Hebrews 7
1 ମଲ୍କୀଷଦକେ ଶାଲମରେ ରାଜା ଥିଲେ, ଓ ସର୍ବୋଚ୍ଚ ପରମେଶ୍ବରଙ୍କ ଯାଜକ ଥିଲେ। ଅବ୍ରହାମ ରାଜାମାନଙ୍କୁ ପରାଜିତ କରି ଫରେିଲା ବେଳେ ମଲ୍କୀଷଦକେ ଅବ୍ରହାମଙ୍କୁ ଦଖାେକଲେ। ସେ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।
2 ୟୁଦ୍ଧ ରେ ଜିତି ଅବ୍ରହାମ ଯାହା ପାଇଥିଲେ ତା'ର ଏକ ଦଶମାଂସ ସେ ମଲ୍କୀଷଦକଙ୍କେୁ ଦେଲେ। ମଲ୍କୀଷଦକେ ନାମର ଅର୍ଥ : ପ୍ରଥମଟି ହେଉଛି ଧର୍ମରାଜା ଓ ଦ୍ବିତୀୟଟି ହେଲା ଶାଲମରେ ରାଜା ଅର୍ଥାତ୍ ଶାନ୍ତିର ରାଜା।
3 କହେି ହେଲେ ମଲ୍କୀଷଦକଙ୍କେ ପିତା କି ମାତାଙ୍କ ବିଷୟ ରେ ଜାଣନ୍ତି ନାହିଁ ପୁଣି ସେ କେଉଁଠାରୁ ଆସିଛନ୍ତି, ସେ କବେେ ଜନ୍ମଗ୍ରହଣ କଲେ, ଓ କବେେ ମଲେ ତା'ମଧ୍ଯ କହେି ଜାଣନ୍ତି ନାହିଁ। ମଲ୍କୀଷଦକେ ପରମେଶ୍ବରଙ୍କ ପୁତ୍ର ଭଳି, ଓ ସେ ସଦା ସର୍ବଦା ପାଇଁ ଯାଜକ ହାଇେ ରହିଛନ୍ତି।
4 ମଲ୍କୀଷଦକେ କେତେ ମହାନ୍ ବ୍ଯକ୍ତି, ଭାବି ଦେଖ। ମହାନ ପିତା ଅବ୍ରହାମ ୟୁଦ୍ଧ ରେ ଯାହା କିଛି ଜିତି ଥିଲେ ତାର ଏକ ଦଶମାଂଶ ମଲ୍କୀଷଦକଙ୍କେୁ ଦେଲେ।
5 ବ୍ଯବସ୍ଥା ଅନୁସାରେ ଲବେୀ ବଂଶର ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଇବା କଥା। ଯାଜକମାନେ ଏହି ଅଂଶ ନିଜେଲାକ ୟିହୁଦୀମାନଙ୍କଠାରୁ ନେଉଥିଲେ, ଯଦିଓ ଯାଜକ ଓ ତାହାଙ୍କ ଲୋକମାନେ ସମସ୍ତେ ଅବ୍ରହାମଙ୍କ ବଂଶଜ ଅଟନ୍ତି।
6 ମଲ୍କୀଷଦକେ ଲବେୀ ବଂଶର ନ ଥିଲେ। ତଥାପି ସେ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଲେ। ଓ ସେ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ଅବ୍ରହାମଙ୍କୁ ଆଶୀର୍ବାଦ କଲେ।
7 ସମସ୍ତେ ଜାଣନ୍ତେ ଯେ, ସାନ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ।
8 ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସମାନେେ ସାଧାରଣ ମନୁଷ୍ଯ ପରି ବଞ୍ଚି ପରିଶଷେ ରେ ମୃତ୍ଯୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମଲ୍କୀଷଦକେ ଶାସ୍ତ୍ର ଅନୁସାରେ ଏବେ ମଧ୍ଯ ଜୀବିତ।
9 ଲବେୀ ଲୋକମାନଙ୍କଠାରୁ ଏକଦଶମାଂଶ ଗ୍ରହଣ କରନ୍ତି। କିନ୍ତୁ ଆମ୍ଭେ କହିପାରିବା ଯେ, ଯେତବେେଳେ ଅବ୍ରହାମ ମଲ୍କୀଷଦକଙ୍କେୁ ଦଶମାଂଶ ଦେଲେ, ତା'ର ଅର୍ଥ ଲବେୀ ମଧ୍ଯ ତାହା ଦେଲେ।
10 ଲବେୀ ସେ ପର୍ୟ୍ଯନ୍ତ ଜନ୍ମ ନ ହାଇେଥିଲେ ସୁଦ୍ଧା ଅବ୍ରହାମ ମଲ୍କୀଷଦକଙ୍କେୁ ଭଟେିବା ସମୟରେ ଲବେୀ ଅବ୍ରହାମଙ୍କ ପୂର୍ବପୁରୁଷଙ୍କ ଶରୀର ରେ ଥିଲେ।
11 ଲବେୀ ପରିବାରବର୍ଗଙ୍କ308 ଯାଜକମାନଙ୍କର ପଦ୍ଧତି ଅନୁଯାଯୀ ଲୋକଙ୍କୁ ବ୍ଯବସ୍ଥା ପ୍ରଦତ୍ତ ହାଇେଥିଲା। କିନ୍ତୁ ଏହି ଯାଜକମାନଙ୍କର ପଦ୍ଧତି ଦ୍ବାରା ଲୋକମାନଙ୍କୁ ଆଧ୍ଯାତ୍ମିକ ଭାବରେ ସିଦ୍ଧ କରାଯାଇ ପାରିଲା ନାହିଁ। ଅତଏବ, ଆଉ ଜଣେ ଯାଜକର ଆସିବା ଆବଶ୍ଯକ ଥିଲା। ହାରୋଣଙ୍କ ଭଳି ନୁହେଁ ମାତ୍ର ମଲ୍କୀଷଦକଙ୍କେ ଭଳି ଆଉ ଜଣେ ଯାଜକର ଆବଶ୍ଯକ ଥିଲା।
