Jeremiah 33

fullscreen1 ଆହୁରି ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ବନ୍ଦୀ ଥିଲା ବେଳେ ସଦାପ୍ରଭୁଙ୍କର ବାକ୍ଯ ଦ୍ବିତୀୟ ଥର ତାଙ୍କ ନିକଟରେ ଉପସ୍ଥିତ ହେଲା।

fullscreen2 ୟିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସହେି ସଦାପ୍ରଭୁ ଏହା କହନ୍ତି।

fullscreen3 ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।

fullscreen4 ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁ ୟିରୁଶାଲମ ବିଷଯ ରେ ଏହି କଥା କହନ୍ତି। ଶତ୍ରୁସୈନ୍ଯ ନଗରର ସକଳ ଗୃହ ଓ ଯିହୁଦାର ରାଜଗଣର ସମସ୍ତ ପ୍ରାସାଦ ଭୂମିସାତ୍ କରିବେ। ସମାନେେ ପ୍ରାଚୀର ଉପ ରେ ସିଡ଼ି ନିର୍ମାଣ କରି ଖଡ୍ଗ ରେ ନଗର ଲୋକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ।

fullscreen5 ୟିରୁଶାଲମର ଲୋକମାନେ ବହୁ ଦୁଷ୍କର୍ମ କରିଅଛନ୍ତି। ଆମ୍ଭେ ସମାନଙ୍କେୁ ପ୍ରଚଣ୍ଡ କୋପ ରେ ବିନାଶ କରିଅଛୁ ପୁଣି କଲଦୀଯମାନେ ସମାନଙ୍କେ ସହିତ ୟୁଦ୍ଧ କରିବାକୁ ଆସିବେ। ଆମ୍ଭର କୋରଧ ଯୋଗୁଁ ସମାନଙ୍କେ ଗୃହ ଶବ ରେ ପରିପୂର୍ଣ୍ଣ ହବେ।

fullscreen6 ମାତ୍ର ଆମ୍ଭେ ସମାନଙ୍କେୁ କ୍ଷମା କରି ଆରୋଗ୍ୟ କରିବା। ସମାନେେ ଚିରନ୍ତନ ଐଶ୍ବର୍ୟ୍ଯ ଓ ଶାନ୍ତି ଆନନ୍ଦ ଉଲ୍ଲାସ କରିବେ।

fullscreen7 ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ବ ଅବସ୍ଥାର ପରିବର୍ତ୍ତନ କରି ସମାନଙ୍କେ ପ୍ରତି ମଙ୍ଗଳ ବିଧାନ କରିବା। ସମାନଙ୍କେୁ ଅତୀତ ପରି ଶକ୍ତିଶାଳୀ କରିବା।

fullscreen8 ସମାନେେ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସମାନଙ୍କେୁ ସେଥିରୁ ଶୁଚି କରିବା। ପୁଣି ସମାନେେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସମାନଙ୍କେୁ କ୍ଷମା କରିବା।

fullscreen9 ତା'ପ ରେ ୟିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧିଅରେ ଏକ ଶ୍ ରେଷ୍ଠ ସ୍ଥାନ ହବେ। ଲୋକମାନେ ଏପରି ସୁଖ ରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆଯୋଜନ କରିବା, ତାହା ସମାନେେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ୟ୍ଯ ହବେେ।

fullscreen10 ତୁମ୍ଭମାନେେ କହୁଅଛ, 'ଏହି ସ୍ଥାନ ନରଶୂନ୍ଯ ଓ ପଶୁଶୂନ୍ଯ ହାଇେ ଏକ ଧ୍ବଂସିତ ନଗର ହବେ।' ମାତ୍ର ଏହି ସ୍ଥାନ ଖୁବ୍ ଶୀଘ୍ର କୋଳାହଳପୂର୍ଣ୍ଣ ହବେ।

fullscreen11 ସଦାପ୍ରଭୁ କହନ୍ତି, ଏଠା ରେ ତୁମ୍ଭମାନେେ ଆନନ୍ଦ ଧ୍ବନି ଓ ହର୍ଷନାଦ, ବର କନ୍ଯାଙ୍କର ହର୍ଷଧ୍ବନି, ସଦାପ୍ରଭୁଙ୍କର ପ୍ରଶଂସାଗାନର କୋଳାହଳ ପାଇବ। ସମାନେେ କହିବେ, 'ସଦାପ୍ରଭୁ ମଙ୍ଗଳମଯ ଓ ତାଙ୍କର କରୁଣା ସଦାକାଳ ସ୍ଥାଯୀ।' ତେଣୁ ତାଙ୍କର ଧନ୍ଯବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ଯବାଦସ୍ବରୂପ ବଳି ଆଣିବାର ଶବ୍ଦ ଶୁଣାୟିବ। ଏହା ହବେ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ଯ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସପରେି ହାଇଯେିବ।

