Jeremiah 4
19 ହାୟ, ହାୟ, ମାରେ ଦୁଃଖ ଓ ମାରେ ବ୍ଯସ୍ତତା ମାରେ ଅନ୍ତନାଡ଼ିକୁ ବ୍ଯଥିତ କରୁଛି। ମୁଁ ହୃଦଯ ରେ ଅସ୍ଥିରତା ଅନୁଭବ କରୁଛି। ମୁଁ ସ୍ଥିର ରହିପାରୁ ନାହିଁ, କାରଣ ମୁଁ ସହେି ତୂରୀ ଶବ୍ଦ ଓ ୟୁଦ୍ଧର ନାଦ ଶୁଣିପାରୁଛି।
20 ବିନାଶ ପ ରେ ବିନାଶର ଖବର ଆସୁଅଛି। କାରଣ ସମଗ୍ର ଦେଶ ବିନଷ୍ଟ ହେଉଅଛି। ମୁହୂର୍ତ୍ତକ ମଧିଅରେ ମାରେ ତମ୍ବୁ ଓ ନିମିଷକ ମଧିଅରେ ମାହେର ୟବନିକା ସବୁ ଧ୍ବଂସ ପାଇବ।
21 ହେ ପ୍ରଭୁ, ମୁଁ କେତକୋଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି ?
22 ପରମେଶ୍ବର କହିଲେ, ମାରେଲୋକମାନେ ନିର୍ବୋଧ ଏବଂ ସମାନେେ ମାେତେ ଜାଣନ୍ତି ନାହିଁ। ସମାନେେ ନିର୍ବୋଧ ସନ୍ତାନ ତୁଲ୍ଯ, ସମାନଙ୍କେର ଅର୍ନ୍ତଦୃଷ୍ଟି ନାହିଁ। ସମାନେେ କୁକର୍ମ କରିବା ରେ ଧୂରନ୍ଧର। ମାତ୍ର ସୁକର୍ମ କିପରି କରିବାକୁ ହୁଏ ସମାନେେ ଜାଣନ୍ତି ନାହିଁ।
19 My bowels, my bowels! I am pained at my very heart; my heart maketh a noise in me; I cannot hold my peace, because thou hast heard, O my soul, the sound of the trumpet, the alarm of war.
20 Destruction upon destruction is cried; for the whole land is spoiled: suddenly are my tents spoiled, and my curtains in a moment.
21 How long shall I see the standard, and hear the sound of the trumpet?
22 For my people is foolish, they have not known me; they are sottish children, and they have none understanding: they are wise to do evil, but to do good they have no knowledge.
Jeremiah 4 in Tamil and English
19 ହାୟ, ହାୟ, ମାରେ ଦୁଃଖ ଓ ମାରେ ବ୍ଯସ୍ତତା ମାରେ ଅନ୍ତନାଡ଼ିକୁ ବ୍ଯଥିତ କରୁଛି। ମୁଁ ହୃଦଯ ରେ ଅସ୍ଥିରତା ଅନୁଭବ କରୁଛି। ମୁଁ ସ୍ଥିର ରହିପାରୁ ନାହିଁ, କାରଣ ମୁଁ ସହେି ତୂରୀ ଶବ୍ଦ ଓ ୟୁଦ୍ଧର ନାଦ ଶୁଣିପାରୁଛି।
My bowels, my bowels! I am pained at my very heart; my heart maketh a noise in me; I cannot hold my peace, because thou hast heard, O my soul, the sound of the trumpet, the alarm of war.
20 ବିନାଶ ପ ରେ ବିନାଶର ଖବର ଆସୁଅଛି। କାରଣ ସମଗ୍ର ଦେଶ ବିନଷ୍ଟ ହେଉଅଛି। ମୁହୂର୍ତ୍ତକ ମଧିଅରେ ମାରେ ତମ୍ବୁ ଓ ନିମିଷକ ମଧିଅରେ ମାହେର ୟବନିକା ସବୁ ଧ୍ବଂସ ପାଇବ।
Destruction upon destruction is cried; for the whole land is spoiled: suddenly are my tents spoiled, and my curtains in a moment.
21 ହେ ପ୍ରଭୁ, ମୁଁ କେତକୋଳ ପତାକା ଦେଖିବି ଓ ତୂରୀର ଶବ୍ଦ ଶୁଣିବି ?
How long shall I see the standard, and hear the sound of the trumpet?
22 ପରମେଶ୍ବର କହିଲେ, ମାରେଲୋକମାନେ ନିର୍ବୋଧ ଏବଂ ସମାନେେ ମାେତେ ଜାଣନ୍ତି ନାହିଁ। ସମାନେେ ନିର୍ବୋଧ ସନ୍ତାନ ତୁଲ୍ଯ, ସମାନଙ୍କେର ଅର୍ନ୍ତଦୃଷ୍ଟି ନାହିଁ। ସମାନେେ କୁକର୍ମ କରିବା ରେ ଧୂରନ୍ଧର। ମାତ୍ର ସୁକର୍ମ କିପରି କରିବାକୁ ହୁଏ ସମାନେେ ଜାଣନ୍ତି ନାହିଁ।
For my people is foolish, they have not known me; they are sottish children, and they have none understanding: they are wise to do evil, but to do good they have no knowledge.