Hosea 13

fullscreen9 ହେ ଇଶ୍ରାୟେଲ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କଲୁ କିନ୍ତୁ ତୁମ୍ଭେ ଆମ୍ଭର ବିରୁଦ୍ଧ ରେ ଗଲ। ତେଣୁ ଆମ୍ଭେ ତୁମ୍ଭକୁ ଧ୍ବଂସ କରିବା।

fullscreen10 ତୁମ୍ଭର ରାଜା କେଉଁଠି? ତୁମ୍ଭର ସମସ୍ତ ନଗର ରେ ସେ ତୁମ୍ଭମାନଙ୍କୁ ରକ୍ଷା କରିପାରିବେ ନାହିଁ। ତୁମ୍ଭର ବିଗ୍ଭରକମାନେ କାହାଁନ୍ତି? ତୁମ୍ଭମାନେେ ସମାନଙ୍କେୁ ଏହା କହି ମାଗିଥିଲ, 'ଆମ୍ଭକୁ ଜଣେ ରାଜା ଓ ନତେୃମଣ୍ତଳୀ ଦିଅ।'

fullscreen11 ଆମ୍ଭେ କୋର୍ଧିତ ହେଲୁ ଓ ତୁମ୍ଭମାନଙ୍କର ଜଣେ ରାଜା ହେଲୁ। ଯେତବେେଳେ ଅତି କୋର୍ଧିତ ହେଲୁ ତାଙ୍କୁ ଦୂରକୁ ନଇଗେଲୁ।

fullscreen12 ଇଫ୍ରଯିମର ପାପସବୁ ଗୋଟିଏ ବିଡା ରେ ବନ୍ଧା ହାଇେଛି। ସଗେୁଡିକ ନିରାପଦ ଜାଗା ରେ ରଖାୟାଇଛି।

fullscreen13 ସ୍ତ୍ରୀଲୋକର ପ୍ରସବ ବଦନୋ ସଦୃଶ ତା'ର ଦଣ୍ତ କଷ୍ଟଦାୟକ ହବେ। ସେ ଜଣେ ଜ୍ଞାନୀ ପୁତ୍ର ହବେ ନାହିଁ। ଏପରି ଏକ ସମୟ ଆସିବ ସେ ଆଉ ତିଷ୍ଠିବ ନାହିଁ।

fullscreen14 ଆମ୍ଭେ ସମାନଙ୍କେୁ ମୃତ୍ଯୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେ ମାନଙ୍କୁ ମହାମାରୀ ଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠା ରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠା ରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।

fullscreen15 ଇଶ୍ରାୟେଲ ତା'ର ଭାଇମାନଙ୍କ ସହିତ ବଢେ। କିନ୍ତୁ ଏକ ଶକ୍ତିଶାଳୀ ପୂବଇେ ପବନ ଆସିବ, ଏହା ସଦାପ୍ରଭୁ ପ୍ ରରେିତ ବାଯୁ ମରୁଭୂମିରୁ ପ୍ରବାହିତ ହବେ। ତା'ପ ରେ ଇଶ୍ରାୟେଲର କୂଅ ଶୁଖିୟିବ। ଜଳପୂର୍ଣ୍ଣ ଝରଣାଗୁଡିକ ଶୁଖିୟିବ। ସହେି ପବନ ସମସ୍ତ ମୂଲ୍ଯବାନ ବସ୍ତୁ ଇଶ୍ରାୟେଲର ଭଣ୍ତାରରୁ ଉଡାଇ ନଇୟିବେ।

9 O Israel, thou hast destroyed thyself; but in me is thine help.

10 I will be thy king: where is any other that may save thee in all thy cities? and thy judges of whom thou saidst, Give me a king and princes?

11 I gave thee a king in mine anger, and took him away in my wrath.

12 The iniquity of Ephraim is bound up; his sin is hid.

13 The sorrows of a travailing woman shall come upon him: he is an unwise son; for he should not stay long in the place of the breaking forth of children.

14 I will ransom them from the power of the grave; I will redeem them from death: O death, I will be thy plagues; O grave, I will be thy destruction: repentance shall be hid from mine eyes.

15 Though he be fruitful among his brethren, an east wind shall come, the wind of the Lord shall come up from the wilderness, and his spring shall become dry, and his fountain shall be dried up: he shall spoil the treasure of all pleasant vessels.