fullscreen12 ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଏହି ଜନଶୂନ୍ଯ ଓ ପଶୁଶୂନ୍ଯ ଧ୍ବଂସ ସ୍ଥାନ ରେଓ ତହିଁର ସକଳ ନଗର ରେ ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହବେ। ସମାନେେ ସେ ସ୍ଥାନ ରେ ଆପଣା ଆପଣା ମଷେପଲଙ୍କୁ ବିଶ୍ରାମ କରାଇବେ।

fullscreen13 ସଦାପ୍ରଭୁ କହନ୍ତି, ପାର୍ବତୀଯ ଦେଶର ନଗର ସମୂହ ରେ, ନିମ୍ନଭୂମିର ନଗରମାନଙ୍କ ରେ, ଦକ୍ଷିଣଦିଗସ୍ଥ ସକଳ ନଗର ରେ, ବିନ୍ଯାମୀନ ଦେଶ ରେ, ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳ ରେ ଓ ଯିହୁଦାର ନଗରମାନଙ୍କ ରେ ଲୋକମାନେ ସମାନଙ୍କେର ମଷେପଲଙ୍କୁ ଗଣନା କରିବେ।

1 Moreover the word of the Lord came unto Jeremiah the second time, while he was yet shut up in the court of the prison, saying,

2 Thus saith the Lord the maker thereof, the Lord that formed it, to establish it; the Lord is his name;

3 Call unto me, and I will answer thee, and shew thee great and mighty things, which thou knowest not.

4 For thus saith the Lord, the God of Israel, concerning the houses of this city, and concerning the houses of the kings of Judah, which are thrown down by the mounts, and by the sword;

5 They come to fight with the Chaldeans, but it is to fill them with the dead bodies of men, whom I have slain in mine anger and in my fury, and for all whose wickedness I have hid my face from this city.

6 Behold, I will bring it health and cure, and I will cure them, and will reveal unto them the abundance of peace and truth.

7 And I will cause the captivity of Judah and the captivity of Israel to return, and will build them, as at the first.

8 And I will cleanse them from all their iniquity, whereby they have sinned against me; and I will pardon all their iniquities, whereby they have sinned, and whereby they have transgressed against me.

9 And it shall be to me a name of joy, a praise and an honour before all the nations of the earth, which shall hear all the good that I do unto them: and they shall fear and tremble for all the goodness and for all the prosperity that I procure unto it.

10 Thus saith the Lord; Again there shall be heard in this place, which ye say shall be desolate without man and without beast, even in the cities of Judah, and in the streets of Jerusalem, that are desolate, without man, and without inhabitant, and without beast,

11 The voice of joy, and the voice of gladness, the voice of the bridegroom, and the voice of the bride, the voice of them that shall say, Praise the Lord of hosts: for the Lord is good; for his mercy endureth for ever: and of them that shall bring the sacrifice of praise into the house of the Lord. For I will cause to return the captivity of the land, as at the first, saith the Lord.

12 Thus saith the Lord of hosts; Again in this place, which is desolate without man and without beast, and in all the cities thereof, shall be an habitation of shepherds causing their flocks to lie down.

13 In the cities of the mountains, in the cities of the vale, and in the cities of the south, and in the land of Benjamin, and in the places about Jerusalem, and in the cities of Judah, shall the flocks pass again under the hands of him that telleth them, saith the Lord.

Jeremiah 33 in Tamil and English

1 ଆହୁରି ଯିରିମିୟ ପ୍ରହରୀ ପ୍ରାଙ୍ଗଣ ରେ ବନ୍ଦୀ ଥିଲା ବେଳେ ସଦାପ୍ରଭୁଙ୍କର ବାକ୍ଯ ଦ୍ବିତୀୟ ଥର ତାଙ୍କ ନିକଟରେ ଉପସ୍ଥିତ ହେଲା।
Moreover the word of the Lord came unto Jeremiah the second time, while he was yet shut up in the court of the prison, saying,

2 ୟିଏ ଏହି ପୃଥିବୀର ସୃଷ୍ଟିକର୍ତ୍ତା ଏବଂ ସେ ଏହାକୁ ସୁସ୍ଥିର କରିବା ନିମନ୍ତେ ନିରୂପଣ କରିଛନ୍ତି। ସଦାପ୍ରଭୁ ତାଙ୍କର ନାମ। ସହେି ସଦାପ୍ରଭୁ ଏହା କହନ୍ତି।
Thus saith the Lord the maker thereof, the Lord that formed it, to establish it; the Lord is his name;

3 ହେ ଯିହୁଦା, ତୁମ୍ଭେ ଆମ୍ଭକୁ ପ୍ରାର୍ଥନା କର ଏବଂ ଆମ୍ଭେ ତୁମ୍ଭକୁ ଉତ୍ତର ଦବୋ। ଆମ୍ଭେ ତୁମ୍ଭକୁ ଗୁପ୍ତ ଓ ମହତ୍ ବିଷଯ ଶୁଣାଇବା, ଯାହା ତୁମ୍ଭେ ଜାଣି ନାହଁ।
Call unto me, and I will answer thee, and shew thee great and mighty things, which thou knowest not.

