Jeremiah 31
1 ଅନନ୍ତର ସଦାପ୍ରଭୁ କହନ୍ତି, ସେ ସମୟରେ ଆମ୍ଭେ ଇଶ୍ରାୟେଲର ସମସ୍ତ ଗୋଷ୍ଠୀର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।
2 ସଦାପ୍ରଭୁ କହନ୍ତି, ଖଡ୍ଗରୁ ରକ୍ଷା ପାଇଥିବା ଲୋକମାନେ ପ୍ରାନ୍ତର ରେ ଆଶ୍ରଯ ପାଇବେ, ଯେତବେେଳେ ଇଶ୍ରାୟେଲ ବିଶ୍ରାମ ଚାହିଁଲେ।
3 ସଦାପ୍ରଭୁ ତାକୁ ବହୁଦୂର ସ୍ଥାନରୁ ଦର୍ଶନ ଦେଲେ ଓ କହିଲେ, ଆମ୍ଭେ ଚିରସ୍ଥାଯୀ ଭାବରେ ତୁମ୍ଭକୁ ପ୍ ରମେ କରି ଆସିଛୁ। ଏଣୁ ସ୍ନହପେୂର୍ଣ୍ଣ କରୁଣା ରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିବା।
4 ହେ ଇଶ୍ରାୟେଲ କୁମାରୀ, ଆମ୍ଭେ ତୁମ୍ଭକୁ ପୁନର୍ବାର ଗଢ଼ିବା। ତୁମ୍ଭେ ପୁନର୍ବାର ଏକ ଦେଶ ହବେ। ତୁମ୍ଭେ ପୁଣି ଆପଣା ତବଲା ରେ ବିଭୂଷିତା ହାଇେ ଆନନ୍ଦକାରୀମାନଙ୍କ ସଙ୍ଗେ ନୃତ୍ଯ କରି ଗମନ କରିବ।
5 ତୁମ୍ଭେ କୃଷକମାନେ ପୁନର୍ବାର ଶମରିଯାର ପର୍ବତ ରେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବ। ତୁମ୍ଭମାନେେ ରୋପଣ କରି ତାହାର ଫଳ ଭୋଗ କରିବ।
6 ଏପରି ଏକ ସମୟ ଆସିବ ଯେତବେେଳେ ପ୍ରହରୀମାନେ ଇଫ୍ରଯିମ ପର୍ବତ ରେ ଘାଷେଣା କରି କହିବେ, 'ଆସ, ଆମ୍ଭମାନେେ ସିୟୋନକୁ ୟିବା ଓ ଆମ୍ଭର ସଦାପ୍ରଭୁ' ପରମେଶ୍ବରଙ୍କୁ ପୂଜା କରିବା।
7 କାରଣ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଯାକୁବ ନିମନ୍ତେ ଆନନ୍ଦ ରେ ଗାନ କର। ଅଗ୍ରଗଣ୍ଯ ଦେଶ ନିମନ୍ତେ ଜଯଧ୍ବନି କର, ପ୍ରାର୍ଥନା କର ଓ ପ୍ରଶଂସା କର, ' ହେ ସଦାପ୍ରଭୁ, ତୁମ୍ଭେ ଆପଣା ଲୋକମାନଙ୍କୁ ଇଶ୍ରାୟେଲର ଅବଶିଷ୍ଟାଂଶ ଲୋକମାନଙ୍କୁ ପରିତ୍ରାଣ କର।
8 ଆଉ ଦେଖ, ଆମ୍ଭେ ସମାନଙ୍କେୁ ଉତ୍ତର ଦେଶରୁ ଆଣିବା। ପୁଣି ପୃଥିବୀର ପ୍ରାନ୍ତ ଭାଗରୁ ସମାନଙ୍କେୁ ଓ ସମାନଙ୍କେ ସହିତ ଅନ୍ଧ, େଛାଟ, ଗର୍ଭବତୀ ଓ ପ୍ରସବ ବଦନୋଗ୍ରସ୍ତା ସ୍ତ୍ରୀଙ୍କୁ ଏକତ୍ର ସଂଗ୍ରହ କରିବା। ସମାନେେ ବହୁ ସଂଖ୍ଯା ରେ ଜନଗହଳି ହାଇେ ଏ ସ୍ଥାନକୁ ଆସିବେ।
