Skip to content
CHRIST SONGS .IN
TAMIL CHRISTIAN SONGS .IN
  • Lyrics
  • Chords
  • Bible
  • /
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z

Index
  • A
  • B
  • C
  • D
  • E
  • F
  • G
  • H
  • I
  • J
  • K
  • L
  • M
  • N
  • O
  • P
  • Q
  • R
  • S
  • T
  • U
  • V
  • W
  • X
  • Y
  • Z
Isaiah 31 KJV ASV BBE DBY WBT WEB YLT

Isaiah 31 in Oriya WBT Compare Webster's Bible

Isaiah 31

1 ମିଶରକୁ ସାହାୟ୍ଯ ପାଇଁ ଯାଉଥିବା ଲୋକମାନଙ୍କୁ ଦେଖ। ସମାନେେ ଅଶ୍ବମାନଙ୍କ ଉପ ରେ ନିର୍ଭର କରନ୍ତି। ସମାନେେ ଆଶା କରନ୍ତି ଅଶ୍ବଗଣ ସମାନଙ୍କେୁ ରକ୍ଷା କରିବେ। ଆଉ ମଧ୍ଯ ସମାନେେ ଭାବନ୍ତି ଅତ୍ଯଧିକ ରଥ ଓ ବହୁ ବଳବାନ ଅଶ୍ବାରୋହୀ ସୈନ୍ଯ ଥିବାରୁ ସମାନେେ ସୁରକ୍ଷିତ। ସମାନେେ ଇଶ୍ରାୟେଲର ପବିତ୍ରତା ପ୍ରତି ବିଶ୍ବାସ ରଖନ୍ତି ନାହିଁ କିମ୍ବା ସଦାପ୍ରଭୁଙ୍କୁ ଅନ୍ବଷେଣ କରନ୍ତି ନାହିଁ। ତେଣୁ ସମାନେେ ସନ୍ତାପର ପାତ୍ର।

2 ମାତ୍ର ସଦାପ୍ରଭୁ ଜ୍ଞାନବାନ। ସେ ଅମଙ୍ଗଳ ଘଟାଇବେ। ସେ ନିଜର ବାକ୍ଯକୁ ଅନ୍ୟଥା କରିବେ ନାହିଁ। ସେ ମନ୍ଦାଚାରୀମାନଙ୍କ ପ୍ରତିକୂଳ ରେ ଓ ଅଧର୍ମାଚାରୀମାନଙ୍କ ସହାୟକଗଣଙ୍କ ବିରୁଦ୍ଧ ରେ ଉଠିବେ।

3 ମିଶରୀଯମାନେ ଶରୀରଧାରୀ ମାନବ କିନ୍ତୁ ପରମେଶ୍ବର ନିହଁନ୍ତି। ସମାନଙ୍କେର ଅଶ୍ବଗଣ ମାଂସରୁ ଏବଂ ହାତରୁ ତିଆରି ମାତ୍ର ଆତ୍ମା ନୁହଁନ୍ତି। ସଦାପ୍ରଭୁ ଯେତବେେଳେ ତାଙ୍କର ହସ୍ତ ପ୍ରସାରଣ କରିବେ, ସମର୍ଥକମାନେ ଝୁଣ୍ଟି ପଡ଼ିବେ। ସାହାୟ୍ଯ ପ୍ରାପ୍ତ ବ୍ଯକ୍ତିର ମଧ୍ଯ ପତନ ଘଟିବ। ଉଭୟ ଏକତ୍ର ଧ୍ବଂସ ହବେେ।

4 ସଦାପ୍ରଭୁ ମାେତେ କହିଲେ, ଯେତବେେଳେ ସିଂହ ଓ ୟୁବା ସିଂହ ଶିକାର ଧ ରେ ଓ ସହେି ମୃତ ପ୍ରାଣୀ ଉପ ରେ ସେତବେେଳେ ବହୁ ମଷେପାଳକ ତା ବିରୁଦ୍ଧ ରେ ଗର୍ଜନ କଲେ ହେଁ ସେ କବେେ ଭୟଭୀତ ହୁଏ ନାହିଁ।'

5 ଯେପରି ପକ୍ଷୀମାନେ ଉଡ଼ି ଉଡ଼ି ବସାକୁ ରକ୍ଷା କରନ୍ତି। ସହେିପରି ସର୍ବଶକ୍ତିମାନ ସଦାପ୍ରଭୁ ୟିରୁଶାଲମକୁ ରକ୍ଷା କରିବେ। ସେ ତାକୁ ଉଦ୍ଧାର ଓ ନିସ୍ତାର' କରିବେ।

6 ହେ ଇଶ୍ରାୟେଲର ସନ୍ତାନଗଣ, ତୁମ୍ଭମାନେେ ଯେଉଁ ପରମେଶ୍ବରଙ୍କର ବିରୁଦ୍ଧାଚରଣ କରି ତାଙ୍କ ପ୍ରତି ବିମୁଖ ହାଇେଅଛ, ତାଙ୍କ ନିକଟକୁ ଫରେିଆସ।

7 କାରଣ ତୁମ୍ଭମାନେେ ପ୍ରେତ୍ୟକକ ସ୍ବର୍ଣ୍ଣ ଓ ରେ ୗପ୍ୟ ନିର୍ମିତ ପ୍ରତିମାଗୁଡ଼ିକୁ ପୂଜା କରି ପାପ କରିଛ। ତେଣୁ ସଗେୁଡ଼ିକୁ ତୁମ୍ଭମାନେେ ପକାଇ ଦବେ।

8 ଏହା ସତ୍ଯ ସଦେିନ ଅଶୂର ଖଡ୍ଗ ରେ ପତିତ ହବେ। ମାତ୍ର ତାହା ମନୁଷ୍ଯର ଖଡ୍ଗ ନୁହେଁ। ଅଶୂର ସମ୍ପୂର୍ଣ୍ଣ ବିନଷ୍ଟ ହବେ ମାତ୍ର ତାହା ମନୁଷ୍ଯ ଖଡ୍ଗ ରେ ନୁହେଁ। ପୁଣି ସେ ଖଡ୍ଗ ରେ ସମ୍ମୁଖରୁ ପଳାଯନ କରିବ। ତା'ର ୟୁବକମାନେ କ୍ରୀତଦାସ ହବେେ।

9 ଆଉ ତା'ର ଶୈଳ ଅନ୍ତର୍ହିତ ହବେ। ତା'ର ଅଧିପତିମାନେ ଧ୍ବଜା ଛାଡ଼ି ପଳାଯନ କରିବେ।

  • Tamil
  • Hindi
  • Malayalam
  • Telugu
  • Kannada
  • Gujarati
  • Punjabi
  • Bengali
  • Oriya
  • Nepali

By continuing to browse the site, you are agreeing to our use of cookies.

Close