Hebrews 3:5 କିନ୍ତୁ ପରମେଶ୍ବର ସମସ୍ତ ବିଷୟ ନିର୍ମାଣ କରିଛନ୍ତି। ପରମେଶ୍ବରଙ୍କ ଗୃହ ରେ ମାଶାେ ଜଣେ ସବେକ ରୂପେ ବିଶ୍ବସ୍ତ ଥିଲେ। ପରମେଶ୍ବର ଭବିଷ୍ଯତ ରେ ଯାହା କିଛି କହିବେ, ସେ ଲୋକମାନଙ୍କୁ ସହେି କଥା କହିଥିଲେ।
Hebrews 3:5 in Other Translations
King James Version (KJV) And Moses verily was faithful in all his house, as a servant, for a testimony of those things which were to be spoken after;
American Standard Version (ASV) And Moses indeed was faithful in all his house as a servant, for a testimony of those things which were afterward to be spoken;
Bible in Basic English (BBE) And Moses certainly kept faith as a servant, in all his house, and as a witness of those things which were to be said later;
Darby English Bible (DBY) And Moses indeed [was] faithful in all his house, as a ministering servant, for a testimony of the things to be spoken after;
World English Bible (WEB) Moses indeed was faithful in all his house as a servant, for a testimony of those things which were afterward to be spoken,
Young's Literal Translation (YLT) and Moses indeed `was' stedfast in all his house, as an attendant, for a testimony of those things that were to be spoken,
And
καὶ
kai
kay
Moses
Μωσῆς
mōseus
moh-SAYFS
verily
μὲν
men
mane
faithful
πιστὸς
pistos
pee-STOSE
in
ἐν
en
ane
all
ὅλῳ
holos
OH-lose
τῷ
ho
oh
house,
οἴκῳ
oikos
OO-kose
his
αὐτοῦ
autos
af-TOSE
as
ὡς
hōs
ose
a servant,
θεράπων
therapōn
thay-RA-pone
for
εἰς
eis
ees
a testimony
μαρτύριον
martyrion
mahr-TYOO-ree-one
τῶν
ho
oh
of those things which were to be spoken after;
