Hosea 4:18
ମାତାଲ ହାଇଗେଲା ପ ରେ ସମାନେେ ବ୍ଯଭିଗ୍ଭରିଣୀ ପରି ବ୍ଯବହାର କରନ୍ତି। ସମାନେେ ଲାଞ୍ଚକୁ ଭଲ ପାଆନ୍ତି ଓ ଏହା ମାଗନ୍ତି। ସମାନଙ୍କେର ଶାସକଗଣ ସମାନଙ୍କେର ଲୋକମାନଙ୍କ ଉପରକୁ ଲଜ୍ଜା ଆଣନ୍ତି।
Hosea 4:18 in Other Translations
King James Version (KJV)
Their drink is sour: they have committed whoredom continually: her rulers with shame do love, Give ye.
American Standard Version (ASV)
Their drink is become sour; they play the harlot continually; her rulers dearly love shame.
Bible in Basic English (BBE)
Their drink has become bitter; they are completely false; her rulers take pleasure in shame.
Darby English Bible (DBY)
Their drink is sour; they give themselves up to whoredom; her great men passionately love [their] shame.
World English Bible (WEB)
Their drink has become sour. They play the prostitute continually. Her rulers dearly love their shameful way.
Young's Literal Translation (YLT)
Sour `is' their drink, They have gone diligently a-whoring, Her protectors have loved shame thoroughly.
| Their drink | סָ֖ר | sār | sahr |
| is sour: | סָבְאָ֑ם | sobʾām | sove-AM |
| they have committed whoredom | הַזְנֵ֣ה | haznē | hahz-NAY |
| continually: | הִזְנ֔וּ | hiznû | heez-NOO |
| her rulers | אָהֲב֥וּ | ʾāhăbû | ah-huh-VOO |
| with shame | הֵב֛וּ | hēbû | hay-VOO |
| do love, | קָל֖וֹן | qālôn | ka-LONE |
| Give ye. | מָגִנֶּֽיהָ׃ | māginnêhā | ma-ɡee-NAY-ha |
Cross Reference
Micah 3:11
ୟିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନଇେ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନଇେ ଶିକ୍ଷା ଦିଅନ୍ତି ଓ ଭବିଷ୍ଯଦ୍ବକ୍ତାଗଣ ଭବିଷ୍ଯବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାୟ୍ଯ ପାଇଁ ଆଶା କରନ୍ତି। ସମାନେେ ମଧ୍ଯ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠା ରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।
Micah 7:3
ଲୋକମାନେ ଦୁଇ ହାତ ରେ ମନ୍ଦକାର୍ୟ୍ଯ କରିବାକୁ ଯତ୍ନଶୀଳ ହେଉଛନ୍ତି, କର୍ମଗ୍ଭରୀଗଣ ଲାଞ୍ଚ ନେଉଛନ୍ତି ଓ ବିଗ୍ଭରକ ବିଗ୍ଭରାଳଯ ରେ ସମାନଙ୍କେର ସିଦ୍ଧାନ୍ତ ବଦଳାଇବାକୁ ଅର୍ଥ ନେଉଛନ୍ତି। ପ୍ରଧାନ ବ୍ଯକ୍ତିମାନେ ଉତ୍ତମ ଓ ନ୍ଯାଯ ବିଗ୍ଭର କରୁ ନାହିଁନ୍ତି। ସମାନେେ ନିଜ ଇଚ୍ଛା ଯାହା ତାହା କରୁଛନ୍ତି।
Amos 5:12
ଆମ୍ଭେ ତୁମ୍ଭମାନଙ୍କର ଅନକେ ଜଘନ୍ଯ ପାପ ଜାଣୁ। ତୁମ୍ଭମାନେେ ଧାର୍ମିକ ଲୋକଙ୍କୁ କଷ୍ଟ ଦଲେ। ତୁମ୍ଭେ ଲାଞ୍ଚ ନଇେଛ ଏବଂ ଦରିଦ୍ର ଲୋକଙ୍କ ପ୍ରତି ନ୍ଯାଯଳଯ ରେ ଅନ୍ଯାଯ ଆଚରଣ କରିଅଛ।
Hosea 4:10
ସମାନେେ ଯଦିଓ ଖାଇବେ କିନ୍ତୁ ସନ୍ତୁଷ୍ଟ ହବେେ ନାହିଁ। ସମାନେେ ୟୌନଭୋଗ ପାପ କରିବେ କିନ୍ତୁ ସନ୍ତାନ ଲାଭ କରିବେ ନାହିଁ। କାହିଁକି? କାରଣ ସମାନେେ ସଦାପ୍ରଭୁଙ୍କୁ ପରିତ୍ଯାଗ କରିଥିଲେ ଓ ଗଣିକା ପରି ହାଇେଥିଲେ।
Hosea 4:2
ଏହି ଲୋକମାନେ ଶପଥ, ମିଥ୍ଯା, ହତ୍ଯା ଓ ଗ୍ଭରେି କରନ୍ତି। ସମାନେେ ବ୍ଯଭିଗ୍ଭରିତାର ପାପ ଦ୍ବାରା ସନ୍ତାନ ଲାଭ କରନ୍ତି। ସମାନେେ ବାରମ୍ବାର ନରହତ୍ଯା କରନ୍ତି।
Jeremiah 2:21
ହେ ଯିହୁଦା, ମୁଁ ତୁମ୍ଭକୁ ସ୍ବତନ୍ତ୍ର ବୀଜରୁ ଉତ୍ପନ୍ନ ଏକ ଦ୍ରାକ୍ଷାଲତା କରି ରୋପଣ କରିଥିଲି। ତବେେ ତୁମ୍ଭେ କାହିଁକି ବନ୍ଯ ଦ୍ରାକ୍ଷାଲତା ହେଲ ?
