Isaiah 4:6 in Oriya

Oriya Oriya Bible Isaiah Isaiah 4 Isaiah 4:6

Isaiah 4:6
ଏହି ଆଚ୍ଛାଦନ ଏକ ନିରାପଦ ସ୍ଥାନ ହବେ। ଏହା ଦିବସ ରେ ସୂର୍ୟ୍ଯ ତାପରୁ ସୁରକ୍ଷା ଦବେ ଓ ସମସ୍ତ ବନ୍ଯା, ଝଡ଼ ଓ ବର୍ଷାରୁ ଏହି ଛାଯା ରକ୍ଷା କରିବ।

Isaiah 4:5Isaiah 4

Isaiah 4:6 in Other Translations

King James Version (KJV)
And there shall be a tabernacle for a shadow in the day time from the heat, and for a place of refuge, and for a covert from storm and from rain.

American Standard Version (ASV)
And there shall be a pavilion for a shade in the day-time from the heat, and for a refuge and for a covert from storm and from rain.

Bible in Basic English (BBE)
And a shade in the daytime from the heat, and a safe cover from storm and from rain.

Darby English Bible (DBY)
And there shall be a tabernacle for shade by day from the heat, and for a shelter and for a covert from storm and from rain.

World English Bible (WEB)
There will be a pavilion for a shade in the daytime from the heat, and for a refuge and for a shelter from storm and from rain.

Young's Literal Translation (YLT)
And a covering may be, For a shadow by day from drought, And for a refuge, and for a hiding place, From inundation and from rain!

And
there
shall
be
וְסֻכָּ֛הwĕsukkâveh-soo-KA
tabernacle
a
תִּהְיֶ֥הtihyetee-YEH
for
a
shadow
לְצֵלlĕṣēlleh-TSALE
daytime
the
in
יוֹמָ֖םyômāmyoh-MAHM
from
the
heat,
מֵחֹ֑רֶבmēḥōrebmay-HOH-rev
refuge,
of
place
a
for
and
וּלְמַחְסֶה֙ûlĕmaḥsehoo-leh-mahk-SEH
covert
a
for
and
וּלְמִסְתּ֔וֹרûlĕmistôroo-leh-mees-TORE
from
storm
מִזֶּ֖רֶםmizzeremmee-ZEH-rem
and
from
rain.
וּמִמָּטָֽר׃ûmimmāṭāroo-mee-ma-TAHR

Cross Reference

Isaiah 25:4
ହେ ସଦାପ୍ରଭୁ, ତୁମ୍ଭେ ଦରିଦ୍ରର ନିରାପଦ ସ୍ଥାନ, ଦୀନହୀନ ଲୋକର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ। ବନ୍ଯା ଓ ଉତ୍ତାପରୁ ରକ୍ଷା କରିବା ପାଇଁ ତୁମ୍ଭେ ହେଉଛ ସୁରକ୍ଷିତ ଗୃହ, ଦୁଃଖରୂପକ ଭୟଙ୍କର ବତାସ ଓ ବର୍ଷା କାନ୍ଥକୁ ଆଘାତ କଲେ ମଧ୍ଯ ଗୃହ ମଧିଅରେ ଲୋକ ସୁରକ୍ଷିତ ହେଲାପରି ତୁମ୍ଭେ ଏକ ସୁଦୃଢ଼ ଆଶ୍ରଯସ୍ଥଳ।

Psalm 27:5
ସଦାପ୍ରଭୁ ମାେତେ ନିଶ୍ଚଯ ବିପଦରୁ ରକ୍ଷା କରିବେ। ସେ ମାେତେ ତାଙ୍କ ମନ୍ଦିରରେ ଲୁଚାଇ ରଖିବେ। ସେ ମାେତେ ନଇେ ତାଙ୍କ ନିରାପଦ ସ୍ଥାନରେ ରଖିବେ।

Isaiah 32:2
ଯଦି ଏହା ଘଟିବ, ତବେେ ସହେି ମାନବ ବତାସରୁ ଆଶ୍ରଯସ୍ଥାନ ଓ ଝଡ଼ ବର୍ଷାରୁ ଆଶ୍ରଯ, ଶୁଷ୍କ ଭୂମିରେ ଜଳଷୋର୍ତ ଓ ଉତ୍ତପ୍ତ ଭୂମିରେ ଶୀତଳ ଛାଯା ପ୍ରଦାୟକ ଶୈଳ ସଦୃଶ ହବେ।

Proverbs 18:10
ସଦାପ୍ରଭୁଙ୍କର ନାମ ଦୃଢ଼ଗଡ଼ ସଦୃଶ। ଧାର୍ମିକ ଲୋକମାନେ ସଠାେକୁ ୟାଇ ରକ୍ଷା ପାଆନ୍ତି।

Psalm 91:1
ଯେଉଁ ବ୍ଯକ୍ତି ସର୍ବୋପରିସ୍ଥ ପରମେଶ୍ବର ପାଖକୁ ୟାଏ, ସେ ସର୍ବଶକ୍ତିମାନ ପରମେଶ୍ବରଙ୍କ ଛାଯା ତଳେ ନିରାପତ୍ତା ପାଇଁ ବସତି କରିବ।

Revelation 7:16
ସହେି ଲୋକମାନେ ଆଉ କବେେ କ୍ଷୁଧିତ ହବେେ ନାହିଁ। ସମାନେେ କଦାପି ତୃଷାର୍ତ୍ତ ହବେେ ନାହିଁ। ସୂର୍ୟ୍ଯ ତାହାଙ୍କୁ ଆଘାତ କରିବ ନାହିଁ କି କୌଣସି ଉତ୍ତାପ ସମାନଙ୍କେୁ ଡ଼ାକିପାରିବ ନାହିଁ।

