Hebrews 12
1 ଆମ୍ଭର ଚାରିପଟେ, ବିଶ୍ବାସଧାରୀ ଆମ୍ଭର ବହୁ ସଂଖ୍ଯକ ଲୋକ ରହିଛନ୍ତି। ବିଶ୍ବାସ ବିଷୟ ରେ ସମାନଙ୍କେ ଜୀବନ ଆମ୍ଭକୁ କହିଥାଏ। ତେଣୁ ଆମ୍ଭେ ସମାନଙ୍କେ ଭଳି ହବୋ ଉଚିତ। ଆମ୍ଭେ ଜୀବନ ରେ ଆଗକୁ ୟିବା ପାଇଁ ଯାହା କିଛି ବାଧା ଅଛି, ସଗେୁଡ଼ିକୁ ଆମ୍ଭେ ଆଡ଼ଇେ ଦବୋ ଉଚିତ ଓ ଆମ୍ଭ ସମ୍ମୁଖ ରେ ଥିବା ଦୌଡ଼ ରେ ଦୌଡ଼ିବା ଉଚିତ। ପ୍ରଚେଷ୍ଟା ଥିବା ଦରକାର। ଆମ୍ଭକୁ ସହଜ ରେ ବାନ୍ଧି ରଖୁଥିବା ପାପକୁ ଆମ୍ଭେ ତ୍ଯାଗ କରିବା ଉଚିତ।
2 ଆମ୍ଭେ ସର୍ବଦା ଯୀଶୁଙ୍କ ଉଦାହରଣ ଗ୍ରହଣ କରିବା ଉଚିତ। ଆମ୍ଭ ବିଶ୍ବାସର ନେତା ଯୀଶୁଖ୍ରୀଷ୍ଟ ଅଟନ୍ତି। ସେ ଆମ୍ଭର ବିଶ୍ବାସକୁ ସିଦ୍ଧ କରନ୍ତି। ସେ କୃଶ ଉପରେ ମୃତ୍ଯୁର ଯାତନା ଭୋଗିଛନ୍ତି। କିନ୍ତୁ ସେ କୃଶର ଲଜ୍ଜାକୁ ଏକ ଅର୍ଥହୀନ ବିଷୟ ବୋଲି ମନେ କରି ଗ୍ରହଣ କରିଛନ୍ତି। ପରମେଶ୍ବର ତାହାଙ୍କ ସମ୍ମୁଖ ରେ ଯେଉଁ ଆନନ୍ଦର ଲକ୍ଷ୍ଯ ରଖିଥିଲେ, ସେଥିପାଇଁ ସେ ତାହା କଲେ। ଏବେ ସେ ପରମେଶ୍ବରଙ୍କ ସିଂହାସନର ଡାହାଣ ରେ ବସିଛନ୍ତି।
3 ଯୀଶୁଙ୍କ ବିଷୟ ରେ ଭାବି ଦେଖ। ଯେତବେେଳେ ପାପୀ ଲୋକମାନେ ତାହାଙ୍କ ବିରୁଦ୍ଧ ରେ କିଛି କରୁଥିଲେ, ସେ ଅତି ର୍ଧୈୟ୍ଯର ସହିତ ସବୁଗୁଡ଼ିକୁ ଗ୍ରହଣ କଲେ। ତୁମ୍ଭମାନେେ ମଧ୍ଯ ସହେି ଭଳି ର୍ଧୈୟ୍ଯବାନ ହୁଅ। ଚେଷ୍ଟା କରିବାରୁ ନିରୁତ୍ସାହ ହୁଅ ନାହିଁ।
4 ତୁମ୍ଭମାନେେ ପାପ ବିରୁଦ୍ଧ ରେ ସଂଗ୍ରାମ କରୁଛ, କିନ୍ତୁ ସହେି ସଂଗ୍ରାମ ବର୍ତ୍ତମାନ ସୁଦ୍ଧା ତୁମ୍ଭମାନଙ୍କର ମୃତ୍ଯୁର କାରଣ ହାଇପୋରି ନାହିଁ।
5 ତୁମ୍ଭମାନେେ ପରମେଶ୍ବରଙ୍କ ପୁତ୍ରଗଣ ହାଇେଥିବା କାରଣରୁ ସେ ତୁମ୍ଭମାନଙ୍କୁ ସାନ୍ତ୍ବନାର ବାକ୍ଯ କୁହନ୍ତି। ତୁମ୍ଭମାନେେ ସହେି ବାକ୍ଯଗୁଡ଼ିକୁ ଭୁଲି ଯାଇଛ :
6 ପ୍ରଭୁ ଭଲ ପାଉଥିବା ପ୍ରେତ୍ୟକକ ଲୋକକୁ ଦଣ୍ଡ ଦିଅନ୍ତି, ଓ ପୁତ୍ର ଭାବରେ ମାନିଥିବା ପ୍ରେତ୍ୟକକ ଲୋକକୁ ସେ ଶାସ୍ତି ଦିଅନ୍ତି। ହିତାପଦେେଶ 3:11-12
7 ଅତଏବ ପ୍ରେତ୍ୟକକ ଯାତନାକୁ ପିତାଙ୍କର ଦଣ୍ଡ ବୋଲି ଭାବି ଗ୍ରହଣ କର। ଜଣେ ପିତା ତାର ପୁତ୍ର ପ୍ରତି ଯଭେଳି ବ୍ଯବହାର କରେ, ପରମେଶ୍ବର ତୁମ୍ଭମାନଙ୍କ ପ୍ରତି ସପରେି ବ୍ଯବହାର କରନ୍ତି।
8 ପ୍ରେତ୍ୟକକ ପୁତ୍ର ପିତା ଦ୍ବାରା ଦଣ୍ଡ ପାଇ ଥାଏ। ଯଦି ତୁମ୍ଭମାନେେ କବେେ ଦଣ୍ଡ ପାଇ ନାହଁ ପ୍ରେତ୍ୟକକ ପୁତ୍ର ଦଣ୍ଡ ପାଇବା ଉଚିତ, ତାହାହେଲେ ତୁମ୍ଭମାନେେ ଅବୈଧ ପୁତ୍ର ଅଟ ଏବଂ ପ୍ରକୃତ ପୁତ୍ର ନୁହଁ।
9 ଏହି ପୃଥିବୀ ରେ ଆମ୍ଭ ସମସ୍ତଙ୍କର ବାପାମାନେ ଥିଲେ ଓ ସମାନେେ ଆମ୍ଭମାନଙ୍କୁ ଦଣ୍ଡ ଦେଲେ। ତଥାପି ଆମ୍ଭେ ଆମ୍ଭ ବାପାମାନଙ୍କୁ ସମ୍ମାନ ଦଖାଇେଲୁ। ଅତଏବ ଏହା ଅଧିକ ଗୁରୁତ୍ବପୂର୍ଣ୍ଣ ଯେ ଆମ୍ଭେ ଆମ୍ଭ ଆତ୍ମାଗୁଡ଼ିକର ପିତାଙ୍କଠାରୁ ଦଣ୍ଡ ଗ୍ରହଣ କରିବା ଉଚିତ୍। ଏପରି କଲେ ଆମ୍ଭେ ଜୀବନ ପାଇବା।