9 ସମାନେେ କ୍ରନ୍ଦନ କରି ଆସୁଥିଲା ବେଳେ ଆମ୍ଭେ ସମାନଙ୍କେୁ ଆଗଇେ ନବୋ। ଆମ୍ଭେ ସମାନଙ୍କେୁ ଜଳପୂର୍ଣ୍ଣ ନଦୀଗୁଡ଼ିକ ନିକଟ ଦଇେ ସଳଖ ପଥରେ ଗମନ କରାଇବା। ସେ ପଥରେ ସମାନେେ ଝୁଣ୍ଟିବେ ନାହିଁ। କାରଣ ଆମ୍ଭେ ଇଶ୍ରାୟେଲର ପିତା ଓ ଇଫ୍ରଯିମ ଆମ୍ଭର ପ୍ରଥମଜାତ ସନ୍ତାନ।
10 ହେ ଗୋଷ୍ଠୀସମୂହ, ତୁମ୍ଭମାନେେ ସଦାପ୍ରଭୁଙ୍କର ବାକ୍ଯ ଶୁଣ। ଆଉ ଦୂରସ୍ଥ ଦ୍ବୀପ ସମୂହ ରେ ତାହା ପ୍ରଚାର କରି କୁହ ଯେ, 'ଇଶ୍ରାୟେଲକୁ ଛିନ୍ନଭିନ୍ନ କଲେ, ସେ ତାହାକୁ ସଂଗ୍ରହ କରିବେ। ଆଉ ପାଳକ ଯେପରି ତାହାର ମଷେପଲକୁ ରକ୍ଷା କରେ, ସପରେି ସେ ତାହାକୁ ସୁରକ୍ଷା ଦବେେ।'
11 କାରଣ ସଦାପ୍ରଭୁ ଯାକୁବକୁ ଉଦ୍ଧାର କରିଅଛନ୍ତି ଓ ତାହା ଅପେକ୍ଷା ବଳବାନର ହସ୍ତରୁ ତାହାକୁ ମୁକ୍ତ କରିଅଛନ୍ତି।
12 ପୁଣି ସମାନେେ ଆସ ସିୟୋନ୍ର ପର୍ବତ ରେ ଗାନ କରିବେ ଓ ସୋର୍ତତୁଲ୍ଯ ସଦାପ୍ରଭୁଙ୍କ ପ୍ରାସାଦକୁ, ଶସ୍ଯ, ଦ୍ରାକ୍ଷାରସ, ତଲେ, ପଲର ମଷେଛୁଆ ଓ ଗୋପଲର ଗୋବତ୍ସ ବହି ଆସିବ ଓ ସମାନଙ୍କେର ଜୀବନ ସୁସିକ୍ତ ଉଦ୍ୟାନ ତୁଲ୍ଯ ହବେ। ସମାନେେ ଆଉ ଦୁଃଖୀ ହବେେ ନାହିଁ।
13 ସେତବେେଳେ ୟୁବତୀ ନାରୀମାନେ ଆନନ୍ଦ ରେ ନୃତ୍ଯ କରିବେ ଓ ୟୁବା ଏବଂ ବୃଦ୍ଧମାନେ ସମାନଙ୍କେ ସହିତ ୟୋଗ ଦବେେ। ଆମ୍ଭେ ସମାନଙ୍କେର ଶାେକକୁ ଆନନ୍ଦ ରେ ପରିଣତ କରିବା। ଆମ୍ଭେ ସମାନଙ୍କେୁ ସାନ୍ତ୍ବନା ଦବୋ ଓ ସମାନଙ୍କେୁ ଦୁଃଖ ବଦଳ ରେ ସୁଖ ଦବୋ।
14 ଆଉ ଆମ୍ଭେ ପୁଷ୍ଟିକର ଦ୍ରବ୍ଯ ରେ ଯାଜକମାନଙ୍କର ପ୍ରାଣ ପରିତୃପ୍ତ କରିବା ଓ ଆମ୍ଭର ଲୋକମାନେ ପ୍ରଚୁର ଖାଦ୍ୟ ପାଇ ପରିତୃପ୍ତ ହବେେ। ଏହା ସଦାପ୍ରଭୁ କହନ୍ତି।
15 ପୁଣି ସଦାପ୍ରଭୁ ଏହି କଥା କହନ୍ତି, ରାମା ରେ କୋଳାହଳ ଓ ଅତି କରୁଣ ଚିତ୍କାର ଶୁଣାୟିବ। ରାହେଲ ଆପଣା ପୁତ୍ରମାନଙ୍କ ପାଇଁ ରୋଦନ କରିବ। ସେ ତା'ର ସନ୍ତାନମାନଙ୍କ ବିଷଯ ରେ ସାନ୍ତ୍ବନାବାଣୀ ଶୁଣିବ ନାହିଁ, କାରଣ ସମାନେେ ମୃତ।
16 ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭମାନେେ କ୍ରନ୍ଦନରୁ ନିବୃତ୍ତ ହୁଅ ଓ ଚକ୍ଷୁରୁ ଲୋତକ ବନ୍ଦ କର। କାରଣ ତୁମ୍ଭେ ତୁମ୍ଭର କର୍ମାନୁସା ରେ ପୁରସ୍କୃତ ହବେ। ଆଉ ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ଶତ୍ରୁ ଦେଶରୁ ଫରେିଆସିବ।
