Hebrews 10:23
ଆମ୍ଭର ଭରସାକୁ ଦୃଢ଼ ଭାବରେ ଧରି ରଖ। ଆମ୍ଭେ ନିଜର ଭରସାକୁ ଲୋକମାନଙ୍କ ଆଗ ରେ ବ୍ଯକ୍ତ କରିବାକୁ ରୋକିବା ଉଚିତ୍ ନୁହେଁ। ସେ ଯାହା ପ୍ରତିଜ୍ଞା କଲେ, ତାହା କରିବେ ବୋଲି ଆମ୍ଭେ ପରମେଶ୍ବରଙ୍କଠା ରେ ବିଶ୍ବାସ କରିପାରିବା।
Hebrews 10:23 in Other Translations
King James Version (KJV)
Let us hold fast the profession of our faith without wavering; (for he is faithful that promised;)
American Standard Version (ASV)
let us hold fast the confession of our hope that it waver not; for he is faithful that promised:
Bible in Basic English (BBE)
Let us keep the witness of our hope strong and unshaking, for he is true who has given his word:
Darby English Bible (DBY)
Let us hold fast the confession of the hope unwavering, (for he [is] faithful who has promised;)
World English Bible (WEB)
let us hold fast the confession of our hope unyieldingly. For he who promised is faithful.
Young's Literal Translation (YLT)
may we hold fast the unwavering profession of the hope, (for faithful `is' He who did promise),
| Let us hold fast | κατέχωμεν | katechōmen | ka-TAY-hoh-mane |
| the | τὴν | tēn | tane |
| profession | ὁμολογίαν | homologian | oh-moh-loh-GEE-an |
| of our | τῆς | tēs | tase |
| faith | ἐλπίδος | elpidos | ale-PEE-those |
| without wavering; | ἀκλινῆ | aklinē | ah-klee-NAY |
| (for | πιστὸς | pistos | pee-STOSE |
| he | γὰρ | gar | gahr |
| is faithful | ὁ | ho | oh |
| that promised;) | ἐπαγγειλάμενος | epangeilamenos | ape-ang-gee-LA-may-nose |
Cross Reference
Hebrews 3:6
କିନ୍ତୁ ଖ୍ରୀଷ୍ଟ ପୁତ୍ର ଭାବେ ପରମେଶ୍ବରଙ୍କ ଗୃହର ତତ୍ତ୍ବାବଧାନ ରେ ବିଶ୍ବସ୍ତ ଥିଲେ। ଆମ୍ଭେ ବିଶ୍ବାସୀଗଣ ପରମେଶ୍ବରଙ୍କ ଗୃହ ପରିବାର ସ୍ବରୂପ ଅଟୁ। ଯଦି ଆମ୍ଭେ ସହେି ମହତ୍ ଆଶାର ଅପେକ୍ଷା ରେ ଦୃଢ଼ ଓ ଅଟଳ ରହିବା, ତା' ହେଲେ ଆମ୍ଭ ଅନ୍ତର ରେ ପରମେଶ୍ବର ବାସ କରିବେ।
1 Corinthians 1:9
ପରମେଶ୍ବର ବିଶ୍ବସ୍ତ ଅଟନ୍ତି। ତାହାଙ୍କ ପୁତ୍ର ଆମ୍ଭର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସହିତ ଜୀବନ ରେ ସହଭାଗୀ ହବୋପାଇଁ ସେ ତୁମ୍ଭମାନଙ୍କୁ ବାଛିଛନ୍ତି।
