Hebrews 3:12 ଅତଏବ ଭାଇ ଓ ଭଉଣୀମାନେ, ତୁମ୍ଭ ମଧିଅରେ କହେି ପାପ ନ କର, ଅବିଶ୍ବାସୀ ନ ହୁଅ, ଓ ଜୀବିତ ପରମେଶ୍ବରଙ୍କ ପ୍ରତି ବିମୁଖ ନ ହୁଅ, ଏଥିପାଇଁ ସାବଧନା ରୁହ।
Hebrews 3:12 in Other Translations
King James Version (KJV) Take heed, brethren, lest there be in any of you an evil heart of unbelief, in departing from the living God.
American Standard Version (ASV) Take heed, brethren, lest haply there shall be in any one of you an evil heart of unbelief, in falling away from the living God:
Bible in Basic English (BBE) My brothers, take care that there is not by chance in any one of you an evil heart without belief, turning away from the living God:
Darby English Bible (DBY) See, brethren, lest there be in any one of you a wicked heart of unbelief, in turning away from [the] living God.
World English Bible (WEB) Beware, brothers, lest perhaps there be in any one of you an evil heart of unbelief, in falling away from the living God;
Young's Literal Translation (YLT) See, brethren, lest there shall be in any of you an evil heart of unbelief in the falling away from the living God,
Take heed,
Βλέπετε
blepō
VLAY-poh
brethren,
ἀδελφοί
adelphos
ah-thale-FOSE
lest
μήποτε
mēpote
MAY-poh-tay
there be
ἔσται
esomai
A-soh-may
in
ἔν
en
ane
any
τινι
tis
tees
of you
ὑμῶν
hymōn
yoo-MONE
an heart
καρδία
kardia
kahr-THEE-ah
evil
πονηρὰ
ponēros
poh-nay-ROSE
of unbelief,
ἀπιστίας
apistia
ah-pee-STEE-ah
in
ἐν
en
ane
τῷ
ho
oh
departing
ἀποστῆναι
aphistēmi