17 ତୁମ୍ଭ ଅନ୍ତିମକାଳ ବିଷଯ ରେ ପ୍ରତ୍ଯାଶ ଅଛି। ସଦାପ୍ରଭୁ କହନ୍ତି, ଆଉ ତୁମ୍ଭର ସନ୍ତାନଗଣ ପୁନର୍ବାର ଆପଣା ଦେଶକୁ ଫରେିଆସିବେ।
18 ମୁଁ ପ୍ରକୃତ ରେ ଇଫ୍ରଯିମର କ୍ରନ୍ଦନ ଶୁଣିଅଛି। ସେ କାନ୍ଦିକରି ଏହି କଥା କହୁଛି, ' ହେ ସଦାପ୍ରଭୁ, ତୁମ୍ଭେ ମାେତେ ଶାସ୍ତି ଦଇେଅଛ। ମୁଁ ପ୍ରକୃତ ଶିକ୍ଷା ପାଇଛି। ମୁଁ ଏକ ବନ୍ଯପଶୁ ସଦୃଶ ଥିଲି। ମାେତେ ତୁମ୍ଭ ନିକଟକୁ ଫରେିବାକୁ ଦିଅ, କାରଣ ତୁମ୍ଭେ ସଦାପ୍ରଭୁ ମାରେ ପରମେଶ୍ବର।
19 ହେ ସଦାପ୍ରଭୁ, ମୁଁ ଫରେିଲା ପ ରେ ଅନୁତପ୍ତ ହଲିେ। ଶିକ୍ଷା ପାଇଁ ଦୁଃଖ ରେ ଆପଣା ଊରୁଦେଶକୁ ଆଘାତ କଲି। ମୁଁ ଆପଣା ୟୌବନ କାଳ ରେ ମନ୍ଦାଚାର ଯୋଗୁଁ ଲଜ୍ଜିତ ଓ ବ୍ଯାକୁଳ ହଲିେ।'
20 ପରମେଶ୍ବର କହନ୍ତି, ଇଫ୍ରଯିମ ଆମ୍ଭର ପ୍ରିଯ ପୁତ୍ର। ଆମ୍ଭେ ତାହାକୁ ପ୍ ରମେ କରୁ। ଯଦିଓ ଆମ୍ଭେ ତାହାକୁ ସମାଲୋଚନା କରୁ ଓ ତା' ବିରୁଦ୍ଧ ରେ ଯାଉ, ତଥାପି ଆମ୍ଭେ ତାହାକୁ ସ୍ମରଣ କରୁ। ଏଣୁ ତା' ପାଇଁ ଆମ୍ଭର ପ୍ରାଣ ବ୍ଯାକୁଳ ହୁଏ। ଆମ୍ଭେ ପ୍ରକୃତ ରେ ତାକୁ ଦୟା କରିବା। ଏହା ସଦାପ୍ରଭୁ କହନ୍ତି।
21 ତୁମ୍ଭେ ସ୍ଥାନେ ସ୍ଥାନେ ଆପଣା ପାଇଁ ପଥଚିହ୍ନ ରଖ ଓ ପଥ ପ୍ରଦର୍ଶକ ସ୍ତମ୍ଭ ନିର୍ମାଣ କର। ଯେଉଁ ରାଜପଥରେ ତୁମ୍ଭେ ଗମନ କରିଥିଲ ସହେି ପଥରେ ମନୋନିବେଶ କର। ହେ ଇଶ୍ରାୟେଲ କୁମାରୀ, ଫରେିଆସ, ତୁମ୍ଭର ନଗରଗୁଡ଼ିକୁ ଫରେିଆସ।
22 ହେ ଅବିଶ୍ବସ୍ତା କନ୍ଯା, ତୁମ୍ଭେ କେତକୋଳ ଏଣତେଣେେ ଭ୍ରମଣ କରିବ ? କାରଣ ସଦାପ୍ରଭୁ ପୃଥିବୀ ରେ ଏକ ନୂତନ ବିଷଯ ସୃଷ୍ଟି କରିଅଛନ୍ତି, ଜଣେ ସ୍ତ୍ରୀ ଜଣେ ପୁରୁଷକୁ ବେଷ୍ଟନ କରିବ।
23 ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହା କହନ୍ତି, ଆମ୍ଭେ ପୁନର୍ବାର ଯିହୁଦାର ଲୋକମାନଙ୍କର ମଙ୍ଗଳ କରିବା। ଆମ୍ଭେ ସମାନଙ୍କେୁ ବନ୍ଦୀତ୍ବରୁ ମୁକ୍ତ କରିବା। ଯିହୁଦା ଦେଶ ରେ ଓ ତାହାର ନଗର ସକଳ ରେ ସମାନେେ ପୁନର୍ବାର ଏହା ବ୍ଯବହାର କରିବେ। ' ହେ ଧାର୍ମିକମାନଙ୍କର ବାସସ୍ଥାନ, ହେ ପବିତ୍ର ପର୍ବତ, ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ।