λαληθησομένων
laleō
la-LAY-oh
Read Full Chapter :
Hebrews 3
Cross Reference
ଗଣନା ପୁସ୍ତକ 12:7
ମାତ୍ର ମାଶାେ ମାରେ ସବେକ, ସପରେି ନୁହେଁ। ସେ ହିଁ ମାରେ ସମଗ୍ର ଗୃହ ରେ ଜଣେ ସବୁଠାରୁ ବିଶ୍ବସ୍ତ ଅଟେ।
ଏବ୍ରୀମାନଙ୍କ ନିକଟକୁ ପତ୍ର 3:2
ପରମେଶ୍ବର ଯୀଶୁଙ୍କୁ ମହାୟାଜକ ସ୍ବରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମାଶାଙ୍କେ ପରି ଯୀଶୁ ମଧ୍ଯ ପରମେଶ୍ବରଙ୍କ ପ୍ରତି ବିଶ୍ବସ୍ତ ଥିଲେ। ଈଶ୍ବରଙ୍କ ଗୃହ ରେ ଈଶ୍ବର ଇଚ୍ଛା କରୁଥିବା ସମସ୍ତ କାର୍ୟ୍ଯ ସେ କଲେ।
ଯାତ୍ରା ପୁସ୍ତକ 14:31
ସହେିଦିନ ଇଶ୍ରାୟେଲୀୟମାନେ ଦେଖିଛନ୍ତି ସଦାପ୍ରଭୁଙ୍କର ସହେି ମହାନ୍ ଶକ୍ତି ଯେତବେେଳେ ସେ ମିଶରୀଯମାନଙ୍କୁ ପରାସ୍ତ କଲେ। ତେଣୁ ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ସମ୍ମାନ ଦେଲେ। ସମାନେେ ସଦାପ୍ରଭୁ ଓ ତାଙ୍କର ଦସେ ମାଶାଙ୍କେଠା ରେ ବିଶ୍ବାସ ରଖିଲେ।
ଯିହୋଶୂୟ 1:2
ମାରେ ସବେକ ମାଶାରେ ମୃତକ୍ସ୍ଟ୍ଯ ହାଇେଅଛି। ବର୍ତ୍ତମାନ ତୁମ୍ଭେ ଏହି ଲୋକମାନଙ୍କୁ ନଇେ ୟର୍ଦ୍ଦନ ନଦୀ ପାର ହାଇେ ୟାଅ। ମୁ ଯେଉଁ ଦେଶସବୁ ଇଶ୍ରାୟେଲ ଲୋକମାନଙ୍କୁ ଦବୋକକ୍ସ୍ଟ କହିଅଛି, ତୁମ୍ଭେ ସହେି ଦେଶକକ୍ସ୍ଟ ୟାଅ।
ଯିହୋଶୂୟ 8:31
ସଦାପ୍ରଭୁଙ୍କ ସବେକ ମାଶାେ ଇଶ୍ରାୟେଲ ସନ୍ତାନଗଣକକ୍ସ୍ଟ ଯେ ରୂପେ ଆଜ୍ଞା ଦଇେଥିଲେ, ସହେିପରି ଭାବରେ ମାଶାଙ୍କେର ବ୍ଯବସ୍ଥା ଗ୍ରନ୍ଥର ଲଖାନେକ୍ସ୍ଟସା ରେ ୟହିଁ ଉପରେ କୌଣସି ମଣିଷ ଲକ୍ସ୍ଟହା ଉଞ୍ଚାଇ ନାହିଁ। ଏପରି ଅଚଞ୍ଛା ପଥର ରେ ୟଜ୍ଞବଦେୀ ସେ ନିର୍ମାଣ କଲେ। ତହିଁ ଉପରେ ସମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ହାମେ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।
ଗୀତସଂହିତା 105:26
ଏଣୁ ପରମେଶ୍ବର ତାଙ୍କ ଦାସ ମାଶାେ ଏବଂ ମନୋନୀତ ୟାଜକ ହାରୋଣଙ୍କୁ ପଠାଇଲେ।
କରିନ୍ଥୀୟ ମଣ୍ଡଳୀ ନିକଟକୁ ପାଉଲଙ୍କ ପ୍ରଥମ ପତ୍ର 4:2
ଯେଉଁ ଲୋକମାନଙ୍କୁ ଏହି ଦାଯିତ୍ବ ଦିଆଯାଇଛି ସମାନେେ ଯେ ଏଥିର ଯୋଗ୍ଯ ଏହା ଦର୍ଶାଇବା ଉଚିତ୍।
ତୀମଥିଙ୍କ ନିକଟକୁ ପ୍ରେରିତ ପାଉଲଙ୍କ ପ୍ରଥମ ପତ୍ର 1:12
