Jeremiah 4:1 in Oriya

Oriya Oriya Bible Jeremiah Jeremiah 4 Jeremiah 4:1

Jeremiah 4:1
ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ଯଦି ତୁମ୍ଭେ ଫରେି ଆସିବାକୁ ଇଚ୍ଛା କରୁଛ, ତବେେ ମାେ ନିକଟକୁ ଫରେିଆସ। ଯଦି ତୁମ୍ଭେ ସମସ୍ତ ମୂର୍ତ୍ତି ମାେ ଚକ୍ଷୁ ସମ୍ମୁଖରୁ ଫିଙ୍ଗି ଦିଅ ଓ ବିପଥଗାମୀ ହୁଅ ନାହିଁ।

Jeremiah 4Jeremiah 4:2

Jeremiah 4:1 in Other Translations

King James Version (KJV)
If thou wilt return, O Israel, saith the LORD, return unto me: and if thou wilt put away thine abominations out of my sight, then shalt thou not remove.

American Standard Version (ASV)
If thou wilt return, O Israel, saith Jehovah, if thou wilt return unto me, and if thou wilt put away thine abominations out of my sight; then shalt thou not be removed;

Bible in Basic English (BBE)
If you will come back, O Israel, says the Lord, you will come back to me: and if you will put away your disgusting ways, you will not be sent away from before me.

Darby English Bible (DBY)
If thou wilt return, O Israel, saith Jehovah, return unto me; and if thou wilt put away thine abominations out of my sight, then shalt thou not be a wanderer;

World English Bible (WEB)
If you will return, Israel, says Yahweh, if you will return to me, and if you will put away your abominations out of my sight; then you shall not be removed;

Young's Literal Translation (YLT)
If thou dost turn back, O Israel, An affirmation of Jehovah, unto Me turn back, And if thou dost turn aside Thine abominations from My face, Then thou dost not bemoan.

If
אִםʾimeem
thou
wilt
return,
תָּשׁ֨וּבtāšûbta-SHOOV
O
Israel,
יִשְׂרָאֵ֧ל׀yiśrāʾēlyees-ra-ALE
saith
נְאֻםnĕʾumneh-OOM
Lord,
the
יְהוָ֛הyĕhwâyeh-VA
return
אֵלַ֖יʾēlayay-LAI
unto
תָּשׁ֑וּבtāšûbta-SHOOV
me:
and
if
וְאִםwĕʾimveh-EEM
away
put
wilt
thou
תָּסִ֧ירtāsîrta-SEER
thine
abominations
שִׁקּוּצֶ֛יךָšiqqûṣêkāshee-koo-TSAY-ha
sight,
my
of
out
מִפָּנַ֖יmippānaymee-pa-NAI
then
shalt
thou
not
וְלֹ֥אwĕlōʾveh-LOH
remove.
תָנֽוּד׃tānûdta-NOOD

Cross Reference

Joel 2:12
ଏହା ସଦାପ୍ରଭୁଙ୍କର ବାର୍ତ୍ତା: ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।

Jeremiah 3:22
ଆଉମଧ୍ଯ ସଦାପ୍ରଭୁ କହନ୍ତି, ହେ ଇଶ୍ରାୟେଲ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭପ୍ରତି ଅବିଶ୍ବସ୍ତ ହାଇେଅଛ। ମାତ୍ର ତୁମ୍ଭମାନେେ ଫରେିଆସ, ଆମ୍ଭେ ତୁମ୍ଭମାନଙ୍କର ବିପଥଗମନରୂପୀ ରୋଗକୁ ଆରୋଗ୍ୟ କରିବା। ଆଉ ତୁମ୍ଭମାନେେ କହିବ, ହଁ, ଆମ୍ଭମାନେେ ତୁମ୍ଭ ନିକଟକୁ ଆସିଅଛୁ, କାରଣ ତୁମ୍ଭେ ଆମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ଅଟ।