ah-FEE-stay-mee
from
ἀπὸ
apo
ah-POH
God.
θεοῦ
theos
thay-OSE
the living
ζῶντος
zaō
ZA-oh
Read Full Chapter :
Hebrews 3
Cross Reference
ଯିରିମିୟ 17:9
ଯାହାର ଅନ୍ତଃକରଣ ସବୁଠାରୁ କପଟମଯ ଓ ଯାହାର ଅନ୍ତଃକରଣ ପୀଡ଼ିତ, ତାହା କହେି ଜାଣିପାରିବେ ନାହିଁ।
ଯିରିମିୟ 7:24
ମାତ୍ର ତୁମ୍ଭମାନଙ୍କର ପୂର୍ବପୁରୁଷମାନେ ଆମ୍ଭ କଥା ଶୁଣିଲେ ନାହିଁ। ସମାନେେ ସେଥିପ୍ରତି ଧ୍ଯାନ ଦେଲେ ନାହିଁ। ସମାନେେ ଅବାଧ୍ଯ ହାଇେ ନିଜ ନିଜ ମନ୍ତ୍ରଣା ରେ ଚାଳିତ ହେଲେ। ସମାନେେ ନିଜର ଦୁଷ୍ଟ ଅନ୍ତଃକରଣ ଯୋଗୁଁ ପଶ୍ଚାତବର୍ତ୍ତୀ ହେଲେ, ଅଗ୍ରଗାମୀ ହେଲେ ନାହିଁ।
ଯିରିମିୟ 17:5
ସଦାପ୍ରଭୁ କହନ୍ତି, ଯେଉଁ ମନୁଷ୍ଯ ଲୋକମାନଙ୍କ ଉପ ରେ ଭରସା ରେଖ, ମାଂସକୁ ଆପଣାର ବାହୁ କରେ ଓ ଯାହାର ହୃଦଯ ସଦାପ୍ରଭୁଙ୍କଠାରୁ ଦୂ ରଇେ ୟାଏ ସେ ଶାପଗ୍ରସ୍ତ।
ଯିରିମିୟ 18:12
ମାତ୍ର ଯିହୁଦାବାସୀ କହନ୍ତି, 'ତୁମ୍ଭ କଥା ଆମ୍ଭେ ଶୁଣିବୁ ନାହିଁ। କାରଣ ତୁମ୍ଭମାନେେ ଆପଣା ଆପଣା ସଂକଳ୍ପ ଅନୁସାରେ କର୍ମ କରିବ। ଆମ୍ଭମାନେେ ପ୍ରେତ୍ୟକକେ ଆପଣା ଆପଣା ଦୁଷ୍ଟ ଅନ୍ତଃକରଣ ବାଧ୍ଯତାନୁସା ରେ କର୍ମ କରି ଚାଲିବୁ।'
ଯିରିମିୟ 11:8
ମାତ୍ର ସମାନେେ ଆମ୍ଭର ବାକ୍ଯ ପ୍ରତି ଅବଧାନ କିଅବା କର୍ଣ୍ଣପାତ କଲେ ନାହିଁ। ପ୍ରେତ୍ୟକକ ନିଜ ନିଜ ଦୁଷ୍ଟ ଅନ୍ତଃକରଣ ରେ ଅବାଧ୍ଯ ହାଇେ ମନ୍ଦ ଆଚରଣ କଲେ। ଚୁକ୍ତି ଅନୁସାରେ ଆଜ୍ଞା ପାଳନ ନ କଲେ ଯାହା ମନ୍ଦ ଘଟିବା କଥା ସମାନଙ୍କେ ଉପ ରେ ତାହା ବର୍ତ୍ତାଇଲୁ। ତଥାପି ସମାନେେ ପାଳନ କଲେ ନାହିଁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:25
ସାବଧାନ ରୁହ, ଓ ପରମେଶ୍ବର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତବେେଳେ ସେ ପୃଥିବୀର ସହେି ଲୋକମାନଙ୍କୁ ସତର୍କ କଲେ, ସେତବେେଳେ ସମାନେେ ତାହାଙ୍କ କଥା ଅଗ୍ରାହ୍ଯ କଲେ। କିନ୍ତୁ ସମାନେେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ବର ସ୍ବର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ଯ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସମାନଙ୍କେ ଲାଗି ଅତି ଖରାପ ହବେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 10:12
