Hosea 4

fullscreen1 ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ଯର ଲୋକମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। ଏହି ଦେଶର ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ପ୍ରତି ସତ୍ ଓ ବିଶ୍ବସ୍ତ ନୁହଁନ୍ତି।

fullscreen2 ଏହି ଲୋକମାନେ ଶପଥ, ମିଥ୍ଯା, ହତ୍ଯା ଓ ଗ୍ଭରେି କରନ୍ତି। ସମାନେେ ବ୍ଯଭିଗ୍ଭରିତାର ପାପ ଦ୍ବାରା ସନ୍ତାନ ଲାଭ କରନ୍ତି। ସମାନେେ ବାରମ୍ବାର ନରହତ୍ଯା କରନ୍ତି।

fullscreen3 ତେଣୁ ଦେଶଟି ବ୍ଯକ୍ତି ପରି ମୃତ୍ଯୁ ରେ କାନ୍ଦେ ଓ ତା'ର ଲୋକମାନେ ଦୁର୍ବଳ ହାଇପଡେନ୍ତି। ଏପରିକି ସ୍ଥଳଭାଗର ପ୍ରାଣୀ, ଆକାଶର ପକ୍ଷୀ ଓ ସାମୁଦ୍ରିକ ମତ୍ସ୍ଯ ମୃତ୍ଯୁବରଣ କରନ୍ତି।

fullscreen4 କୌଣସି ବ୍ଯକ୍ତି ଅନ୍ୟ ସହିତ ୟୁକ୍ତି କି ଅନ୍ୟକୁ ଦୋଷ ଦବୋ ଉଚିତ୍ ନୁହେଁ।

fullscreen5 ତୁମ୍ଭ ଯାଜକମାନଙ୍କର ଦିନ ରେ ସ୍ଖଳନ ଘଟିବ ଓ ରାତ୍ରି ରେ ଭବିଷ୍ଯତ୍ବକ୍ତାମାନଙ୍କର ମଧ୍ଯ ତୁମ୍ଭ ସହିତ ସ୍ଖଳନ ଘଟିବ ଏବଂ ଆମ୍ଭେ ତୁମ୍ଭମାନଙ୍କର ମାଆଙ୍କୁ ବିନାଶ କରିବା।

fullscreen6 ଜ୍ଞାନ ଅଭାବ ୟୋଗୁ ଆମ୍ଭର ଲୋକମାନେ ବିନଷ୍ଟ ହୁଅନ୍ତି। କାରଣ ତୁମ୍ଭମାନେେ ଜ୍ଞାନରୁ ବିମୁଖ ହାଇେଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭ ପାଇଁ ଯାଜକ ହବୋକୁ ବାରଣ କରିବା। ତୁମ୍ଭମାନେେ ତୁମ୍ଭ ପରମେଶ୍ବରଙ୍କ ନିଯମକୁ ଭୁଲିୟାଇଛ, ତେଣୁ ଆମ୍ଭେ ତୁମ୍ଭ ପିଲାମାନଙ୍କୁ ଭୁଲିୟିବା।

fullscreen7 ସମାନଙ୍କେର ସଂଖ୍ଯା ଓ ଶକ୍ତି ଯେତେ ଯେତେ ବଢେ, ସମାନେେ େସତେ ଅଧିକ ଆମ୍ଭ ବିରୁଦ୍ଧ ରେ ପାପ କରନ୍ତି। ତେଣୁ ସମାନଙ୍କେର ଗୌରବକୁ ଆମ୍ଭେ ଲଜ୍ଜା ରେ ପରିଣତ କରିବା।

fullscreen8 ଆମ୍ଭର ଲୋକମାନଙ୍କ ପାପଗୁଡିକରୁ ଯାଜକମାନେ ଲାଭବାନ ହୁଅନ୍ତି। ସମାନେେ ଲୋକମାନଙ୍କର ଦୁଷ୍ଟପଣିଆରୁ ଫାଇଦା ଉଠାଇବା ରେ ଲୋଭୀ।

