Isaiah 36:18 in Oriya

Oriya Oriya Bible Isaiah Isaiah 36 Isaiah 36:18

Isaiah 36:18
ହିଜକିଯ ତୁମ୍ଭମାନଙ୍କ ପାଇଁ ଯେପରି ଦୁଃଖ ନ ମଣାଏ, ସେଥିପାଇଁ ଧ୍ଯାନ ଦିଅ। ସେ କୁହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।' ମାତ୍ର କୌଣସି ଗୋଷ୍ଠୀଯମାନଙ୍କର ଦବେତାଗଣ ମଧ୍ଯରୁ କୌଣସି ଦବେତା କ'ଣ ଅଶୂରୀଯ ରାଜାଙ୍କ ହସ୍ତରୁ ଆପଣା ଦେଶକୁ ଉଦ୍ଧାର କରିଅଛ ? ନା।

Isaiah 36:17Isaiah 36Isaiah 36:19

Isaiah 36:18 in Other Translations

King James Version (KJV)
Beware lest Hezekiah persuade you, saying, the LORD will deliver us. Hath any of the gods of the nations delivered his land out of the hand of the king of Assyria?

American Standard Version (ASV)
Beware lest Hezekiah persuade you, saying, Jehovah will deliver us. Hath any of the gods of the nations delivered his land out of the hand of the king of Assyria?

Bible in Basic English (BBE)
Give no attention to Hezekiah when he says to you, The Lord will keep us safe. Has any one of the gods of the nations kept his land from falling into the hands of the king of Assyria?

Darby English Bible (DBY)
Let not Hezekiah persuade you, saying, Jehovah will deliver us. Has any of the gods of the nations delivered his land out of the hand of the king of Assyria?

World English Bible (WEB)
Beware lest Hezekiah persuade you, saying, Yahweh will deliver us. Has any of the gods of the nations delivered his land out of the hand of the king of Assyria?

Young's Literal Translation (YLT)
lest Hezekiah doth persuade you, saying, Jehovah doth deliver us. `Have the gods of the nations delivered each his land out of the hand of the king of Asshur?

Beware
lest
פֶּןpenpen
Hezekiah
יַסִּ֨יתyassîtya-SEET
persuade
אֶתְכֶ֤םʾetkemet-HEM
you,
saying,
חִזְקִיָּ֙הוּ֙ḥizqiyyāhûheez-kee-YA-HOO
The
Lord
לֵאמֹ֔רlēʾmōrlay-MORE
deliver
will
יְהוָ֖הyĕhwâyeh-VA
us.
Hath
any
יַצִּילֵ֑נוּyaṣṣîlēnûya-tsee-LAY-noo
of
the
gods
הַהִצִּ֜ילוּhahiṣṣîlûha-hee-TSEE-loo
nations
the
of
אֱלֹהֵ֤יʾĕlōhêay-loh-HAY
delivered
הַגּוֹיִם֙haggôyimha-ɡoh-YEEM

אִ֣ישׁʾîšeesh
his
land
אֶתʾetet
hand
the
of
out
אַרְצ֔וֹʾarṣôar-TSOH
of
the
king
מִיַּ֖דmiyyadmee-YAHD
of
Assyria?
מֶ֥לֶךְmelekMEH-lek
אַשּֽׁוּר׃ʾaššûrah-shoor

Cross Reference

Isaiah 36:15
ହିଜକିଯଙ୍କ କଥା ବିଶ୍ବାସ କର ନାହିଁ। 'ସଦାପ୍ରଭୁଙ୍କଠା ରେ ବିଶ୍ବାସ ରଖ। ସେ ନିଶ୍ଚଯ ଆମ୍ଭମାନଙ୍କୁ ଉଦ୍ଧାର କରିବେ। ସଦାପ୍ରଭୁ ଅଶୂର ରାଜାଙ୍କୁ ଏହି ନଗର ଅଧିକାର କରିବାକୁ ଦବେେ ନାହିଁ।'

Habakkuk 2:19
ସମାନଙ୍କେୁ ଧିକ୍, ଯେଉଁ ଲୋକ କାଠକୁ କୁ ହେ, ଜାଗ୍ରତ ହୁଅ! ମୂକ ପ୍ରସ୍ଥରକୁ କୁ ହେ ଉଠ! ଏହି ଭଣ୍ତ ଦବେତାମାନେ ନିର୍ଦ୍ଦେଶ ଦଇେ ପାରିବେ କି? ସହେି ମୂର୍ତ୍ତି ସୁନା ଓ ରୂପା ରେ ଆବୃତ ହାଇେ ପାରିବ, କିନ୍ତୁ ସେ ନିର୍ଜୀବ।