ଅତଏବ, ଯେଉଁଲୋକ ଭାବୁଛି ଯେ, ସେ ଦୃଢ଼ ଭାବରେ ଠିଆ ହାଇେଛି, ଯେପରି ସେ ଖସି ନ ପଡ଼େ ଏଥିପାଇଁ ସତର୍କ ରହୁ।
ଏବ୍ରୀମାନଙ୍କ ନିକଟକୁ ପତ୍ର 12:15
ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ଯରୁ କହେି ପରମେଶ୍ବରଙ୍କ ଅନୁଗ୍ରହ ପାଇବା ରେ ବଞ୍ଚିତ ହବେ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସଭେଳି ଲୋକ ସମୁଦାୟ ଦଳକୁ ନଷ୍ଟ କରି ଦବେେ।
ଯିରିମିୟ 2:13
କାରଣ ଆମ୍ଭର ଲୋକମାନେ ଦୁଇଟି ପାପ କରିଅଛନ୍ତି। ପ୍ରଥମତଃ ସମାନେେ ମାେତେ ପରିତ୍ଯାଗ କରିଛନ୍ତି ଯଦିଓ ମୁଁ ଏକ ଜୀବନଦାଯିନୀ ନିର୍ଝର ଅଟେ ଓ ଦ୍ବିତୀୟ ରେ ନିଜ ପାଇଁ ସମାନେେ ବହୁ ଜଳକୁଣ୍ଡ ଖାେଳିଛନ୍ତି। ମାତ୍ର ସହେି ଭଙ୍ଗା ଜଳକୁଣ୍ଡ ସବୁ ଜଳ ରଖିପାରନ୍ତି ନାହିଁ।
ମାର୍କଲିଖିତ ସୁସମାଚାର 13:33
ସାବଧାନ, ସଦା ବେଳେ ପ୍ରସ୍ତୁତ ରୁହ। କାରଣ ସେ ସମୟ କେତବେେଳେ ପହଞ୍ଚିବ, ତାହା ତୁମ୍ଭମାନେେ ଜାଣିନାହଁ।
ହିତୋପଦେଶ 1:32
କିନ୍ତୁ ୟିଏ କହେି ମାରେକଥା ଶୁଣିବ, ସେ ସୁରକ୍ଷା ରେ ପ୍ରବେଶ କରିବ। ତାହାର କବେେ ହେଲେ କୌଣସି ଦୁର୍ଭାଗ୍ଯ ନ ଥିବ।
ଏବ୍ରୀମାନଙ୍କ ନିକଟକୁ ପତ୍ର 10:38
ଯେଉଁ ଲୋକ ମାେ ସହିତ ଧାର୍ମିକ, ତା'ର ବିଶ୍ବାସ ହତେୁ ସେ ଜୀବିତ ରହିବ। କିନ୍ତୁ ଯଦି ସେ ଲୋକ ଭୟ ରେ ମୁହଁ ମାେଡ଼େ, ମୁଁ ତା' ଉପରେ ପ୍ରସନ୍ନ ହବେି ନାହିଁ। ହବକ୍କୂକ୍ 2:3-4
ଯିରିମିୟ 3:17
ଆଉ ସେ ସମୟରେ ଲୋକମାନେ ୟିରୁଶାଲମକୁ 'ସଦାପ୍ରଭୁଙ୍କ ସିଂହାସନ' ବୋଲି କହିବେ। ସମଗ୍ର ଦେଶୀଯମାନେ ସଦାପ୍ରଭୁଙ୍କ ନାମ ରେ ସମ୍ମାନ ଜଣାଇବାକୁ ୟିରୁଶାଲମ ରେ ଏକତ୍ରୀତ ହବେେ। ପୁଣି ସମାନେେ ନିଜର ଅନ୍ତଃକରଣ ରେ ଦୁଷ୍ଟାଚାର ଅବାଧ୍ଯତା ଆଉ ଅନୁସରଣ କରିବେ ନାହିଁ।
ଯିରିମିୟ 16:12
କିନ୍ତୁ ତୁମ୍ଭେ ତୁମ୍ଭ ପୂର୍ବପୁରୁଷଗଣଙ୍କ ଅପେକ୍ଷା ଅଧିକ ପାପ କରିଅଛ। ତୁମ୍ଭମାନେେ ନିଜ ନିଜ ଦୁଷ୍ଟାନ୍ତଃକରଣ ରେ ଅବାଧ୍ଯ ହାଇେ ମନ୍ଦ ଆଚରଣ କରୁଅଛ ଓ ମାେ ଆଜ୍ଞା ପାଳନ କରୁ ନାହଁ।