Jeremiah 3:1
ଯଦି କୌଣସି ପୁରୁଷ ତା'ର ସ୍ତ୍ରୀକୁ ପରିତ୍ଯାଗ କରେ ଓ ସେ ସ୍ତ୍ରୀ ତାକୁ ତ୍ଯାଗ କରି ଅନ୍ୟ ପୁରୁଷକୁ ବିବାହ କରେ ତବେେ ତା'ର ସ୍ବାମୀ କ'ଣ ପୁନର୍ବାର ତାହା ନିକଟକୁ ଆସିବ ? ଯଦି ସେ ଲୋକ ପୁନର୍ବାର ତାହା ନିକଟକୁ ଆସିବ ତବେେ ସହେି ଦେଶ ଅତ୍ଯନ୍ତ 'ଅଶୁଚି' ହବେ। ହେ ଯିହୁଦା, ତୁମ୍ଭେ ଅନକେ ଉପପତି ସଙ୍ଗେ ବ୍ଯଭିଚାର କରିଅଛ। ଆଉ ପୁନର୍ବାର ଆମ୍ଭ ନିକଟକୁ ଫରେି ଆସିବାକୁ ଚାହୁଁଛ। ଏହା ସଦାପ୍ରଭୁ କହନ୍ତି।

Ephesians 4:22
ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ି ଦିଅ। କାରଣ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଭଲ ପାଇବାରୁ ତଦ୍ଦ୍ବାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳେ ରେ ପୁରୁଣାରୂପ ଦ୍ବାରା ମନ୍ଦ ଆହୁରି ହାଇଯୋଏ।

Genesis 35:2
ତେଣୁ ଯାକୁବ ତା'ର ପରିବାର ଓ ତା'ର ଦାସମାନଙ୍କୁ କହିଲେ, ତୁମ୍ଭମାନଙ୍କ ନିକଟରେ ଯେ ସବୁ ବିଦେଶୀଯ ଦବେତାଗଣ ଅଛନ୍ତି ସମାନଙ୍କେୁ ଦୂରକର, ନିଜ ନିଜକୁ ଶୁଚିକର ଏବଂ ବସ୍ତ୍ର ପରି ପରିବର୍ତ୍ତନ କର।

Jeremiah 35:15
ଆଉ ମଧ୍ଯ ଆମ୍ଭେ ଆମ୍ଭର ସମସ୍ତ ଦାସ ଓ ଭବିଷ୍ଯଦବକ୍ତାଗଣଙ୍କୁ ତୁମ୍ଭ ନିକଟକୁ ପଠାଇଅଛୁ। ଆଉ ସମାନେେ ତୁମ୍ଭମାନଙ୍କୁ ବାରମ୍ବାର କହି ଅଛନ୍ତି, 'ତୁମ୍ଭମାନେେ ନିଜ ନିଜ କୁପଥରୁ ନିବୃତ୍ତ ହୁଅ, ନିଜ ନିଜ ଆଚରଣ ସଂ ଶାଧେନ କର ଓ ଅନ୍ୟ ଦବଗେଣର ସବୋ କରି ସମାନଙ୍କେୁ ଅନୁସରଣ କର ନାହିଁ। ତାହା ହେଲେ ତୁମ୍ଭମାନଙ୍କୁ ଓ ତୁମ୍ଭମାନଙ୍କର ପୂର୍ବପୁରୁଷମାନଙ୍କୁ ଆମ୍ଭେ ଯେଉଁ ଦେଶ ଦଇେଅଛୁ ତହିଁରେ ତୁମ୍ଭମାନେେ ବାସ କରିବ।' ମାତ୍ର ତୁମ୍ଭମାନେେ ତାହା କର୍ଣ୍ଣପାତ କରି ନାହଁ କିଅବା ଆମ୍ଭ ବାକ୍ଯ ରେ ଅବଧାନ କରି ନାହଁ।

Jeremiah 36:3
ମୁଁ ତାଙ୍କ ଉପରକୁ ବିପର୍ୟ୍ଯଯ ଆଣିବାର ଯୋଜନା ଶୁଣିଲା ପ ରେ ଏହା ଏପରି ହାଇପୋ ରେ, ସମାନେେ ଭୁଲ ରାସ୍ତାରୁ ଫରେି ପାରନ୍ତି ଏବଂ ତା'ପ ରେ ମୁଁ ସମାନଙ୍କେୁ କ୍ଷମା କରି ଦବେି।

Ezekiel 11:18
ପୁଣି ସମାନେେ ସେ ଦେଶକୁ ଯିବେ ଓ ତହିଁରେ ୟାବତୀଯ ପ୍ରତିମା ବସ୍ତୁ ଓ ଘୃଣା ଯୋଗ୍ଯ ବିଷଯସବୁ ସେ ସ୍ଥାନରୁ ଦୂର କରିବେ।