fullscreen9 ତେଣୁ ଯାଜକମାନେ ଜୀବନ ଶୈଳୀ ରେ ସହେି ଲୋକମାନଙ୍କ ପରି ହେଲେ। ଆମ୍ଭେ ସମାନଙ୍କେୁ ଦଣ୍ତ ଦବୋ। ସମାନଙ୍କେର ମନ୍ଦକାର୍ୟ୍ଯ ଲାଗି ଆମ୍ଭେ ସମାନଙ୍କେୁ ଫଳ ଦବୋ।

fullscreen10 ସମାନେେ ଯଦିଓ ଖାଇବେ କିନ୍ତୁ ସନ୍ତୁଷ୍ଟ ହବେେ ନାହିଁ। ସମାନେେ ୟୌନଭୋଗ ପାପ କରିବେ କିନ୍ତୁ ସନ୍ତାନ ଲାଭ କରିବେ ନାହିଁ। କାହିଁକି? କାରଣ ସମାନେେ ସଦାପ୍ରଭୁଙ୍କୁ ପରିତ୍ଯାଗ କରିଥିଲେ ଓ ଗଣିକା ପରି ହାଇେଥିଲେ।

fullscreen11 ୟୌନ ଭୋଗ ପାପ, ଅତ୍ଯଧିକ ଦ୍ରାକ୍ଷାରସ ପାନ ଗୋଟିଏ ବ୍ଯକ୍ତିର ସ୍ବାଧୀନ ଚିନ୍ତା କରିବାର ଧ୍ବଂସ କରେ।

fullscreen12 ଆମ୍ଭର ଲୋକମାନେ କାଠଖଣ୍ତିକୁ ଉପଦେଶ ଲାଗି ପଗ୍ଭରନ୍ତି। ସମାନେେ ଭାବନ୍ତି ସହେି କାଠଖଣ୍ତଗୁଡିକ ସମାନଙ୍କେୁ ଉତ୍ତର ଦବେ। କାରଣ, ସମାନେେ ଗଣିକାମାନଙ୍କପରି ମିଥ୍ଯାପ୍ରତିମାଙ୍କ ପଛ ରେ ଅନୁଧାବନ କରିଛନ୍ତି। ସମାନେେ ପରମେଶ୍ବରଙ୍କୁ ବଳିଦାନ କରିଥିଲେ ଓ ଗଣିକା ହାଇୟୋଇଥିଲେ।

fullscreen13 ସମାନେେ ପର୍ବତର ଅଗ୍ରଭାଗ ରେ ବଳି ଦିଅନ୍ତି ଓ ପାହାଡ ଉପ ରେ ଥିବା ଆଲୋନ, ଲିବ୍ନା ଓ ଏଲା ଗଛ ତଳେ ଧୂପ ଦିଅନ୍ତି। କାରଣ ସହେି ଗଛଗୁଡିକର ଛାଯା ତରୁଣ ଦଖାୟୋଏ। ତେଣୁ ତୁମ୍ଭର କନ୍ଯାମାନେ ଗଣିକା ପରି ସହେି ଗଛତଳେ ପଡି ରହନ୍ତି। ଏବଂ ତୁମ୍ଭର ବୋହୂମାନେ ୟୌନଭୋଗ ପାପ କରନ୍ତି।

fullscreen14 ଆମ୍ଭେ ତୁମ୍ଭର ସହେି ଗଣିକା କନ୍ଯାମାନଙ୍କୁ କି ୟୌନ ଭୋଗୀ ପାପିଣୀ ବୋହୂମାନଙ୍କୁ ଦୋଷ ଦଇେ ପାରୁନାହୁଁ। ଲୋକମାନେ ୟାଇ ଗଣିକାମାନଙ୍କ ସହିତ ଶଯନ କରନ୍ତି। ସମାନେେ ସହେି ମନ୍ଦିରର ଗଣିକାମାନଙ୍କ ସହିତ ମନ୍ଦିର ରେ ବଳିଦାନ ଉତ୍ସର୍ଗ କରନ୍ତି। ତେଣୁ ସେ ନିର୍ବୋଧମାନେ ନିଜେ ନିଜକୁ ନଷ୍ଟ କରୁଛନ୍ତି।

1 Hear the word of the Lord, ye children of Israel: for the Lord hath a controversy with the inhabitants of the land, because there is no truth, nor mercy, nor knowledge of God in the land.

