Sign in / My account

Hebrews 9 - ASV (Oriya)

1 Now even a first `covenant' had ordinances of divine service, and its sanctuary, `a sanctuary' of this world.ପ୍ରଥମ ନିୟମ ରେ ଉପାସନାର ନିୟମାବଳୀ ଥିଲା। ଏନିମନ୍ତେ ମଣିଷ ନିର୍ମିତ ଗୋଟିଏ ଉପାସନା ଗୃହ ମଧ୍ଯ ଥିଲା।

2 For there was a tabernacle prepared, the first, wherein `were' the candlestick, and the table, and the showbread; which is called the Holy place.ଏହି ସ୍ଥାନଟି ଗୋଟିଏ ତମ୍ବୁ ଭିତ ରେ ଥିଲା। ଏହି ତମ୍ବୁର ପ୍ରଥମ ଭାଗ ରେ ଦୀପ, ମଜେ ଓ ତହିଁ ଉପରେ ପରମେଶ୍ବରଙ୍କୁ ଉତ୍ସର୍ଗୀକୃତ ରୋଟୀ ଥିଲା। ଏହି ସ୍ଥାନକୁ 'ପବିତ୍ର ସ୍ଥାନ'314 ବୋଲି କୁହା ଯାଇଥିଲା।

3 And after the second veil, the tabernacle which is called the Holy of holies;ଦ୍ବିତୀୟ ପରଦା ପଛ ପଟ ରେ ଯେଉଁ ବଖରାଟି ଥିଲା ତାହାକୁ 'ମହାପବିତ୍ର ସ୍ଥାନ' କୁହାଯାଉଥିଲା।

4 having a golden altar of incense, and the ark of the covenant overlaid round about with gold, wherein `was' a golden pot holding the manna, and Aaron's rod that budded, and the tables of the covenant;ଏଠା ରେ ସୁଗନ୍ଧିତ ଦ୍ରବ୍ଯ ପୋଡ଼ିବା ପାଇଁ ଗୋଟିଏ ସୁନାର ବଦେୀ ଥିଲା। 'ପୁରାତନ ନିୟମ315 ଗୋଟିଏ ପବିତ୍ର ବାକ୍ସ ଭିତ ରେ ଥିଲା। ବାକ୍ସ ସୁନା ରେ ତିଆରି ହାଇେଥିଲା। ସହେି ବାକ୍ସ ଭିତ ରେ ସୁନା ରେ ତିଆରି ମାନ୍ନା316 ରଖା ହାଇେଥିବା ଗୋଟିଏ ପାତ୍ର ଥିଲା। ହାରୋଣର ବାଡ଼ିଟି ଯେଉଁବାଡ଼ି ଉପରେ ନୂଆ ହାଇେ ପତ୍ର କଅଁଳି ଥିଲା ମଧ୍ଯ ଥିଲା। ସହେି ବାକ୍ସ ରେ ପୁରାତନ ନିୟମର ଦଶଆଜ୍ଞା ଲଖାେଥିବା ପ୍ରସ୍ତର ଫଳକମାନ ମଧ୍ଯ ଥିଲା।

5 and above it cherubim of glory overshadowing the mercy-seat; of which things we cannot now speak severally.ବାକ୍ସ ଉପରେ କିରୁବ ସ୍ବର୍ଗଦୂତଗଣ ପରମେଶ୍ବରଙ୍କ ମହିମା ପ୍ରଦର୍ଶିତ କରୁଥିଲେ। ଏମାନେ 'ଦୟାର ଆସନ'317 ରେ ଉପବିଷ୍ଟ ଥିଲେ। କିନ୍ତୁ ଆମ୍ଭେ ଏବେ ବିସ୍ତାର ପୂର୍ବକ ସେ ବିଷୟ ରେ କହି ପାରିବୁ ନାହିଁ।

6 Now these things having been thus prepared, the priests go in continually into the first tabernacle, accomplishing the services;ମାରେ କହିବା ଅନୁଯାଯୀ ସହେି ତମ୍ବୁ ରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କର୍ୟ୍ଯ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି।