12 ଯେତବେେଳେ ଯାଜକର ପରିବର୍ତ୍ତନ ହୁଏ ସତେ ବେଳେ ବ୍ଯବସ୍ଥାର ମଧ୍ଯ ପରିବର୍ତ୍ତନ ଆବଶ୍ଯକ ହାଇେଥାଏ।
13 ଆମ୍ଭେ ଏହି କଥାଗୁଡ଼ିକ ଖ୍ରୀଷ୍ଟଙ୍କ ବିଷୟ ରେ କହୁଛୁ। ସେ ଅନ୍ୟ ଏକ ଗୋଷ୍ଠୀର ଲୋକ ଥିଲେ। ସହେି ଗୋଷ୍ଠୀର କହେି କବେେ ହେଲେ ଆଗରୁ ଯାଜକ ଭାବେ ବଦେୀ309 ରେ ସବୋ କରି ନ ଥିଲେ।
14 କାରଣ ଏହା ସ୍ପଷ୍ଟ ଯେ, ଆମ୍ଭମାନଙ୍କର ପ୍ରଭୁ ୟିହୂଦାଙ୍କ ଗୋଷ୍ଠୀ ରେ ଜାତ। ମାତ୍ର ସହେି ଗୋଷ୍ଠୀର ଯାଜକମାନଙ୍କ ବିଷୟ ରେ ମାଶାେ କହିନାହାଁନ୍ତି।
15 ଏହି କଥା ଗୁଡ଼ିକ ଅଧିକ ସୁସ୍ପଷ୍ଟ ହୁଏ ଯେ, ମଲ୍କୀଷଦକଙ୍କେ ଭଳି ଆଉ ଜଣେ ଯାଜକ ଅଛନ୍ତି।
16 ସେ କୌଣସି ଗୋଷ୍ଠୀର ବ୍ଯବସ୍ଥା ଦ୍ବାରା ଯାଜକ ହାଇେ ନ ଥିଲେ। ବରଂ ଅକ୍ଷୟ ଜୀବନର ଶକ୍ତି ଅନୁସାରେ ଯାଜକ ହେଲେ।
17 ଶାସ୍ତ୍ର ରେ ତାଙ୍କ ବିଷୟ ରେ କୁହାୟାଇଛି : ତୁମ୍ଭେ ମଲ୍କୀଷଦକଙ୍କେ ଭଳି ଜଣେ ଅନନ୍ତକାଳୀନ ଯାଜକ ଅଟ।310
18 ପୂର୍ବ ବ୍ଯବସ୍ଥା ଦୁର୍ବଳ ଓ ବ୍ଯର୍ଥ ହାଇେଥିବାରୁ ଲୋପ କରି ଦିଆ ହେଲା।
19 ମାଶାଙ୍କେ ବ୍ଯବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା। ଏବେ ଆମ୍ଭକୁ ମିଳିଥିବା ଶ୍ ରେଷ୍ଠତର ଭରସା ରେ ଆମ୍ଭେ ପରମେଶ୍ବରଙ୍କ ପାଖକୁ ଆସି ପାରିବା।
20 ଯୀଶୁଖ୍ରୀଷ୍ଟଙ୍କୁ ମହାୟାଜକ କଲା ବେଳେ, ପରମେଶ୍ବର ଯେଉଁ ଶପଥ କରିଥିଲେ, ଏହା ଗୁରୁତ୍ବପୂର୍ଣ୍ଣ ଅଟେ। ଯେତବେେଳେ ଅନ୍ୟମାନେ ଯାଜକ ହାଇେଥିଲେ, ସେତବେେଳେ କୌଣସି ଶପଥ ହାଇେ ନ ଥିଲା।
21 କିନ୍ତୁ ପରମେଶ୍ବରଙ୍କ ଶପଥ କରିଥିବା ହତେୁରୁ ଯୀଶୁ ଯାଜକ ହାଇେଥିଲେ। ପରମେଶ୍ବର କହିଥିଲେ :
22 ଏହାର ଅର୍ଥ ହେଲା ଯେ ସହେି ପ୍ରକା ରେ ପରମେଶ୍ବରଙ୍କ ନିଜ ଲୋକଙ୍କ ସହିତ କରିଥିବା ଶ୍ ରେଷ୍ଠତର ନିୟମର ଯୀଶୁ ହେଉଛନ୍ତି ଜଣେ ଜାମିନ୍-ଦାର।
23 ଆହୁରି ମଧ୍ଯ ଯେତବେେଳେ ସହେି ଅନ୍ୟ ଯାଜକମାନେ ମରିଗଲେ, ସମାନେେ ଆଉ ଯାଜକ ହାଇେ ରହି ପାରିଲେ ନାହିଁ। ଏଥିପାଇଁ ସହେି ଯାଜକମାନଙ୍କ ଭିତରୁ ଅନକେ ସଠାେରେ ଥିଲେ।
24 କିନ୍ତୁ ଯୀଶୁ ଅମର। ସେ କବେେ ହେଲେ ଯାଜକ ସବୋରୁ ଅବ୍ଯାହତି ହବେେ ନାହିଁ।
25 ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।
26 ଅତଏବ, ଯୀଶୁଖ୍ରୀଷ୍ଟଙ୍କ ଭଳି ମହାୟାଜକ ଆମ୍ଭର ଆବଶ୍ଯକ ଥିଲା। ସେ ପବିତ୍ର, ତାହାଙ୍କଠା ରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ବାରା ପ୍ରଭାବିତ ନୁହଁନ୍ତି। ତାଙ୍କୁ ସ୍ବର୍ଗଠାରୁ ମଧ୍ଯ ଉଚ୍ଚସ୍ଥାନକୁ ନିଆ ଯାଇଛି।
