Hebrews 11:1 in Oriya

Oriya Oriya Bible Hebrews Hebrews 11 Hebrews 11:1

Hebrews 11:1
ବିଶ୍ବାସର ଅର୍ଥ ହେଉଛି ଆମ୍ଭେ ଭରସା କରୁଥିବା ବିଷୟ ପ୍ରତି ସୁନିଶ୍ଚିତତା। ବିଶ୍ବାସ ଏଭଳି ସୁନିଶ୍ଚିତ ବୋଧ ଯେ, ଆମ୍ଭେ ଯାହା ନ ଦେଖୁ, ତାହା ବାସ୍ତବ ବୋଲି ଜାଣୁ।

Hebrews 11Hebrews 11:2

Hebrews 11:1 in Other Translations

King James Version (KJV)
Now faith is the substance of things hoped for, the evidence of things not seen.

American Standard Version (ASV)
Now faith is assurance of `things' hoped for, a conviction of things not seen.

Bible in Basic English (BBE)
Now faith is the substance of things hoped for, and the sign that the things not seen are true.

Darby English Bible (DBY)
Now faith is [the] substantiating of things hoped for, [the] conviction of things not seen.

World English Bible (WEB)
Now faith is assurance of things hoped for, proof of things not seen.

Young's Literal Translation (YLT)
And faith is of things hoped for a confidence, of matters not seen a conviction,

Now
ἜστινestinA-steen
faith
δὲdethay
is
πίστιςpistisPEE-stees
the
substance
ἐλπιζομένωνelpizomenōnale-pee-zoh-MAY-none
for,
hoped
things
of
ὑπόστασιςhypostasisyoo-POH-sta-sees
the
evidence
πραγμάτωνpragmatōnprahg-MA-tone
of
things
ἔλεγχοςelenchosA-layng-hose
not
οὐouoo
seen.
βλεπομένωνblepomenōnvlay-poh-MAY-none

Cross Reference

2 Corinthians 5:7
ଆମ୍ଭେ ଯାହା ଦେଖୁ, ତା' ସାହାୟ୍ଯ ରେ ନୁହେଁ, ମାତ୍ର ବିଶ୍ବାସ ଦ୍ବାରା ପରିଚାଳିତ ହେଉ, ସେଥିପାଇଁ ମୁଁ କୁ ହେ ଯେ, ଆମ୍ଭମାନଙ୍କର ଆଶା ଅଛି।

2 Corinthians 4:18
ଆମ୍ଭର ଆଖି ଦୃଶ୍ଯ ବିଷୟଗୁଡ଼ିକ ଉପରେ ନ ରହି, ଅଦୃଶ୍ଯ ବିଷୟ ଉପରେ କନ୍େଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦଖାେ ଯାଉଛି, ତାହା ଅସ୍ଥାଯୀ, ଓ ଯାହା ଅଦୃଶ୍ଯ, ତାହା ସମ୍ପୂର୍ଣ୍ଣ ଚିରସ୍ଥାଯୀ।

Romans 8:24
ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା' ହେଲେ ତାହା ପ୍ରକୃତ ରେ ଭରସା ନୁହେଁ। ମଣିଷ, ଯାହା ତା' ପାଖ ରେ ଏବେ ଅଛି, ସେ ଗୁଡିକ ପାଇଁ ଭରସା କରେ ନାହିଁ।

Hebrews 11:7
କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।

Hebrews 6:18
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।

Hebrews 11:27
ନିଜ ବିଶ୍ବାସ କାରଣରୁ ମାଶାେ ମିଶର ଦେଶ ଛାଡ଼ିଲେ। ସେ ରାଜାଙ୍କର କୋରଧ ପ୍ରତି ଭୟଭୀତ ନ ଥିଲେ। ସେ ଅନ୍ୟମାନଙ୍କୁ ଅଦୃଶ୍ଯ ପରମେଶ୍ବରଙ୍କୁ ଦେଖି ପାରିଲା ଭଳି ନିଜ ବିଶ୍ବାସ ରେ ଦୃଢ଼ ଥିଲେ।

1 Peter 1:7
ଏହି ସମସ୍ଯାଗୁଡ଼ିକ କାହିଁକି ହୁଏ ? କବଳେ ତୁମ୍ଭର ବିଶ୍ବାସର ସତ୍ଯତା ପ୍ରମାଣିତ କରିବା ଲାଗି ଏପରି ଘଟେ। ଏହି ବିଶ୍ବାସର ପ୍ରମାଣ ସୁନାଠାରୁ ଅଧିକ ମୂଲ୍ଯବାନ। ସୁନାର ବିଶୁଦ୍ଧତା ଅଗ୍ନି ଦ୍ବାରା ପରୀକ୍ଷିତ ହୁଏ, କିନ୍ତୁ ତାହା ନଷ୍ଟଶୀଳ। ଯୀଶୁ ପୁନଃ ଆସିବା ବେଳେ, ତୁମ୍ଭ ବିଶ୍ବାସର ପବିତ୍ରତା ହତେୁ ତୁମ୍ଭେ ପ୍ରଶଂସା, ମହିମା ଓ ସମ୍ମାନ ପାଇବ।