7 but into the second the high priest alone, once in the year, not without blood, which he offereth for himself, and for the errors of the people:କିନ୍ତୁ ଦ୍ବିତୀୟ ବଖରା ଭିତରକୁ କବଳେ ବର୍ଷ ରେ ଥରେ ମହାୟାଜକ ଯାଇ ପାରୁଥିଲେ। ମହାୟାଜକ ଉତ୍ସର୍ଗ କରିବାର ରକ୍ତ ନ ନଇେ କଦାପି ସଠାେରେ ପ୍ରବେଶ କରନ୍ତି ନାହିଁ। ଯାଜକ ନିଜର ଲୋକମାନଙ୍କ ଆଜ୍ଞାନକୃତ ପାପ ନିମନ୍ତେ ସହେି ରକ୍ତ ପରମେଶ୍ବରଙ୍କୁ ଅର୍ପଣ କରୁଥିଲେ।

8 the Holy Spirit this signifying, that the way into the holy place hath not yet been made manifest, while the first tabernacle is yet standing;ଏତଦ୍ବାରା ପବିତ୍ର ଆତ୍ମା ଆମ୍ଭକୁ ଏହି ଶିକ୍ଷା ଦିଅନ୍ତି ଯେ, ପ୍ରଥମ ବଖରାଟି ଥିବା ପର୍ୟ୍ଯନ୍ତ ଅତିପବିତ୍ର ସ୍ଥାନ ରେ ପ୍ରବେଶ କରିବାର ପଥ ଖାେଲା ହାଇେ ନାହିଁ।

9 which `is' a figure for the time present; according to which are offered both gifts and sacrifices that cannot, as touching the conscience, make the worshipper perfect,ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ବରୂପ। ଏହା ସୂଚାଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ବରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ବାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହାଇପୋ ରେ ନାହିଁ। ଉକ୍ତ ବଳି ହତେୁ ସେ ସିଦ୍ଧିଲାଭ କରିପା ରେ ନାହିଁ।

10 `being' only (with meats and drinks and divers washings) carnal ordinances, imposed until a time of reformation.ସଗେୁଡ଼ିକ ଖାଦ୍ୟ, ପୟେ ଓ ବିଭିନ୍ନ ପ୍ରକାରର ଶୌଚକ୍ରିଯା କବଳେ ଶାରୀରିକ ବିଧିବିଧାନ ଅଟେ, ଏତଦ୍ବାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ବରଙ୍କ ନୂତନ ଚୁକ୍ତିର ସମୟ ପର୍ୟ୍ଯନ୍ତ ପରମେଶ୍ବର ସହେି ସବୁ ନିୟମ ଲୋକମାନଙ୍କୁ ଦେଲେ।

11 But Christ having come a high priest of the good things to come, through the greater and more perfect tabernacle, not made with hands, that is to say, not of this creation,କିନ୍ତୁ ଏବେ ଖ୍ରୀଷ୍ଟ ମହାୟାଜକ ରୂପେ ଆସିଅଛନ୍ତି। ଖ୍ରୀଷ୍ଟ ହେଉଛନ୍ତି ଆମ୍ଭ ପାଖ ରେ ଥିବା ସମସ୍ତ ଉତ୍ତମ ବିଷୟର ମହାୟାଜକ। କିନ୍ତୁ ଯୀଶୁ ଅନ୍ୟ ଯାଜକମାନଙ୍କ ଭଳି ତମ୍ବୁ ରେ ଆପଣା ସବୋକାର୍ୟ୍ଯ କରନ୍ତି ନାହିଁ। ଖ୍ରୀଷ୍ଟ ତାହା ଅପେକ୍ଷା ମହତ୍ତର ଓ ଶ୍ ରେଷ୍ଠ ସ୍ଥଳ ରେ ସବୋକାର୍ୟ୍ଯ କରନ୍ତି ଏବଂ ଏହି ସ୍ଥାନଟି ମଣିଷମାନେ ତିଆରି କରି ନାହାଁନ୍ତି।

12 nor yet through the blood of goats and calves, but through his own blood, entered in once for all into the holy place, having obtained eternal redemption.ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ରେ ଛଳେି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘନେି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ।