ମାେ ପ୍ରତି ଭରସା ରଖି ଏହି ସବୋ କାର୍ୟ୍ଯ ରେ ନିୟୁକ୍ତ କରିଥିବାରୁ ମୁଁ ଆମ୍ଭ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କୁ ଧନ୍ଯବାଦ ଦିଏ। ସେ ମାେତେ ଶକ୍ତି ପ୍ରଦାନ କରନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 8:5
ଏହି ଯାଜକମାନେ ଯେଉଁ କାମ କରନ୍ତି, ତାହା ପ୍ରକୃତ ରେ ସ୍ବର୍ଗ ରେ ଥିବା କାମଗୁଡ଼ିକର ଛାଯା ଓ ନମୁନା ମାତ୍ର। ସେଥିପାଇଁ ମାଶାେ ତମ୍ମୁ312 ନିର୍ମାଣ କରିବାକୁ ଗଲା ବେଳେ ପରମେଶ୍ବର ତାହାଙ୍କୁ ଚତାବେନୀ ଦଇେ କହିଥିଲେ : ପର୍ବତ ଉପରେ ମୁଁ ତୁମ୍ଭକୁ ଯେଉଁ ନମୁନା ଦଖାଇେ ଥିଲି, ତଦନୁସା ରେ ସମସ୍ତ ନିର୍ମାଣ କର।313
ଦିତୀୟ ବିବରଣ 34:5
ତେଣୁ ସଦାପ୍ରଭୁଙ୍କର ସବେକ ମାଶାେ ସଦାପ୍ରଭୁଙ୍କ ବାକ୍ଯ ଅନକ୍ସ୍ଟସା ରେ ସହେି ସ୍ଥାନ ରେ ମାୟୋବ ଦେଶ ରେ ମଲେ।
ଲୂକଲିଖିତ ସୁସମାଚାର 24:27
ତା'ପରେ ଯୀଶୁ ଶାସ୍ତ୍ରମାନଙ୍କ ରେ ତାହାଙ୍କ ବିଷୟ ରେ ଯାହା ସବୁ ଲଖାେ ଯାଇଥିଲା, ସଗେୁଡିକୁ ଗୋଟି ଗୋଟି କରି ବୁଝାଇବାକୁ ଲାଗିଲେ। ଯୀଶୁ ମାଶାଙ୍କେ ପୁସ୍ତକରୁ ଆରମ୍ଭ କରି ଅନ୍ୟ ଭବିଷ୍ଯଦ୍ବକ୍ତାମାନଙ୍କ ପର୍ୟ୍ଯନ୍ତ ସମସ୍ତେ ତାହାଙ୍କ ବିଷୟ ରେ ଯାହାସବୁ କହିଥିଲେ, ସଗେୁଡିକ ବୁଝାଇ ଦେଲେ।
ଲୂକଲିଖିତ ସୁସମାଚାର 24:44
ଯୀଶୁ ସମାନଙ୍କେୁ କହିଲେ, ତୁମ୍ଭମାନଙ୍କ ପାଖ ରେ ମୁଁ ଥିବା ବଳରେ କଥା ମନେ ପକାଅ। ମୁଁ କହିଥିଲି ଯେ ମାଶାଙ୍କେ ନିୟମ ରେ, ଭବିଷ୍ଯଦ୍ବକ୍ତାଙ୍କ ପୁସ୍ତକରେ ଓ ଗୀତସଂହିତା ରେ ମାେ ବିଷୟ ରେ ଯାହା ସବୁ ଲଖାେ ଯାଇଛି, ସଗେୁଡିକ ନିଶ୍ଚୟ ଘଟିବ।
ଯୋହନଲିଖିତ ସୁସମାଚାର 5:39
ତୁମ୍ଭମାନେେ ଯତ୍ନ ସହକା ରେ ଧର୍ମ ଶାସ୍ତ୍ରଗୁଡିକ ଅଧ୍ଯୟନ କରୁଛ। କାରଣ ତୁମ୍ଭମାନେେ ବିଶ୍ବାସ କର ଯେ, ସହେି ଧର୍ମଶାସ୍ତ୍ର ଦ୍ବାରା ହିଁ ତୁମ୍ଭମାନେେ ଅନନ୍ତ ଜୀବନ ପାଇବ। ସହେି ଧର୍ମଶାସ୍ତ୍ରଗୁଡିକ ମାେ ବିଷୟ ରେ କହନ୍ତି।
ଯୋହନଲିଖିତ ସୁସମାଚାର 5:46
ଯଦି ପ୍ରକୃତ ରେ ତୁମ୍ଭମାନେେ ମାଶାଙ୍କେୁ ବିଶ୍ବାସ କରିଛ, ତବେେ ତୁମ୍ଭେ ମାେତେ ମଧ୍ଯ ବିଶ୍ବାସ କରିବ। କାରଣ ମାଶାେ ମାେ ବିଷୟ ରେ ଲେଖିଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 7:37
ସେ ମାଶାେ ଇଶ୍ରାୟେଲର ସନ୍ତାନମାନଙ୍କୁ କହିଲେ, 'ପରମେଶ୍ବର ତୁମ୍ଭମାନଙ୍କ ମଧ୍ଯରୁ ମାେପରି ଜଣେ ଭାବବାଦୀଙ୍କୁ ସୃଷ୍ଟି କରିବେ।'