Ezekiel 18:13
ଏବଂ ଘୃଣ୍ଯ କର୍ମ କରେ, ଋଣ ଦଇେ ସୁଧ ଆଦାଯ କରେ, ସେ ବଞ୍ଚିବ କି ? ନିଶ୍ଚିତ ଭାବରେ ନୁହେଁ। ସେ ନିଶ୍ଚିତ ଭାବରେ ମରିବ କାରଣ ସେ ସବୁ ଘୃଣ୍ଯ କାର୍ୟ୍ଯ କରେ। ଏବଂ ସେ ତା'ର ନିଜର ମୃତ୍ଯୁ ପାଇଁ ଦାଯୀ ରହିବ।

Ezekiel 20:7
ଏବଂ ମୁଁ ସମାନଙ୍କେୁ କହିଲି, ତୁମ୍ଭମାନେେ ଦେଖୁଥିବା ଘୃଣ୍ଯ ଛବିଗୁଡ଼ିକରୁ ମୁକ୍ତି ପାଅ ଏବଂ ମିଶରୀଯମାନଙ୍କ ମୂର୍ତ୍ତି ଦ୍ବାରା ତୁମ୍ଭମାନେେ ନିଜକୁ ଅପବିତ୍ର କର ନାହିଁ। ମୁଁ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ଅଟେ।

Ezekiel 43:9
ପୁତ୍ର, ବର୍ତ୍ତମାନ ସମାନଙ୍କେୁ ସମାନଙ୍କେର ଶାରୀରିକ ପାପସବୁରୁ ଦୂ ରଇେ ରୁହନ୍ତୁ ଓ ସମାନଙ୍କେର ରାଜାମାନଙ୍କର ମୃତ ଶରୀର ଆମ୍ଭ ନିକଟରୁ ଦୂର କରନ୍ତୁ, ତେଣୁ ମୁଁ ସଦାକାଳ ସମାନଙ୍କେ ମଧିଅରେ ବାସ କରିବି।

Hosea 2:2
ମା'ଙ୍କ ସହିତ ୟୁକ୍ତି କର। କାରଣ ସେ ଆମ୍ଭର ସ୍ତ୍ରୀ ନୁହେଁ କି ଆମ୍ଭେ ତା'ର ସ୍ବାମୀ ନୁହଁ। ବେଶ୍ଯା ପରି ନ ହବୋକୁ ତାଙ୍କୁ କୁହ। ତାଙ୍କୁ କୁହ ଯେଉଁ ପ୍ ରମେିକମାନଙ୍କୁ ହୃଦଯ ରେ ସ୍ଥାନ ଦଇେଛନ୍ତି ସମାନଙ୍କେୁ ଦୂ ରଇେ ଦିଅନ୍ତୁ।

Hosea 7:16
କିନ୍ତୁ ସମାନେେ ଆମ୍ଭ ନିକଟକୁ ଫରେି ଆସିଲେ ନାହିଁ। ସମାନେେ ଗୋଟିଏ ତୃଟିପୂର୍ଣ୍ଣ ବୁମରୋଂ ପରି ବ୍ଯବହାର କଲେ। ସମାନଙ୍କେର ନେତାମାନେ ସମାନଙ୍କେର ଶକ୍ତି ଉପ ରେ ବୃଥା ବଡିମା ଦଖାେଉଥିଲେ କିନ୍ତୁ ସମାନେେ ଖଣ୍ତା ରେ ନିହତ ହବେେ ଏବଂ ମିଶରବାସୀଙ୍କ ଦ୍ବାରା ଉପହାସର ପାତ୍ର ହବେେ।

Hosea 14:1
ଇଶ୍ରାୟେଲ, ତୁମ୍ଭର ପତନ ହେଲା ଏବଂ ତୁମ୍ଭେ ପରମେଶ୍ବରଙ୍କ ବିରୁଦ୍ଧ ରେ ପାପ କଲ। ତେଣୁ ତୁମ୍ଭର ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କ ନିକଟକୁ ଫରେିଆସ।

Jeremiah 25:5
ସହେି ଭବିଷ୍ଯଦବକ୍ତାଗଣ କହିଲେ, ତୁମ୍ଭମାନେେ ପ୍ରେତ୍ୟକକ ଆପଣା ଆପଣା କୁପଥରୁ ଓ ଆପଣା ଆପଣା ଦୁଷ୍ଟ ଆଚରଣରୁ ଫରେ। ତାହା ହେଲେ ସଦାପ୍ରଭୁ ପୁରାତନ କାଳରୁ ଚିରଦିନ ନିମନ୍ତେ ତୁମ୍ଭମାନଙ୍କୁ ଓ ତୁମ୍ଭର ପୂର୍ବପୁରୁଷଗଣଙ୍କୁ ଯେଉଁ ଦେଶ ଦଇେଅଛନ୍ତି, ତାହା ମଧିଅରେ ତୁମ୍ଭମାନେେ ବାସ କରିବ।