Hebrews 11:7
କେତକେ ଦେଖି ନ ପାରୁ ଥିବା ବିଷୟଗୁଡ଼ିକ ପ୍ରତି ପରମେଶ୍ବର ନୋହଙ୍କୁ ସତର୍କ କରି ଦଇେଥିଲେ। ନୋହଙ୍କର ପରମେଶ୍ବରଙ୍କ ପ୍ରତି ବିଶ୍ବାସ ଓ ଭକ୍ତିଭାବ ଥିଲା। ଅତଏବ ନୋହ ନିଜ ପରିବାରକୁ ରକ୍ଷା କରିବାକୁ ଯାଇ ବଡ଼ ଜାହାଜଟିଏ ତିଆରି କଲେ। ନିଜ ବିଶ୍ବାସ ବଳ ରେ ନୋହ ଦଖାଇେଲେ ଯେ, ଜଗତ ଦୋଷୀ ଥିଲା। ଯେଉଁମାନଙ୍କୁ ପରମେଶ୍ବର ବିଶ୍ବାସ ବଳ ରେ ଧାର୍ମିକ କରନ୍ତି, ସମାନଙ୍କେ ଭିତରୁ ନୋହ ଜଣେ ଥିଲେ।

Hebrews 6:18
ଉକ୍ତ ଦୁଇଟି ଯାକ ଅପରିବର୍ତ୍ତନୀୟ। ଯେତବେେଳେ ପରମେଶ୍ବର କିଛି କହନ୍ତି ସେ ମିଛ କହି ପାରନ୍ତି ନାହିଁ, ପୁଣି କୌଣସି ଶପଥ କଲା ବେଳେ ମଧ୍ଯ ସେ ମିଛ କହି ପାରନ୍ତି ନାହିଁ। ଅତଏବ ଯେଉଁମାନେ ନିଜର ସୁରକ୍ଷା ଦୃଷ୍ଟିରୁ ପରମେଶ୍ବରଙ୍କ ପାଖକୁ ଆସିଛନ୍ତି, ସମାନଙ୍କେୁ ଉକ୍ତ କଥା ସାନ୍ତ୍ବନା ପ୍ରଦାନ କରେ ଓ ପରମେଶ୍ବରଙ୍କ ଭରସା ରେ ସ୍ଥିର ରହିବା ପାଇଁ ଦୃଢ଼ ଉତ୍ସାହ ପ୍ରଦାନ କରେ।

Matthew 7:24
ତେଣୁ ଯେଉଁ ଲୋକ ମାରେ ଏହି କଥାଗୁଡିକ ଶୁଣେ, ଏବଂ ତାହା ମାନି ଚଳେ, ସେ ଲୋକ ପଥର ଉପରେ ଘର ତୋଳିଥିବା ଗୋଟିଏ ବୁଦ୍ଧିମାନ ବ୍ଯକ୍ତିଭଳି।

Ezekiel 11:16
ଏଥିପାଇଁ ସଦାପ୍ରଭୁ ଆମ୍ଭମାନଙ୍କର ପ୍ରଭୁ ଏହି କଥା କହନ୍ତି, 'ୟଦ୍ଯପି ଆମ୍ଭେ ସମାନଙ୍କେୁ ନାନା ଜାତିଗଣ ମଧ୍ଯକୁ ଦୂରୀକୃତ କରିଅଛୁ ଓ ୟଦ୍ଯପି ଆମ୍ଭେ ସମାନଙ୍କେୁ ନାନା ଦେଶ ମଧିଅରେ ଛିନ୍ନଭିନ୍ନ କରିଅଛୁ, ଆମ୍ଭେ ଅଳ୍ପ ସମୟ ପାଇଁ ସମାନଙ୍କେର ମନ୍ଦିର ସ୍ଥଳ ହବେ।

Isaiah 32:18
ମାରେ ଲୋକମାନେ ଶାନ୍ତିମଯ ବସତି ସ୍ଥାନ ରେ, ନିରାପଦ ତମ୍ବୁ ରେ ଓ ସୁସ୍ଥିର ବିଶ୍ରାମ ସ୍ଥାନ ରେ ବାସ କରିବେ।

Isaiah 8:14
ଯଦି ତୁମ୍ଭେ ସଦାପ୍ରଭୁଙ୍କୁ ସମ୍ମାନ ଏବଂ ଭକ୍ତି କରିବ ଏବଂ ପବିତ୍ର ରେ ତାଙ୍କୁ ଗ୍ରହଣ କର, ତବେେ ସେ ତୁମ୍ଭର ଏକମାତ୍ର ଆଶ୍ରଯ ସ୍ଥାନ ହବେେ। କିନ୍ତୁ ତୁମ୍ଭେ ତାଙ୍କ ପ୍ରତି ସମ୍ମାନ ପ୍ରଦର୍ଶକ ନୁହଁ। ତେଣୁ ସେ ପଥର ସଦୃଶ ଯାହା ଜଣେ ଝୁଣ୍ଟିପଡ଼େ, ୟିରୁଶାଲମ ଲୋକମାନଙ୍କ ପାଇଁ ଗୋଟିଏ ୟନ୍ତା ଓ ଫାଶ।

Psalm 121:5
ସଦାପ୍ରଭୁ ତୁମ୍ଭର ରକ୍ଷାକର୍ତ୍ତା। ସଦାପ୍ରଭୁ ତୁମ୍ଭର ଦକ୍ଷିଣ ପାଶର୍‌ବରେ ତୁମ୍ଭକୁ ଢ଼ାଲ ଘୋଡ଼ାନ୍ତି ଏବଂ ରକ୍ଷା କରନ୍ତି।