Hebrews 10

fullscreen19 ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।

fullscreen20 ଯୀଶୁଙ୍କ ଦ୍ବାରା ଖାଲିେ ଦିଆ ଯାଇଥିବା ଗୋଟିଏ ନୂତନ ବାଟ ଦଇେ ଆମ୍ଭେ ପ୍ରବେଶ କରି ପାରିବା। ଏହା ଏକ ଜୀବନ୍ତ ପଥ। ଏହି ନୂତନ ପଥଟି ପରଦା ମଧ୍ଯ ଦଇେ ଯାଏ ଯାହା କି ଯୀଶୁଙ୍କ ଶରୀର ଅଟେ।

fullscreen21 ପରମେଶ୍ବରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ଯ ଜଣେ ମହାୟାଜକ ଅଛନ୍ତି।

fullscreen22 ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।

fullscreen23 ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗ ରେ ବ୍ଯକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ବରଙ୍କଠା ରେ ବିଶ୍ବାସ କରିପାରିବା।

19 Having therefore, brethren, boldness to enter into the holiest by the blood of Jesus,

20 By a new and living way, which he hath consecrated for us, through the veil, that is to say, his flesh;

21 And having an high priest over the house of God;

22 Let us draw near with a true heart in full assurance of faith, having our hearts sprinkled from an evil conscience, and our bodies washed with pure water.

23 Let us hold fast the profession of our faith without wavering; (for he is faithful that promised;)

Hebrews 10 in Tamil and English

19 ଅତଏବ ହେ ଭାଇ ଓ ଭଉଣୀମାନେ, ଆମ୍ଭେ ମହାପବିତ୍ର ସ୍ଥାନ ରେ ପ୍ରବେଶ କରିବା ପାଇଁ ପୂର୍ଣ୍ଣ ସ୍ବାଧୀନ ପାଇଛୁ। ଯୀଶୁଙ୍କର ରକ୍ତ କାରଣରୁ ଆମ୍ଭେ ନିର୍ଭୟ ରେ ଏପରି କରିପାରିବା।
Having therefore, brethren, boldness to enter into the holiest by the blood of Jesus,

20 ଯୀଶୁଙ୍କ ଦ୍ବାରା ଖାଲିେ ଦିଆ ଯାଇଥିବା ଗୋଟିଏ ନୂତନ ବାଟ ଦଇେ ଆମ୍ଭେ ପ୍ରବେଶ କରି ପାରିବା। ଏହା ଏକ ଜୀବନ୍ତ ପଥ। ଏହି ନୂତନ ପଥଟି ପରଦା ମଧ୍ଯ ଦଇେ ଯାଏ ଯାହା କି ଯୀଶୁଙ୍କ ଶରୀର ଅଟେ।
By a new and living way, which he hath consecrated for us, through the veil, that is to say, his flesh;

21 ପରମେଶ୍ବରଙ୍କ ଘରକୁ ଶାସନ କରୁଥିବା ଭଳି ଆମ୍ଭର ମଧ୍ଯ ଜଣେ ମହାୟାଜକ ଅଛନ୍ତି।
And having an high priest over the house of God;

22 ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।
Let us draw near with a true heart in full assurance of faith, having our hearts sprinkled from an evil conscience, and our bodies washed with pure water.

23 ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗ ରେ ବ୍ଯକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ବରଙ୍କଠା ରେ ବିଶ୍ବାସ କରିପାରିବା।
Let us hold fast the profession of our faith without wavering; (for he is faithful that promised;)