4 ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁ ୟିରୁଶାଲମ ବିଷଯ ରେ ଏହି କଥା କହନ୍ତି। ଶତ୍ରୁସୈନ୍ଯ ନଗରର ସକଳ ଗୃହ ଓ ଯିହୁଦାର ରାଜଗଣର ସମସ୍ତ ପ୍ରାସାଦ ଭୂମିସାତ୍ କରିବେ। ସମାନେେ ପ୍ରାଚୀର ଉପ ରେ ସିଡ଼ି ନିର୍ମାଣ କରି ଖଡ୍ଗ ରେ ନଗର ଲୋକଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ।
For thus saith the Lord, the God of Israel, concerning the houses of this city, and concerning the houses of the kings of Judah, which are thrown down by the mounts, and by the sword;

5 ୟିରୁଶାଲମର ଲୋକମାନେ ବହୁ ଦୁଷ୍କର୍ମ କରିଅଛନ୍ତି। ଆମ୍ଭେ ସମାନଙ୍କେୁ ପ୍ରଚଣ୍ଡ କୋପ ରେ ବିନାଶ କରିଅଛୁ ପୁଣି କଲଦୀଯମାନେ ସମାନଙ୍କେ ସହିତ ୟୁଦ୍ଧ କରିବାକୁ ଆସିବେ। ଆମ୍ଭର କୋରଧ ଯୋଗୁଁ ସମାନଙ୍କେ ଗୃହ ଶବ ରେ ପରିପୂର୍ଣ୍ଣ ହବେ।
They come to fight with the Chaldeans, but it is to fill them with the dead bodies of men, whom I have slain in mine anger and in my fury, and for all whose wickedness I have hid my face from this city.

6 ମାତ୍ର ଆମ୍ଭେ ସମାନଙ୍କେୁ କ୍ଷମା କରି ଆରୋଗ୍ୟ କରିବା। ସମାନେେ ଚିରନ୍ତନ ଐଶ୍ବର୍ୟ୍ଯ ଓ ଶାନ୍ତି ଆନନ୍ଦ ଉଲ୍ଲାସ କରିବେ।
Behold, I will bring it health and cure, and I will cure them, and will reveal unto them the abundance of peace and truth.

7 ଆମ୍ଭେ ଇଶ୍ରାୟେଲ ଓ ଯିହୁଦାର ଲୋକମାନଙ୍କର ବନ୍ଦୀତ୍ବ ଅବସ୍ଥାର ପରିବର୍ତ୍ତନ କରି ସମାନଙ୍କେ ପ୍ରତି ମଙ୍ଗଳ ବିଧାନ କରିବା। ସମାନଙ୍କେୁ ଅତୀତ ପରି ଶକ୍ତିଶାଳୀ କରିବା।
And I will cause the captivity of Judah and the captivity of Israel to return, and will build them, as at the first.

8 ସମାନେେ ଆମ୍ଭ ବିରୁଦ୍ଧ ରେ ଅଧର୍ମାଚରଣ କରି ଯେଉଁ ପାପ କରିଅଛନ୍ତି ଆମ୍ଭେ ସମାନଙ୍କେୁ ସେଥିରୁ ଶୁଚି କରିବା। ପୁଣି ସମାନେେ ଆମ୍ଭର ଆଜ୍ଞା ଲଙ୍ଘନ କରି ଯେଉଁ ଅଧର୍ମ ଓ ପାପ କରିଅଛନ୍ତି, ଆମ୍ଭେ ସେଥିରୁ ସମାନଙ୍କେୁ କ୍ଷମା କରିବା।
And I will cleanse them from all their iniquity, whereby they have sinned against me; and I will pardon all their iniquities, whereby they have sinned, and whereby they have transgressed against me.

9 ତା'ପ ରେ ୟିରୁଶାଲମ ପୃଥିବୀସ୍ଥ ଦେଶମାନଙ୍କ ମଧିଅରେ ଏକ ଶ୍ ରେଷ୍ଠ ସ୍ଥାନ ହବେ। ଲୋକମାନେ ଏପରି ସୁଖ ରେ ରହିବେ ଯେ ଅନ୍ୟ ଗୋଷ୍ଠୀଗଣ ତା'ର ପ୍ରଶଂସା ଓ ଗୌରବ ଗାନ କରିବେ। ଆମ୍ଭେ ତାହା ପାଇଁ ମଙ୍ଗଳ ଓ ଶାନ୍ତି ଆଯୋଜନ କରିବା, ତାହା ସମାନେେ ଶ୍ରବଣ କରିବେ। ଅନ୍ୟ ଲୋକେ ଭୀତ ଓ ଆଶ୍ଚର୍ୟ୍ଯ ହବେେ।
And it shall be to me a name of joy, a praise and an honour before all the nations of the earth, which shall hear all the good that I do unto them: and they shall fear and tremble for all the goodness and for all the prosperity that I procure unto it.