10 ଆମ୍ଭର ପୃଥିବୀର ପିତାମାନେ ଆମ୍ଭକୁ ଅଳ୍ପ ସମୟ ଧରି ଦଣ୍ଡ ଦେଲେ। ସମାନେେ ଯେପରି ଭଲ ଭାବିଲେ, ସହେିପରି ଦଣ୍ଡ ଦେଲେ। କିନ୍ତୁ ପରମେଶ୍ବର, ତାହାଙ୍କ ନିଜଭଳି ଆମ୍ଭକୁ ପବିତ୍ର ହବୋପାଇଁ ସାହାୟ୍ଯ କରିବା ନିମନ୍ତେ ଆମ୍ଭକୁ ଦଣ୍ଡ ଦିଅନ୍ତି।
11 ଦଣ୍ଡ ପାଇଲା ବେଳେ ଆମ୍ଭେ ଆନନ୍ଦ ଲାଭ କରୁ ନାହଁ। ଦଣ୍ଡ ପାଇବା କଷ୍ଟଦାୟକ ଅଟେ। କିନ୍ତୁ ପରବର୍ତ୍ତୀ କାଳ ରେ, ଦଣ୍ଡ ପାଇବା ଦ୍ବାରା ଶିଖିବା ପରେ, ଆମ୍ଭେ ଶାନ୍ତି ଲାଭ କରୁ ଓ ଧାର୍ମିକ ଜୀବନ ବିତାଉ।
12 ତୁମ୍ଭମାନେେ ଦୁର୍ବଳ ହାଇଯୋଇଛ। ଅତଏବ ନିଜକୁ ପୁନର୍ବାର ଶକ୍ତିଶାଳୀ କର।
13 ଧାର୍ମିକ ହାଇେ ଜୀବନଯାପନ କର, ଯେପରି ତୁମ୍ଭମାନଙ୍କର ଦୁର୍ବଳତା ଗୁଡ଼ିକ ନଷ୍ଟ ହବୋର କାରଣ ହବେ ନାହିଁ, ଓ ତୁମ୍ଭମାନେେ ରକ୍ଷା ପାଇପାରିବ।
14 ସମସ୍ତଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣଙ୍କର ଜୀବନ ପବିତ୍ର ନୁହେଁ, ତା' ହେଲେ ସେ ପ୍ରଭୁଙ୍କୁ କବେେ ହେଲେ ଦେଖି ପାରିବ ନାହିଁ।
15 ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ଯରୁ କହେି ପରମେଶ୍ବରଙ୍କ ଅନୁଗ୍ରହ ପାଇବା ରେ ବଞ୍ଚିତ ହବେ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସଭେଳି ଲୋକ ସମୁଦାୟ ଦଳକୁ ନଷ୍ଟ କରି ଦବେେ।
16 ସାବଧାନ ରୁହ ଯେପରି କହେି ହେଲେ ୟୌନ ବ୍ଯଭିଚାର ନ କରେ। ସାବଧାନ ରୁହ ଯେପରି କହେି ଏସେ ୗ ଭଳି ନ ହେଉ। ସେ ପରମେଶ୍ବରଙ୍କ ବିଷୟ ରେ ଚିନ୍ତା କରେ ନାହିଁ। ଏସେ ୗ ଜେଷ୍ଠପୁତ୍ର ଥିଲା, ଓ ସେ ତା' ପିତାଙ୍କଠାରୁ ସବୁକିଛି ଉତ୍ତରାଧିକାରୀ ଭାବରେ ପାଇଥାନ୍ତା। କିନ୍ତୁ ଥରକର ଭୋଜନ ବଦଳ ରେ ସେ ସବୁକିଛି ବିକ୍ରି କରି ଦଲୋ।
17 ତୁମ୍ଭମାନେେ ଜାଣିଛ ଯେ, ଏପରି କରି ସାରିଲା ପରେ, ଏସେ ୗ ବାପାଙ୍କର ଆଶୀର୍ବାଦ ପାଇବା ପାଇଁ ଚାହିଁଲା। ସେ ଆଶୀର୍ବାଦ ପାଇବା ନିମନ୍ତେ ଏତେ ବ୍ଯାକୁଳ ହେଲା ଯେ, ସେ ବହୁତ କାନ୍ଦିଲା। କିନ୍ତୁ ତା'ବାପା ତାହାକୁ ଆଶୀର୍ବାଦ କରିବା ପାଇଁ ମନା କଲେ, କାରଣ ଏଷୌ ଯାହା କରିଥିଲା, ତାହାକୁ ବଦଳାଇବା ପାଇଁ କୌଣସି ଉପାୟ ପାଇ ପାରିଲା ନାହିଁ।
18 ତୁମ୍ଭମାନେେ ଗୋଟିଏ ନୂଆ ଜାଗାକୁ ଆସିଛ। ଏହି ସ୍ଥାନଟି ଇଶ୍ରାୟେଲୀୟମାନେ ଆସିଥିବା ପର୍ବତ ଭଳି ଜାଗା ନୁହେଁ। ତୁମ୍ଭମାନେେ ଗୋଟିଏ ଛୁଇଁ ପାରୁଥିବା ଓ ନିଆଁ ରେ ଜଳୁଥିବା ପର୍ବତ ପାଖକୁ ଆସି ନାହଁ। ତୁମ୍ଭମାନେେ ଅନ୍ଧାରୁଆ, ଝାପ୍ସା ଓ ଝଡ଼ ହେଉଥିବା ସ୍ଥାନକୁ ଆସି ନାହଁ।