27 ସେ ଅନ୍ୟ ଯାଜକମାନଙ୍କ ଭଳି ନୁହଁନ୍ତି। ଅନ୍ୟ ଯାଜକମାନେ ପ୍ରତିଦିନ ବଳି ଉତ୍ସର୍ଗ କରିବା ଆବଶ୍ଯକ ଥିଲା। ପ୍ରଥମେ ନିଜ ପାଇଁ ଓ ପରେ ଅନ୍ୟ ଲୋକମାନଙ୍କ ପାପ ଲାଗି ସମାନଙ୍କେୁ ବଳି ଉତ୍ସର୍ଗ କରିବାକୁ ପଡ଼ୁଥିଲା। କିନ୍ତୁ ଯୀଶୁଙ୍କୁ ଏହା କରିବାକୁ ପଡ଼ି ନାହିଁ। ଯୀଶୁ ଚିରକାଳ ନିମନ୍ତେ ଏକାଥରକେ ବଳୀକୃତ ହେଲେ। ସେ ନିଜକୁ ସମର୍ପି ଦେଲେ।
28 ବ୍ଯବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ଯକୁ ମହାୟାଜକ ପଦ ରେ ନିୟୁକ୍ତ କଲେ। ପରମେଶ୍ବର ଯେଉଁ ଶପଥ ବ୍ଯବସ୍ଥା ପରେ କରିଥିଲେ, ତଦ୍ଦ୍ବାରା ପରମେଶ୍ବରଙ୍କ ପୁତ୍ର ଅନନ୍ତକାଳ ପର୍ୟ୍ଯନ୍ତ ମହାୟାଜକ ପଦ ରେ ନିୟୁକ୍ତି ପାଇଲେ।
1 For this Melchisedec, king of Salem, priest of the most high God, who met Abraham returning from the slaughter of the kings, and blessed him;
2 To whom also Abraham gave a tenth part of all; first being by interpretation King of righteousness, and after that also King of Salem, which is, King of peace;
3 Without father, without mother, without descent, having neither beginning of days, nor end of life; but made like unto the Son of God; abideth a priest continually.
4 Now consider how great this man was, unto whom even the patriarch Abraham gave the tenth of the spoils.
5 And verily they that are of the sons of Levi, who receive the office of the priesthood, have a commandment to take tithes of the people according to the law, that is, of their brethren, though they come out of the loins of Abraham:
6 But he whose descent is not counted from them received tithes of Abraham, and blessed him that had the promises.
7 And without all contradiction the less is blessed of the better.
8 And here men that die receive tithes; but there he receiveth them, of whom it is witnessed that he liveth.
9 And as I may so say, Levi also, who receiveth tithes, payed tithes in Abraham.
10 For he was yet in the loins of his father, when Melchisedec met him.
11 If therefore perfection were by the Levitical priesthood, (for under it the people received the law,) what further need was there that another priest should rise after the order of Melchisedec, and not be called after the order of Aaron?
