Isaiah 51

fullscreen1 ହେ ଧର୍ମାଚାରୀଗଣ, ହେ ସଦାପ୍ରଭୁଙ୍କ ଅନ୍ବଷେଣକାରୀଗଣ। ତୁମ୍ଭମାନେେ ଆମ୍ଭର କଥା ଶୁଣ ; ତୁମ୍ଭମାନେେ ଯେଉଁ ଶୈଳରୁ କଟା ହାଇେଥିଲ ଓ ଯେଉଁ ଗର୍ତ୍ତରୁ ଚ୍ଛଦରେୁ ଖୋଳା ହାଇେଥିଲା, ତାହା ପ୍ରତି ଦୃଷ୍ଟିପାତ କର।

fullscreen2 ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତବେେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ବାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।

fullscreen3 ସହେିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହବେେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ଯ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ଯ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହବେେ ଏବଂ ସଙ୍ଗୀତ ଧ୍ବନି କରି ଧନ୍ଯବାଦ ଦବେେ।

fullscreen4 ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ଯ ରେ ଅବଧାନ କର ; ହେ ଆମ୍ଭର ଦେଶୀଯ ଲୋକମାନେ, ଆମ୍ଭ କଥା ରେ କର୍ଣ୍ଣପାତ କର। ଆମ୍ଭଠାରୁ ଏକ ବ୍ଯବସ୍ଥା ନିର୍ଗତ ହବେ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।

fullscreen5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହାଇେଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ। ଦ୍ବୀପଗଣ ଆମ୍ଭ ଅପେକ୍ଷା ରେ ରହିବେ ଓ ଆମ୍ଭର ପରାକ୍ରମ ରେ ଆଶା ରଖିବେ।

fullscreen6 ତୁମ୍ଭମାନେେ ସ୍ବର୍ଗମଣ୍ଡଳ ପ୍ରତି ଉର୍ଦ୍ଧ୍ବଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ଯ ଅନ୍ତର୍ହିତ ହବେ ଓ ଭୂମଣ୍ଡଳ ବସ୍ତୁ ତୁଲ୍ଯ ଜୀର୍ଣ୍ଣ ହବେ। ଆଉ ମଧ୍ଯ ପୃଥିବୀବାସୀ ସହେିପରି ମୃତ୍ଯୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ଧର୍ମାଚାର ଲୁପ୍ତ ହବେ ନାହିଁ।

fullscreen7 ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ। ଯେଉଁ ଲୋକମାନେ ମାରେ ଶିକ୍ଷା ହୃଦଯ ରେ ଧରି ରଖନ୍ତି, ଦୟାକରି ମାେ କଥା ଶୁଣ, ତୁମ୍ଭମାନେେ ଦୁଷ୍ଟ ଲୋକଙ୍କ ଅପମାନ ରେ ଭୟଭୀତ ହୁଅ ନାହିଁ।

fullscreen8 କାରଣ ସମାନେେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସମାନଙ୍କେୁ ଖାଇ ପକାଇବ ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସମାନଙ୍କେୁ ଖାଇ ପକାଇବ। ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହବେ।

1 Hearken to me, ye that follow after righteousness, ye that seek the Lord: look unto the rock whence ye are hewn, and to the hole of the pit whence ye are digged.

2 Look unto Abraham your father, and unto Sarah that bare you: for I called him alone, and blessed him, and increased him.

3 For the Lord shall comfort Zion: he will comfort all her waste places; and he will make her wilderness like Eden, and her desert like the garden of the Lord; joy and gladness shall be found therein, thanksgiving, and the voice of melody.

4 Hearken unto me, my people; and give ear unto me, O my nation: for a law shall proceed from me, and I will make my judgment to rest for a light of the people.

5 My righteousness is near; my salvation is gone forth, and mine arms shall judge the people; the isles shall wait upon me, and on mine arm shall they trust.

6 Lift up your eyes to the heavens, and look upon the earth beneath: for the heavens shall vanish away like smoke, and the earth shall wax old like a garment, and they that dwell therein shall die in like manner: but my salvation shall be for ever, and my righteousness shall not be abolished.

7 Hearken unto me, ye that know righteousness, the people in whose heart is my law; fear ye not the reproach of men, neither be ye afraid of their revilings.

8 For the moth shall eat them up like a garment, and the worm shall eat them like wool: but my righteousness shall be for ever, and my salvation from generation to generation.

Isaiah 51 in Tamil and English

1 ହେ ଧର୍ମାଚାରୀଗଣ, ହେ ସଦାପ୍ରଭୁଙ୍କ ଅନ୍ବଷେଣକାରୀଗଣ। ତୁମ୍ଭମାନେେ ଆମ୍ଭର କଥା ଶୁଣ ; ତୁମ୍ଭମାନେେ ଯେଉଁ ଶୈଳରୁ କଟା ହାଇେଥିଲ ଓ ଯେଉଁ ଗର୍ତ୍ତରୁ ଚ୍ଛଦରେୁ ଖୋଳା ହାଇେଥିଲା, ତାହା ପ୍ରତି ଦୃଷ୍ଟିପାତ କର।
Hearken to me, ye that follow after righteousness, ye that seek the Lord: look unto the rock whence ye are hewn, and to the hole of the pit whence ye are digged.