24 ପୁଣି ଯିହୁଦା ଓ ତାହାର ନଗର ସୁବ ରେ କୃଷକମାନେ ଓ ପଲ ନଇେ ଭ୍ରମଣକାରୀମାନେ ଏକତ୍ର ଶାନ୍ତି ରେ ବାସ କରିବେ।
25 କାରଣ ଆମ୍ଭେ କ୍ଲାନ୍ତ ଓ ଦୁର୍ବଳ ପ୍ରାଣକୁ ବିଶ୍ରାମ ଓ ଶକ୍ତି ପ୍ରଦାନ କରିବା।
26 ଏହା ଶୁଣିଲା ଉତ୍ତା ରେ, ମୁଁ ସୁଖଦାୟକ ନିଦ୍ରାରୁ ଜାଗ୍ରତ ହାଇେ ଚାରିଆଡ଼କୁ ଚାହିଁଲି।
27 ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ଯତ୍ନ ନବୋ। ଆମ୍ଭେ ସମାନଙ୍କେୁ ଓ ସମାନଙ୍କେର ପଶୁମାନଙ୍କୁ ଦ୍ବିଗୁଣିତ କରିବା।
28 ଅତୀତ ରେ ଆମ୍ଭେ ସମାନଙ୍କେୁ ଉତ୍ପାଟନ, ଭଗ୍ନ, ନିପାତ, ବିନାଶ ଓ କ୍ଲେଶ ଦଇେଥିଲୁ। ମାତ୍ର ବର୍ତ୍ତମାନ ସମାନଙ୍କେୁ ନିର୍ମାଣ ଓ ରୋପଣ କରିବା। ଆଉ ସମାନଙ୍କେର ଯତ୍ନ ନଇେ ସମାନଙ୍କେୁ ଶକ୍ତିଶାଳୀ କରିବା। ଏହା ସଦାପ୍ରଭୁ କହନ୍ତି।
29 ଲୋକେ ଆଉ ଏପରି କଥା କବେେ କହିବେ ନାହିଁ। ଯେ ପିତୃଗଣ ଅମ୍ଲ ଦ୍ରାକ୍ଷା ଫଳ ଖାଇଲେ, ସନ୍ତାନଗଣର ଦାନ୍ତ ଖଟା ହବେ।
30 ସଦାପ୍ରଭୁ କହନ୍ତି, ପ୍ରେତ୍ୟକକ ଲୋକ ନିଜର ପାପ ଯୋଗୁଁ ମରିବେ। କାରଣ ଅମ୍ଲ ଦ୍ରାକ୍ଷା ଫଳ ଖାଇବା ଲୋକର ଦାନ୍ତ କବଳେ ଖଟା ହବେ।
31 ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଛି ଯେତବେେଳେ ଆମ୍ଭେ ଇଶ୍ରାୟେଲ ବଂଶ ଓ ଯିହୁଦା ବଂଶ ସହିତ ଏକ ନୂତନ ନିଯମ ସ୍ଥାପନ କରିବା।
32 ଏହି ନିଯମ ସମାନଙ୍କେ ପୂର୍ବପୁରୁଷଗଣଙ୍କ ସହ ହାଇେଥିବା ନିଯମ ପରି ହବେ ନାହିଁ। ସେତବେେଳେ ଆମ୍ଭେ ସମାନଙ୍କେୁ ହସ୍ତ ଧରି ମିଶର ଦେଶରୁ ବାହାର କରି ଆଣିବା ବେଳେ ସେ ନିଯମ ସ୍ଥାପନ କରିଥିଲୁ। ସଦାପ୍ରଭୁ କହିଥିଲେ, ଆମ୍ଭେ ସମାନଙ୍କେ ସ୍ବାମୀ ହେଲେ ହେଁ ସମାନେେ ଆମ୍ଭର ସହେି ନିଯମ ଲଙ୍ଘନ କଲେ।
33 ମାତ୍ର ସଦାପ୍ରଭୁ କହନ୍ତି, ଭବିଷ୍ଯତ ରେ ଆମ୍ଭେ ଇଶ୍ରାୟେଲ ବଂଶ ସହିତ ଏହି ନିଯମ ସ୍ଥିର କରିବା। ଆମ୍ଭେ ସମାନଙ୍କେ ଅନ୍ତର ରେ ଆମ୍ଭର ବ୍ଯବସ୍ଥା ରଖିବା ଓ ସମାନଙ୍କେ ହୃଦଯ ରେ ଆମ୍ଭେ ତାହା ଲେଖିବା। ଆଉ ଆମ୍ଭେ ସମାନଙ୍କେର ପରମେଶ୍ବର ହବୋ ଓ ସମାନେେ ଆମ୍ଭର ଲୋକ ହବେେ।