12 For the priesthood being changed, there is made of necessity a change also of the law.
13 For he of whom these things are spoken pertaineth to another tribe, of which no man gave attendance at the altar.
14 For it is evident that our Lord sprang out of Juda; of which tribe Moses spake nothing concerning priesthood.
15 And it is yet far more evident: for that after the similitude of Melchisedec there ariseth another priest,
16 Who is made, not after the law of a carnal commandment, but after the power of an endless life.
17 For he testifieth, Thou art a priest for ever after the order of Melchisedec.
18 For there is verily a disannulling of the commandment going before for the weakness and unprofitableness thereof.
19 For the law made nothing perfect, but the bringing in of a better hope did; by the which we draw nigh unto God.
20 And inasmuch as not without an oath he was made priest:
21 (For those priests were made without an oath; but this with an oath by him that said unto him, The Lord sware and will not repent, Thou art a priest for ever after the order of Melchisedec:)
22 By so much was Jesus made a surety of a better testament.
23 And they truly were many priests, because they were not suffered to continue by reason of death:
24 But this man, because he continueth ever, hath an unchangeable priesthood.
25 Wherefore he is able also to save them to the uttermost that come unto God by him, seeing he ever liveth to make intercession for them.
26 For such an high priest became us, who is holy, harmless, undefiled, separate from sinners, and made higher than the heavens;
27 Who needeth not daily, as those high priests, to offer up sacrifice, first for his own sins, and then for the people’s: for this he did once, when he offered up himself.
28 For the law maketh men high priests which have infirmity; but the word of the oath, which was since the law, maketh the Son, who is consecrated for evermore.
Acts 14 in Tamil and English
1 ਪੌਲੁਸ ਅਤੇ ਬਰਨਬਾਸ ਇੱਕੋਨਿਯੁਮ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਤਦ ਇੱਕੋਦਿਯਾਮ ਸ਼ਹਿਰ ਵਿੱਚ ਪਹੁੰਚੇ। ਉੱਥੇ ਉਹ ਯਹੂਦੀਆਂ ਦੇ ਪ੍ਰਾਰਥਨਾ ਸਥਾਨ ਤੇ ਪਹੁੰਚੇ ਉਹ ਹਰ ਸ਼ਹਿਰ ਵਿੱਚ ਜਾਕੇ ਇਵੇਂ ਹੀ ਕਰਦੇ ਸਨ। ਉਨ੍ਹਾਂ ਨੇ ਇੰਨਾ ਵੱਧੀਆ ਬਚਨ ਕੀਤਾ ਕਿ ਯਹੂਦੀਆਂ ਅਤੇ ਯੂਨਾਨੀਆਂ ਨੇ ਉਨ੍ਹਾਂ ਉੱਪਰ ਵਿਸ਼ਵਾਸ ਕੀਤਾ।
And it came to pass in Iconium, that they went both together into the synagogue of the Jews, and so spake, that a great multitude both of the Jews and also of the Greeks believed.
2 ਪਰ ਕੁਝ ਯਹੂਦੀ ਲੋਕਾਂ ਨੇ ਵਿਸ਼ਵਾਸ ਨਾ ਕੀਤਾ, ਅਤੇ ਇਨ੍ਹਾਂ ਲੋਕਾਂ ਨੇ ਗੈਰ-ਯਹੂਦੀਆਂ ਨੂੰ ਭੜਕਾਇਆ ਅਤੇ ਨਿਹਚਾਵਾਨਾਂ ਬਾਰੇ ਉਨ੍ਹਾਂ ਦੇ ਮਨਾਂ ਵਿੱਚ ਜ਼ਹਿਰ ਭਰ ਦਿੱਤਾ।
But the unbelieving Jews stirred up the Gentiles, and made their minds evil affected against the brethren.
3 ਇਸ ਦੇ ਬਾਵਜੂਦ, ਪੌਲੁਸ ਅਤੇ ਬਰਨਬਾਸ ਬਹੁਤ ਦਿਨਾ ਲਈ ਇੱਕੋਨਿਯੁਮ ਵਿੱਚ ਰੁਕੇ ਅਤੇ ਨਿਰਭੈ ਹੋਕੇ ਪ੍ਰਭੂ ਬਾਰੇ ਬੋਲੇ। ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਬਾਰੇ ਪ੍ਰਚਾਰ ਕੀਤਾ। ਪ੍ਰਭੂ ਨੇ ਉਨ੍ਹਾਂ ਦੇ ਸੰਦੇਸ਼ ਨੂੰ ਕਰਾਮਾਤੀ ਨਿਸ਼ਾਨ ਅਤੇ ਅਚੰਭੇ ਕਰਨ ਦੀ ਯੋਗਤਾ ਦੇਕੇ ਸਾਬਤ ਕੀਤਾ।
Long time therefore abode they speaking boldly in the Lord, which gave testimony unto the word of his grace, and granted signs and wonders to be done by their hands.
4 ਪਰ ਨਗਰ ਵਿੱਚ ਲੋਕਾਂ ਦਾ ਬਟਵਾਰਾ ਹੋ ਗਿਆ। ਕੁਝ ਲੋਕ ਯਹੂਦੀਆਂ ਨਾਲ ਸਹਿਮਤ ਹੋਣ ਲੱਗੇ ਅਤੇ ਕੁਝ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਮੰਨਣ ਲੱਗੇ।
But the multitude of the city was divided: and part held with the Jews, and part with the apostles.