Daniel 3:15
ଯେତବେେଳେ ଶିଙ୍ଗା, ବଂଶୀ, ବୀଣା, ଚତୁସ୍ତନ୍ତ୍ରୀ, ନବେଲ, ମୃଦଙ୍ଗ ଓ ସବୁପ୍ରକାର ବାଦ୍ଯ ଶୁଣ, ତୁମ୍ଭମାନେେ ସୁବର୍ଣ୍ଣ ପ୍ରତିମାକୁ ମୁଣ୍ତ ନୁଆଁଇ ପ୍ରଣାମ କରିବ। ଯଦି ତୁମ୍ଭମାନେେ ପୂଜା ନକର ତବେେ ତୁମ୍ଭମାନଙ୍କୁ ଜ୍ବଳନ୍ତ ଅଗ୍ନି କୁମ୍ତ ରେ ଫିଙ୍ଗା ୟିବ। ଆଉ ଏପରି କୌଣସି ଦବେତା ନାହିଁନ୍ତି ଯେ କି ମାଠାରୁେ ତୁମ୍ଭମାନଙ୍କୁ ଉଦ୍ଧାର କରିବ।

Jeremiah 10:10
ମାତ୍ର ସଦାପ୍ରଭୁ ସତ୍ଯ ପରମେଶ୍ବର ଅଟନ୍ତି। ସେ ଜୀବନ୍ତ ପରମେଶ୍ବର ଓ ଅନନ୍ତକାଳସ୍ଥାଯୀ ରାଜା। ଯେତବେେଳେ ସେ କୋପ କରନ୍ତି ପୃଥିବୀ କିତ ହୁଏ। ବିଦେଶୀ ରାଷ୍ଟ୍ର ତାଙ୍କ କୋର୍ଧ ସହ୍ଯ କରିପାରିବେ ନାହିଁ।

Jeremiah 10:3
ଅନ୍ୟ ଦେଶୀଯମାନଙ୍କର ସକଳ ବିଧି ବ୍ଯବସ୍ଥା ଅସାର କାରଣ ଅରଣ୍ଯରୁ ବୃକ୍ଷ ଚ୍ଛଦନେ କରି କାରିଗର ନିର୍ମିତ କରିଥିବା ପ୍ରତିମା ଓ ମୂର୍ତ୍ତିଗୁଡ଼ିକ ସବୁ ମୂଲ୍ଯହୀନ। ସଗେୁଡ଼ିକ ଦବେତା ନୁହଁନ୍ତି।

Isaiah 37:17
ହେ ସଦାପ୍ରଭୁ ଦୟାକରି କର୍ଣ୍ଣ ଦଇେ ଶୁଣ, ହେ ସଦାପ୍ରଭୁ, ଚକ୍ଷୁ ଖାଲିେ ଦେଖ। ପୁଣି ଜୀବନ୍ତ ପରମେଶ୍ବରଙ୍କୁ ଧିକ୍କାର କରିବା ପାଇଁ ସନ୍ ହରେୀବ ଯାହା କିଛି ପଠାଇଛି, ତାହାର ସହେି ସବୁକଥା ଶୁଣ।

Isaiah 37:12
ମାରେ ପୂର୍ବପୁରୁଷଗଣ ଯେଉଁ ଗୋଶନ, ହାରୋଣ ଓ ରେତ୍ଶଫ୍ ଦେଶୀଯମାନଙ୍କୁ ଏବଂ ତଳଃସର ନିବାସୀ ଏଦନ-ସନ୍ତାନମାନଙ୍କୁ ବିନାଶ କଲେ, ସମାନଙ୍କେର ଦବେତାମାନେ କ'ଣ ସମାନଙ୍କେୁ ଉଦ୍ଧାର କଲେ ?

Isaiah 37:10
ହିଜକିଯକୁ ଏହିକଥା କହିବାପାଇଁ ସେ ଦୂତଗଣ ପଠାଇଛନ୍ତି,

Isaiah 36:10
ବର୍ତ୍ତମାନ ତୁମ୍ଭେ କ'ଣ ଭାବୁଛ ମୁଁ ସଦାପ୍ରଭୁଙ୍କ ବିନା ସାହାୟ୍ଯ ରେ ଏହି ସ୍ଥାନକୁ ଧ୍ବଂସ କରିପାରିବ ? ସଦାପ୍ରଭୁ ମାେତେ କହିଲେ, ଏହି ଦେଶ ବିରୁଦ୍ଧ ରେ ୟାଇ ତାହା ଧ୍ବଂସ କର।

Isaiah 36:7
ମାତ୍ର ତୁମ୍ଭେ ମାେତେ କହିପାର, ଆମ୍ଭମାନେେ ସଦାପ୍ରଭୁ ଆମର ପରମେଶ୍ବରଙ୍କ ଉପ ରେ ବିଶ୍ବାସ କରୁଅଛୁ।' ମାତ୍ର ମୁଁ ଜାଣେ ହିଜକିଯ ସଦାପ୍ରଭୁଙ୍କ ପୂଜାସ୍ଥଳୀ ୟଜ୍ଞବଦେୀ ଓ ଉଚ୍ଚସ୍ଥଳୀ ଧ୍ବଂସ କରି ଦଇେଛି। ଆଉ ଯିହୁଦା ଓ ୟିରୁଶାଲମର ଲୋକମାନଙ୍କୁ କବଳେ ୟିରୁଶାଲମର ୟଜ୍ଞବଦେୀ ନିକଟରେ ପୂଜା କରିବାକୁ କହିଅଛି।