34 ପରମେଶ୍ବରଙ୍କୁ ଜାଣିବାକୁ ସମାନେେ ଆପଣା ଆପଣା ପ୍ରତିବେଶୀଙ୍କୁ ଓ ଭ୍ରାତାଙ୍କୁ ଶିକ୍ଷା ଦବେେ ନାହିଁ। କାରଣ ସଦାପ୍ରଭୁ କହନ୍ତି େଛାଟଠାରୁ ବଡ଼ ପର୍ୟ୍ଯନ୍ତ ସମସ୍ତେ ଆମ୍ଭକୁ ଜାଣିବେ। ଯେ ହତେୁ ଆମ୍ଭେ ସମାନଙ୍କେର ଅପରାଧ କ୍ଷମା କରିବା ଓ ସମାନଙ୍କେର ପାପ ଆଉ ସ୍ମରଣ କରିବା ନାହିଁ।
35 ସଦାପ୍ରଭୁ କହନ୍ତି, ୟିଏ ଦିବସ ରେ ଆଲୋକ ଦବୋ ପାଇଁ ସୂର୍ୟ୍ଯ ଓ ରାତ୍ରି ରେ ଜ୍ଯୋତି ପ୍ରଦାନ କରିବା ପାଇଁ ଚନ୍ଦ୍ର ଓ ନକ୍ଷତ୍ରାଦି ସୃଷ୍ଟି କରନ୍ତି, ଆଉ ଯଦି, ସମୁଦ୍ରକୁ ସଞ୍ଚାଳିତ କରି ତହିଁର ତରଙ୍ଗ ସମୂହକୁ ଗର୍ଜନ କରାନ୍ତି, ସହେି ହେଉଛନ୍ତି ସୈନ୍ଯାଧିପତି ସଦାପ୍ରଭୁ।
36 ତା'ପ ରେ ସଦାପ୍ରଭୁ ଏହା କହନ୍ତି, ଯବେେ ସୂର୍ୟ୍ଯ, ଚନ୍ଦ୍ର, ତାରକା ଓ ସମୁଦ୍ର ମାେ ନିଯନ୍ତ୍ରଣ ରେ ନ ରହନ୍ତି, ତବେେ କବଳେ ଇଶ୍ରାୟେଲ ବଂଶଧର ଆମ୍ଭ ସମ୍ମୁଖ ରେ ଗୋଟିଏ ଦେଶ ଦବୋରୁ ବିରତ ହବେ।
37 ପୁଣି ସଦାପ୍ରଭୁ ଏହା କହନ୍ତି, ଯଦି ଲୋକମାନେ ଉର୍ଦ୍ଧ୍ବସ୍ଥ ଆକାଶମଣ୍ଡଳ ଓ ଅଧଃସ୍ଥ ପୃଥିବୀକୁ ମାପି ପାରିବେ। ତାହା ହେଲେ କବଳେ ଆମ୍ଭେ ମଧ୍ଯ ଇଶ୍ରାୟେଲର ବଂଶଧରଗଣ ଯାହା କଲେ ତାହା ପ୍ରତ୍ଯାଖାନ କରିଦବୋ। ଏହା ସଦାପ୍ରଭୁ କହନ୍ତି।
38 ସଦାପ୍ରଭୁ କହନ୍ତି, ଏପରି ଏକ ସମୟ ଆସୁଅଛି, ଯେତବେେଳେ ୟିରୁଶାଲମ ନଗର ପୁନର୍ବାର ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ନିର୍ମିତ ହବେ। ତା'ପ ରେ ହନନଲେ ଦୁର୍ଗରୁ କଣ ଫାଟକ ପର୍ୟ୍ଯନ୍ତ ତାହା ନିର୍ମିତ ହବେ।
39 ଆଉ ସଠାରୁେ ପରିମାପକ ରଜ୍ଜୁ ଗା ରେବ୍ ଉପପର୍ବତ ପର୍ୟ୍ଯନ୍ତ ସଳଖ ୟିବ ଓ ସଠାରୁେ ବୁଲି ଗୋୟା ପର୍ୟ୍ଯନ୍ତ ୟିବ।
40 ପୁଣି ଶବ ଭସ୍ମ ରେ ପୂର୍ଣ୍ଣ ହାଇେଥିବା ଉପତ୍ୟକା, କିଦ୍ରୋଣ ଷୋର୍ତ ପର୍ୟ୍ଯନ୍ତ ସମସ୍ତ କ୍ଷେତ୍ର ଓ ପୂର୍ବ ଦିଗସ୍ଥ ଅଶ୍ବ ଦ୍ବାରର କଣ ପର୍ୟ୍ଯନ୍ତ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ହବେ। ଆଉ ସହେି ୟିରୁଶାଲମ ନଗର କବେେ ଉତ୍ପାଟିତ ବା ନିପାତିତ ହବେ ନାହିଁ।