5 ਕੁਝ ਗੈਰ-ਯਹੂਦੀਆਂ, ਕੁਝ ਯਹੂਦੀਆਂ ਅਤੇ ਉਨ੍ਹਾਂ ਦੇ ਆਗੂਆਂ ਨੇ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਨੁਕਸਾਨ ਪਹੁੰਚਾਉਣ ਦੀ ਕੋਸ਼ਿਸ਼ ਕੀਤੀ ਇਹ ਲੋਕ ਇਨ੍ਹਾਂ ਨੂੰ ਪੱਥਰਾਂ ਨਾਲ ਮਾਰ ਮੁਕਾਉਣਾ ਚਾਹੁੰਦੇ ਸਨ।
And when there was an assault made both of the Gentiles, and also of the Jews with their rulers, to use them despitefully, and to stone them,
6 ਜਦੋਂ ਉਨ੍ਹਾਂ ਨੂੰ ਇਸ ਬਾਰੇ ਪਤਾ ਲੱਗਾ, ਉਨ੍ਹਾਂ ਨੇ ਨਗਰ ਛੱਡ ਦਿੱਤਾ ਅਤੇ ਲੁਕਾਉਨਿਯਾ ਵਿੱਚ ਲੁਸਤ੍ਰਾ ਅਤੇ ਦਰਬੇ ਸ਼ਹਿਰਾਂ ਵਿੱਚ ਅਤੇ ਉਸ ਦੇ ਆਸ-ਪਾਸ ਦੇ ਇਲਾਕਿਆਂ ਨੂੰ ਚੱਲੇ ਗਏ।
They were ware of it, and fled unto Lystra and Derbe, cities of Lycaonia, and unto the region that lieth round about:
7 ਉੱਥੇ ਜਾਕੇ ਇਹ ਖੁਸ਼ਖਬਰੀ ਬਾਰੇ ਪਰਚਾਰ ਕਰਦੇ ਰਹੇ।
And there they preached the gospel.
8 ਪੌਲੁਸ-ਲੁਸਤ੍ਰਾ ਅਤੇ ਦਰਬੇ ਵਿੱਚ ਲੁਸਤ੍ਰਾ ਵਿੱਚ ਇੱਕ ਆਦਮੀ ਸੀ ਜਿਸਦੇ ਪੈਰ ਵਿੱਚ ਕੋਈ ਤਕਲੀਫ਼ ਸੀ। ਉਹ ਜਮਾਂਦਰੂ ਹੀ ਲੰਗੜਾ ਸੀ, ਉਸ ਨੇ ਕਦੇ ਚੱਲ ਕੇ ਨਹੀਂ ਸੀ ਵੇਖਿਆ।
And there sat a certain man at Lystra, impotent in his feet, being a cripple from his mother’s womb, who never had walked:
9 ਇਹ ਆਦਮੀ ਉੱਥੇ ਬੈਠਾ ਪੌਲੁਸ ਦੇ ਬਚਨ ਸੁਣ ਰਿਹਾ ਸੀ ਤਾਂ ਪੌਲੁਸ ਨੇ ਉਸ ਨੂੰ ਵੇਖਿਆ ਤੇ ਮਹਿਸੂਸ ਕੀਤਾ ਕਿ ਉਸ ਆਦਮੀ ਨੂੰ ਵਿਸ਼ਵਾਸ ਹੈ ਕਿ ਪਰਮੇਸ਼ੁਰ ਉਸ ਨੂੰ ਰਾਜ਼ੀ ਕਰ ਸੱਕਦਾ ਹੈ
The same heard Paul speak: who stedfastly beholding him, and perceiving that he had faith to be healed,
10 ਇਸ ਲਈ ਪੌਲੁਸ ਉੱਚੀ ਬੋਲਿਆ, “ਆਪਣੇ ਪੈਰਾਂ ਤੇ ਖਲੋ ਜਾ।” ਉਹ ਆਦਮੀ ਉੱਥੋਂ ਕੁਦਿਆ ਅਤੇ ਉਸ ਨੇ ਆਸ-ਪਾਸ ਚੱਲਣਾ ਸ਼ੁਰੂ ਕਰ ਦਿੱਤਾ।
Said with a loud voice, Stand upright on thy feet. And he leaped and walked.
11 ਜਦੋਂ ਲੋਕਾਂ ਨੇ ਪੌਲੁਸ ਨੂੰ ਅਜਿਹਾ ਕਰਦਿਆਂ ਵੇਖਿਆ ਤਾਂ ਉਹ ਲੁਕਾਉਣਿਯਾ ਦੀ ਆਪਣੀ ਭਾਸ਼ਾ ਵਿੱਚ ਚਿਲਾਉਣ ਲੱਗੇ, “ਦੇਵਤੇ ਮਾਨਵ ਦਾ ਰੂਪ ਧਾਰਕੇ ਸਾਡੇ ਕੋਲ ਆਏ ਹਨ।”
And when the people saw what Paul had done, they lifted up their voices, saying in the speech of Lycaonia, The gods are come down to us in the likeness of men.