10 ତୁମ୍ଭମାନେେ କହୁଅଛ, 'ଏହି ସ୍ଥାନ ନରଶୂନ୍ଯ ଓ ପଶୁଶୂନ୍ଯ ହାଇେ ଏକ ଧ୍ବଂସିତ ନଗର ହବେ।' ମାତ୍ର ଏହି ସ୍ଥାନ ଖୁବ୍ ଶୀଘ୍ର କୋଳାହଳପୂର୍ଣ୍ଣ ହବେ।
Thus saith the Lord; Again there shall be heard in this place, which ye say shall be desolate without man and without beast, even in the cities of Judah, and in the streets of Jerusalem, that are desolate, without man, and without inhabitant, and without beast,

11 ସଦାପ୍ରଭୁ କହନ୍ତି, ଏଠା ରେ ତୁମ୍ଭମାନେେ ଆନନ୍ଦ ଧ୍ବନି ଓ ହର୍ଷନାଦ, ବର କନ୍ଯାଙ୍କର ହର୍ଷଧ୍ବନି, ସଦାପ୍ରଭୁଙ୍କର ପ୍ରଶଂସାଗାନର କୋଳାହଳ ପାଇବ। ସମାନେେ କହିବେ, 'ସଦାପ୍ରଭୁ ମଙ୍ଗଳମଯ ଓ ତାଙ୍କର କରୁଣା ସଦାକାଳ ସ୍ଥାଯୀ।' ତେଣୁ ତାଙ୍କର ଧନ୍ଯବାଦ କର। ପୁଣି ସଦାପ୍ରଭୁଙ୍କ ଗୃହକୁ ଧନ୍ଯବାଦସ୍ବରୂପ ବଳି ଆଣିବାର ଶବ୍ଦ ଶୁଣାୟିବ। ଏହା ହବେ କାରଣ ଆମ୍ଭେ ଆପଣା ଲୋକମାନଙ୍କର ଭାଗ୍ଯ ପରିବର୍ତ୍ତନ କରିବା। ସେଥିପାଇଁ ସବୁକିଛି ପୂର୍ବରୁ ଯେପରି ଥିଲା, ସପରେି ହାଇଯେିବ।
The voice of joy, and the voice of gladness, the voice of the bridegroom, and the voice of the bride, the voice of them that shall say, Praise the Lord of hosts: for the Lord is good; for his mercy endureth for ever: and of them that shall bring the sacrifice of praise into the house of the Lord. For I will cause to return the captivity of the land, as at the first, saith the Lord.

12 ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଏହି ଜନଶୂନ୍ଯ ଓ ପଶୁଶୂନ୍ଯ ଧ୍ବଂସ ସ୍ଥାନ ରେଓ ତହିଁର ସକଳ ନଗର ରେ ପୁନର୍ବାର ପଶୁପାଳକମାନଙ୍କର ବସତି ସ୍ଥାନ ହବେ। ସମାନେେ ସେ ସ୍ଥାନ ରେ ଆପଣା ଆପଣା ମଷେପଲଙ୍କୁ ବିଶ୍ରାମ କରାଇବେ।
Thus saith the Lord of hosts; Again in this place, which is desolate without man and without beast, and in all the cities thereof, shall be an habitation of shepherds causing their flocks to lie down.

13 ସଦାପ୍ରଭୁ କହନ୍ତି, ପାର୍ବତୀଯ ଦେଶର ନଗର ସମୂହ ରେ, ନିମ୍ନଭୂମିର ନଗରମାନଙ୍କ ରେ, ଦକ୍ଷିଣଦିଗସ୍ଥ ସକଳ ନଗର ରେ, ବିନ୍ଯାମୀନ ଦେଶ ରେ, ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ଅଞ୍ଚଳ ରେ ଓ ଯିହୁଦାର ନଗରମାନଙ୍କ ରେ ଲୋକମାନେ ସମାନଙ୍କେର ମଷେପଲଙ୍କୁ ଗଣନା କରିବେ।
In the cities of the mountains, in the cities of the vale, and in the cities of the south, and in the land of Benjamin, and in the places about Jerusalem, and in the cities of Judah, shall the flocks pass again under the hands of him that telleth them, saith the Lord.