Jeremiah 24:9
ମୁଁ ସମାନଙ୍କେ ଉପ ରେ ଏମିତି ବିପର୍ୟ୍ଯଯ ଆଣିବି ଯେ ପୃଥିବୀର ସମସ୍ତ ରାଜ୍ଯ ଆତଙ୍କିତ ହବେେ। ସମସ୍ତେ ସମାନଙ୍କେୁ ଦୁର୍ନାମ ଓ ଉପହାସ କରିବେ। ଆମ୍ଭେ ଯେଉଁ ସ୍ଥାନ ରେ ସମାନଙ୍କେୁ ବିକ୍ଷିପ୍ତ କରିବା, ସହେି ସ୍ଥାନର ଲୋକମାନେ ସମାନଙ୍କେୁ ଅଭିଶାପ ଦବେେ।

Joshua 24:14
ଏହାପରେ ଯିହାଶୂେୟ ଲୋକମାନଙ୍କୁ କହିଲେ, ବର୍ତ୍ତମାନ ତୁମ୍ଭେ ସଦାପ୍ରଭୁଙ୍କର ବାକ୍ଯ ଶକ୍ସ୍ଟଣିଲ। ତେଣୁ ତୁମ୍ଭେ ସଦାପ୍ରଭୁଙ୍କୁ ଅନ୍ତରର ସହକା ରେ ସବୋ କର ଓ ସମ୍ମାନ ଦିଅ। ତୁମ୍ଭମାନଙ୍କର ପୂର୍ବପୁରୁଷ ମିଶର ରେ ଥିବା ବେଳେ ସବୋ କରୁଥିବା ଦବେତାଗଣଙ୍କକ୍ସ୍ଟ ଫରାତ୍ ନଦୀର ଅପର ପାଶର୍‌ବକକ୍ସ୍ଟ ଫିଙ୍ଗିଦିଅ। ଏବଂ ବିନା ଦିହକ୍ସ୍ଟଦା ରେ ଏହି ସଦାପ୍ରଭୁଙ୍କୁ ସବୋ କର।

Judges 10:16
ଏହାପରେ ସମାନେେ ନିଜ ମଧ୍ଯରକ୍ସ୍ଟ ବିଦେଶୀ ଦବଗେଣଙ୍କକ୍ସ୍ଟ ଦୂର କରି ଦେଲେ ଏବଂ ସଦାପ୍ରଭୁଙ୍କର ସବୋ କଲେ। ଏହାପରେ ସଦାପ୍ରଭୁ ଇଶ୍ରାୟେଲବାସୀଙ୍କର ଦକ୍ସ୍ଟଃଖ ଅଧିକ ସମୟ ଦେଖି ସହି ପାରିଲେ ନାହିଁ।

1 Samuel 7:3
ତା'ପରେ ଶାମକ୍ସ୍ଟଯଲେ ଇଶ୍ରାୟେଲୀୟମାନଙ୍କୁ କହିଲେ, ପ୍ରକୃତ ରେ ତୁମ୍ଭମାନେେ ଯଦି ହୃଦଯର ସହିତ ସଦାପ୍ରଭୁଙ୍କ ପାଖକକ୍ସ୍ଟ ପ୍ରତ୍ଯାବର୍ତ୍ତନ କରିଛ, ତବେେ ତୁମ୍ଭମାନେେ ବିଦେଶୀ ପ୍ରତିମାଗୁଡିକୁ ଓ ଅଷ୍ଟାରୋତ ପ୍ରତିମା ଫିଙ୍ଗିଦିଅ। ତୁମ୍ଭମାନେେ ସଦାପ୍ରଭୁଙ୍କ ନିକଟରେ ସମର୍ପଣ କର ଓ କବଳେ ତାଙ୍କୁ ହିଁ ସବୋ କର। ସଦାପ୍ରଭୁ ତୁମ୍ଭମାନଙ୍କୁ ପଲେଷ୍ଟୀୟମାନଙ୍କଠାରକ୍ସ୍ଟ ରକ୍ଷା କରିବେ।