12 ਲੋਕਾਂ ਨੇ ਬਰਨਬਾਸ ਨੂੰ ਦਿਓਸ ਅਤੇ ਪੌਲੁਸ ਨੂੰ “ਹਰਮੇਸ” ਨਾਉਂ ਨਾਲ ਬੁਲਾਉਣਾ ਸ਼ੁਰੂ ਕੀਤਾ ਇਸ ਲਈ ਕਿਉਂਕਿ ਇਹ ਬਚਨ ਕਰਨ ਵਿੱਚ ਆਗੂ ਸੀ।
And they called Barnabas, Jupiter; and Paul, Mercurius, because he was the chief speaker.
13 ਦਿਓਸ ਦਾ ਮੰਦਰ ਸ਼ਹਿਰ ਦੇ ਕੋਲ ਹੀ ਸੀ। ਇਸ ਮੰਦਰ ਦਾ ਜਾਜਕ ਕੁਝ ਬਲਦ ਅਤੇ ਫ਼ੁੱਲ ਸ਼ਹਿਰ ਦੇ ਫ਼ਾਟਕਾਂ ਤੇ ਲਿਆਇਆ। ਉਹ ਲੋਕ ਪੌਲੁਸ ਅਤੇ ਬਰਨਬਾਸ ਨੂੰ ਬਲੀਆਂ ਦੇਣਾ ਚਾਹੁੰਦੇ ਸਨ।
Then the priest of Jupiter, which was before their city, brought oxen and garlands unto the gates, and would have done sacrifice with the people.
14 ਪਰ ਜਦੋਂ ਪੌਲੁਸ ਅਤੇ ਬਰਨਬਾਸ ਰਸੂਲਾਂ ਨੇ ਇਹ ਸੁਣਿਆ ਤਾਂ ਉਨ੍ਹਾਂ ਆਪਣੇ ਵਸਤਰ ਪਾੜੇ ਅਤੇ ਲੋਕਾਂ ਵਿੱਚ ਬਾਹਰ ਨੂੰ ਦੌੜ ਪਏ ਅਤੇ ਉੱਚੀ-ਉੱਚੀ ਚਿਲਾਉਣ ਲੱਗ ਪਏ,
Which when the apostles, Barnabas and Paul, heard of, they rent their clothes, and ran in among the people, crying out,
15 “ਹੇ ਪੁਰੱਖੋ। ਤੁਸੀਂ ਇਹ ਕਿਉਂ ਕਰ ਰਹੇ ਹੋ? ਅਸੀਂ ਦੇਵਤੇ ਨਹੀਂ ਹਾਂ। ਅਸੀਂ ਤੁਹਾਡੇ ਹੀ ਵਰਗੇ ਮਨੁੱਖ ਹਾਂ। ਅਸੀਂ ਇੱਥੇ ਤੁਹਾਨੂੰ ਖੁਸ਼ਖਬਰੀ ਦੱਸਣ ਆਏ ਹਾਂ ਕਿ ਤੁਹਾਨੂੰ ਇਨ੍ਹਾਂ ਵਿਅਰਥ ਗੱਲਾਂ ਤੋਂ ਜਿਉਂਦੇ ਸੱਚੇ ਪਰਮੇਸ਼ੁਰ ਵੱਲ ਪਰਤਣਾ ਚਾਹੀਦਾ ਹੈ। ਉਹੀ ਹੈ ਜਿਸਨੇ ਅਕਾਸ਼ ਸਿਰਜਿਆ ਹੈ, ਧਰਤੀ, ਸਮੁੰਦਰ ਅਤੇ ਉਸ ਸਾਰੀ ਸ੍ਰਿਸ਼ਟੀ ਵਿੱਚ ਜੀਵਨ ਸਿਰਜਿਆ ਹੈ।
And saying, Sirs, why do ye these things? We also are men of like passions with you, and preach unto you that ye should turn from these vanities unto the living God, which made heaven, and earth, and the sea, and all things that are therein:
16 “ਪਿੱਛਲੇ ਸਮਿਆਂ ਵਿੱਚ ਪਰਮੇਸ਼ੁਰ ਨੇ ਕੌਮਾਂ ਨੂੰ ਉਹ ਕਰਨ ਦਿੱਤਾ ਜੋ ਉਨ੍ਹਾਂ ਨੇ ਚਾਹਾ।
Who in times past suffered all nations to walk in their own ways.
17 ਪਰ ਪਰਮੇਸ਼ੁਰ ਨੇ ਉਹ ਕਾਰਜ ਕੀਤੇ ਜੋ ਦਿਖਾਉਂਦੇ ਹਨ ਕਿ ਉਹ ਮੌਜੂਦ ਹੈ। ਉਸ ਨੇ ਤੁਹਾਡੇ ਲਈ ਹਮੇਸ਼ਾ ਚੰਗੀਆਂ ਗੱਲਾਂ ਕੀਤੀਆਂ। ਉਸ ਨੇ ਅਕਾਸ਼ ਤੋਂ ਤੁਹਾਡੇ ਲਈ ਬਰੱਖਾ ਕੀਤੀ ਅਤੇ ਸਹੀ ਵਕਤ ਤੇ ਫ਼ਸਲਾਂ ਦਿੱਤੀਆਂ। ਉਹ ਤੁਹਾਨੂੰ ਖਾਣ ਲਈ ਬੇਸ਼ੁਮਾਰ ਅਨਾਜ ਦਿੰਦਾ ਹੈ ਅਤੇ ਤੁਹਾਡੇ ਦਿਲ ਖੁਸ਼ੀਆਂ ਨਾਲ ਭਰਪੂਰ ਰੱਖਦਾ ਹੈ।”
Nevertheless he left not himself without witness, in that he did good, and gave us rain from heaven, and fruitful seasons, filling our hearts with food and gladness.
