James 1

fullscreen19 ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।

fullscreen20 କାରଣ ଜଣେ ମଣିଷର କୋରଧ ତାହାକୁ ପରମେଶ୍ବରଙ୍କ ଇଚ୍ଛାନୁମାଦେିତ ଧାର୍ମିକ ଜୀବନ କାଟିବାକୁ ସାହାୟ୍ଯ କରେ ନାହିଁ।

fullscreen21 ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରେତ୍ୟକକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟ ରେ ବୁଣା ଯାଇଥିବା ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରିପାରିବ।

fullscreen22 ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।

fullscreen23 ଯଦି ଜଣେ ପରମେଶ୍ବରଙ୍କ ଶିକ୍ଷାକୁ କବଳେ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣ ରେ ନିଜ ମୁହଁ ଦେଖିଲା ଭଳି ଅଟେ।

fullscreen24 ସେ ଦର୍ପଣ ରେ ନିଜକୁ ଦେଖେ ଓ ଦୂ ରଇେ ଚାଲିଯାଏ ଓ ଶୀଘ୍ର ଭୁଲିଯାଏ ଯେ, ସେ କିପରି ଦିଶୁଥିଲା।

fullscreen25 କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକା ରେ ପରମେଶ୍ବରଙ୍କ ସିଦ୍ଧ ବ୍ଯବସ୍ଥାକୁ ଅଧ୍ଯୟନ କରେ ଯାହା ମନୁଷ୍ଯମାନଙ୍କୁ ସ୍ବାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ଯୟନ କରୁଥାଏ। ସେ ପରମେଶ୍ବରଙ୍କ ଶିକ୍ଷାକୁ ଶୁଣେ ଓ ସହେି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା'ପରେ ସେ ପରମେଶ୍ବରଙ୍କ ସହେି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ବାରା ସେ ସୁଖୀ ହୁଏ।

19 Wherefore, my beloved brethren, let every man be swift to hear, slow to speak, slow to wrath:

20 For the wrath of man worketh not the righteousness of God.

21 Wherefore lay apart all filthiness and superfluity of naughtiness, and receive with meekness the engrafted word, which is able to save your souls.

22 But be ye doers of the word, and not hearers only, deceiving your own selves.

23 For if any be a hearer of the word, and not a doer, he is like unto a man beholding his natural face in a glass:

24 For he beholdeth himself, and goeth his way, and straightway forgetteth what manner of man he was.

25 But whoso looketh into the perfect law of liberty, and continueth therein, he being not a forgetful hearer, but a doer of the work, this man shall be blessed in his deed.

James 1 in Tamil and English

19 ମାେ ପ୍ରିୟ ଭାଇ ଓ ଭଉଣୀମାନେ, କହିବା ଅପେକ୍ଷା ଶୁଣିବା ରେ ବେଶି ଇଚ୍ଛୁକ ହୁଅ। ସଜହଜ ରେ ରାଗି ଯାଅ ନାହିଁ।
Wherefore, my beloved brethren, let every man be swift to hear, slow to speak, slow to wrath:

20 କାରଣ ଜଣେ ମଣିଷର କୋରଧ ତାହାକୁ ପରମେଶ୍ବରଙ୍କ ଇଚ୍ଛାନୁମାଦେିତ ଧାର୍ମିକ ଜୀବନ କାଟିବାକୁ ସାହାୟ୍ଯ କରେ ନାହିଁ।
For the wrath of man worketh not the righteousness of God.

21 ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରେତ୍ୟକକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟ ରେ ବୁଣା ଯାଇଥିବା ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରିପାରିବ।
Wherefore lay apart all filthiness and superfluity of naughtiness, and receive with meekness the engrafted word, which is able to save your souls.

22 ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।
But be ye doers of the word, and not hearers only, deceiving your own selves.

23 ଯଦି ଜଣେ ପରମେଶ୍ବରଙ୍କ ଶିକ୍ଷାକୁ କବଳେ ଶୁଣେ ଓ କିଛି କରେ ନାହିଁ, ସେ ଲୋକ ଦର୍ପଣ ରେ ନିଜ ମୁହଁ ଦେଖିଲା ଭଳି ଅଟେ।
For if any be a hearer of the word, and not a doer, he is like unto a man beholding his natural face in a glass:

24 ସେ ଦର୍ପଣ ରେ ନିଜକୁ ଦେଖେ ଓ ଦୂ ରଇେ ଚାଲିଯାଏ ଓ ଶୀଘ୍ର ଭୁଲିଯାଏ ଯେ, ସେ କିପରି ଦିଶୁଥିଲା।
For he beholdeth himself, and goeth his way, and straightway forgetteth what manner of man he was.

25 କିନ୍ତୁ ପ୍ରକୃତ ସୁଖୀ ଲୋକ ଯତ୍ନ ସହକା ରେ ପରମେଶ୍ବରଙ୍କ ସିଦ୍ଧ ବ୍ଯବସ୍ଥାକୁ ଅଧ୍ଯୟନ କରେ ଯାହା ମନୁଷ୍ଯମାନଙ୍କୁ ସ୍ବାଧୀନ କରିଥାଏ। ସେ ସର୍ବଦା ତାହା ଅଧ୍ଯୟନ କରୁଥାଏ। ସେ ପରମେଶ୍ବରଙ୍କ ଶିକ୍ଷାକୁ ଶୁଣେ ଓ ସହେି ଶୁଣିଥିବା ବିଷୟ ଭୁଲିଯାଏ ନାହିଁ। ତା'ପରେ ସେ ପରମେଶ୍ବରଙ୍କ ସହେି ଶିକ୍ଷାକୁ ପାଳନ କରେ। ଏପରି କରିବା ଦ୍ବାରା ସେ ସୁଖୀ ହୁଏ।
But whoso looketh into the perfect law of liberty, and continueth therein, he being not a forgetful hearer, but a doer of the work, this man shall be blessed in his deed.