Hosea 13 in Tamil and English

9 ହେ ଇଶ୍ରାୟେଲ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କଲୁ କିନ୍ତୁ ତୁମ୍ଭେ ଆମ୍ଭର ବିରୁଦ୍ଧ ରେ ଗଲ। ତେଣୁ ଆମ୍ଭେ ତୁମ୍ଭକୁ ଧ୍ବଂସ କରିବା।
O Israel, thou hast destroyed thyself; but in me is thine help.

10 ତୁମ୍ଭର ରାଜା କେଉଁଠି? ତୁମ୍ଭର ସମସ୍ତ ନଗର ରେ ସେ ତୁମ୍ଭମାନଙ୍କୁ ରକ୍ଷା କରିପାରିବେ ନାହିଁ। ତୁମ୍ଭର ବିଗ୍ଭରକମାନେ କାହାଁନ୍ତି? ତୁମ୍ଭମାନେେ ସମାନଙ୍କେୁ ଏହା କହି ମାଗିଥିଲ, 'ଆମ୍ଭକୁ ଜଣେ ରାଜା ଓ ନତେୃମଣ୍ତଳୀ ଦିଅ।'
I will be thy king: where is any other that may save thee in all thy cities? and thy judges of whom thou saidst, Give me a king and princes?

11 ଆମ୍ଭେ କୋର୍ଧିତ ହେଲୁ ଓ ତୁମ୍ଭମାନଙ୍କର ଜଣେ ରାଜା ହେଲୁ। ଯେତବେେଳେ ଅତି କୋର୍ଧିତ ହେଲୁ ତାଙ୍କୁ ଦୂରକୁ ନଇଗେଲୁ।
I gave thee a king in mine anger, and took him away in my wrath.

12 ଇଫ୍ରଯିମର ପାପସବୁ ଗୋଟିଏ ବିଡା ରେ ବନ୍ଧା ହାଇେଛି। ସଗେୁଡିକ ନିରାପଦ ଜାଗା ରେ ରଖାୟାଇଛି।
The iniquity of Ephraim is bound up; his sin is hid.

13 ସ୍ତ୍ରୀଲୋକର ପ୍ରସବ ବଦନୋ ସଦୃଶ ତା'ର ଦଣ୍ତ କଷ୍ଟଦାୟକ ହବେ। ସେ ଜଣେ ଜ୍ଞାନୀ ପୁତ୍ର ହବେ ନାହିଁ। ଏପରି ଏକ ସମୟ ଆସିବ ସେ ଆଉ ତିଷ୍ଠିବ ନାହିଁ।
The sorrows of a travailing woman shall come upon him: he is an unwise son; for he should not stay long in the place of the breaking forth of children.

14 ଆମ୍ଭେ ସମାନଙ୍କେୁ ମୃତ୍ଯୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେ ମାନଙ୍କୁ ମହାମାରୀ ଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠା ରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠା ରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।
I will ransom them from the power of the grave; I will redeem them from death: O death, I will be thy plagues; O grave, I will be thy destruction: repentance shall be hid from mine eyes.

15 ଇଶ୍ରାୟେଲ ତା'ର ଭାଇମାନଙ୍କ ସହିତ ବଢେ। କିନ୍ତୁ ଏକ ଶକ୍ତିଶାଳୀ ପୂବଇେ ପବନ ଆସିବ, ଏହା ସଦାପ୍ରଭୁ ପ୍ ରରେିତ ବାଯୁ ମରୁଭୂମିରୁ ପ୍ରବାହିତ ହବେ। ତା'ପ ରେ ଇଶ୍ରାୟେଲର କୂଅ ଶୁଖିୟିବ। ଜଳପୂର୍ଣ୍ଣ ଝରଣାଗୁଡିକ ଶୁଖିୟିବ। ସହେି ପବନ ସମସ୍ତ ମୂଲ୍ଯବାନ ବସ୍ତୁ ଇଶ୍ରାୟେଲର ଭଣ୍ତାରରୁ ଉଡାଇ ନଇୟିବେ।
Though he be fruitful among his brethren, an east wind shall come, the wind of the Lord shall come up from the wilderness, and his spring shall become dry, and his fountain shall be dried up: he shall spoil the treasure of all pleasant vessels.