13 For if the blood of goats and bulls, and the ashes of a heifer sprinkling them that have been defiled, sanctify unto the cleanness of the flesh:ଯେଉଁ ଲୋକମାନେ ଉପାସନାସ୍ଥଳ ରେ ପ୍ରବେଶ କରିବା ନିମନ୍ତେ ଆଉ ପବିତ୍ର ନୁହଁନ୍ତି ସମାନଙ୍କେ ଉପରେ ଛଳେି, ବଳଦର ରକ୍ତ ଓ ଗାଈର ପାଉଁଶ ଛିଞ୍ଚା ଯାଇଥିଲା। ସହେି ରକ୍ତ ଓ ପାଉଁଶ ସେ ଲୋକମାନଙ୍କ ଶରୀରକୁ ପୁନର୍ବାର ପବିତ୍ର କରୁଥିଲା।

14 how much more shall the blood of Christ, who through the eternal Spirit offered himself without blemish unto God, cleanse your conscience from dead works to serve the living God?ନିଶ୍ଚିତ ରୂପେ ଖ୍ରୀଷ୍ଟଙ୍କର ରକ୍ତ ବହୁତ କିଛି ଅଧିକ କରିପା ରେ। ଖ୍ରୀଷ୍ଟ ଅନନ୍ତ ଆତ୍ମାଙ୍କ ଦ୍ବାରା ଆପଣାକୁ ନିଖୁଣ ବଳିସ୍ବରୂପେ ପରମେଶ୍ବରଙ୍କୁ ଉତ୍ସର୍ଗ କଲେ। ତାହାଙ୍କର ରକ୍ତ, ଆମ୍ଭର ମନ୍ଦକାର୍ୟ୍ଯରୁ ଆମ୍ଭକୁ ଧୋଇ ପୂର୍ଣ୍ଣ ଭାବରେ ଶୁଚି କରିଦବେ। ତାହାଙ୍କର ରକ୍ତ ଆମ୍ଭ ହୃଦୟକୁ ମଧ୍ଯ ପବିତ୍ର କରିବ। ଆମ୍ଭେ ପବିତ୍ର ହାଇେ ଜୀବନ୍ତ ପରମେଶ୍ବରଙ୍କର ସବୋ କରିପାରିବା।

15 And for this cause he is the mediator of a new covenant, that a death having taken place for the redemption of the transgressions that were under the first covenant, they that have been called may receive the promise of the eternal inheritance.ଅତଏବ, ପରମେଶ୍ବରଙ୍କ ପାଖରୁ ଯୀଶୁଖ୍ରୀଷ୍ଟ ଗୋଟିଏ ନୂତନ ନିୟମ ଆଣିଲେ। ଏହି ନୂତନ ନିୟମର ଉଦ୍ଦେଶ୍ଯ ଯେପରି ପରମେଶ୍ବରଙ୍କ ଦ୍ବାରା ଆହୂତ ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କ ପ୍ରତିଜ୍ଞାର ଅଧିକାରୀ ହବେେ। ସମାନେେ ଅନନ୍ତକାଳ ଏହି ଅଧିକାର ଭୋଗ କରିବେ। କାରଣ ପ୍ରଥମ ନିୟମ କାଳ ରେ ଲୋକମାନେ ଯେଉଁ ପାପସବୁ କରିଥିଲେ, ତହିଁର ପ୍ରତିବାଦ ରେ ଖ୍ରୀଷ୍ଟ ମୃତ୍ଯୁ ବରଣ କଲେ।

16 For where a testament is, there must of necessity be the death of him that made it.ଯେତବେେଳେ ଜଣେ ଲୋକ ମୃତ୍ଯୁବରଣ କରେ ସେ ଗୋଟିଏ ଉଇଲ୍ ଛାଡ଼ି ଯାଏ। କିନ୍ତୁ ଲୋକେ ସହେି ଲୋକଜଣକର ମୃତ୍ଯୁ ପ୍ରମାଣିତ କରିବା ଉଚିତ୍।