ହୋଶେୟ 1:2
ସଦାପ୍ରଭୁଙ୍କର ହାେେଶୟ ପ୍ରତି ଏହା ଥିଲା ପ୍ରଥମ ବାର୍ତ୍ତା। ସଦାପ୍ରଭୁ କହିଲେ, ୟାଅ, ଏକ ଗଣିକାକୁ ବିବାହ କର, ଯାହାଫଳ ରେ ବେଶ୍ଯାର ପୁତ୍ର ଜନ୍ମ ହବେ। କାହିଁକି? କାରଣ ଏହି ଦେଶର ଲୋକମାନେ ଗଣିକା ପରି କାର୍ୟ୍ଯ କରିଛନ୍ତି। ସଦାପ୍ରଭୁଙ୍କଠା ରେ ଅବିଶ୍ବସ୍ତ ହାଇେଛନ୍ତି।
ମାଥିଉଲିଖିତ ସୁସମାଚାର 24:4
ଯୀଶୁ ଉତ୍ତର ଦେଲେ, ମାବଧାନ ହୁଅ, ତୁମ୍ଭମାନଙ୍କୁ ୟପରି କହେି ପଥଭ୍ରଷ୍ଟ ନକରେ।
ମାର୍କଲିଖିତ ସୁସମାଚାର 7:21
ମନୁଷ୍ଯ ଭିତ ରେ, ତାର ମନ ରେ, ଏହି ସବୁ ଖରାପ ଜିନିଷ ଜନ୍ମ ଦିଏ, ମନ୍ଦ ବିଚାର, ୟୌନଗତ ପାପ, ଚୋରି, ହତ୍ଯା।
ମାର୍କଲିଖିତ ସୁସମାଚାର 13:9
ତୁମ୍ଭମାନେେ ସତର୍କ ରହିବ। ଲୋକମାନେ ତୁମ୍ଭମାନଙ୍କୁ ବନ୍ଦୀ କରି ବିଚାରାଳୟ ରେ ସମର୍ପି ଦବେେ। ସମାନେେ ତୁମ୍ଭମାନଙ୍କୁ ସମାନଙ୍କେର ସମାଜଗୃହ ଗୁଡିକରେ ପିଟିବେ। ମାରେ ଶିଷ୍ଯ ହାଇେଥିବା ଯୋଗୁ ତୁମ୍ଭମାନଙ୍କୁ ଶାସକ ଓ ରାଜାମାନଙ୍କ ଆଗ ରେ ଠିଆ ହବୋକୁ ବାଧ୍ଯ କରାୟିବ। ତୁମ୍ଭମାନେେ ମାେ ବିଷୟ ରେ ପ୍ରମାଣ ଦବେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3:10
ସେଥିପାଇଁ ମୁଁ ସହେି ଲୋକମାନଙ୍କ ପ୍ରତି କ୍ରୁଦ୍ଧ ଥିଲି। ମୁଁ କହିଥିଲି, ସେ ଲୋକମାନଙ୍କର ଚିନ୍ତାଧାରା ସର୍ବଦା ଭୁଲ ଅଟେ। ସମାନେେ ମାରେ ମାର୍ଗ ବୁଝନ୍ତି ନାହିଁ।
ଆଦି ପୁସ୍ତକ 8:21
ତହିଁରେ ସଦାପ୍ରଭୁ ସମାନଙ୍କେର ବଳିଦାନକୁ ଆଘ୍ରାଣ କଲେ ଏବଂ ନିଜେ ମନେ ମନେ ଚ଼ିନ୍ତା କଲେ, ପୃଥିବୀକି ଅଭିଶାପ ଦବୋ ନାହିଁ। ଯଦିଓ ବାଲ୍ଯାକାଳରୁ ମନୁଷ୍ଯର ମନର ଅଭିପ୍ରାଯ ଓ ପ୍ରବଣତା ମନ୍ଦ, ତଥାପି ଆଉ କବେେ ହେଲ ସମସ୍ତ ଜୀବଙ୍କୁ ବିନଷ୍ଟ କରିବି ନାହିଁ, ଯେପରି ମୁଁ ପୂର୍ବରୁ କଲି।
ଆୟୁବ ପୁସ୍ତକ 22:17
ସହେି ଲୋକମାନେ ପରମେଶ୍ବରଙ୍କୁ କହିଥିଲେ, 'ଆମ୍ଭକୁ ଏକା ଛାଡ଼ି ଦିଅ ! ପରମେଶ୍ବର ସର୍ବଶକ୍ତିମାନ ଆମ୍ଭକୁ କିଛି କରିପାରନ୍ତି ନାହିଁ।'
ଆୟୁବ ପୁସ୍ତକ 21:14
କିନ୍ତୁ ଦୁଷ୍ଟ ଲୋକମାନେ ପରମେଶ୍ବରଙ୍କୁ କହିଲେ, 'ଆମ୍ଭକୁ ଏକା ଛାଡ଼ିଦିଅ। ତୁମ୍ଭେ ଯାହା କରିବାକୁ ଚାହୁଁଛ ଆମ୍ଭେ ତାହା ଖାତିର୍ କରୁନାହୁଁ।'
ଗୀତସଂହିତା 18:21