2 Kings 23:13
ରାଜା ଉଚ୍ଚ ସ୍ଥଳଗୁଡିକ ଅଶୁଚି କଲେ, ଯେଉଁସବୁ ୟିରୁଶାଲମର ପୂର୍ବ ରେ ବିନାଶ ପର୍ବତ ଉପରେ ଶଲୋମନଙ୍କ ଦ୍ବାରା ଗଢା ହାଇେଥିଲା। ଇଶ୍ରାୟେଲର ରାଜା ଅଷ୍ଟାରୋତ ସମ୍ମାନାର୍ଥେ ସୀଦୋନୀଯମାନଙ୍କର ଭଣ୍ତ ଦବେୀଗଣ, କମାେଣ ପାଇଁ ମାୟୋବର ଭଣ୍ତ ଦବେତା ଏବଂ ମିଲ୍କମ ପାଇଁ ଅମାନେୀଯମାନଙ୍କର ଭଣ୍ତ ଦବେତା ପାଇଁ ତିଆରି ହାଇେଥିଲା।

2 Kings 23:24
ଆହୁରି ଯୋଶିୟଯ ଯେପରି ସଦାପ୍ରଭୁଙ୍କ ମନ୍ଦିର ରେ ହିଲକିଯ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ଯବସ୍ଥାର ସମସ୍ତ ବାକ୍ଯ ସଫଳ କରି ପାରିବେ, ସେଥିପାଇଁ ଯିହୁଦାର ଓ ୟିରୁଶାଲମ ଦ୍ବାରା ଆରାଧନା କରୁଥିବ। ଯେଉଁ ସମସ୍ତ ମାଧ୍ଯମଗୁଡିକ ଗୁଣୀ, ଠାକୁର, ପୁତ୍ତଳିକା ଓ ଘୃଣା ଯୋଗ୍ଯ ବସ୍ତୁ ଦଖାଗେଲା ସେ ତାହା ସବୁ ଦୂର କଲେ।

2 Chronicles 15:8
ଆସା ଓବେଦ୍ ଭବିଷ୍ଯଦ୍ବକ୍ତାଙ୍କଠାରୁ ଏହି ସମସ୍ତ ବାର୍ତ୍ତା ଶୁଣି ଉତ୍ସାହ ଅନୁଭବ କଲେ। ଏହାପରେ ସେ ଯିହୁଦା ଓ ବିନ୍ଯାମୀନର ସମସ୍ତ ଅଞ୍ଚଳରୁ ଘୃଣ୍ଯ ପ୍ରତିମାଗୁଡ଼ିକ ଦୂର କରି ଦେଲେ। ଆସା ଇଫ୍ରଯିମ୍ର ପାର୍ବତ୍ଯମଯ ଦେଶର ଯେଉଁ ସହରଗୁଡ଼ିକ ଅଧିକାର କରିଥିଲେ, ସହେି ସହରଗୁଡ଼ିକରୁ ମଧ୍ଯ ସହେି ଘୃଣ୍ଯ ପ୍ରତିମାଗୁଡ଼ିକ ବାହାର କରି ଦେଲେ। ଆଉ ସେ ସଦାପ୍ରଭୁଙ୍କ ମନ୍ଦିରର ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ୟଜ୍ଞବଦେୀକୁ ମରାମତି କଲେ।

2 Chronicles 33:8
ଆମ୍ଭେ ଇଶ୍ରାୟେଲକୁ ସହେି ଭୂମିରୁ ବାହାର କରିବା ନାହିଁ, ଯାହା ଆମ୍ଭେ ସମାନଙ୍କେର ପୂର୍ବପୁରୁଷମାନଙ୍କୁ ଦବୋପାଇଁ ପ୍ରତିଜ୍ଞା କରିଛୁ। କିନ୍ତୁ ସମାନଙ୍କେୁ ସହେି ସମସ୍ତ ଆଜ୍ଞା, ବ୍ଯବସ୍ଥା, ବିଧି ଓ ବିଧାନ ପାଳନ କରିବାକୁ ପଡ଼ିବ। ଯାହାକି ଆମ୍ଭେ ସମାନଙ୍କେୁ ମାଶାଙ୍କେ ମାଧ୍ଯମ ରେ ଦଇେଥିଲୁ।

