପାଇଁ ଔଷଧ ଦିଅ। ସେ ହୁଏତ ସୁସ୍ଥ ହାଇପୋରିବ।
Jeremiah 51:13
ହେ ଜଳରାଶି ନିକଟରେ ବାସ କରୁଥିବା ଓ ଧନ ସମ୍ପଦ ରେ ଐଶ୍ବର୍ୟ୍ଯଶାଳୀ ବାବିଲ, ତୁମ୍ଭର ଅନ୍ତିମ କାଳ ଉପସ୍ଥିତ ଓ ତୁମ୍ଭର ଧ୍ବଂସ ହବୋର ସମୟ ଆସିୟାଇଛି।
Jeremiah 51:24
ଆଉ ଆମ୍ଭେ ବାବିଲକୁ ଓ କଲଦୀଯ ନିବାସୀ ସମସ୍ତଙ୍କୁ ସିୟୋନ ରେ ତୁମ୍ଭମାନଙ୍କ ଦୃଷ୍ଟି ଗୋଚର ରେ ସମାନଙ୍କେ କୃତ ସମସ୍ତ ଦୁଷ୍କର୍ମର ପ୍ରତିଫଳ ଦବୋ। ଏହା ସଦାପ୍ରଭୁ କହନ୍ତି।
Psalm 137:8
ହେ ବାବିଲୋନ, ତୁମ୍ଭେ ଧ୍ବଂସ ହବେ! ମୁଁ ୟେ କୌଣସି ଲୋକକୁ ଆଶୀର୍ବାଦ ଦବେି, ୟିଏ ତୁମ୍ଭକୁ ପ୍ରତିଦାନ ଦବେ, ୟାହା ତୁମ୍ଭେ ଆମ୍ଭ ପ୍ରତି କରିଥିଲ।