2 By swearing, and lying, and killing, and stealing, and committing adultery, they break out, and blood toucheth blood.

3 Therefore shall the land mourn, and every one that dwelleth therein shall languish, with the beasts of the field, and with the fowls of heaven; yea, the fishes of the sea also shall be taken away.

4 Yet let no man strive, nor reprove another: for thy people are as they that strive with the priest.

5 Therefore shalt thou fall in the day, and the prophet also shall fall with thee in the night, and I will destroy thy mother.

6 My people are destroyed for lack of knowledge: because thou hast rejected knowledge, I will also reject thee, that thou shalt be no priest to me: seeing thou hast forgotten the law of thy God, I will also forget thy children.

7 As they were increased, so they sinned against me: therefore will I change their glory into shame.

8 They eat up the sin of my people, and they set their heart on their iniquity.

9 And there shall be, like people, like priest: and I will punish them for their ways, and reward them their doings.

10 For they shall eat, and not have enough: they shall commit whoredom, and shall not increase: because they have left off to take heed to the Lord.

11 Whoredom and wine and new wine take away the heart.

12 My people ask counsel at their stocks, and their staff declareth unto them: for the spirit of whoredoms hath caused them to err, and they have gone a whoring from under their God.

13 They sacrifice upon the tops of the mountains, and burn incense upon the hills, under oaks and poplars and elms, because the shadow thereof is good: therefore your daughters shall commit whoredom, and your spouses shall commit adultery.

14 I will not punish your daughters when they commit whoredom, nor your spouses when they commit adultery: for themselves are separated with whores, and they sacrifice with harlots: therefore the people that doth not understand shall fall.

Hosea 4 in Tamil and English

1 ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କର ବାର୍ତ୍ତା ଶୁଣ। ଏହି ରାଜ୍ଯର ଲୋକମାନଙ୍କ ବିରୁଦ୍ଧ ରେ ସଦାପ୍ରଭୁ ତାଙ୍କର ଆରୋପ ଦର୍ଶାଇବେ। ଏହି ଦେଶର ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ। ଏହି ଲୋକମାନେ ପ୍ରକୃତ ରେ ପରମେଶ୍ବରଙ୍କ ପ୍ରତି ସତ୍ ଓ ବିଶ୍ବସ୍ତ ନୁହଁନ୍ତି।
Hear the word of the Lord, ye children of Israel: for the Lord hath a controversy with the inhabitants of the land, because there is no truth, nor mercy, nor knowledge of God in the land.

2 ଏହି ଲୋକମାନେ ଶପଥ, ମିଥ୍ଯା, ହତ୍ଯା ଓ ଗ୍ଭରେି କରନ୍ତି। ସମାନେେ ବ୍ଯଭିଗ୍ଭରିତାର ପାପ ଦ୍ବାରା ସନ୍ତାନ ଲାଭ କରନ୍ତି। ସମାନେେ ବାରମ୍ବାର ନରହତ୍ଯା କରନ୍ତି।
By swearing, and lying, and killing, and stealing, and committing adultery, they break out, and blood toucheth blood.

3 ତେଣୁ ଦେଶଟି ବ୍ଯକ୍ତି ପରି ମୃତ୍ଯୁ ରେ କାନ୍ଦେ ଓ ତା'ର ଲୋକମାନେ ଦୁର୍ବଳ ହାଇପଡେନ୍ତି। ଏପରିକି ସ୍ଥଳଭାଗର ପ୍ରାଣୀ, ଆକାଶର ପକ୍ଷୀ ଓ ସାମୁଦ୍ରିକ ମତ୍ସ୍ଯ ମୃତ୍ଯୁବରଣ କରନ୍ତି।
Therefore shall the land mourn, and every one that dwelleth therein shall languish, with the beasts of the field, and with the fowls of heaven; yea, the fishes of the sea also shall be taken away.