19 ସଠାେରେ ତୂରୀର ଧ୍ବନି, ଏବଂ ଶବ୍ଦ ଉଚ୍ଚାରଣ ଧ୍ବନି ନାହିଁ। ଯେତବେେଳେ ଲୋକେ ସେ ଧ୍ବନି ଶୁଣିଲେ, ସମାନେେ ପ୍ରାର୍ଥନା କଲେ ଯେ, ଅନ୍ୟ କୌଣସି ଶବ୍ଦ ଯେପରି ନ ଶୁଣନ୍ତି।
20 ସମାନେେ ଆଦେଶକୁ ସହି ପାରିଲେ ନାହିଁ : ଯଦି କିଏ, କୌଣସି ପଶୁ ମଧ୍ଯ ପର୍ବତକୁ ଛୁଏଁ ତା' ହେଲେ ତାହାକୁ ପଥର ଆଘାତ ଦ୍ବାରା ମାରି ଦବୋକୁ ହବେ।322
21 ସହେି ଲୋକମାନେ ଯାହା ଦେଖିଲେ, ସଗେୁଡ଼ିକ ଏତେ ଭୟଙ୍କର ଥିଲା ଯେ, ମାଶାେ କହିଥିଲେ : ମୁଁ ଭୟ ରେ ଥରୁଛି।323
22 କିନ୍ତୁ ତୁମ୍ଭମାନେେ ସପରେି ଜାଗାକୁ ଆସିନାହଁ। ତୁମ୍ଭମାନେେ ଯେଉଁ ନୂତନ ଜାଗାକୁ ଆସିଛ, ତାହାର ନାମ ସୀଯୋନ ପର୍ବତ।324 ତୁମ୍ଭମାନେେ ଜୀବନ୍ତ ପରମେଶ୍ବରଙ୍କ ନଗରୀକୁ ଆସିଛ, ସ୍ବର୍ଗୀୟ ୟିରୁଶାଲମକୁ ଆସିଛ। ତୁମ୍ଭମାନେେ ଏକତ୍ରିତ ହାଇେଥିବା ଓ ଆନନ୍ଦ ରେ ପରିପୂର୍ଣ୍ଣ ହଜାର ହଜାର ସ୍ବର୍ଗଦୂତଙ୍କ ପାଖ ରେ ଆସି ପହଁଞ୍ଚିଛ।
23 ତୁମ୍ଭମାନେେ ପରମେଶ୍ବରଙ୍କ ପ୍ରଥମଜାତ325 ସନ୍ତାନମାନଙ୍କ ମିଳନ ସ୍ଥଳ ରେ ଆସି ପହଞ୍ଚିଛି। ସମାନଙ୍କେ ନାମ ସ୍ବର୍ଗ ରେ ଲଖାେ ରହିଛି। ସବୁଲୋକଙ୍କର ବିଚାରପତି ପରମେଶ୍ବରଙ୍କ ନିକଟକୁ ତୁମ୍ଭମାନେେ ଆସିଛ। ଯେଉଁ ଲୋକମାନେ ସିଦ୍ଧ ହାଇେ ସାରିଛନ୍ତି, ସହେିଭଳି ଭଲ ଲୋକମାନଙ୍କ ଆତ୍ମାମାନଙ୍କ ପାଖକୁ ତୁମ୍ଭମାନେେ ଆସିଛ।
24 ତୁମ୍ଭମାନେେ, ପରମେଶ୍ବରଙ୍କଠାରୁ ନୂତନ ନିୟମ ନିଜ ଲୋକଙ୍କ ପାଖକୁ ଆଣିଥିବା ଯୀଶୁଙ୍କ ପାଖକୁ ଆସିଛ। ତୁମ୍ଭମାନେେ ହବେଲଙ୍କ ରକ୍ତ ଅପେକ୍ଷା ଅଧିକ ଭଲ ବାକ୍ଯ କହି ପାରୁଥିବା ରକ୍ତ ସଚେନ326 ନିକଟକୁ ଆସିଛ।
25 ସାବଧାନ ରୁହ, ଓ ପରମେଶ୍ବର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତବେେଳେ ସେ ପୃଥିବୀର ସହେି ଲୋକମାନଙ୍କୁ ସତର୍କ କଲେ, ସେତବେେଳେ ସମାନେେ ତାହାଙ୍କ କଥା ଅଗ୍ରାହ୍ଯ କଲେ। କିନ୍ତୁ ସମାନେେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ବର ସ୍ବର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ଯ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସମାନଙ୍କେ ଲାଗି ଅତି ଖରାପ ହବେ।
26 ଆଗରୁ ଯେତବେେଳେ ସେ କହିଲେ, ତାହା ପୃଥିବୀକୁ କମ୍ପାଇ ଥିଲା, କିନ୍ତୁ ଏବେ ସେ ପ୍ରତିଜ୍ଞା କରିଛନ୍ତି, ଆଉ ଥରେ ମୁଁ କମ୍ପାଇବି କବଳେ ପୃଥିବୀକୁ ନୁହେଁ ବରଂ ମୁଁ ସ୍ବର୍ଗକୁ ମଧ୍ଯ କମ୍ପାଇବି।327
27 ଆଉ ଥରେ କହିବା ଅର୍ଥ ଯେ ଯାହାକିଛି ନିର୍ମିତ ହାଇେଥିଲା, ସେ ସବୁ ନଷ୍ଟ ହାଇେ ୟିବ। ସହେିଗୁଡ଼ିକୁ ଟଳମଳ କରାଯାଇ ପାରିବ ଓ ଯେଉଁ ବିଷୟଗୁଡ଼ିକୁ ଟଳମଳ କରାଯାଇ ପାରିବ ନାହିଁ ସଗେୁଡ଼ିକ ରହିବେ।