Isaiah 31:6
ହେ ଇଶ୍ରାୟେଲର ସନ୍ତାନଗଣ, ତୁମ୍ଭମାନେେ ଯେଉଁ ପରମେଶ୍ବରଙ୍କର ବିରୁଦ୍ଧାଚରଣ କରି ତାଙ୍କ ପ୍ରତି ବିମୁଖ ହାଇେଅଛ, ତାଙ୍କ ନିକଟକୁ ଫରେିଆସ।

Jeremiah 3:12
ତେଣୁ ହେ ଯିରିମିୟ, ତୁମ୍ଭେ ଉତ୍ତର ଦିଗଆଡ଼େ ୟାଇ ଏହି କଥା ପ୍ରଚାର କର ଏବଂ କୁହ,

Jeremiah 3:14
ସଦାପ୍ରଭୁ କହନ୍ତି, ହେ ବିପଥଗାମୀ ସନ୍ତାନଗଣ, ତୁମ୍ଭମାନେେ ଆମ୍ଭ ନିକଟକୁ ଫରେିଆସ, କାରଣ ଆମ୍ଭେ ତୁମ୍ଭମାନଙ୍କର ସ୍ବାମୀ। ଆମ୍ଭେ ପ୍ରତି ନଗରରୁ ଏକ ଜଣ ଓ ପ୍ରତି ଗୋଷ୍ଠୀ ମଧ୍ଯରୁ ଦୁଇଜଣ କରି ତୁମ୍ଭମାନଙ୍କୁ ସିୟୋନକୁ ଆଣିବା।

Jeremiah 4:4
ହେ ଯିହୁଦା ଓ ୟିରୁଶାଲମର ନିବାସୀଗଣ, ତୁମ୍ଭମାନେେ ସଦାପ୍ରଭୁଙ୍କ ପାଇଁ ନିଜକୁ ସୁନ୍ନତ କର। ତୁମ୍ଭମାନଙ୍କର ହୃଦଯରୁ ଆବିଳତାକୁ ଦୂର କର। ତା' ନ ହେଲେ ତୁମ୍ଭମାନଙ୍କର ଦୁଷ୍କର୍ମ ଯୋଗୁଁ ଆମ୍ଭର କୋରଧ ଅଗ୍ନିତୁଲ୍ଯ ପ୍ରଜ୍ବଳିତ ହବେ। ଓ ସହେି କୋର୍ଧାଗ୍ନି ରେ ତୁମ୍ଭମାନେେ ଭସ୍ମୀଭୂତ ହବେ। କହେି ତାହାକୁ ଲିଭାଇ ପାରିବା ପାଇଁ ସକ୍ଷମ ହବେ ନାହିଁ।

Jeremiah 15:4
କାରଣ ଯିହୁଦାର ରାଜା ହିଜକିଯଙ୍କର ପୁତ୍ର ମନଃଶି ୟିରୁଶାଲମ ରେ ଦୁଷ୍କର୍ମ କଲା, ଆମ୍ଭେ ସମାନଙ୍କେୁ ଯାହା କରିବା ସମଗ୍ର ପୃଥିବୀର ଲୋକେ ଭୟଭୀତ ହାଇଯେିବେ।'

Jeremiah 22:3
ସଦାପ୍ରଭୁ କହନ୍ତି, ନ୍ଯାଯ ବିବଚେନା କର ଏବଂ ଯାହା ଠିକ୍ ତାହା କର। ଲୁଣ୍ଠିତ ଲୋକକୁ ଉପଦ୍ରବକାରୀଠାରୁ ଉଦ୍ଧାର କର। ପୁଣି ବିଦେଶୀ, ପିତୃହୀନ ଓ ବିଧବା ପ୍ରତି କୌଣସି ଅନ୍ଯାଯ ବା ଉପଦ୍ରବ କର ନାହିଁ କି ଏହି ସ୍ଥାନ ରେ ନିର୍ଦ୍ ଦୋଷର ରକ୍ତପାତ କର ନାହିଁ।

Deuteronomy 27:15
' ଯେଉଁ ମନକ୍ସ୍ଟଷ୍ଯ କୌଣସି ଖାଦେିତ କିଅବା ଛାଞ୍ଚଢଳା ମୂର୍ତ୍ତୀ ନିର୍ମାଣ କରେ ଯାହା ସଦାପ୍ରଭୁ ଘୃଣା କରନ୍ତି ଏବଂ ଏହାକକ୍ସ୍ଟ ଏକ ଗୋପନ ସ୍ଥାନ ରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହବୋ ଉଚିତ୍।'