ରେରିତମାନଙ୍କ କାର୍ଯ୍ୟର ବିବରଣ 28:23
ତେଣୁ ସମାନେେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ଯା ରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସମାନଙ୍କେୁ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ଯା ପର୍ୟ୍ଯନ୍ତ ମାଶାଙ୍କେ ବ୍ଯବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସମାନଙ୍କେୁ ବିଶ୍ବାସ କରାଇବା ପାଇଁ ଚେ଼ଷ୍ଟା କଲେ।
ରୋମୀୟ ମଣ୍ଡଳୀ ନିକଟକୁ ପ୍ରେରିତ ପାଉଲଙ୍କ ପତ୍ 3:21
କିନ୍ତୁ ବିନା ବ୍ଯବସ୍ଥା ରେ ଲୋକମାନଙ୍କୁ ଧାର୍ମିକ କରିବା ପାଇଁ ପରମେଶ୍ବରଙ୍କର ଗୋଟିଏ ନୂତନ ମାର୍ଗ ଅଛି। ସେ ଆମ୍ଭକୁ ସହେି ନୂତନ ପଥ ଦଖାଇେ ଦଇେଛନ୍ତି। ଏହି ନୂତନ ପଥ ବିଷୟ ରେ ବ୍ଯବସ୍ଥା ଓ ଭବିଷ୍ଯଦ୍ବକ୍ତା ଆମ୍ଭକୁ କହୁଛନ୍ତି।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:24
ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନଷ୍ଯ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ବର୍ଗ ଭିତରକୁ ଗଲେ।
ପିତରଙ୍କ ପ୍ରଥମ ପତ୍ 1:10
ଭବିଷ୍ଯଦ୍ ବକ୍ତାମାନେ ମନୋୟୋଗ ସହକା ରେ ଅଧ୍ଯୟନ କରି ଏହି ଉଦ୍ଧାର ବିଷୟ ରେ ଜାଣିବା ପାଇଁ ଚେଷ୍ଟା କଲେ। ସହେି ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭ ପ୍ରତି ଆଗତ ଅନୁଗ୍ରହ ବିଷୟ ରେ କହିଥିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 3:22
ମାଶାେ କହିଛନ୍ତି, 'ପରମେଶ୍ବର ତୁମ୍ଭମାନଙ୍କ ପାଇଁ ଜଣେ ଭାବବାଦୀ ଦବେେ। ସହେି ଭାବବାଦୀ ତୁମ୍ଭମାନଙ୍କ ମଧ୍ଯରୁ ଆସିବେ। ସେ ମାେ'ପରି ହବେେ। ସେ ଯାହା କହିବେ, ତାହା ତୁମ୍ଭମାନଙ୍କୁ ମାନିବାକୁ ପଡ଼ିବ।
ଦିତୀୟ ବିବରଣ 3:24
' ହେ ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନକଟ ରେ ଆପଣା ମହିମା ଓ ବଳବାନ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ। ତୁମ୍ଭର କ୍ରିଯା ତିଲ୍ଯ ଓ ତୁମ୍ଭର ପରାକ୍ରାନ୍ତ କର୍ମତିଲ୍ଯ ଯେ କରିପା ରେ, ସ୍ବର୍ଗ ରେ କି ମର୍ତ୍ତ ରେ ଏମନ୍ତ ପରମେଶ୍ବର ଆଉ କିଏ ଅଛି।'
ଦିତୀୟ ବିବରଣ 18:15
ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭମାନଙ୍କ ପାଇଁ ପବିତ୍ର ଭବିଷ୍ଯଦ୍ ବକ୍ତଙ୍କକ୍ସ୍ଟ ପଠାଇବେ। ଏହି ଭବିଷ୍ଯଦ୍ ବକ୍ତାମାନେ ତୁମ୍ଭମାନଙ୍କ ମଧ୍ଯରକ୍ସ୍ଟ ବାଛିବେ। ସେ ମାେ ତକ୍ସ୍ଟଲ୍ଯ ହବେ। ତୁମ୍ଭମାନେେ ସହେି ଭବିଷ୍ଯଦ୍ ବକ୍ତାଙ୍କ କଥାକକ୍ସ୍ଟ ପାଳନ କରିବ।
ଯିହୋଶୂୟ 1:7
କିନ୍ତୁ ତୁମ୍ଭେ ବଳବାନ ଓ ସାହାସୀ ହକ୍ସ୍ଟଅ। ଅନ୍ୟ କଥା ମାନିବାକକ୍ସ୍ଟ ତୁମ୍ଭେ ନିଶ୍ଚିତ ମାରେ ଦାସ ମାଶାଙ୍କେର ଆଦେଶ ପାଳନ କରିବ। ଯଦି ତୁମ୍ଭେ ତାଙ୍କର ଉପଦେଶ ଠିକ୍ ଭାବରେ ପାଳନ କରିବ, ତବେେ ତୁମ୍ଭେ ଯେଉଁ କର୍ମ କରିବ ସେଥି ରେ ଉତ୍ତିର୍ଣ୍ଣ ହବେ।
ଯିହୋଶୂୟ 1:15
ସଦାପ୍ରଭୁ ତୁମ୍ଭକୁ ବିଶ୍ରାମ କରିବା ପାଇଁ ଏକ ବିଶ୍ରାମ ସ୍ଥାନ ଦଇେଛନ୍ତି। ଏବଂ ତୁମ୍ଭମାନଙ୍କ ଭାଇମାନଙ୍କ ପାଇଁ ସେ ତାହା କରିବେ, କିନ୍ତୁ ତୁମ୍ଭେ ସମାନଙ୍କେୁ ସାହାୟ୍ଯ କରିବ, ସମାନେେ ସ୍ଥାନ ଅଧିକାର କରିବା ପର୍ୟ୍ଯନ୍ତ, ଯାହାକି ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ସମାନଙ୍କେୁ ଦଇେଛନ୍ତି। ତା'ପରେ ତୁମ୍ଭେ ୟର୍ଦ୍ଦନର ପୂର୍ବ ରେ ଅବସ୍ଥିତ ତୁମ୍ଭର ସ୍ବଦେଶକକ୍ସ୍ଟ ଫରେି ଆସିବ। ଯାହାକି ସଦାପ୍ରଭୁଙ୍କର ଦାସ ମାଶାେ ତୁମ୍ଭକୁ ଦଇେଛନ୍ତି।
ଯିହୋଶୂୟ 8:33
ଇଶ୍ରାୟେଲର ସମସ୍ତ ଲୋକମାନେ, ସମାନଙ୍କେ ପ୍ରାଚୀନବର୍ଗ, ନତେୃବର୍ଗ, ସମାନଙ୍କେର ବିଗ୍ଭରକର୍ତ୍ତାଗଣ, ବିଦେଶୀଗଣ ଓ ଦେଶବାସୀ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ଛିଡା ହେଲ। ସମାନଙ୍କେ ମଧ୍ଯରକ୍ସ୍ଟ ଅର୍ଦ୍ଧକେ ଏବଲ ପର୍ବତ ଆଗ ରେ ଓ ଅର୍ଦ୍ଧକେ ଗରିଷମ ପର୍ବତ ଆଗ ରେ ଛିଡା ହେଲ। ସଦାପ୍ରଭୁଙ୍କ ପବିତ୍ର ନିଯମ ସିନ୍ଦକ୍ସ୍ଟକବାହୀ ଲବେୀୟ ଯାଜକମାନଙ୍କ ସମ୍ମକ୍ସ୍ଟଖ ରେ ସମାନେେ ଠିଆ ହେଲେ। ସମାନେେ ଏପରି କଲେ କାରଣ ସଦାପ୍ରଭୁଙ୍କର ସବେକ ମାଶାେ ଇଶ୍ରାୟେଲୀୟମାନଙ୍କୁ ଆଶୀର୍ବାଦ କରିବା ନିମନ୍ତେ ଏପରି କରିବାକୁ ଆଜ୍ଞା ଦଇେଥିଲେ।
ମାଥିଉଲିଖିତ ସୁସମାଚାର 24:45
କିଏ ବିଶ୍ବାସ ଯୋଗ୍ଯ ଓ ବିଜ୍ଞ ଚ଼ାକର? ୟିଏ ଅନ୍ୟ ଚ଼ାକରମାନଙ୍କୁ ଠିକ୍ ସମୟରେ ସମାନଙ୍କେର ଖାଦ୍ୟ ଦବେ, ମାଲିକ ସହେିଭଳି ଚ଼ାକରକୁ ବିଶ୍ବାସ କରିଥାନ୍ତି। କିଏ ସେ ଚ଼ାକର, ସହେି କାମ କରିବା ପାଇଁ, ସେ କେଉଁ ଚ଼ାକରକୁ ବିଶ୍ବାସ କରିବେ?