Psalm 135:15
ଅନ୍ୟ ଦେଶୀଯମାନଙ୍କ ମୂର୍ତ୍ତିସବୁ ରୂପା ଓ ସୁନା ଥିଲା। ସଗେୁଡ଼ିକ ମନୁଷ୍ଯର ହସ୍ତ ଦ୍ବାରା ନିର୍ମିତ ହେଉଥିଲା।

Psalm 135:5
ମୁଁ ଜାଣେ ସଦାପ୍ରଭୁ ମହାନ ଅଟନ୍ତି। ଆମ୍ଭମାନଙ୍କର ପ୍ରଭୁ ସମସ୍ତ ଦବେତାମାନଙ୍କ ଅପେକ୍ଷା ଶ୍ରେଷ୍ଠ।

Psalm 115:2
କାହିଁକି ଅନ୍ୟ ଦେଶୀଯମାନେ କହିବେ ଆମ୍ଭମାନଙ୍କର ପରମେଶ୍ବର କେଉଁଠାରେ ?

Psalm 92:5
ହେ ସଦାପ୍ରଭୁ, ତୁମ୍ଭର କର୍ମସବୁ ମହତ୍। ତୁମ୍ଭର ବିଚାରଧାରା ବୁଝିବା ଆମ୍ଭ ପକ୍ଷେ କଷ୍ଟକର।

Psalm 12:4
ସହେି ଲୋକମାନେ କହନ୍ତି, ଆମ୍ଭମାନେେ ଏହିପରି ମିଥ୍ଯା କହି ଲୋକମାନଙ୍କ ମଧ୍ୟରେ ପ୍ରାଧାନ୍ଯ ବିସ୍ତାର କରିବୁ। ଆମ୍ଭେ ଜାଣୁ ଆମ୍ଭକୁ କ'ଣ କହିବାକୁ ପଡ଼ିବ। ୟାହାଫଳରେ କହେି ଆମ୍ଭମାନଙ୍କ ଉପରେ କର୍ତ୍ତା ସାଜି ପାରିବ ନାହିଁ।

2 Chronicles 32:13
ମାରେ ପୂର୍ବପୁରୁଷଗଣ ଓ ମୁଁ ଅନ୍ଯାନ୍ଯ ଦେଶର ସମସ୍ତ ଲୋକଙ୍କ ପ୍ରତି କ'ଣ କରିଅଛି, ତାହା ତୁମ୍ଭମାନେେ ଅବଶ୍ଯ ଜାଣ। ଅନ୍ୟ ଦେଶର ଦବେତାମାନେ ସମାନଙ୍କେର ନିଜ ଲୋକମାନଙ୍କୁ ରକ୍ଷା କରିପାରିଲେ ନାହିଁ। ସହେି ଦବେତାମାନେ ମାେତେ ସମାନଙ୍କେର ଲୋକମାନଙ୍କୁ ବିନଷ୍ଟ କରିବାରୁ ରକ୍ଷା କରିପାରିଲେ ନାହିଁ।

2 Kings 19:17
ହେ ସଦାପ୍ରଭୁ, ଏହା ସତ୍ଯ ଯେ ଅଶୂରର ରାଜାମାନେ ନାନା ଗୋଷ୍ଠୀ ଓ ସମାନଙ୍କେ ଦେଶକୁ ଧ୍ବଂସ କରିଅଛନ୍ତି।

2 Kings 19:12
ଆଉ ମଧ୍ଯ ମାରେ ପୂର୍ବପୁରୁଷଗଣ ଗୋଶନ, ହାରୋଣ, ରେତ୍ସଫ ଦେଶୀଯମାନଙ୍କୁ ଓ ତଲଃସର ନିବସୀ ଏଦନ ସନ୍ତାନମାନଙ୍କୁ ବିନାଶ କରିଛନ୍ତି। ସମାନଙ୍କେର ଦବେତାଗଣ ସମାନଙ୍କେୁ ଉଦ୍ଧାର କରି ପାରିଲେ ନାହିଁ?

2 Kings 18:33
ନାନା ଗୋଷ୍ଠୀଯ ଦବେତାଗଣ ମଧ୍ଯରୁ କୌଣସି ଦବେତା କ'ଣ ଅଶୂରୀଯ ରାଜାଙ୍କ ହସ୍ତରୁ ଆପଣା ଦେଶ ଉଦ୍ଧାର କରିଅଛି? ନା!