18 ਪੌਲੁਸ ਅਤੇ ਬਰਨਬਾਸ ਨੇ ਉਨ੍ਹਾਂ ਨੂੰ ਇਹ ਗੱਲਾਂ ਕਹੀਆਂ, ਪਰ ਉਹ ਬੜੀ ਮੁਸ਼ਕਿਲ ਨਾਲ ਉਨ੍ਹਾਂ ਲੋਕਾਂ ਨੂੰ ਉਨ੍ਹਾਂ ਲਈ ਬਲੀਆਂ ਦੇਣ ਤੋਂ ਰੋਕ ਸੱਕੇ।
And with these sayings scarce restrained they the people, that they had not done sacrifice unto them.
19 ਫ਼ਿਰ ਕੁਝ ਯਹੂਦੀ ਅੰਤਾਕਿਯਾ ਅਤੇ ਇੱਕੁਨਿਯੁਮ ਤੋਂ ਆਏ, ਅਤੇ ਉਨ੍ਹਾਂ ਨੇ ਲੋਕਾਂ ਨੂੰ ਪੌਲੁਸ ਦੇ ਵਿਰੁੱਧ ਹੋ ਜਾਣ ਲਈ ਉਕਸਾਇਆ। ਇਸ ਲਈ ਉਨ੍ਹਾਂ ਨੇ ਪੌਲੁਸ ਤੇ ਪੱਥਰਾਵ ਕੀਤਾ ਅਤੇ ਇਹ ਸੋਚ ਕੇ ਧੂਹ ਕੇ ਸ਼ਹਿਰ ਤੋਂ ਬਾਹਰ ਸੁੱਟ ਦਿੱਤਾ, ਕਿ ਉਹ ਮਰ ਗਿਆ ਸੀ।
And there came thither certain Jews from Antioch and Iconium, who persuaded the people, and, having stoned Paul, drew him out of the city, supposing he had been dead.
20 ਯਿਸੂ ਦੇ ਚੇਲੇ ਪੌਲੁਸ ਦੇ ਆਸ-ਪਾਸ ਇੱਕਤਰ ਹੋਏ, ਉਹ ਉੱਠਿਆ ਅਤੇ ਨਗਰ ਵਿੱਚ ਵਾਪਸ ਚੱਲਿਆ ਗਿਆ। ਅਗਲੇ ਦਿਨ ਉਹ ਅਤੇ ਬਰਨਬਾਸ ਦਰਬੇ ਸ਼ਹਿਰ ਵਿੱਚ ਚੱਲੇ ਗਏ।
Howbeit, as the disciples stood round about him, he rose up, and came into the city: and the next day he departed with Barnabas to Derbe.
21 ਅੰਤਾਕਿਯਾ ਵਿੱਚ ਪਰਤਣਾ ਪੌਲੁਸ ਅਤੇ ਬਰਨਬਾਸ ਨੇ ਦਰਬੇ ਸ਼ਹਿਰ ਵਿੱਚ ਵੀ ਖੁਸ਼ਖਬਰੀ ਦਾ ਪਰਚਾਰ ਕੀਤਾ। ਬਹੁਤ ਸਾਰੇ ਲੋਕ ਇੱਥੇ ਯਿਸੂ ਦੇ ਚੇਲੇ ਬਣ ਗਏ। ਉਹ ਦੋਨੋਂ ਲੁਸਤ੍ਰਾ, ਇੱਕੁਨਿਯੁਮ ਅਤੇ ਅੰਤਾਕਿਯਾ ਨੂੰ ਪਰਤੇ।
And when they had preached the gospel to that city, and had taught many, they returned again to Lystra, and to Iconium, and Antioch,
22 ਇਨ੍ਹਾਂ ਸ਼ਹਿਰਾਂ ਵਿੱਚ ਪੌਲੁਸ ਅਤੇ ਬਰਨਬਾਸ ਨੇ ਯਿਸੂ ਦੇ ਚੇਲਿਆਂ ਨੂੰ ਤਕੜੇ ਬਣਾਇਆ ਅਤੇ ਉਨ੍ਹਾਂ ਨੂੰ ਵਿਸ਼ਵਾਸ ਵਿੱਚ ਰਹਿਣ ਬਾਰੇ ਸਮਝਾਇਆ ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਸਾਨੂੰ ਪਰਮੇਸ਼ੁਰ ਦੇ ਰਾਜ ਵਿੱਚ ਪ੍ਰਵੇਸ਼ ਕਰਨ ਲਈ ਅਨੇਕਾਂ ਮੁਸ਼ਕਲਾਂ ਦਾ ਸਾਹਮਣਾ ਕਰਨਾ ਪਵੇਗਾ।”
Confirming the souls of the disciples, and exhorting them to continue in the faith, and that we must through much tribulation enter into the kingdom of God.
