Hebrews 11:3 ବିଶ୍ବାସ ଦ୍ବାରା ଆମ୍ଭେ ବୁଝିଛୁ ଯେ ସମଗ୍ର ସୃଷ୍ଟିର ରଚନା ପରମେଶ୍ବର ନିଜ ଆଜ୍ଞା ବଳ ରେ କରିଥିଲେ। ଏହାର ଅର୍ଥ ଯେ, ଆମ୍ଭକୁ ଦିଶୁଥିବା ବିଷୟଗୁଡ଼ିକର ସୃଷ୍ଟି ଅଦୃଶ୍ଯ ବିଷୟ ଦ୍ବାରା ହାଇେଛି।
Hebrews 11:3 in Other Translations
King James Version (KJV) Through faith we understand that the worlds were framed by the word of God, so that things which are seen were not made of things which do appear.
American Standard Version (ASV) By faith we understand that the worlds have been framed by the word of God, so that what is seen hath not been made out of things which appear.
Bible in Basic English (BBE) By faith it is clear to us that the order of events was fixed by the word of God, so that what is seen has not been made from things which only seem to be.
Darby English Bible (DBY) By faith we apprehend that the worlds were framed by [the] word of God, so that that which is seen should not take its origin from things which appear.
World English Bible (WEB) By faith, we understand that the universe has been framed by the word of God, so that what is seen has not been made out of things which are visible.
Young's Literal Translation (YLT) by faith we understand the ages to have been prepared by a saying of God, in regard to the things seen not having come out of things appearing;
Through faith
Πίστει
pistis
PEE-stees
we understand
νοοῦμεν
noieō
noo-A-oh
that were framed
κατηρτίσθαι
katartizō
ka-tahr-TEE-zoh
the
τοὺς
ho
oh
worlds
αἰῶνας
aiōn
ay-ONE
by the word
ῥήματι
rhēma
RAY-ma
of God,
θεοῦ
theos
thay-OSE
so that
εἰς
eis
ees
τὸ
ho
oh
not
μὴ
mē
may
of
ἐκ
ek
ake
things which do appear.
φαινομένων
phainō
FAY-noh
τά
ho
oh
things which are seen
βλεπόμενα
blepō
VLAY-poh
were made
γεγονέναι
ginomai
GEE-noh-may
Read Full Chapter :
Hebrews 11
Cross Reference
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 4:17
ଶାସ୍ତ୍ର ରେ ଲଖାେ ଅଛି, ମୁଁ ତୁମ୍ଭକୁ (ଅବ୍ରାହାମ) ଅନକେ ଗୁଡ଼ିଏ ଜାତିର ପିତା ଘୋଷିତ କରିଛି। ପରମେଶ୍ବରଙ୍କ ଆଗ ରେ ଏହା ସତ୍ଯ ଅଟେ। ଅବ୍ରାହାମ ଯେଉଁ ପରମେଶ୍ବରଙ୍କୁ ବିଶ୍ବାସ କରିଥିଲେ, ସହେି ପରମେଶ୍ବର ମୃତ ଲୋକଙ୍କୁ ଜୀବନ ପ୍ରଦାନ କରନ୍ତି ଓ ଯେଉଁ ଘଟଣା ଅଦ୍ଯାପି ଘଟି ନାହିଁ ସଗେୁଡ଼ିକ ଘଟିବା କଥା ନିର୍ଣ୍ଣୟ କରନ୍ତି।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:11
ହେ ପ୍ରଭୁ ! ଆମ୍ଭର ପରମେଶ୍ବର ! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ଯ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହାଇେଛି ଓ ଅସ୍ତିତ୍ବ ପାଇଅଛି।