4 କୌଣସି ବ୍ଯକ୍ତି ଅନ୍ୟ ସହିତ ୟୁକ୍ତି କି ଅନ୍ୟକୁ ଦୋଷ ଦବୋ ଉଚିତ୍ ନୁହେଁ।
Yet let no man strive, nor reprove another: for thy people are as they that strive with the priest.

5 ତୁମ୍ଭ ଯାଜକମାନଙ୍କର ଦିନ ରେ ସ୍ଖଳନ ଘଟିବ ଓ ରାତ୍ରି ରେ ଭବିଷ୍ଯତ୍ବକ୍ତାମାନଙ୍କର ମଧ୍ଯ ତୁମ୍ଭ ସହିତ ସ୍ଖଳନ ଘଟିବ ଏବଂ ଆମ୍ଭେ ତୁମ୍ଭମାନଙ୍କର ମାଆଙ୍କୁ ବିନାଶ କରିବା।
Therefore shalt thou fall in the day, and the prophet also shall fall with thee in the night, and I will destroy thy mother.

6 ଜ୍ଞାନ ଅଭାବ ୟୋଗୁ ଆମ୍ଭର ଲୋକମାନେ ବିନଷ୍ଟ ହୁଅନ୍ତି। କାରଣ ତୁମ୍ଭମାନେେ ଜ୍ଞାନରୁ ବିମୁଖ ହାଇେଛ। ତେଣୁ ଆମ୍ଭେ ତୁମ୍ଭମାନଙ୍କୁ ଆମ୍ଭ ପାଇଁ ଯାଜକ ହବୋକୁ ବାରଣ କରିବା। ତୁମ୍ଭମାନେେ ତୁମ୍ଭ ପରମେଶ୍ବରଙ୍କ ନିଯମକୁ ଭୁଲିୟାଇଛ, ତେଣୁ ଆମ୍ଭେ ତୁମ୍ଭ ପିଲାମାନଙ୍କୁ ଭୁଲିୟିବା।
My people are destroyed for lack of knowledge: because thou hast rejected knowledge, I will also reject thee, that thou shalt be no priest to me: seeing thou hast forgotten the law of thy God, I will also forget thy children.

7 ସମାନଙ୍କେର ସଂଖ୍ଯା ଓ ଶକ୍ତି ଯେତେ ଯେତେ ବଢେ, ସମାନେେ େସତେ ଅଧିକ ଆମ୍ଭ ବିରୁଦ୍ଧ ରେ ପାପ କରନ୍ତି। ତେଣୁ ସମାନଙ୍କେର ଗୌରବକୁ ଆମ୍ଭେ ଲଜ୍ଜା ରେ ପରିଣତ କରିବା।
As they were increased, so they sinned against me: therefore will I change their glory into shame.

8 ଆମ୍ଭର ଲୋକମାନଙ୍କ ପାପଗୁଡିକରୁ ଯାଜକମାନେ ଲାଭବାନ ହୁଅନ୍ତି। ସମାନେେ ଲୋକମାନଙ୍କର ଦୁଷ୍ଟପଣିଆରୁ ଫାଇଦା ଉଠାଇବା ରେ ଲୋଭୀ।
They eat up the sin of my people, and they set their heart on their iniquity.

9 ତେଣୁ ଯାଜକମାନେ ଜୀବନ ଶୈଳୀ ରେ ସହେି ଲୋକମାନଙ୍କ ପରି ହେଲେ। ଆମ୍ଭେ ସମାନଙ୍କେୁ ଦଣ୍ତ ଦବୋ। ସମାନଙ୍କେର ମନ୍ଦକାର୍ୟ୍ଯ ଲାଗି ଆମ୍ଭେ ସମାନଙ୍କେୁ ଫଳ ଦବୋ।
And there shall be, like people, like priest: and I will punish them for their ways, and reward them their doings.