28 ଅତଏବ, ଆମ୍ଭେ ଧନ୍ଯବାଦ ଦବୋ କଥା ଯେ, ଯେଉଁ ସାମ୍ରାଜ୍ଯ ଆମ୍ଭକୁ ଦିଆ ଯାଇଛି, ତାହା ଟଳମଳ ହାଇେ ପାରିବ ନାହିଁ। ଆମ୍ଭେ ତାହାଙ୍କୁ ଧନ୍ଯବାଦ ଅର୍ପଣ କରିବା ଉଚିତ, ଓ ଏପରି ପଦ୍ଧତି ରେ ଉପାସନା କରିବା କଥା ଯେ ସେ ଯେପରି ପ୍ରସନ୍ନ ରହିବେ। ପରମେଶ୍ବରଙ୍କୁ ଆମ୍ଭେ ଉପାସନା କରିବା, ଓ ଭୟ ସହିତ ତାହାଙ୍କୁ ସମ୍ମାନ କରିବା।
29 କାରଣ ଆମ୍ଭ ପରମେଶ୍ବର ଗ୍ରାସକାରୀ ଅଗ୍ନିଭଳି ଅଟନ୍ତି।
1 Wherefore seeing we also are compassed about with so great a cloud of witnesses, let us lay aside every weight, and the sin which doth so easily beset us, and let us run with patience the race that is set before us,
2 Looking unto Jesus the author and finisher of our faith; who for the joy that was set before him endured the cross, despising the shame, and is set down at the right hand of the throne of God.
3 For consider him that endured such contradiction of sinners against himself, lest ye be wearied and faint in your minds.
4 Ye have not yet resisted unto blood, striving against sin.
5 And ye have forgotten the exhortation which speaketh unto you as unto children, My son, despise not thou the chastening of the Lord, nor faint when thou art rebuked of him:
6 For whom the Lord loveth he chasteneth, and scourgeth every son whom he receiveth.
7 If ye endure chastening, God dealeth with you as with sons; for what son is he whom the father chasteneth not?
8 But if ye be without chastisement, whereof all are partakers, then are ye bastards, and not sons.
9 Furthermore we have had fathers of our flesh which corrected us, and we gave them reverence: shall we not much rather be in subjection unto the Father of spirits, and live?
10 For they verily for a few days chastened us after their own pleasure; but he for our profit, that we might be partakers of his holiness.
