Isaiah 26

fullscreen1 ସଦେିନ, ଯିହୁଦା ଦେଶ ରେ ଏହି ଗୀତ ଗାନ କରାୟିବ। ଆମ୍ଭମାନଙ୍କର ଏକ ସୁଦୃଢ଼ ନଗର ଅଛି। ସଦାପ୍ରଭୁ ଆମ୍ଭମାନଙ୍କର ମୁକ୍ତିଦାତା। ସଦାପ୍ରଭୁ ଆମ୍ଭମାନଙ୍କ ଏକ ବଡ଼, ଉଚ୍ଚ ପ୍ରାଚୀର ଓ ଗୋଟିଏ ଦୃଢ ନଗର ତିଆରି କରିବେ।

fullscreen2 ସହେି ଦ୍ବାର ଉନ୍ମୁକ୍ତ କର ଯେପରି ଧାର୍ମିକ ଓ ପରମେଶ୍ବରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରିପାରିବେ।

fullscreen3 ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।

fullscreen4 ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କଠା ରେ ସଦାକାଳ ନିର୍ଭର ରଖ, କାରଣ ସଦାପ୍ରଭୁଙ୍କ ସହିତ ଅନନ୍ତକାଳୀନ ଶୈଳ ଅଛି।

fullscreen5 ମାତ୍ର ସେ ଉନ୍ନତ ନଗରକୁ ଅବନତ କରିବେ ଓ ଉର୍ଦ୍ଧ୍ବସ୍ଥିତ ସହେି ଲୋକମାନଙ୍କୁ ଦଣ୍ଡ ଦବେେ। ସମାନଙ୍କେୁ ଭୂମିସାତ୍ କରି ଧୂଳି ରେ ମିଶାଇ ଦବେେ।

fullscreen6 ତା'ପ ରେ ଦରିଦ୍ର ଓ ନମ୍ର ଲୋକମାନେ ସହେି ଧ୍ବଂସ ସ୍ଥାନ ଉପ ରେ ବିଚରଣ କରିବେ।

1 In that day shall this song be sung in the land of Judah; We have a strong city; salvation will God appoint for walls and bulwarks.

2 Open ye the gates, that the righteous nation which keepeth the truth may enter in.

3 Thou wilt keep him in perfect peace, whose mind is stayed on thee: because he trusteth in thee.

4 Trust ye in the Lord for ever: for in the Lord Jehovah is everlasting strength:

5 For he bringeth down them that dwell on high; the lofty city, he layeth it low; he layeth it low, even to the ground; he bringeth it even to the dust.

6 The foot shall tread it down, even the feet of the poor, and the steps of the needy.

Isaiah 26 in Tamil and English

1 ସଦେିନ, ଯିହୁଦା ଦେଶ ରେ ଏହି ଗୀତ ଗାନ କରାୟିବ। ଆମ୍ଭମାନଙ୍କର ଏକ ସୁଦୃଢ଼ ନଗର ଅଛି। ସଦାପ୍ରଭୁ ଆମ୍ଭମାନଙ୍କର ମୁକ୍ତିଦାତା। ସଦାପ୍ରଭୁ ଆମ୍ଭମାନଙ୍କ ଏକ ବଡ଼, ଉଚ୍ଚ ପ୍ରାଚୀର ଓ ଗୋଟିଏ ଦୃଢ ନଗର ତିଆରି କରିବେ।
In that day shall this song be sung in the land of Judah; We have a strong city; salvation will God appoint for walls and bulwarks.

2 ସହେି ଦ୍ବାର ଉନ୍ମୁକ୍ତ କର ଯେପରି ଧାର୍ମିକ ଓ ପରମେଶ୍ବରଙ୍କ ଶିକ୍ଷାସମୂହ ପାଳନକାରୀ ପ୍ରବେଶ କରିପାରିବେ।
Open ye the gates, that the righteous nation which keepeth the truth may enter in.

3 ହେ ସଦାପ୍ରଭୁ, ଯେଉଁମାନେ ତୁମ୍ଭ ଉପ ରେ ନିର୍ଭର କରନ୍ତି ଓ ବିଶ୍ରାମ କରନ୍ତି, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତି ରେ ରଖିବ।
Thou wilt keep him in perfect peace, whose mind is stayed on thee: because he trusteth in thee.

4 ତେଣୁ ତୁମ୍ଭମାନେେ ସଦାପ୍ରଭୁଙ୍କଠା ରେ ସଦାକାଳ ନିର୍ଭର ରଖ, କାରଣ ସଦାପ୍ରଭୁଙ୍କ ସହିତ ଅନନ୍ତକାଳୀନ ଶୈଳ ଅଛି।
Trust ye in the Lord for ever: for in the Lord Jehovah is everlasting strength:

5 ମାତ୍ର ସେ ଉନ୍ନତ ନଗରକୁ ଅବନତ କରିବେ ଓ ଉର୍ଦ୍ଧ୍ବସ୍ଥିତ ସହେି ଲୋକମାନଙ୍କୁ ଦଣ୍ଡ ଦବେେ। ସମାନଙ୍କେୁ ଭୂମିସାତ୍ କରି ଧୂଳି ରେ ମିଶାଇ ଦବେେ।
For he bringeth down them that dwell on high; the lofty city, he layeth it low; he layeth it low, even to the ground; he bringeth it even to the dust.

6 ତା'ପ ରେ ଦରିଦ୍ର ଓ ନମ୍ର ଲୋକମାନେ ସହେି ଧ୍ବଂସ ସ୍ଥାନ ଉପ ରେ ବିଚରଣ କରିବେ।
The foot shall tread it down, even the feet of the poor, and the steps of the needy.