17 For a testament is of force where there hath been death: for it doth never avail while he that made it liveth.ଚୁକ୍ତି ଲେଖିଥିବା ଲୋକ ଯଦି ଜୀବିତ, ତା ହେଲେ ସହେି ଉଇଲ୍ଟି କାର୍ୟ୍ଯକାରୀ ହାଇେ ପାରିବ ନାହିଁ। ମଣିଷଟି ମରିଗଲା ପରେ ଯାଇ ଉଇଲ୍ଟି ଲାଗୁ ହାଇେ ପାରିବ।

18 Wherefore even the first `covenant' hath not been dedicated without blood.ପରମେଶ୍ବର ଓ ଲୋକଙ୍କ ମଧିଅରେ ହାଇେଥିବା ପ୍ରଥମ ନିୟମ ଠିକ୍ ସହେିଭଳି। ପ୍ରଥମ ନିୟମ ମଧ୍ଯ ରକ୍ତଦ୍ବାରା କାର୍ୟ୍ଯକାରୀ ହାଇେଥିଲା।

19 For when every commandment had been spoken by Moses unto all the people according to the law, he took the blood of the calves and the goats, with water and scarlet wool and hyssop, and sprinkled both the book itself and all the people,ପ୍ରଥମ ରେ, ବ୍ଯବସ୍ଥାର ପ୍ରେତ୍ୟକକ ଈଶ୍ବରୀୟ ଆଜ୍ଞା ମାଶାେ ଲୋକମାନଙ୍କୁ କହିଥିଲେ। ତା'ପରେ ମାଶାେ ବାଛୁରୀଗୁଡ଼ିକର ରକ୍ତ ସହିତ ଜଳ ମିଶାଇଲେ। ତା'ପରେ ସେ ଲାଲ ରଙ୍ଗ ଓ ଏସୋବର ଡ଼ାଳଟିଏ ନଇେ ଜଳ ମିଶ୍ରିତ ରକ୍ତ ବ୍ଯବସ୍ଥା ପୁସ୍ତକ ତଥା ସବୁଲୋକଙ୍କ ଉପରେ ଛିଞ୍ଚିଲେ।

20 saying, This is the blood of the covenant which God commanded to you-ward.ତା'ପରେ ମାଶାେ କହିଲେ, ଯେଉଁ ନିୟମଗୁଡ଼ିକୁ ପରମେଶ୍ବର ତୁମ୍ଭମାନଙ୍କୁ ପାଳନ କରିବା ପାଇଁ ଆଜ୍ଞା ଦଇେଛନ୍ତି, ସହେି ନିୟମର ରକ୍ତ ଏହି।

21 Moreover the tabernacle and all the vessels of the ministry he sprinkled in like manner with the blood.ମାଶାେ ପବିତ୍ର ତମ୍ବୁ ଉପରେ ସହେି ରକ୍ତ ଛିଞ୍ଚିଲେ। ଉପାସନା ପାଇଁ ଆବଶ୍ଯକ ହେଉଥିବା ପ୍ରେତ୍ୟକକ ବସ୍ତୁ ଉପରେ ମଧ୍ଯ ସେ ସହେି ରକ୍ତ ଛିଞ୍ଚିଲେ।

22 And according to the law, I may almost say, all things are cleansed with blood, and apart from shedding of blood there is no remission.ବ୍ଯବସ୍ଥା କୁ ହେ ଯେ, ପ୍ରେତ୍ୟକକ ବସ୍ତୁ ରକ୍ତ ଦ୍ବାରା ଶୁଦ୍ଧ ହାଇେ ପାରିବ। ଓ ବିନା ରକ୍ତ ରେ ପାପଗୁଡ଼ିକୁ କ୍ଷମା କରା ଯାଇ ପାରିବ ନାହିଁ।

23 It was necessary therefore that the copies of the things in the heavens should be cleansed with these; but the heavenly things themselves with better sacrifices than these.ସ୍ବର୍ଗସ୍ଥ ବିଷୟଗୁଡ଼ିକର ପ୍ରତିକୃତିଗୁଡିକ ପଶୁବଳି ଦ୍ବାରା ଶୁଦ୍ଧ କରାଯାଏ। କିନ୍ତୁ ସ୍ବର୍ଗସ୍ଥ ବିଷୟ ରେ ଶୁଦ୍ଧତା ପାଇଁ ଅପେକ୍ଷାକୃତ ଭଲ ବଳି ଦରକାର।