11 Now no chastening for the present seemeth to be joyous, but grievous: nevertheless afterward it yieldeth the peaceable fruit of righteousness unto them which are exercised thereby.
12 Wherefore lift up the hands which hang down, and the feeble knees;
13 And make straight paths for your feet, lest that which is lame be turned out of the way; but let it rather be healed.
14 Follow peace with all men, and holiness, without which no man shall see the Lord:
15 Looking diligently lest any man fail of the grace of God; lest any root of bitterness springing up trouble you, and thereby many be defiled;
16 Lest there be any fornicator, or profane person, as Esau, who for one morsel of meat sold his birthright.
17 For ye know how that afterward, when he would have inherited the blessing, he was rejected: for he found no place of repentance, though he sought it carefully with tears.
18 For ye are not come unto the mount that might be touched, and that burned with fire, nor unto blackness, and darkness, and tempest,
19 And the sound of a trumpet, and the voice of words; which voice they that heard entreated that the word should not be spoken to them any more:
20 (For they could not endure that which was commanded, And if so much as a beast touch the mountain, it shall be stoned, or thrust through with a dart:
21 And so terrible was the sight, that Moses said, I exceedingly fear and quake:)
22 But ye are come unto mount Sion, and unto the city of the living God, the heavenly Jerusalem, and to an innumerable company of angels,
23 To the general assembly and church of the firstborn, which are written in heaven, and to God the Judge of all, and to the spirits of just men made perfect,
24 And to Jesus the mediator of the new covenant, and to the blood of sprinkling, that speaketh better things than that of Abel.