Hebrews 11:11
ପିଲାପିଲି ହବୋ ପାଇଁ ଅବ୍ରହାମଙ୍କର ବୟସ ଅଧିକ ହାଇେ ଯାଇଥିଲା। ଆହୁରି ମଧ୍ଯ ସାରାର ପିଲାପିଲି ହାଇେ ପାରି ନ ଥିଲା। କିନ୍ତୁ ପରମେଶ୍ବରଙ୍କଠା ରେ ଅବ୍ରହାମଙ୍କର ବିଶ୍ବାସ ଥିଲା, ଅତଏବ ପରମେଶ୍ବର ସମାନଙ୍କେୁ ସନ୍ତାନ ହବୋ ପାଇଁ ସକ୍ଷମ କଲେ। ପରମେଶ୍ବରଙ୍କ ପ୍ରତିଜ୍ଞା ପୂରଣ କରିବା ବିଷୟ ରେ ଅବ୍ରହାମ ତାହାଙ୍କ ଉପରେ ବିଶ୍ବାସ ରଖିଥିଲେ।
1 Thessalonians 5:24
ଯେଉଁ ପରମେଶ୍ବର ତୁମ୍ଭମାନଙ୍କୁ ଡ଼ାକିଛନ୍ତି, ତୁମ୍ଭମାନେେ ତାହାଙ୍କ ଉପରେ ଭରସା ରଖ। ୟିଏ ତୁମ୍ଭମାନଙ୍କୁ ଡ଼ାକିଛନ୍ତି, ସେ ସବୁ କିଛି କରିବେ।
1 Corinthians 10:13
କବଳେ ତୁମ୍ଭମାନଙ୍କ ପ୍ରତି ଯେସବୁ ପରୀକ୍ଷା ଆସୁଅଛି, ପ୍ରେତ୍ୟକକଙ୍କ ନିମନ୍ତେ ମଧ୍ଯ ଏପରି ପରୀକ୍ଷା ଆସିଥାଏ। କିନ୍ତୁ ତୁମ୍ଭମାନେେ ପରମେଶ୍ବରଙ୍କ ଠା ରେ ବିଶ୍ବାସ କରିପାର। ସେ କବେେ ହେଲେ ତୁମ୍ଭମାନଙ୍କୁ ଅସହ୍ଯ ପରୀକ୍ଷା ରେ ପଡ଼ିବାକୁ ଦବେେ ନାହିଁ। କିନ୍ତୁ ଯେତବେେଳେ ତୁମ୍ଭମାନେେ ପ୍ରଲୋଭନର (ପରୀକ୍ଷାର) ସମ୍ମୁଖୀନ ହବେ, ସେତବେେଳେ ପରମେଶ୍ବର ତୁମ୍ଭମାନଙ୍କୁ ରକ୍ଷା ପାଇବାର ବାଟ ମଧ୍ଯ ଦଖାଇେ ଦବେେ।
James 1:6
କିନ୍ତୁ ତୁମ୍ଭେ ଯେତବେେଳେ ପରମେଶ୍ବରଙ୍କୁ ମାଗିଥାଅ, ସେତବେେଳେ ତୁମ୍ଭକୁ ବିଶ୍ବାସ କରିବାକୁ ପଡ଼ିବ। ପରମେଶ୍ବରଙ୍କୁ ସନ୍ଦହେ କର ନାହିଁ। ସନ୍ଦହେୀ ଲୋକ ସମୁଦ୍ରର ଢ଼େଉ ଭଳି। ପବନ ଢ଼େଉକୁ ଉପରକୁ ଉଠାଏ ଓ ତଳକୁ ପକାଏ, ସନ୍ଦହେୀ ଲୋକ ସହେି ଢ଼େଉ ଭଳି।
Hebrews 4:14
ପୁତ୍ର ପ୍ରଭୁ ଯୀଶୁ ପରମେଶ୍ବରଙ୍କ ସହିତ ରହିବା ପାଇଁ ସ୍ବର୍ଗକୁ ଯାଇଛନ୍ତି। ସେ ହେଉଛନ୍ତି ଆମ୍ଭର ପ୍ରଧାନ ମହାୟାଜକ।
Titus 1:2
ଅନନ୍ତ ଜୀବନ ପାଇଁ ଆମ୍ଭର ଆଶାରୁ ସହେି ବିଶ୍ବାସ ଓ ଜ୍ଞାନ ଆସିଛି। ସମୟ ଆରମ୍ଭ ହବୋ ପୂର୍ବରୁ ପରମେଶ୍ବର ସହେି ଅନନ୍ତ ଜୀବନର ପ୍ରତିଶୃତି ଦଇେଥିଲେ ଓ ପରମେଶ୍ବର ମିଛ କହନ୍ତି ନାହିଁ।
Revelation 3:11
ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତବେେ କହେି ତୁମ୍ଭର ମୁକୁଟ ହରଣ କରିପାରିବ ନାହିଁ।
Hebrews 6:18
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।
Hebrews 3:14
କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ବାସ ଥିଲା, ତାହା ଯଦି ଶଷେ ପର୍ୟ୍ଯନ୍ତ ବଜାୟ ରଖିବ, ତାହାହେଲେ ଯୀଶୁଖ୍ରୀଷ୍ଟଙ୍କ ସମସ୍ତ ଅଧିକାର ରେ ସହଭାଗୀ ହବେ।
2 Thessalonians 3:3
ପରମେଶ୍ବର ହେଉଛନ୍ତି ବିଶ୍ବସନୀୟ। ସେ ତୁମ୍ଭମାନଙ୍କୁ ଶକ୍ତି ପ୍ରଦାନ କରିବେ ଓ ସହେି ଦୁଷ୍ଟାତ୍ମାଠାରୁ ରକ୍ଷା କରିବେ।