1 Corinthians 13:13
ଅତଏବ ବିଶ୍ବାସ, ଭରସା ଓ ପ୍ ରମେ ସ୍ଥାଯୀ ଅଟେ। ଉକ୍ତ ତିନୋଟି ମଧ୍ଯରୁ ପ୍ ରମେ ହେଉଛି ସର୍ବୋତ୍କୃଷ୍ଟ।

Psalm 27:13
ମୁଁ ପ୍ରକୃତରେ ବିଶ୍ବାସ କରେ ୟେ, ମୃତ୍ଯୁ ପୂର୍ବରୁ ମୁଁ ନିଶ୍ଚଯ ସଦାପ୍ରଭୁଙ୍କର ମହିମା ଦର୍ଶନ କରିବି।

Psalm 42:11
ହେ ମାରେ ପ୍ରାଣ ତୁମ୍ଭେ କାହିଁକି ଦୁଃଖିତ ହେଉଅଛ ? କାହିଁକି ମୁଁ ଏତେ ଅସ୍ଥିର ହେଉଅଛି ? ମୁଁ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଅପେକ୍ଷା କରିବି। ମୁଁ ପରମେଶ୍ବରଙ୍କୁ ପ୍ରଶଂସା କରିବାକୁ ସୁଯୋଗ ପାଇବି ଓ ସେ ମାେତେ ଉଦ୍ଧାର କରିବେ।

Hebrews 11:13
ସହେି ସମସ୍ତ ମହାନ ଲୋକ ମୃତ୍ଯୁ ପର୍ୟ୍ଯନ୍ତ ନିଜର ବିଶ୍ବାସ ସହିତ ଜୀବିତ ରହିଲେ। ପରମେଶ୍ବର ନିଜ ଲୋକଙ୍କୁ ପ୍ରତିଜ୍ଞା କରିଥିବା ବସ୍ତୁମାନ ସହେି ଲୋକମାନେ ପାଇଲେ ନାହିଁ। ସମାନେେ ଖାଲି ଦେଖିଲେ ଯେ, ସହେି ବିଷୟଗୁଡ଼ିକ ସୁଦୂର ଭବିଷ୍ଯତ ରେ ଆସିବ, ଓ ସମାନେେ ( ସତେିକି ରେ) ଖୁସି ହେଲେ। ସମାନେେ ଗ୍ରହଣ କରି ନେଲେ ଯେ ସମାନେେ ଏହି ପୃଥିବୀ ରେ ଯାତ୍ରୀ ଓ ଅପରିଚିତ ବ୍ଯକ୍ତି ଅଟନ୍ତି।

Hebrews 10:22
ଆମ୍ଭର ଦହେ ଶୁଦ୍ଧ ଜଳ ରେ ସ୍ନାନ କରିଛି। ଅତଏବ ପରମେଶ୍ବରଙ୍କ ପାଖକୁ ସତ୍ଯନିଷ୍ଠା ହୃଦୟ ରେ ଆସ। ଆମ୍ଭ ବିଶ୍ବାସ ହତେୁ ଆମ୍ଭେ ନିଶ୍ଚିତତା ଅନୁଭବ କରିବା ଉଚିତ୍।

Hebrews 3:14
କାରଣ ପ୍ରାରମ୍ଭରୁ ତୁମ୍ଭର ଯେଉଁ ଦୃଢ଼ ବିଶ୍ବାସ ଥିଲା, ତାହା ଯଦି ଶଷେ ପର୍ୟ୍ଯନ୍ତ ବଜାୟ ରଖିବ, ତାହାହେଲେ ଯୀଶୁଖ୍ରୀଷ୍ଟଙ୍କ ସମସ୍ତ ଅଧିକାର ରେ ସହଭାଗୀ ହବେ।

2 Corinthians 5:17
ଯଦି କୌଣସି ଲୋକ ଖ୍ରୀଷ୍ଟଙ୍କ ଠା ରେ ଅଛି, ସେ ନୂତନ ଭାବରେ ସୃଷ୍ଟି ହାଇେ ଅଛି। ପୁରୁଣା ବିଷୟ ସମସ୍ତ ଚାଲି ଯାଇଅଛି, ଓ ପ୍ରେତ୍ୟକକ ବିଷୟ ନୂଆ ହାଇେ ଯାଇଛି।

Acts 20:21
ମୁଁ ଯିହୂଦୀ ଓ ଗ୍ରୀକ ଏବଂ ସମସ୍ତ ଲୋକମାନଙ୍କୁ ମନ ପରିବର୍ତ୍ତନ କରି ପରମେଶ୍ବରଙ୍କ ନିକଟକୁ ଆସିବା ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କଠା ରେ ବିଶ୍ବାସ କରିବା ନିମନ୍ତେ ଚେ଼ତାଇ ଦଇେଅଛି।