25 See that ye refuse not him that speaketh. For if they escaped not who refused him that spake on earth, much more shall not we escape, if we turn away from him that speaketh from heaven:
26 Whose voice then shook the earth: but now he hath promised, saying, Yet once more I shake not the earth only, but also heaven.
27 And this word, Yet once more, signifieth the removing of those things that are shaken, as of things that are made, that those things which cannot be shaken may remain.
28 Wherefore we receiving a kingdom which cannot be moved, let us have grace, whereby we may serve God acceptably with reverence and godly fear:
29 For our God is a consuming fire.
1 And the word of the Lord came unto me, saying,
2 Son of man, set thy face against Gog, the land of Magog, the chief prince of Meshech and Tubal, and prophesy against him,
3 And say, Thus saith the Lord God; Behold, I am against thee, O Gog, the chief prince of Meshech and Tubal:
4 And I will turn thee back, and put hooks into thy jaws, and I will bring thee forth, and all thine army, horses and horsemen, all of them clothed with all sorts of armour, even a great company with bucklers and shields, all of them handling swords:
5 Persia, Ethiopia, and Libya with them; all of them with shield and helmet:
6 Gomer, and all his bands; the house of Togarmah of the north quarters, and all his bands: and many people with thee.
7 Be thou prepared, and prepare for thyself, thou, and all thy company that are assembled unto thee, and be thou a guard unto them.
8 After many days thou shalt be visited: in the latter years thou shalt come into the land that is brought back from the sword, and is gathered out of many people, against the mountains of Israel, which have been always waste: but it is brought forth out of the nations, and they shall dwell safely all of them.
9 Thou shalt ascend and come like a storm, thou shalt be like a cloud to cover the land, thou, and all thy bands, and many people with thee.
10 Thus saith the Lord God; It shall also come to pass, that at the same time shall things come into thy mind, and thou shalt think an evil thought:
11 And thou shalt say, I will go up to the land of unwalled villages; I will go to them that are at rest, that dwell safely, all of them dwelling without walls, and having neither bars nor gates,
12 To take a spoil, and to take a prey; to turn thine hand upon the desolate places that are now inhabited, and upon the people that are gathered out of the nations, which have gotten cattle and goods, that dwell in the midst of the land.
13 Sheba, and Dedan, and the merchants of Tarshish, with all the young lions thereof, shall say unto thee, Art thou come to take a spoil? hast thou gathered thy company to take a prey? to carry away silver and gold, to take away cattle and goods, to take a great spoil?
14 Therefore, son of man, prophesy and say unto Gog, Thus saith the Lord God; In that day when my people of Israel dwelleth safely, shalt thou not know it?
15 And thou shalt come from thy place out of the north parts, thou, and many people with thee, all of them riding upon horses, a great company, and a mighty army:
16 And thou shalt come up against my people of Israel, as a cloud to cover the land; it shall be in the latter days, and I will bring thee against my land, that the heathen may know me, when I shall be sanctified in thee, O Gog, before their eyes.
17 Thus saith the Lord God; Art thou he of whom I have spoken in old time by my servants the prophets of Israel, which prophesied in those days many years that I would bring thee against them?
18 And it shall come to pass at the same time when Gog shall come against the land of Israel, saith the Lord God, that my fury shall come up in my face.
19 For in my jealousy and in the fire of my wrath have I spoken, Surely in that day there shall be a great shaking in the land of Israel;
20 So that the fishes of the sea, and the fowls of the heaven, and the beasts of the field, and all creeping things that creep upon the earth, and all the men that are upon the face of the earth, shall shake at my presence, and the mountains shall be thrown down, and the steep places shall fall, and every wall shall fall to the ground.
21 And I will call for a sword against him throughout all my mountains, saith the Lord God: every man’s sword shall be against his brother.
22 And I will plead against him with pestilence and with blood; and I will rain upon him, and upon his bands, and upon the many people that are with him, an overflowing rain, and great hailstones, fire, and brimstone.
23 Thus will I magnify myself, and sanctify myself; and I will be known in the eyes of many nations, and they shall know that I am the Lord.