କାରଣ ମୁଁ ସଦାପ୍ରଭୁଙ୍କ ଆଦେଶକୁ ପାଳନ କରେ। ମୁଁ ପରମେଶ୍ବରଙ୍କ ବିରୁଦ୍ଧରେ କୌଣସି ପାପ କରି ନାହିଁ।
ଯିଶାଇୟ 59:13
ଆମ୍ଭମାନେେ ତାଙ୍କର ବିରୁଦ୍ଧାଚରଣ କରିବା ଓ ସଦାପ୍ରଭୁଙ୍କ ପ୍ରତି ଅବିଶ୍ବସ୍ତ ହବୋ। ଆମ୍ଭମାନେେ ସଦାପ୍ରଭୁଙ୍କଠାରୁ ବିମୁଖ ହେଲୁ। ଆମ୍ଭେ ଉତ୍ପୀଡ଼ନ ଓ ବିଦ୍ରୋହର କଥା କହୁ। ଆମ୍ଭେ ମିଥ୍ଯା କଥା କହି ଧାର୍ମିକତାକୁ ଆମ୍ଭଠାରୁ ଛାଡ଼ି ଦେଉ।
ମାର୍କଲିଖିତ ସୁସମାଚାର 13:23
ତେଣୁ ସାବଧାନ ରହିବ। ଏ ସବୁ ଘଟିବାର ୟଥେଷ୍ଟ ପୂର୍ବରୁ ମୁଁ ତୁମ୍ଭମାନଙ୍କୁ ଚତଇେେ ଦେଉଛି।
ଲୂକଲିଖିତ ସୁସମାଚାର 21:8
ଯୀଶୁ କହିଲେ, ସାବଧାନ! ଭ୍ରାନ୍ତହୁଅ ନାହିଁ। ମାେ ନାମ ବ୍ଯବହାର କରି ଅନକେ ଲୋକ ଆସିବେ। ସମାନେେ କହିବେ, 'ମୁଁ ଖ୍ରୀଷ୍ଟ' ଏବଂ 'ଉପୟୁକ୍ତ ସମୟ ଆସିଯାଇଛି।' କିନ୍ତୁ ତୁମ୍ଭମାନେେ ସମାନଙ୍କେୁ ଅନୁସରଣ କରିବନାହିଁ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 11:21
ବିଶ୍ବାସ ନ କରିବା ହତେୁ ଯଦି ପରମେଶ୍ବର ପ୍ରଥମ ଗଛର ଶାଖାଗୁଡିକୁ ଭାଙ୍ଗି ଦେଲେ, ତା ହେଲେ ତୁମ୍ଭେ ମାନେ ମଧ୍ଯ ବିଶ୍ବାସ ନ ରଖି ପାରିଲେ ପରମେଶ୍ବର ତୁମ୍ଭମାନଙ୍କୁ ବିଛିନ୍ନ କରି ଦବେେ।
ଥେସଲନୀକୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:9
ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ, ଯେପରି ଭଲ ଭାବରେ ତୁମ୍ଭମାନେେ ଆମ୍ଭମାନଙ୍କୁ ଗ୍ରହଣ କରିଥିଲ, ସେ ବିଷୟ ରେ ସର୍ବତ୍ର ଲୋକମାନେ କଥାବାର୍ତ୍ତା ହେଉଛନ୍ତି। ତୁମ୍ଭମାନେେ କିପରି ମୂର୍ତ୍ତିପୂଜା ବନ୍ଦ କରି, ଜୀବିତ ଓ ପ୍ରକୃତ ପରମେଶ୍ବରଙ୍କ ସବୋ କରିବା ପାଇଁ ପରିବର୍ତ୍ତିତ ହେଲ, ସେ ବିଷୟ ରେ ସମାନେେ କହନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 2:1
ଅତଏବ, ଆମ୍ଭକୁ ଶିଖା ଯାଇଥିବା କଥାଗୁଡ଼ିକୁ ପାଳନ କରିବା ବିଷୟ ରେ ଅଧିକ ମନୋୟୋଗୀ ହବୋ ଦରକାର, ନଚେତ୍ ସତ୍ଯମାର୍ଗରୁ ବିଚଳିତ ହାଇେ ପଥଭ୍ରଷ୍ଟ ହବେୁ।
ମାଥିଉଲିଖିତ ସୁସମାଚାର 16:16
ଶିମାନେ ପିତର ଉତ୍ତର ଦେଲେ, ଆପଣ ହେଉଛନ୍ତି ଖ୍ରୀଷ୍ଟ। ଜୀବନ୍ତ ପରମେଶ୍ବରଙ୍କ ପୁତ୍ର।