23 ਉਨ੍ਹਾਂ ਨੇ ਹਰੇਕ ਕਲੀਸਿਯਾ ਲਈ ਬਜ਼ੁਰਗਾਂ ਨੂੰ ਨਿਯੁਕਤ ਕੀਤਾ। ਵਰਤ ਅਤੇ ਪ੍ਰਾਰਥਨਾ ਨਾਲ, ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਪ੍ਰਭੂ ਨੂੰ ਸੌਂਪ ਦਿੱਤਾ, ਜਿਸਤੇ ਉਨ੍ਹਾਂ ਨੇ ਭਰੋਸਾ ਕੀਤਾ।
And when they had ordained them elders in every church, and had prayed with fasting, they commended them to the Lord, on whom they believed.
24 ਤਦ ਉਹ ਦੋਨੋਂ ਪਿਸਿਦਿਯਾ ਦੇਸ਼ ਵਿੱਚੋਂ ਦੀ ਲੰਘੇ ਅਤੇ ਪੰਫ਼ਲਿਯਾ ਦੇਸ਼ ਵਿੱਚ ਪਹੁੰਚੇ।
And after they had passed throughout Pisidia, they came to Pamphylia.
25 ਫ਼ਿਰ ਉਨ੍ਹਾਂ ਨੇ ਪਰਮੇਸ਼ੁਰ ਦਾ ਸੰਦੇਸ਼ ਪਰਗਾ ਵਿੱਚ ਦਿੱਤਾ ਅਤੇ ਉਸਤੋਂ ਬਾਅਦ ਉਹ ਅੰਤਾਕਿਯਾ ਸ਼ਹਿਰ ਵੱਲ ਗਏ।
And when they had preached the word in Perga, they went down into Attalia:
26 ਉੱਥੋਂ ਤੋਂ, ਜਹਾਜ਼ ਰਾਹੀਂ ਉਹ ਦੋਨੋਂ ਅੰਤਾਕਿਯਾ ਨੂੰ ਗਏ। ਇਹ ਉਹੀ ਸ਼ਹਿਰ ਸੀ ਜਿੱਥੇ ਨਿਹਚਾਵਾਨਾਂ ਨੇ ਉਨ੍ਹਾਂ ਨੂੰ ਪਰਮੇਸ਼ੁਰ ਦੀ ਕਿਰਪਾ ਨੂੰ ਸੌਂਪ ਦਿੱਤਾ ਅਤੇ ਉਨ੍ਹਾਂ ਨੂੰ ਇਹ ਕੰਮ ਕਰਨ ਲਈ ਭੇਜ ਦਿੱਤਾ। ਹੁਣ ਉਨ੍ਹਾਂ ਨੇ ਉਨ੍ਹਾਂ ਨੂੰ ਦਿੱਤਾ ਹੋਇਆ ਕੰਮ ਪੂਰਨ ਕਰ ਦਿੱਤਾ ਸੀ।
And thence sailed to Antioch, from whence they had been recommended to the grace of God for the work which they fulfilled.
27 ਜਦੋਂ ਉੱਥੇ ਦੋਨੋਂ ਪਹੁੰਚੇ, ਉਨ੍ਹਾਂ ਨੇ ਕਲੀਸਿਯਾ ਨੂੰ ਇਕੱਠੇ ਕੀਤਾ ਅਤੇ ਉਨ੍ਹਾਂ ਨੂੰ ਉਹ ਗੱਲਾਂ ਦੱਸੀਆਂ ਜਿਹੜੀਆਂ ਪਰਮੇਸ਼ੁਰ ਨੇ ਉਨ੍ਹਾਂ ਰਾਹੀਂ ਕੀਤੀਆਂ ਸਨ। ਅਤੇ ਉਨ੍ਹਾਂ ਨੂੰ ਆਖਿਆ, “ਪਰਮੇਸ਼ੁਰ ਨੇ ਦਰਵਾਜ਼ਾ ਖੋਲ੍ਹਿਆ ਹੈ ਤਾਂ ਜੋ ਗੈਰ ਕੌਮਾਂ ਦੇ ਲੋਕ ਵੀ ਨਿਹਚਾ ਕਰ ਸੱਕਣ।”
And when they were come, and had gathered the church together, they rehearsed all that God had done with them, and how he had opened the door of faith unto the Gentiles.
28 ਉੱਥੇ ਪੌਲੁਸ ਅਤੇ ਬਰਨਬਾਸ ਮਸੀਹ ਦੇ ਚੇਲਿਆਂ ਨਾਲ ਬਹੁਤ ਦਿਨ ਰਹੇ।
And there they abode long time with the disciples.