ମାଥିଉଲିଖିତ ସୁସମାଚାର 25:21
ମାଲିକ କହିଲେ, 'ସାବାସ୍, ତୁମ୍ଭେ ବହୁତ ଭଲ, ଓ ବିଶ୍ବସ ଯୋଗ୍ଯ ଲୋକ। ତୁମ୍ଭେ ଅଳ୍ପ ଟଙ୍କା ରେ ଭଲ କାମ କରିଛ। ତେଣୁ ମୁଁ ତୁମ୍ଭକୁ ବଡ଼ ବିଷୟର ଦାଯିତ୍ବ ଦବେି। ଆସ, ମାେ ସହିତ ମାେ ଖୁସି ରେ ଭାଗୀ ହୁଅ।'
ଲୂକଲିଖିତ ସୁସମାଚାର 12:42
ଏହା ଶୁଣି ଯୀଶୁ କହିଲେ, ବିଶ୍ବାସୀ ଓ ବୁଦ୍ଧିମାନ ସବେକ କିଏ? ମାଲିକ ଅନ୍ୟ ସବେକ ମାନଙ୍କୁ ସମାନଙ୍କେର ଖାଦ୍ୟ ଠିକ୍ ସମୟରେ ଦବୋ ପାଇଁ ଜଣେ ଚାକରକୁ ଦାଯିତ୍ବ ଦଇେଥାନ୍ତି, ଯାହାକୁ ଏ କାମ କରିବା ପାଇଁ ମାଲିକ ବିଶ୍ବାସ କରିବସେ ସେ ସବେକ କିଏ?
ଲୂକଲିଖିତ ସୁସମାଚାର 16:10
େଛାଟ େଛାଟ ବିଷୟ ରେ ଯଦି ଜଣକୁ ବିଶ୍ବାସ କରାଯାଇ ପାରିବ, ତବେେ ତାକୁ ବଡ ବିଷୟ ଗୁଡିକ ପାଇଁ ମଧ୍ଯ ବିଶ୍ବାସ କରାଯାଇ ପାରିବ। ଅଳ୍ପ ଜିନିଷ ପାଇଁ ଯଦି ଜଣେ ଅସାଧୁ ହାଇଯୋଏ ତବେେ ସେ ଅଧିକ ଜିନିଷ ପାଇଁ ମଧ୍ଯ ଆସାଧୁ ହାଇଯେିବା
ନିହିମିୟା 9:14
ସମାନଙ୍କେୁ ଆପଣାର ପବିତ୍ର ବିଶ୍ରାମ ଦିନ ଜ୍ଞାତ କରାଇଲ। ଆପଣା ଦାସ ମାଶାଙ୍କେ ହସ୍ତ ରେ ସମାନଙ୍କେୁ ଆଜ୍ଞା ଓ ବିଧି ବ୍ଯବସ୍ଥା ଆଦେଶ କଲ।
ଏବ୍ରୀମାନଙ୍କ ନିକଟକୁ ପତ୍ର 9:8
ଏତଦ୍ବାରା ପବିତ୍ର ଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ୟ୍ଯନ୍ତ ଅତିପବିତ୍ର ସ୍ଥାନ ରେ ପ୍ରବେଶ କରିବାର ପଥ ଖାେଲା ହାଇେ ନାହିଁ।