1 At the same time, saith the Lord, will I be the God of all the families of Israel, and they shall be my people.
2 Thus saith the Lord, The people which were left of the sword found grace in the wilderness; even Israel, when I went to cause him to rest.
3 The Lord hath appeared of old unto me, saying, Yea, I have loved thee with an everlasting love: therefore with lovingkindness have I drawn thee.
4 Again I will build thee, and thou shalt be built, O virgin of Israel: thou shalt again be adorned with thy tabrets, and shalt go forth in the dances of them that make merry.
5 Thou shalt yet plant vines upon the mountains of Samaria: the planters shall plant, and shall eat them as common things.
6 For there shall be a day, that the watchmen upon the mount Ephraim shall cry, Arise ye, and let us go up to Zion unto the Lord our God.
7 For thus saith the Lord; Sing with gladness for Jacob, and shout among the chief of the nations: publish ye, praise ye, and say, O Lord, save thy people, the remnant of Israel.
8 Behold, I will bring them from the north country, and gather them from the coasts of the earth, and with them the blind and the lame, the woman with child and her that travaileth with child together: a great company shall return thither.
9 They shall come with weeping, and with supplications will I lead them: I will cause them to walk by the rivers of waters in a straight way, wherein they shall not stumble: for I am a father to Israel, and Ephraim is my firstborn.
10 Hear the word of the Lord, O ye nations, and declare it in the isles afar off, and say, He that scattered Israel will gather him, and keep him, as a shepherd doth his flock.
11 For the Lord hath redeemed Jacob, and ransomed him from the hand of him that was stronger than he.
12 Therefore they shall come and sing in the height of Zion, and shall flow together to the goodness of the Lord, for wheat, and for wine, and for oil, and for the young of the flock and of the herd: and their soul shall be as a watered garden; and they shall not sorrow any more at all.
13 Then shall the virgin rejoice in the dance, both young men and old together: for I will turn their mourning into joy, and will comfort them, and make them rejoice from their sorrow.
14 And I will satiate the soul of the priests with fatness, and my people shall be satisfied with my goodness, saith the Lord.
15 Thus saith the Lord; A voice was heard in Ramah, lamentation, and bitter weeping; Rahel weeping for her children refused to be comforted for her children, because they were not.
16 Thus saith the Lord; Refrain thy voice from weeping, and thine eyes from tears: for thy work shall be rewarded, saith the Lord; and they shall come again from the land of the enemy.
17 And there is hope in thine end, saith the Lord, that thy children shall come again to their own border.
18 I have surely heard Ephraim bemoaning himself thus; Thou hast chastised me, and I was chastised, as a bullock unaccustomed to the yoke: turn thou me, and I shall be turned; for thou art the Lord my God.
19 Surely after that I was turned, I repented; and after that I was instructed, I smote upon my thigh: I was ashamed, yea, even confounded, because I did bear the reproach of my youth.
20 Is Ephraim my dear son? is he a pleasant child? for since I spake against him, I do earnestly remember him still: therefore my bowels are troubled for him; I will surely have mercy upon him, saith the Lord.
21 Set thee up waymarks, make thee high heaps: set thine heart toward the highway, even the way which thou wentest: turn again, O virgin of Israel, turn again to these thy cities.
22 How long wilt thou go about, O thou backsliding daughter? for the Lord hath created a new thing in the earth, A woman shall compass a man.
23 Thus saith the Lord of hosts, the God of Israel; As yet they shall use this speech in the land of Judah and in the cities thereof, when I shall bring again their captivity; The Lord bless thee, O habitation of justice, and mountain of holiness.
24 And there shall dwell in Judah itself, and in all the cities thereof together, husbandmen, and they that go forth with flocks.
