Isaiah 65

fullscreen1 ସଦାପ୍ରଭୁ କହିଲେ, ଯେଉଁମାନେ ଆମ୍ଭ ବିଷଯ ରେ ପଚାରିଲେ ନାହିଁ, ସମାନଙ୍କେ ଦ୍ବାରା ଆମ୍ଭେ ଅନ୍ବଷେିତ ହେଲୁ, ଯେଉଁମାନେ ଆମ୍ଭକୁ ଖାଜେିଲେ ନାହିଁ, ଆମ୍ଭେ ସମାନଙ୍କେୁ ପ୍ରାପ୍ତ ହେଲୁ। ପୁଣି ଯେଉଁ ଦେଶୀଯମାନେ ଆମ୍ଭର ନାମ ଉଚ୍ଚାରଣ କରି ନ ଥିଲେ, ଆମ୍ଭେ ସମାନଙ୍କେୁ 'ଆମ୍ଭକୁ ଦେଖ, ଆମ୍ଭକୁ ଦେଖ' ବୋଲି କହିଲୁ।

fullscreen2 ଯେଉଁମାନେ ନିଜ ନିଜ ଚିନ୍ତାନୁସା ରେ କୁପଥରେ ଗମନ କରନ୍ତି, ସହେି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ଦିନସାରା ଆମ୍ଭ ହସ୍ତ ବିସ୍ତାର କରିଥାଉ।

fullscreen3 ସହେି ଲୋକମାନେ ଉଦ୍ୟାନ ରେ ବଳିଦାନ କରି ଓ ଆମ୍ଭ ସମ୍ମୁଖ ରେ ଗୁଡ଼ିଏ ଇଟା ଉପ ରେ ଧୂପ ଜଳାଇ କ୍ରମାଗତ ଭାବରେ ଆମ୍ଭକୁ ବିରକ୍ତ କରାନ୍ତି।

fullscreen4 ସମାନେେ କବରସ୍ଥାନ ମଧିଅରେ ବସନ୍ତି ଓ ଗୁମ୍ଫା ମଧିଅରେ ରାତ୍ରି ୟାପନ କରନ୍ତି। ସମାନେେ ଶୂକର ମାଂସ ଭକ୍ଷଣ କରନ୍ତି ଓ ସମାନଙ୍କେ ପାତ୍ର ରେ ଦୂଷିତ ମାଂସ ଝୋଳ ଥାଏ।

fullscreen5 ମାତ୍ର ସହେି ଲୋକମନେ କୁହନ୍ତି, ସେସ୍ଥାନ ରେ ଛିଡ଼ା ହୁଅ, ଆମ୍ଭମାନଙ୍କ ନିକଟକୁ ଆସ ନାହିଁ, କାରଣ ଆମ୍ଭମାନେେ ତୁମ୍ଭ ଅପେକ୍ଷା ପବିତ୍ର।' କିନ୍ତୁ ସହେି ଲୋକମାନେ ଆମ୍ଭ ନାସିକାର ଧୂମସ୍ବରୂପ ଓ ଦିନସାରା ପ୍ରଜ୍ଜ୍ବଳିତ ଅଗ୍ନି ସ୍ବରୂପ।'

1 I am sought of them that asked not for me; I am found of them that sought me not: I said, Behold me, behold me, unto a nation that was not called by my name.

2 I have spread out my hands all the day unto a rebellious people, which walketh in a way that was not good, after their own thoughts;

3 A people that provoketh me to anger continually to my face; that sacrificeth in gardens, and burneth incense upon altars of brick;

4 Which remain among the graves, and lodge in the monuments, which eat swine’s flesh, and broth of abominable things is in their vessels;

5 Which say, Stand by thyself, come not near to me; for I am holier than thou. These are a smoke in my nose, a fire that burneth all the day.

Isaiah 65 in Tamil and English

1 ସଦାପ୍ରଭୁ କହିଲେ, ଯେଉଁମାନେ ଆମ୍ଭ ବିଷଯ ରେ ପଚାରିଲେ ନାହିଁ, ସମାନଙ୍କେ ଦ୍ବାରା ଆମ୍ଭେ ଅନ୍ବଷେିତ ହେଲୁ, ଯେଉଁମାନେ ଆମ୍ଭକୁ ଖାଜେିଲେ ନାହିଁ, ଆମ୍ଭେ ସମାନଙ୍କେୁ ପ୍ରାପ୍ତ ହେଲୁ। ପୁଣି ଯେଉଁ ଦେଶୀଯମାନେ ଆମ୍ଭର ନାମ ଉଚ୍ଚାରଣ କରି ନ ଥିଲେ, ଆମ୍ଭେ ସମାନଙ୍କେୁ 'ଆମ୍ଭକୁ ଦେଖ, ଆମ୍ଭକୁ ଦେଖ' ବୋଲି କହିଲୁ।
I am sought of them that asked not for me; I am found of them that sought me not: I said, Behold me, behold me, unto a nation that was not called by my name.

2 ଯେଉଁମାନେ ନିଜ ନିଜ ଚିନ୍ତାନୁସା ରେ କୁପଥରେ ଗମନ କରନ୍ତି, ସହେି ବିଦ୍ରୋହାଚାରୀ ଲୋକମାନଙ୍କ ପ୍ରତି ଆମ୍ଭେ ଦିନସାରା ଆମ୍ଭ ହସ୍ତ ବିସ୍ତାର କରିଥାଉ।
I have spread out my hands all the day unto a rebellious people, which walketh in a way that was not good, after their own thoughts;

3 ସହେି ଲୋକମାନେ ଉଦ୍ୟାନ ରେ ବଳିଦାନ କରି ଓ ଆମ୍ଭ ସମ୍ମୁଖ ରେ ଗୁଡ଼ିଏ ଇଟା ଉପ ରେ ଧୂପ ଜଳାଇ କ୍ରମାଗତ ଭାବରେ ଆମ୍ଭକୁ ବିରକ୍ତ କରାନ୍ତି।
A people that provoketh me to anger continually to my face; that sacrificeth in gardens, and burneth incense upon altars of brick;

4 ସମାନେେ କବରସ୍ଥାନ ମଧିଅରେ ବସନ୍ତି ଓ ଗୁମ୍ଫା ମଧିଅରେ ରାତ୍ରି ୟାପନ କରନ୍ତି। ସମାନେେ ଶୂକର ମାଂସ ଭକ୍ଷଣ କରନ୍ତି ଓ ସମାନଙ୍କେ ପାତ୍ର ରେ ଦୂଷିତ ମାଂସ ଝୋଳ ଥାଏ।
Which remain among the graves, and lodge in the monuments, which eat swine’s flesh, and broth of abominable things is in their vessels;

5 ମାତ୍ର ସହେି ଲୋକମନେ କୁହନ୍ତି, ସେସ୍ଥାନ ରେ ଛିଡ଼ା ହୁଅ, ଆମ୍ଭମାନଙ୍କ ନିକଟକୁ ଆସ ନାହିଁ, କାରଣ ଆମ୍ଭମାନେେ ତୁମ୍ଭ ଅପେକ୍ଷା ପବିତ୍ର।' କିନ୍ତୁ ସହେି ଲୋକମାନେ ଆମ୍ଭ ନାସିକାର ଧୂମସ୍ବରୂପ ଓ ଦିନସାରା ପ୍ରଜ୍ଜ୍ବଳିତ ଅଗ୍ନି ସ୍ବରୂପ।'
Which say, Stand by thyself, come not near to me; for I am holier than thou. These are a smoke in my nose, a fire that burneth all the day.