James 1
9 ଯଦି ଜଣେ ବିଶ୍ବାସୀ ଗରିବ ହାଇେଥାଏ, ତବେେ ପରମେଶ୍ବର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ।
10 ସହେିପରି ଜଣେ ଧନୀ ବିଶ୍ବାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ବର ତାହାକୁ ଦଖାଇେ ଦଇେଥିବାରୁ, ସେ ଗର୍ବ କରିବା ଉଚିତ। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିୟିବ।
11 ସୂର୍ୟ୍ଯ ଉଦୟ ହାଇେ ଅଧିକ ଉତ୍ତପ୍ତ କରେ। ସୂର୍ୟ୍ଯର ଉତ୍ତାପ ଚାରା ଗଛଟିକୁ ଶୁଖଇେ ଦିଏ। ଫୁଲ ଝଡ଼ି ଯାଏ। ସହେି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ଯ ଠିକ୍ ସହେିଭଳି। ସେ ତାହାର ବ୍ଯବସାୟ ଲାଗି ଯୋଜନା କରୁଥିବା ବେଳେ ମରିୟିବ।
9 Let the brother of low degree rejoice in that he is exalted:
10 But the rich, in that he is made low: because as the flower of the grass he shall pass away.
11 For the sun is no sooner risen with a burning heat, but it withereth the grass, and the flower thereof falleth, and the grace of the fashion of it perisheth: so also shall the rich man fade away in his ways.
James 1 in Tamil and English
9 ଯଦି ଜଣେ ବିଶ୍ବାସୀ ଗରିବ ହାଇେଥାଏ, ତବେେ ପରମେଶ୍ବର ତାହାକୁ ଆତ୍ମିକ ଭାବେ ଧନୀ କରିଥିବାରୁ, ସେ ଗର୍ବ କରିବା ଉଚିତ।
Let the brother of low degree rejoice in that he is exalted:
10 ସହେିପରି ଜଣେ ଧନୀ ବିଶ୍ବାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ବର ତାହାକୁ ଦଖାଇେ ଦଇେଥିବାରୁ, ସେ ଗର୍ବ କରିବା ଉଚିତ। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିୟିବ।
But the rich, in that he is made low: because as the flower of the grass he shall pass away.
11 ସୂର୍ୟ୍ଯ ଉଦୟ ହାଇେ ଅଧିକ ଉତ୍ତପ୍ତ କରେ। ସୂର୍ୟ୍ଯର ଉତ୍ତାପ ଚାରା ଗଛଟିକୁ ଶୁଖଇେ ଦିଏ। ଫୁଲ ଝଡ଼ି ଯାଏ। ସହେି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ଯ ଠିକ୍ ସହେିଭଳି। ସେ ତାହାର ବ୍ଯବସାୟ ଲାଗି ଯୋଜନା କରୁଥିବା ବେଳେ ମରିୟିବ।
For the sun is no sooner risen with a burning heat, but it withereth the grass, and the flower thereof falleth, and the grace of the fashion of it perisheth: so also shall the rich man fade away in his ways.