25 For I have satiated the weary soul, and I have replenished every sorrowful soul.
26 Upon this I awaked, and beheld; and my sleep was sweet unto me.
27 Behold, the days come, saith the Lord, that I will sow the house of Israel and the house of Judah with the seed of man, and with the seed of beast.
28 And it shall come to pass, that like as I have watched over them, to pluck up, and to break down, and to throw down, and to destroy, and to afflict; so will I watch over them, to build, and to plant, saith the Lord.
29 In those days they shall say no more, The fathers have eaten a sour grape, and the children’s teeth are set on edge.
30 But every one shall die for his own iniquity: every man that eateth the sour grape, his teeth shall be set on edge.
31 Behold, the days come, saith the Lord, that I will make a new covenant with the house of Israel, and with the house of Judah:
32 Not according to the covenant that I made with their fathers in the day that I took them by the hand to bring them out of the land of Egypt; which my covenant they brake, although I was an husband unto them, saith the Lord:
33 But this shall be the covenant that I will make with the house of Israel; After those days, saith the Lord, I will put my law in their inward parts, and write it in their hearts; and will be their God, and they shall be my people.
34 And they shall teach no more every man his neighbour, and every man his brother, saying, Know the Lord: for they shall all know me, from the least of them unto the greatest of them, saith the Lord: for I will forgive their iniquity, and I will remember their sin no more.
35 Thus saith the Lord, which giveth the sun for a light by day, and the ordinances of the moon and of the stars for a light by night, which divideth the sea when the waves thereof roar; The Lord of hosts is his name:
36 If those ordinances depart from before me, saith the Lord, then the seed of Israel also shall cease from being a nation before me for ever.
37 Thus saith the Lord; If heaven above can be measured, and the foundations of the earth searched out beneath, I will also cast off all the seed of Israel for all that they have done, saith the Lord.
38 Behold, the days come, saith the Lord, that the city shall be built to the Lord from the tower of Hananeel unto the gate of the corner.
39 And the measuring line shall yet go forth over against it upon the hill Gareb, and shall compass about to Goath.
40 And the whole valley of the dead bodies, and of the ashes, and all the fields unto the brook of Kidron, unto the corner of the horse gate toward the east, shall be holy unto the Lord; it shall not be plucked up, nor thrown down any more for ever.
1 After two days was the feast of the passover, and of unleavened bread: and the chief priests and the scribes sought how they might take him by craft, and put him to death.
2 But they said, Not on the feast day, lest there be an uproar of the people.
3 And being in Bethany in the house of Simon the leper, as he sat at meat, there came a woman having an alabaster box of ointment of spikenard very precious; and she brake the box, and poured it on his head.
4 And there were some that had indignation within themselves, and said, Why was this waste of the ointment made?
5 For it might have been sold for more than three hundred pence, and have been given to the poor. And they murmured against her.
6 And Jesus said, Let her alone; why trouble ye her? she hath wrought a good work on me.
7 For ye have the poor with you always, and whensoever ye will ye may do them good: but me ye have not always.
8 She hath done what she could: she is come aforehand to anoint my body to the burying.
9 Verily I say unto you, Wheresoever this gospel shall be preached throughout the whole world, this also that she hath done shall be spoken of for a memorial of her.
10 And Judas Iscariot, one of the twelve, went unto the chief priests, to betray him unto them.
11 And when they heard it, they were glad, and promised to give him money. And he sought how he might conveniently betray him.
12 And the first day of unleavened bread, when they killed the passover, his disciples said unto him, Where wilt thou that we go and prepare that thou mayest eat the passover?
13 And he sendeth forth two of his disciples, and saith unto them, Go ye into the city, and there shall meet you a man bearing a pitcher of water: follow him.
14 And wheresoever he shall go in, say ye to the goodman of the house, The Master saith, Where is the guestchamber, where I shall eat the passover with my disciples?
15 And he will shew you a large upper room furnished and prepared: there make ready for us.
16 And his disciples went forth, and came into the city, and found as he had said unto them: and they made ready the passover.
17 And in the evening he cometh with the twelve.
18 And as they sat and did eat, Jesus said, Verily I say unto you, One of you which eateth with me shall betray me.
19 And they began to be sorrowful, and to say unto him one by one, Is it I? and another said, Is it I?
20 And he answered and said unto them, It is one of the twelve, that dippeth with me in the dish.
21 The Son of man indeed goeth, as it is written of him: but woe to that man by whom the Son of man is betrayed! good were it for that man if he had never been born.
22 And as they did eat, Jesus took bread, and blessed, and brake it, and gave to them, and said, Take, eat: this is my body.
23 And he took the cup, and when he had given thanks, he gave it to them: and they all drank of it.
24 And he said unto them, This is my blood of the new testament, which is shed for many.
25 Verily I say unto you, I will drink no more of the fruit of the vine, until that day that I drink it new in the kingdom of God.