2 ତୁମ୍ଭମାନଙ୍କ ପିତା ଅବ୍ରହାମ ଓ ଜନ୍ମଦାତ୍ରୀ ସାରା ପ୍ରତି ଦୃଷ୍ଟି ଦିଅ। ସେ ଯେତବେେଳେ ଏକାକୀ ଥିଲା ଆମ୍ଭେ ତାହାକୁ ଆହ୍ବାନ କଲୁ। ଆମ୍ଭେ ଆଶୀର୍ବାଦ କରି ତାକୁ ବହୁ ବଂଶ କଲୁ।
Look unto Abraham your father, and unto Sarah that bare you: for I called him alone, and blessed him, and increased him.

3 ସହେିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହବେେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ଯ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ଯ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହବେେ ଏବଂ ସଙ୍ଗୀତ ଧ୍ବନି କରି ଧନ୍ଯବାଦ ଦବେେ।
For the Lord shall comfort Zion: he will comfort all her waste places; and he will make her wilderness like Eden, and her desert like the garden of the Lord; joy and gladness shall be found therein, thanksgiving, and the voice of melody.

4 ହେ ଆମ୍ଭର ଲୋକମାନେ, ଆମ୍ଭ ବାକ୍ଯ ରେ ଅବଧାନ କର ; ହେ ଆମ୍ଭର ଦେଶୀଯ ଲୋକମାନେ, ଆମ୍ଭ କଥା ରେ କର୍ଣ୍ଣପାତ କର। ଆମ୍ଭଠାରୁ ଏକ ବ୍ଯବସ୍ଥା ନିର୍ଗତ ହବେ ଓ ଆମ୍ଭେ ଗୋଷ୍ଠୀବର୍ଗର ଦୀପ୍ତି ନିମନ୍ତେ ଆମ୍ଭର ବିଚାର ସ୍ଥାପନ କରିବା।
Hearken unto me, my people; and give ear unto me, O my nation: for a law shall proceed from me, and I will make my judgment to rest for a light of the people.

5 ଆମ୍ଭର ଧର୍ମ ନିକଟବର୍ତ୍ତୀ, ଆମ୍ଭର ପରିତ୍ରାଣ ନିର୍ଗତ ହାଇେଅଛି ଓ ଆମ୍ଭର ବାହୁ ଗୋଷ୍ଠୀବର୍ଗର ବିଚାର କରିବ। ଦ୍ବୀପଗଣ ଆମ୍ଭ ଅପେକ୍ଷା ରେ ରହିବେ ଓ ଆମ୍ଭର ପରାକ୍ରମ ରେ ଆଶା ରଖିବେ।
My righteousness is near; my salvation is gone forth, and mine arms shall judge the people; the isles shall wait upon me, and on mine arm shall they trust.

6 ତୁମ୍ଭମାନେେ ସ୍ବର୍ଗମଣ୍ଡଳ ପ୍ରତି ଉର୍ଦ୍ଧ୍ବଦୃଷ୍ଟି କର ଓ ଅଧଃସ୍ଥିତ ଭୂମଣ୍ଡଳ ପ୍ରତି ନିରୀକ୍ଷଣ କର। କାରଣ ଆକାଶ ମଣ୍ଡଳ ଧୂମ ତୁଲ୍ଯ ଅନ୍ତର୍ହିତ ହବେ ଓ ଭୂମଣ୍ଡଳ ବସ୍ତୁ ତୁଲ୍ଯ ଜୀର୍ଣ୍ଣ ହବେ। ଆଉ ମଧ୍ଯ ପୃଥିବୀବାସୀ ସହେିପରି ମୃତ୍ଯୁବରଣ କରିବେ। ମାତ୍ର ଆମ୍ଭର ପରିତ୍ରାଣ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ଧର୍ମାଚାର ଲୁପ୍ତ ହବେ ନାହିଁ।
Lift up your eyes to the heavens, and look upon the earth beneath: for the heavens shall vanish away like smoke, and the earth shall wax old like a garment, and they that dwell therein shall die in like manner: but my salvation shall be for ever, and my righteousness shall not be abolished.

7 ତୁମ୍ଭେ ଯେଉଁମାନଙ୍କୁ ଯଥାର୍ଥ ଜାଣ। ଯେଉଁ ଲୋକମାନେ ମାରେ ଶିକ୍ଷା ହୃଦଯ ରେ ଧରି ରଖନ୍ତି, ଦୟାକରି ମାେ କଥା ଶୁଣ, ତୁମ୍ଭମାନେେ ଦୁଷ୍ଟ ଲୋକଙ୍କ ଅପମାନ ରେ ଭୟଭୀତ ହୁଅ ନାହିଁ।
Hearken unto me, ye that know righteousness, the people in whose heart is my law; fear ye not the reproach of men, neither be ye afraid of their revilings.

8 କାରଣ ସମାନେେ ଜୀର୍ଣ୍ଣ ବସ୍ତୁ ସଦୃଶ ଓ କୀଟ ସମାନଙ୍କେୁ ଖାଇ ପକାଇବ ଓ ପୋକ ପଶମ ବସ୍ତୁକୁ ଖାଇଲା ପରି ସମାନଙ୍କେୁ ଖାଇ ପକାଇବ। ମାତ୍ର ଆମ୍ଭର ଧର୍ମ ଅନନ୍ତକାଳସ୍ଥାଯୀ ହବେ ଓ ଆମ୍ଭର ପରିତ୍ରାଣ ଚିରକାଳ ବିରାଜିତ ହବେ।
For the moth shall eat them up like a garment, and the worm shall eat them like wool: but my righteousness shall be for ever, and my salvation from generation to generation.