ଗୀତସଂହିତା 33:6
ସଦାପ୍ରଭୁ ଆଦେଶ ଦେଲେ ଓ ପୃଥିବୀ ସୃଷ୍ଟି ହେଲା। ପରମେଶ୍ବରଙ୍କ ନିଶ୍ବାସରୁ ପୃଥିବୀରେ ସବୁକିଛି ସୃଷ୍ଟି ହେଲା।
ଯୋହନଲିଖିତ ସୁସମାଚାର 1:3
ତାହାଙ୍କ ଦ୍ବାରା ସବୁ କିଛି ସୃଷ୍ଟି ହାଇେଛି। ଏହି ସଂସାର ରେ ଏପରି କିଛି ବସ୍ତୁ ନାହିଁ, ଯାହା ତାହାଙ୍କ ଦ୍ବାରା ସୃଷ୍ଟି ହାଇେ ନାହିଁ।
ପିତରଙ୍କ ଦିତୀୟ ପତ୍ର 3:5
ସୁଦୂର ଅତୀତ ରେ କ'ଣ ଘଟିଥିଲା, ସମାନେେ ତାହା ମନେ ପକାଇବା ପାଇଁ ଇଚ୍ଛା କରନ୍ତି ନାହିଁ। ଆକାଶମଣ୍ଡଳ ଥିଲା, ପରମେଶ୍ବର ପାଣିରୁ ଓ ପାଣି ଦ୍ବାରା ଜଗତକୁ ସୃଷ୍ଟି କଲେ। ପରମେଶ୍ବରଙ୍କ ବାକ୍ଯ ଦ୍ବାରା ଏହା ସାଧିତ ହେଲା।
ଏବ୍ରୀମାନଙ୍କ ନିକଟକୁ ପତ୍ର 1:2
କିନ୍ତୁ ଏହି ଶଷେ ସମୟରେ ପରମେଶ୍ବର ଆପଣା ପୁତ୍ରଙ୍କ ଦ୍ବାରା ଆମ୍ଭମାନଙ୍କୁ ପୁନର୍ବାର କଥା କହିଅଛନ୍ତି। ସେ ନିଜ ପୁତ୍ରଙ୍କ ଦ୍ବାରା ସାରା ବିଶ୍ବ ସୃଷ୍ଟି କଲେ। ସେ ନିଜ ପୁତ୍ରଙ୍କୁ ସମସ୍ତ ବିଷୟର ଉତ୍ତରାଧିକାରୀ କରିବା ନିମନ୍ତେ ମନୋନୀତ କରିଛନ୍ତି। ସହେି ପୁତ୍ର ପରମେଶ୍ବରଙ୍କ ମହିମା ପ୍ରକାଶ କରନ୍ତି।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 1:19
ପରମେଶ୍ବରଙ୍କ ବିଷୟକ ସମସ୍ତ ଜ୍ଞାନ ଲୋକମାନଙ୍କ ପାଇଁ ସ୍ପଷ୍ଟ କରା ଯାଇ ସାରିଥିବାରୁ, ପରମେଶ୍ବର ତାହାଙ୍କର କୋରଧ ଦଖାେନ୍ତି। ପ୍ରକୃତ ରେ, ପରମେଶ୍ବର ନିଜ ବିଷୟ ରେ ଯାହା ଜଣାଇବା କଥା ସେ ସମସ୍ତ କଥା ସ୍ପଷ୍ଟ ଭାବରେ ଦଖାଇେ ଦଇେଛନ୍ତି।
ଆଦି ପୁସ୍ତକ 1:1
ଆରମ୍ଭରେ ପରମେଶ୍ବର ଆକାଶ ଓ ପୃଥିବୀକୁ ସୃଷ୍ଟି କଲେ।
ଯିଶାଇୟ 40:26
ଆକାଶକୁ ଦେଖ ! କିଏ ସହେି ନକ୍ଷତ୍ରମାନଙ୍କୁ ସୃଷ୍ଟି କରିଛନ୍ତି ? କିଏ ସହେି ସମସ୍ତ ନକ୍ଷତ୍ରମାନଙ୍କୁ ଆଦେଶ ଦିଅନ୍ତି ଓ ସମାନଙ୍କେ ନାମ ଧରି ସମାନଙ୍କେୁ ଡ଼ାକନ୍ତି। ତାଙ୍କର ପ୍ରବଳ ଶକ୍ତି ଓ ଅମାପ ଶକ୍ତି ଯୋଗୁଁ ଗୋଟିଏ ମଧ୍ଯ ହଜେ ନାହିଁ।'
ରେରିତମାନଙ୍କ କାର୍ଯ୍ୟର ବିବରଣ 14:15
ହେ ଲୋକମାନେ ତୁମ୍ଭମାନେେ ଏପରି କାହିଁକି କରୁଛ? ଆମ୍ଭେ ତୁମ୍ଭମାନଙ୍କ ପରି କବଳେ ମଣିଷ। ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚ଼ାର କହିବା ପାଇଁ ଆସିଛୁ। ତୁମ୍ଭମାନଙ୍କୁ ଏହି ମୂଲ୍ଯହୀନ ବିଷୟଗୁଡ଼ିକ ଠାରୁ ଦୂ ରଇେ ରହି ଜୀବନ୍ତ ପରମେଶ୍ବରଙ୍କ ଆଡ଼କୁ ଫରୋଇବା ପାଇଁ ଆମ୍ଭେ ଆସିଛୁ। ସହେି ପରମେଶ୍ବର ଆକାଶ, ପୃଥିବୀ, ସମୁଦ୍ର ଓ ତନ୍ମଧ୍ଯସ୍ତ ବିଷୟ ସୃଷ୍ଟି କରିଛନ୍ତି।
ରେରିତମାନଙ୍କ କାର୍ଯ୍ୟର ବିବରଣ 17:24
ପରମେଶ୍ବର ଓ ପୃଥିବୀ ରେ ଓ ଏଥି ରେ ଥିବା ସମସ୍ତ ବସ୍ତୁର କର୍ତ୍ତା। ସେ ସ୍ବର୍ଗ ଓ ପୃଥିବୀର ପ୍ରଭୁ ହାଇେ ଥିବାରୁ ସେ ମଣିଷ ନିର୍ମିତ ମନ୍ଦିର ଗୁଡ଼ିକରେ ରୁହନ୍ତି ନାହିଁ।
ଯିରିମିୟ 10:11
ସଦାପ୍ରଭୁ ପୁଣି କହନ୍ତି, ତୁମ୍ଭମାନେେ ସମାନଙ୍କେୁ କୁହ, ' ସହେି ଦବେତାଗଣ ଆକାଶମଣ୍ଡଳ ଓ ପୃଥିବୀ ନିର୍ମାଣ କରିନାହାନ୍ତି। ତେଣୁ ସମାନେେ ପୃଥିବୀ ଓ ଆକାଶମଣ୍ଡଳରୁ ଧ୍ବଂସ ଓ ଲୁପ୍ତ ହବେେ।'
ଯିରିମିୟ 10:16
ମାତ୍ର ଯାକୁବଙ୍କର ପରମେଶ୍ବର ସମାନଙ୍କେ ପରି ନୁହଁନ୍ତି। କାରଣ ସେ ସମସ୍ତ ବସ୍ତୁର ନିର୍ମାଣକର୍ତ୍ତା ଓ ଇଶ୍ରାୟେଲର ଲୋକମାନେ ତାଙ୍କର ନିଜର ବୋଲି ଦାବୀ କରନ୍ତି। ପରମେଶ୍ବରଙ୍କ ନାମ ସୈନ୍ଯାଧିପତି ସଦାପ୍ରଭୁ।