Isaiah 1:21
ପରମେଶ୍ବର କୁହନ୍ତି, ୟିରୁଶାଲମ୍ ଏକ ନଗର ଯାହା ମାେ ପ୍ରତି ବିଶ୍ବସ୍ତ ଥିଲା। କିଏ ଏହାକୁ ଏକ ବ୍ଯଭିଚାରିଣୀ ରେ ପରିଣତ କଲା? ୟିରୁଶାଲମ୍ ନ୍ଯାଯ ପୂର୍ଣ୍ଣ ହବୋ ଉଚିତ୍। ୟିରୁଶାଲମର ଲୋକମାନେ ଯାହା ଠିକ୍ ତାହା କରିବା ଉଚିତ୍। ବର୍ତ୍ତମାନ ଏହା ତଣ୍ଟିକଟା ଓ ହତ୍ଯାକାରୀମାନଙ୍କର ବାସସ୍ଥାନ ରେ ପରିଣତ ହାଇେଛି।
Proverbs 30:15
କେତକେ ଲୋକ ଅଛନ୍ତି ସମାନେେ ସବୁ ନବୋକୁ ଚାହାଁନ୍ତି। ସମାନେେ ସର୍ବଦା କହନ୍ତି, ମାେତେ ଦିଅ, ମାେତେ ଦିଅ। ଏପରି ତିନୋଟି କଥା ରେ ସମାନେେ ଆଦୌ ସନ୍ତୁଷ୍ଟ ନୁହଁନ୍ତି। ଏବଂ ଚତୁର୍ଥଟି କବେେ ହେଲେ କ ହେ ନାହିଁ, ମାରେ ପାଖ ରେ ୟଥେଷ୍ଟ ଅଛି।
Psalm 47:9
ସହେି ଲୋକମାନେ ପରସ୍ପର ସହିତ ମିଳିତ ହୁଅନ୍ତି ଓ ସମାନେେ ଅବ୍ରହାମର ପରମେଶ୍ବରଙ୍କ ରାଜ୍ଯର ଲୋକମାନଙ୍କ ସହିତ ମିଶନ୍ତି। ସହେିସବୁ ନେତାମାନେ ପରମେଶ୍ବରଙ୍କ ଆଶ୍ରିତ। ପରମେଶ୍ବର ସମାନଙ୍କେ ଉର୍ଦ୍ଧ୍ବରେ ଅଟନ୍ତି।
2 Kings 17:7
ଏସବୁ ଘଟିବାର କାରଣ ହେଲା ଇଶ୍ରାୟେଲୀୟମାନେ ସଦାପ୍ରଭୁ ସମାନଙ୍କେ ପରମେଶ୍ବର ବିରୁଦ୍ଧ ରେ ପାପକର୍ମ କରିଥିଲେ। ଯେଉଁ ସଦାପ୍ରଭୁ ସମାନଙ୍କେୁ ମିଶରରୁ ଅଣାଇ ଥିଲେ ଓ ମିଶରର ରାଜା ଫାରୋଙ୍କ ହସ୍ତରୁ ସମାନଙ୍କେୁ ଉଦ୍ଧାର କରିଥିଲେ, ସମାନେେ ତାଙ୍କୁ ପୂଜା ନ କରି ଅନ୍ୟ ଦବେତାମାନଙ୍କୁ ପୂଜା କଲେ।
1 Samuel 12:3