26 And when they had sung an hymn, they went out into the mount of Olives.
27 And Jesus saith unto them, All ye shall be offended because of me this night: for it is written, I will smite the shepherd, and the sheep shall be scattered.
28 But after that I am risen, I will go before you into Galilee.
29 But Peter said unto him, Although all shall be offended, yet will not I.
30 And Jesus saith unto him, Verily I say unto thee, That this day, even in this night, before the cock crow twice, thou shalt deny me thrice.
31 But he spake the more vehemently, If I should die with thee, I will not deny thee in any wise. Likewise also said they all.
32 And they came to a place which was named Gethsemane: and he saith to his disciples, Sit ye here, while I shall pray.
33 And he taketh with him Peter and James and John, and began to be sore amazed, and to be very heavy;
34 And saith unto them, My soul is exceeding sorrowful unto death: tarry ye here, and watch.
35 And he went forward a little, and fell on the ground, and prayed that, if it were possible, the hour might pass from him.
36 And he said, Abba, Father, all things are possible unto thee; take away this cup from me: nevertheless not what I will, but what thou wilt.
37 And he cometh, and findeth them sleeping, and saith unto Peter, Simon, sleepest thou? couldest not thou watch one hour?
38 Watch ye and pray, lest ye enter into temptation. The spirit truly is ready, but the flesh is weak.
39 And again he went away, and prayed, and spake the same words.
40 And when he returned, he found them asleep again, (for their eyes were heavy,) neither wist they what to answer him.
41 And he cometh the third time, and saith unto them, Sleep on now, and take your rest: it is enough, the hour is come; behold, the Son of man is betrayed into the hands of sinners.
42 Rise up, let us go; lo, he that betrayeth me is at hand.
43 And immediately, while he yet spake, cometh Judas, one of the twelve, and with him a great multitude with swords and staves, from the chief priests and the scribes and the elders.
44 And he that betrayed him had given them a token, saying, Whomsoever I shall kiss, that same is he; take him, and lead him away safely.
45 And as soon as he was come, he goeth straightway to him, and saith, Master, master; and kissed him.
46 And they laid their hands on him, and took him.
47 And one of them that stood by drew a sword, and smote a servant of the high priest, and cut off his ear.
48 And Jesus answered and said unto them, Are ye come out, as against a thief, with swords and with staves to take me?
49 I was daily with you in the temple teaching, and ye took me not: but the scriptures must be fulfilled.
50 And they all forsook him, and fled.
51 And there followed him a certain young man, having a linen cloth cast about his naked body; and the young men laid hold on him:
52 And he left the linen cloth, and fled from them naked.
53 And they led Jesus away to the high priest: and with him were assembled all the chief priests and the elders and the scribes.
54 And Peter followed him afar off, even into the palace of the high priest: and he sat with the servants, and warmed himself at the fire.
55 And the chief priests and all the council sought for witness against Jesus to put him to death; and found none.
56 For many bare false witness against him, but their witness agreed not together.
57 And there arose certain, and bare false witness against him, saying,
58 We heard him say, I will destroy this temple that is made with hands, and within three days I will build another made without hands.
59 But neither so did their witness agree together.
60 And the high priest stood up in the midst, and asked Jesus, saying, Answerest thou nothing? what is it which these witness against thee?
61 But he held his peace, and answered nothing. Again the high priest asked him, and said unto him, Art thou the Christ, the Son of the Blessed?
62 And Jesus said, I am: and ye shall see the Son of man sitting on the right hand of power, and coming in the clouds of heaven.
63 Then the high priest rent his clothes, and saith, What need we any further witnesses?
64 Ye have heard the blasphemy: what think ye? And they all condemned him to be guilty of death.
65 And some began to spit on him, and to cover his face, and to buffet him, and to say unto him, Prophesy: and the servants did strike him with the palms of their hands.
66 And as Peter was beneath in the palace, there cometh one of the maids of the high priest:
67 And when she saw Peter warming himself, she looked upon him, and said, And thou also wast with Jesus of Nazareth.
68 But he denied, saying, I know not, neither understand I what thou sayest. And he went out into the porch; and the cock crew.
69 And a maid saw him again, and began to say to them that stood by, This is one of them.
70 And he denied it again. And a little after, they that stood by said again to Peter, Surely thou art one of them: for thou art a Galilaean, and thy speech agreeth thereto.
71 But he began to curse and to swear, saying, I know not this man of whom ye speak.
72 And the second time the cock crew. And Peter called to mind the word that Jesus said unto him, Before the cock crow twice, thou shalt deny me thrice. And when he thought thereon, he wept.