Galatians 5:6
ଆତ୍ମାଙ୍କ ସାହାୟ୍ଯ ରେ ଆମେ ଏଥି ପାଇଁ ଅପେକ୍ଷା କରି ରହିଛୁ। ଯଦି କହେି ଖ୍ରୀଷ୍ଟ ଯୀଶୁଙ୍କଠା ରେ ଅଛି, ତା ହେଲେ ସେ ସୁନ୍ନତ ହାଇେଛି ନା ନାହିଁ, ଏହା ମହତ୍ବପୂର୍ଣ୍ଣ ନୁହେଁ। ମହତ୍ବପୂର୍ଣ୍ଣ ବିଷୟ ହେଲା, ପ୍ ରମଜେନକ ବିଶ୍ବାସ, ଯାହା କାର୍ୟ୍ଯ ରେ ପରିପ୍ରକାଶ ହୁଏ।

Hebrews 2:3
ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବ ହଳୋ କଲେ, ଆମ୍ଭେ ମଧ୍ଯ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ଯକ୍ତି, ୟିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟ ରେ କହିଲେ। ଯେଉଁମାନେ ଶୁଣିଲେ, ସମାନେେ ଆମ୍ଭକୁ ଏହାର ସତ୍ଯତା ପ୍ରମାଣ କରି ଦଖାଇେ ଦେଲେ। ଆଶ୍ଚର୍ୟ୍ଯ କର୍ମ, ନାନାଦି ଚିହ୍ନ ଓ ଅନକେ ପ୍ରକାରର ଅଦ୍ଭୁତ

Hebrews 6:12
ତୁମ୍ଭମାନେେ ଆଳସ୍ଯପରାୟଣ ନ ହାଇେ ଯେପରି ପରମେଶ୍ବରଙ୍କ ପ୍ରତିଜ୍ଞାତ ବିଷୟ ପ୍ରାପ୍ତ ହାଇେଥିବା ଲୋକମାନଙ୍କ ପରି ହୁଅ, ଏକଥା ଆମ୍ଭେ ଚାହୁଁ। ସମାନେେ ତାହାଙ୍କର ବିଶ୍ବାସ ଓ ର୍ଧୈୟ୍ଯ ହତେୁରୁ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହେଉଛନ୍ତି।

Hebrews 10:39
କିନ୍ତୁ ଆମ୍ଭେ ସହେି ଲୋକମାନଙ୍କ ପରି ନୋହୁଁ ଯେଉଁମାନେ ବିମୁଖ ହୁଅନ୍ତି ଓ ହଜିଯାଆନ୍ତି। ଯେଉଁମାନଙ୍କର ବିଶ୍ବାସ ରହିଛି, ଓ ଉଦ୍ଧାର ପାଇଛନ୍ତି ଆମ୍ଭେ ସମାନଙ୍କେ ଭଳି ଅଟୁ।

2 Peter 1:1
ଯୀଶୁଖ୍ରୀଷ୍ଟଙ୍କ ସବେକ ଓ ପ୍ ରରେିତ,ଶିମିଯୋନ ପିତର ତୁମ୍ଭମାନଙ୍କୁ, ଯେଉଁମାନଙ୍କର ବିଶ୍ବାସ ଅତି ବହୁମୂଲ୍ଯ, ଏହି ପତ୍ରଟି ଲେଖୁଅଛି।

Titus 1:1
ପରମେଶ୍ବରଙ୍କ ସବେକ, ଓ ଯୀଶୁଖ୍ରୀଷ୍ଟଙ୍କ ପ୍ ରରେିତ ପାଉଲଙ୍କଠାରୁ ପତ୍ର। ପରମେଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିଶ୍ବାସ ରେ ସାହାୟ୍ଯ କରିବା ପାଇଁ ମାେତେ ପଠାଯାଇଛି। ସତ୍ଯ ଜାଣିବା ପାଇଁ ସହେି ଲୋକମାନଙ୍କୁ ସାହାୟ୍ଯ କରିବା ପାଇଁ ମାେତେ ପଠାଯାଇଛି। ପରମେଶ୍ବରଙ୍କୁ ଲୋକେ କିପରି ସବୋ କରିବେ, ତାହା ସହେି ସତ୍ଯ ଦଖାଇେ ଥାଏ।

2 Corinthians 11:17
ତା ହେଲେ ମୁଁ ମଧ୍ଯ ସାମାନ୍ଯ ଗର୍ବ କରି ପାରିବି। ଯେପରି ପ୍ରଭୁ କହିଥାନ୍ତେ, ଯେପରି ମୁଁ କହୁ ନାହିଁ। ମୁଁ ଜଣେ ମୂର୍ଖ ଭଳି ଗର୍ବ କରେ।

2 Corinthians 9:4
ଯେପରି ମୁଁ ସମାନଙ୍କେୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଚା ହେଁ ତୁମ୍ଭମାନେେ ମଧ୍ଯ ପ୍ରସ୍ତୁତ ରୁହ। ଯଦି କେତକେ ଲୋକ ମାକିଦନିଆରୁ ମାେ ସହିତ ତୁମ୍ଭମାନଙ୍କ ପାଖ ରେ ପହଁଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠା ରେ ଆମ୍ଭର ବିଶ୍ବାସ ଥିବା ହତେୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭମାନେେ ମଧ୍ଯ ଲଜ୍ଜିତ ହବେ।