Jeremiah 12
14 ସଦାପ୍ରଭୁ ଏହା କହନ୍ତି, ସମସ୍ତ ମନ୍ଦ ପଡ଼ୋଶୀ ଯେଉଁମାନେ କି ଆମ୍ଭେ ଉତ୍ତରାଧିକାରୀ ସୂତ୍ର ରେ ଇଶ୍ରାୟେଲୀୟମାନଙ୍କୁ ଦଇେଥିବା ଦେଶକୁ ସ୍ପର୍ଶ କରନ୍ତି ଆମ୍ଭେ ସମାନଙ୍କେୁ ତାଙ୍କ ଦେଶରୁ ଉତ୍ପାଟନ କରିବା ଏବଂ ଆମ୍ଭେ ସମାନଙ୍କେ ମଧ୍ଯରୁ ଯିହୁଦାର ଘରକୁ ହଟଇେ ଦବୋ।
15 ପୁଣି ସମାନଙ୍କେୁ ଉତ୍ପାଟନ କଲାପ ରେ ଆମ୍ଭେ ଫରେି ସମାନଙ୍କେୁ ଦୟା କରିବା। ପୁଣି ପ୍ରେତ୍ୟକକ ଲୋକକୁ ତାହାର ଅଧିକାରକୁ ଓ ପ୍ରେତ୍ୟକକ ଲୋକକୁ ତାହାର ଜମିକୁ ଫରୋଇ ଆଣିବା।
16 ଆମ୍ଭେ ଚାହୁଁ ସହେି ଲୋକମାନେ ଉତ୍ତମ ଶିକ୍ଷା ଲାଭ କରନ୍ତୁ। ଅତୀତ ରେ ସମାନେେ ଯେପରି ବାଲ୍ଦବେ ନାମ ରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସହେିପରି 'ସଦାପ୍ରଭୁ ଜୀବିତ' ବୋଲି ଆମ୍ଭ ନାମ ରେ ଶପଥ କରିବା ପାଇଁ ଯବେେ ଆମ୍ଭର ଲୋକମାନଙ୍କୁ ଯତ୍ନ ପୂର୍ବକ ଶିଖାଇବେ, ତବେେ ଆମ୍ଭ ଲୋକମାନଙ୍କ ସହିତ ବାସ କରିବେ।
14 Thus saith the Lord against all mine evil neighbours, that touch the inheritance which I have caused my people Israel to inherit; Behold, I will pluck them out of their land, and pluck out the house of Judah from among them.
15 And it shall come to pass, after that I have plucked them out I will return, and have compassion on them, and will bring them again, every man to his heritage, and every man to his land.
16 And it shall come to pass, if they will diligently learn the ways of my people, to swear by my name, The Lord liveth; as they taught my people to swear by Baal; then shall they be built in the midst of my people.
Jeremiah 12 in Tamil and English
14 ସଦାପ୍ରଭୁ ଏହା କହନ୍ତି, ସମସ୍ତ ମନ୍ଦ ପଡ଼ୋଶୀ ଯେଉଁମାନେ କି ଆମ୍ଭେ ଉତ୍ତରାଧିକାରୀ ସୂତ୍ର ରେ ଇଶ୍ରାୟେଲୀୟମାନଙ୍କୁ ଦଇେଥିବା ଦେଶକୁ ସ୍ପର୍ଶ କରନ୍ତି ଆମ୍ଭେ ସମାନଙ୍କେୁ ତାଙ୍କ ଦେଶରୁ ଉତ୍ପାଟନ କରିବା ଏବଂ ଆମ୍ଭେ ସମାନଙ୍କେ ମଧ୍ଯରୁ ଯିହୁଦାର ଘରକୁ ହଟଇେ ଦବୋ।
Thus saith the Lord against all mine evil neighbours, that touch the inheritance which I have caused my people Israel to inherit; Behold, I will pluck them out of their land, and pluck out the house of Judah from among them.
15 ପୁଣି ସମାନଙ୍କେୁ ଉତ୍ପାଟନ କଲାପ ରେ ଆମ୍ଭେ ଫରେି ସମାନଙ୍କେୁ ଦୟା କରିବା। ପୁଣି ପ୍ରେତ୍ୟକକ ଲୋକକୁ ତାହାର ଅଧିକାରକୁ ଓ ପ୍ରେତ୍ୟକକ ଲୋକକୁ ତାହାର ଜମିକୁ ଫରୋଇ ଆଣିବା।
And it shall come to pass, after that I have plucked them out I will return, and have compassion on them, and will bring them again, every man to his heritage, and every man to his land.
16 ଆମ୍ଭେ ଚାହୁଁ ସହେି ଲୋକମାନେ ଉତ୍ତମ ଶିକ୍ଷା ଲାଭ କରନ୍ତୁ। ଅତୀତ ରେ ସମାନେେ ଯେପରି ବାଲ୍ଦବେ ନାମ ରେ ଶପଥ କରିବା ପାଇଁ ଆମ୍ଭ ଲୋକମାନଙ୍କୁ ଶିଖାଇଲେ, ସହେିପରି 'ସଦାପ୍ରଭୁ ଜୀବିତ' ବୋଲି ଆମ୍ଭ ନାମ ରେ ଶପଥ କରିବା ପାଇଁ ଯବେେ ଆମ୍ଭର ଲୋକମାନଙ୍କୁ ଯତ୍ନ ପୂର୍ବକ ଶିଖାଇବେ, ତବେେ ଆମ୍ଭ ଲୋକମାନଙ୍କ ସହିତ ବାସ କରିବେ।
And it shall come to pass, if they will diligently learn the ways of my people, to swear by my name, The Lord liveth; as they taught my people to swear by Baal; then shall they be built in the midst of my people.