10 ସମାନେେ ଯଦିଓ ଖାଇବେ କିନ୍ତୁ ସନ୍ତୁଷ୍ଟ ହବେେ ନାହିଁ। ସମାନେେ ୟୌନଭୋଗ ପାପ କରିବେ କିନ୍ତୁ ସନ୍ତାନ ଲାଭ କରିବେ ନାହିଁ। କାହିଁକି? କାରଣ ସମାନେେ ସଦାପ୍ରଭୁଙ୍କୁ ପରିତ୍ଯାଗ କରିଥିଲେ ଓ ଗଣିକା ପରି ହାଇେଥିଲେ।
For they shall eat, and not have enough: they shall commit whoredom, and shall not increase: because they have left off to take heed to the Lord.

11 ୟୌନ ଭୋଗ ପାପ, ଅତ୍ଯଧିକ ଦ୍ରାକ୍ଷାରସ ପାନ ଗୋଟିଏ ବ୍ଯକ୍ତିର ସ୍ବାଧୀନ ଚିନ୍ତା କରିବାର ଧ୍ବଂସ କରେ।
Whoredom and wine and new wine take away the heart.

12 ଆମ୍ଭର ଲୋକମାନେ କାଠଖଣ୍ତିକୁ ଉପଦେଶ ଲାଗି ପଗ୍ଭରନ୍ତି। ସମାନେେ ଭାବନ୍ତି ସହେି କାଠଖଣ୍ତଗୁଡିକ ସମାନଙ୍କେୁ ଉତ୍ତର ଦବେ। କାରଣ, ସମାନେେ ଗଣିକାମାନଙ୍କପରି ମିଥ୍ଯାପ୍ରତିମାଙ୍କ ପଛ ରେ ଅନୁଧାବନ କରିଛନ୍ତି। ସମାନେେ ପରମେଶ୍ବରଙ୍କୁ ବଳିଦାନ କରିଥିଲେ ଓ ଗଣିକା ହାଇୟୋଇଥିଲେ।
My people ask counsel at their stocks, and their staff declareth unto them: for the spirit of whoredoms hath caused them to err, and they have gone a whoring from under their God.

13 ସମାନେେ ପର୍ବତର ଅଗ୍ରଭାଗ ରେ ବଳି ଦିଅନ୍ତି ଓ ପାହାଡ ଉପ ରେ ଥିବା ଆଲୋନ, ଲିବ୍ନା ଓ ଏଲା ଗଛ ତଳେ ଧୂପ ଦିଅନ୍ତି। କାରଣ ସହେି ଗଛଗୁଡିକର ଛାଯା ତରୁଣ ଦଖାୟୋଏ। ତେଣୁ ତୁମ୍ଭର କନ୍ଯାମାନେ ଗଣିକା ପରି ସହେି ଗଛତଳେ ପଡି ରହନ୍ତି। ଏବଂ ତୁମ୍ଭର ବୋହୂମାନେ ୟୌନଭୋଗ ପାପ କରନ୍ତି।
They sacrifice upon the tops of the mountains, and burn incense upon the hills, under oaks and poplars and elms, because the shadow thereof is good: therefore your daughters shall commit whoredom, and your spouses shall commit adultery.

14 ଆମ୍ଭେ ତୁମ୍ଭର ସହେି ଗଣିକା କନ୍ଯାମାନଙ୍କୁ କି ୟୌନ ଭୋଗୀ ପାପିଣୀ ବୋହୂମାନଙ୍କୁ ଦୋଷ ଦଇେ ପାରୁନାହୁଁ। ଲୋକମାନେ ୟାଇ ଗଣିକାମାନଙ୍କ ସହିତ ଶଯନ କରନ୍ତି। ସମାନେେ ସହେି ମନ୍ଦିରର ଗଣିକାମାନଙ୍କ ସହିତ ମନ୍ଦିର ରେ ବଳିଦାନ ଉତ୍ସର୍ଗ କରନ୍ତି। ତେଣୁ ସେ ନିର୍ବୋଧମାନେ ନିଜେ ନିଜକୁ ନଷ୍ଟ କରୁଛନ୍ତି।
I will not punish your daughters when they commit whoredom, nor your spouses when they commit adultery: for themselves are separated with whores, and they sacrifice with harlots: therefore the people that doth not understand shall fall.