24 For Christ entered not into a holy place made with hands, like in pattern to the true; but into heaven itself, now to appear before the face of God for us:ଖ୍ରୀଷ୍ଟ ମହାପବିତ୍ର ସ୍ଥାନ ଭିତରକୁ ଗଲେ। କିନ୍ତୁ ସେ ମନଷ୍ଯ ହସ୍ତନିର୍ମିତ ମହାପବିତ୍ର ସ୍ଥାନକୁ ଗଲେ ନାହିଁ। ଏହି ପରମ ପବିତ୍ର ସ୍ଥାନଟି ପ୍ରକୃତ ସ୍ଥାନର ପ୍ରତିକୃତି ମାତ୍ର। ଯୀଶୁ ସ୍ବର୍ଗ ଭିତରକୁ ଗଲେ।

25 nor yet that he should offer himself often, as the high priest entereth into the holy place year by year with blood not his own;ବର୍ତ୍ତମାନ ସେ ମଧ୍ଯ ଆମ୍ଭକୁ ସାହାୟ୍ଯ କରିବା ପାଇଁ ସଠାେରେ ପରମେଶ୍ବରଙ୍କ ଆଗ ରେ ଅଛନ୍ତି। ମହାୟାଜକ ମହାପବିତ୍ର ସ୍ଥାନ ରେ ବର୍ଷକୁ ଥରେ ମାତ୍ର ପ୍ରବେଶ କରନ୍ତି। ପୁଣି ଉତ୍ସର୍ଗ କରିବା ନିମନ୍ତେ ରକ୍ତ ନଇେ ଯାଆନ୍ତି। କିନ୍ତୁ ସେ ଯୀଶୁଙ୍କ ଭଳି ନିଜର ରକ୍ତ ସମର୍ପଣ କରନ୍ତି ନାହିଁ। ମହାୟାଜକ ଯେପରି ଥରକୁ ଥର ରକ୍ତ ସମର୍ପଣ କରନ୍ତି, ଖ୍ରୀଷ୍ଟ ନିଜକୁ ସଭେଳି ଥରକୁ ଥର ସମର୍ପଣ କରିବା ପାଇଁ ସ୍ବର୍ଗ ରେ ପ୍ରବେଶ କରି ନ ଥିଲେ।

26 else must he often have suffered since the foundation of the world: but now once at the end of the ages hath he been manifested to put away sin by the sacrifice of himself.ଯଦି ଖ୍ରୀଷ୍ଟ ନିଜକୁ ଅନକେ ଥର ସମର୍ପଣ କରି ଥାଆନ୍ତେ, ତା' ହେଲେ ଜଗତ ସୃଷ୍ଟି ହବୋ ଦିନଠାରୁ ତାହାଙ୍କୁ ଅନକେ ଥର ଯାତନା ସହିବାକୁ ପଡ଼ିଥାନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ୟୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ବାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ।

27 And inasmuch as it is appointed unto men once to die, and after this `cometh' judgment;ପ୍ରେତ୍ୟକକ ଲୋକ ଥରେ ମରିବା ଦରକାର। ଜଣେ ମଲାପରେ ତାହାର ବିଚାର ହୁଏ।

28 so Christ also, having been once offered to bear the sins of many, shall appear a second time, apart from sin, to them that wait for him, unto salvation.ଖ୍ରୀଷ୍ଟ ଥରେ ବଳି ଭାବରେ ସମର୍ପିତ ହେଲେ, ଯେପରି ଅନକେ ଲୋକଙ୍କର ପାପ ଦୂର କରିପାରିବେ। ଖ୍ରୀଷ୍ଟ ଦ୍ବିତୀୟଥର ଲୋକମାନଙ୍କର ପାପ ପାଇଁ ନୁହେଁ, ମାତ୍ର ଯେଉଁମାନେ ତାହାଙ୍କ ପାଇଁ ପ୍ରତୀକ୍ଷା କରୁଥିବେ, ସମାନଙ୍କେର ମୁକ୍ତି ପାଇଁ ଆସିବେ।

Oriya Bible