Hosea 14
1 ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।
2 କ'ଣ କହିବ ସେ ବିଷଯ ରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫରେିଆସ। ତାଙ୍କୁ କୁହ,
3 ଅଶୂର ଆମ୍ଭକୁ ରକ୍ଷା କରିବ ନାହିଁ। ଆମ୍ଭମାନେେ ୟୁଦ୍ଧ ଅଶ୍ବ ରେ ଆରୋହଣ କରିବୁ ନାହିଁ। ଆମ୍ଭର ହସ୍ତ ନିର୍ମିତ ମୂର୍ତ୍ତିଗୁଡିକୁ 'ଆମ୍ଭର ପରମେଶ୍ବର' ବୋଲି ଆମ୍ଭେ ପୁଣି କହିବୁ ନାହିଁ। କାରଣ ତୁମ୍ଭେ ହେଉଛ ସହେି ପରମେଶ୍ବର ୟିଏକି ଅନାଥକୁ ଦୟା ଦଖାେଅ ଏବଂ ଆମ୍ଭମାନଙ୍କୁ ଦୟା କରିବ।
1 O Israel, return unto the Lord thy God; for thou hast fallen by thine iniquity.
2 Take with you words, and turn to the Lord: say unto him, Take away all iniquity, and receive us graciously: so will we render the calves of our lips.
3 Asshur shall not save us; we will not ride upon horses: neither will we say any more to the work of our hands, Ye are our gods: for in thee the fatherless findeth mercy.
Hosea 14 in Tamil and English
1 ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।
O Israel, return unto the Lord thy God; for thou hast fallen by thine iniquity.
2 କ'ଣ କହିବ ସେ ବିଷଯ ରେ ଚିନ୍ତା କର ଏବଂ ସଦାପ୍ରଭୁଙ୍କ ପାଖକୁ ଫରେିଆସ। ତାଙ୍କୁ କୁହ,
Take with you words, and turn to the Lord: say unto him, Take away all iniquity, and receive us graciously: so will we render the calves of our lips.
3 ଅଶୂର ଆମ୍ଭକୁ ରକ୍ଷା କରିବ ନାହିଁ। ଆମ୍ଭମାନେେ ୟୁଦ୍ଧ ଅଶ୍ବ ରେ ଆରୋହଣ କରିବୁ ନାହିଁ। ଆମ୍ଭର ହସ୍ତ ନିର୍ମିତ ମୂର୍ତ୍ତିଗୁଡିକୁ 'ଆମ୍ଭର ପରମେଶ୍ବର' ବୋଲି ଆମ୍ଭେ ପୁଣି କହିବୁ ନାହିଁ। କାରଣ ତୁମ୍ଭେ ହେଉଛ ସହେି ପରମେଶ୍ବର ୟିଏକି ଅନାଥକୁ ଦୟା ଦଖାେଅ ଏବଂ ଆମ୍ଭମାନଙ୍କୁ ଦୟା କରିବ।
Asshur shall not save us; we will not ride upon horses: neither will we say any more to the work of our hands, Ye are our gods: for in thee the fatherless findeth mercy.