ମୁ ତୁମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ଉପସ୍ଥିତ ଅଛି। ଯଦି ମୁ କିଛି ଭକ୍ସ୍ଟଲ କରିଛି ତୁମ୍ଭମାନେେ ନିଶ୍ଚିତଭାବେ ସଦାପ୍ରଭୁ ଏବଂ ତାଙ୍କ ମନୋନୀତ ରାଜାକକ୍ସ୍ଟ କକ୍ସ୍ଟହ। ମୁ କାହାର ଗଧ କିମ୍ବା ଗାଈ ଚୋରୀ କରିଛି କି? ମୁ କାହାକକ୍ସ୍ଟ ଆଘାତ କିମ୍ବା ଧୋକା ଦଇେଛି କି? ମୁ ମାରେ ଚକ୍ଷକ୍ସ୍ଟକକ୍ସ୍ଟ ଅନ୍ଧ କରିବା ପାଇଁ କାହା ହସ୍ତରକ୍ସ୍ଟ ଲାଞ୍ଚ ନଇେ ନାହିଁ, ଯେପରିକି ମୁ ଅନ୍ୟ ଦ୍ବାରା ଅପରାଧ କରିଥିବା ଉପଦ୍ରବ୍ଯ ଦେଖି ନପା ରେ? ଯଦି ମୁ ଏଥିରକ୍ସ୍ଟ କୌଣସିଟି କରିଛି, ତବେେ ମୁ ତାହା ଭରଣା କରିବା ପାଇଁ ପ୍ରସ୍ତକ୍ସ୍ଟତ ଅଛି।
1 Samuel 8:3
ଶାମୁୟେଲଙ୍କ ପକ୍ସ୍ଟଅମାନେ ତାଙ୍କପରି ଜୀବନୟାପନ କଲେ ନାହିଁ। ସମାନେେ ଉତ୍କୋଚ ନେଉଥିଲେ। ସମାନେେ ଉତ୍କୋଚ ନଇେ ଦରବାର ରେ ସମାନଙ୍କେ ନିଷ୍ପତ୍ତି ପରିବର୍ତ୍ତନ କରୁଥିଲେ।
Deuteronomy 32:32
ଏପରିକି ଆମ୍ଭର ଶତୃଗଣ ତାହା ଜାଣନ୍ତି। ସମାନଙ୍କେର ଦ୍ରାକ୍ଷାକ୍ଷେତ୍ର ସଦୋମ ଏବଂ ଗ ମାରେର ଦ୍ରାକ୍ଷା ତକ୍ସ୍ଟଲ୍ଯ। ସମାନଙ୍କେର ଦ୍ରାକ୍ଷାଫଳ ବିଷାକ୍ତ। ସମାନଙ୍କେର ଦ୍ରାକ୍ଷାଗୁଚ୍ଛସବୁ ତିକ୍ତ।
Deuteronomy 16:19
ତୁମ୍ଭେ ସର୍ବଦା ନ୍ଯାଯବାନ ହବେ। ନ୍ଯାଯ ରେ ତୁମ୍ଭେ କାହାର ପକ୍ଷପାତ କରିବ ନାହିଁ। ତୁମ୍ଭମାନେେ ଉତ୍କୋଚ ନଇେ ଅନ୍ଯାଯ ବିଗ୍ଭର କରିବ ନାହିଁ। ଟଙ୍କା ଜ୍ଞାନି ଲୋକମାନଙ୍କୁ ଅନ୍ଧ କରିଦିଏ ଓ ଧାର୍ମୀକମାନଙ୍କର ବାକ୍ଯ ଅନ୍ୟଥା କରେ।
Exodus 23:8
ଯଦି କୌଣସି ଲୋକ ତା'ର ଭୂଲ୍ ପାଇଁ, ତାହା ସହ ଏକମତ ହବୋ ପାଇଁ ତୁମ୍ଭକୁ ଲାଞ୍ଚ ଦିଏ ତବେେ ତୁମ୍ଭେ ତାହା ଗ୍ରହଣ କର ନାହିଁ। କାରଣ ଲାଞ୍ଚ ଲୋକମାନଙ୍କୁ ଅନ୍ଧ କରିଥାଏ। ବିଚାରକ ସତ୍ଯତା ଦେଖିପା ରେ ନାହିଁ। ଏବଂ ଲାଞ୍ଚ ମଧ୍ଯ ଏକ ଉତ୍ତମ ଲୋକର ବ୍ଯବହାର ବଦଳାଇ ଦଇପୋରିବ।