Jeremiah 50
1 ସଦାପ୍ରଭୁ ଯିରିମିୟ ଭବିଷ୍ଯଦବକ୍ତାଙ୍କ ମାଧ୍ଯମ ରେ ବାବିଲ ବିଷଯ ରେ ଓ କଲଦୀଯମାନଙ୍କ ବିଷଯ ରେ ଏହି ବାର୍ତ୍ତା ଦେଲେ। ତାହା ଏହିପରି :
2 ତୁମ୍ଭମାନେେ ଗୋଷ୍ଠୀଗଣ ମଧିଅରେ ପ୍ରକାଶ କରି ପ୍ରଚାର କର। ଧ୍ବଜା ଉଠାଇ ପ୍ରଚାର କର ଓ ଗୋପନ ନ ରଖି କୁହ, 'ବାବିଲ ହସ୍ତଗତ ହେଲା, ବଲେ ଲଜ୍ଜିତ ହେଲା ; ମରୋଦକ ବିସ୍ମିତ ହେଲା ; ତାହାର ପ୍ରତିମାଗଣ ଲଜ୍ଜିତ ହେଲେ ଓ ତାହାର ଦବେତା ସକଳ ବିସ୍ମିତ ହେଲେ।'
3 କାରଣ ଉତ୍ତର ଦିଗରୁ ଏକ ଗୋଷ୍ଠୀ ବାବିଲ ବିରୁଦ୍ଧ ରେ ଆସିବେ। ସମାନେେ ତାକୁ ଧ୍ବଂସ କରିବେ। ତାହା ମଧିଅରେ କହେି ବାସ କରିବେ ନାହିଁ, ମନୁଷ୍ଯ ଓ ପଶୁ ସଠାରୁେ ପଳାଯନ କରିବେ।
4 ସେ ସମୟରେ ଇଶ୍ରାୟେଲର ସନ୍ତାନଗଣ ଓ ଯିହୁଦାର ସନ୍ତାନଗଣ ଏକତ୍ର ହାଇଯେିବେ। ସମାନେେ କାନ୍ଦି କାନ୍ଦି ଆସିବେ, ଯେତବେେଳେ ସମାନେେ ସମାନଙ୍କେର ସଦାପ୍ରଭୁ ପରମେଶ୍ବରଙ୍କର ଅନ୍ବଷେଣ କରିବେ।
5 ସମାନେେ ସିୟୋନକୁ ୟିବାକୁ ପଥ ପଚାରିବେ। ସହେିଆଡ଼େ ମୁଖକରି ସମାନେେ କହିବେ, 'ତୁମ୍ଭମାନେେ ଆସ, ଆମ୍ଭମାନଙ୍କ ସହିତ ଅନନ୍ତକାଳସ୍ଥାଯୀ ଅବିସ୍ମରଣୀଯ ନିଯମ ଦ୍ବାରା ସଦାପ୍ରଭୁଙ୍କଠା ରେ ଆସକ୍ତ ହୁଅ।'
6 ଆମ୍ଭର ଲୋକମାନେ ହଜିଲା ମଷେ ସଦୃଶ ହାଇେଅଛନ୍ତି। ସମାନଙ୍କେର ପାଳକମାନେ ସମାନଙ୍କେୁ ବିପଥରେ ଗମନ କରାଇଅଛନ୍ତି। ବିଭିନ୍ନ ପର୍ବତ ରେ ସମାନଙ୍କେୁ ବାଟ ଭୁଲାଇ ଭ୍ରମଣ କରାଇ ଅଛନ୍ତି। ସମାନେେ ପର୍ବତରୁ ଉପପର୍ବତକୁ ଗମନ କରିଛନ୍ତି। ଆଉ ସମାନେେ ନିଜର ବିଶ୍ରାମ ସ୍ଥାନ ପାଶୋରି ଅଛନ୍ତି।
7 ଯେଉଁମାନେ ସମାନଙ୍କେୁ ପାଇଲେ, ସମାନଙ୍କେୁ ଗ୍ରାସ କରିଅଛନ୍ତି। ସମାନଙ୍କେର ଶତ୍ରୁମାନେ କହିଲେ, 'ଆମ୍ଭମାନେେ କୌଣସି ପାପ କରି ନାହୁଁ।' କାରଣ ସମାନେେ ସଦାପ୍ରଭୁଙ୍କର ବିରୁଦ୍ଧ ରେ ପାପ କରିଅଛନ୍ତି, ସମାନଙ୍କେର ଧାର୍ମିକ ବିଶ୍ରାମସ୍ଥଳ ଯେଉଁମାନଙ୍କ ଉପ ରେ ସମାନଙ୍କେର ପୂର୍ବପୁରୁଷଗଣ ନିର୍ଭର କରିଥିଲେ।
8 ତୁମ୍ଭମାନେେ ବାବିଲରୁ ପଳାଅ ଓ କଲଦୀଯମାନଙ୍କ ଦେଶ ମଧ୍ଯରୁ ବାହାରି ୟାଅ। ଆଉ ପଲର ଅଗ୍ରଗାମୀ ଛାଗ ସ୍ବରୂପ ହୁଅ।
9 ଆମ୍ଭେ ଉତ୍ତର ଦେଶ ବହୁ ଗୋଷ୍ଠୀଙ୍କୁ ଉତ୍ତଜେିତ କରି ବାବିଲ ବିରୁଦ୍ଧ ରେ ଆଣିବା। ସମାନେେ ତା' ବିରୁଦ୍ଧ ରେ ସଜ୍ଜିତ ହାଇେ ୟୁଦ୍ଧ କରିବେ ଓ ବାବିଲ ସମାନଙ୍କେ ଦ୍ବାରା ଅଧିକୃତ ହବେ। ସମାନଙ୍କେର ବାଣ ନିପୁଣ ବୀର ପୁରୁଷର ବାଣପରି ହବେ। କୌଣସି ବାଣ ବିଫଳ ହବେ ନାହିଁ।
10 ସମାନେେ କଲଦୀଯମାନଙ୍କର ସମସ୍ତ ଲୁଣ୍ଠନ କରିବେ। ସଦାପ୍ରଭୁ କହନ୍ତି, ସମାନେେ ନିଜର ସନ୍ତାଷେ ଅନୁସାରେ ଲୁଣ୍ଠନ କରିବେ।
11 ହେ ବାବିଲ, ତୁମ୍ଭେ ମାରେ ସମ୍ପତ୍ତିର ଲୁଣ୍ଠନ କରିଛ। ତୁମ୍ଭମାନେେ ଆନନ୍ତ ଓ ଉଲ୍ଲାସ କରୁଅଛ। ତୁମ୍ଭମାନେେ ଶସ୍ଯ ମର୍ଦ୍ଦନକାରୀ ବଳଦ ସଦୃଶ କୁଦା ମାରୁଛ ଓ ବଳବାନ୍ ଅଶ୍ବପରି ହେସ୍ରାରବ କରୁଅଛ।
12 କିନ୍ତୁ ତୁମ୍ଭମାନଙ୍କର ମାତା ଅତିଶଯ ଲଜ୍ଜିତା ହବେ, ତୁମ୍ଭମାନଙ୍କର ପ୍ରସବକାରିଣୀ ହତାଶ ହବେେ। ବାବିଲ ଗୋଷ୍ଠୀଗଣ ମଧିଅରେ ନ୍ଯୁନ ହବେ। ଆଉ ସେ ପ୍ରାନ୍ତର ଶୁଷ୍କସ୍ଥାନ ଓ ମରୁଭୂମି ହବେ।
13 ସଦାପ୍ରଭୁଙ୍କ କୋପ ଯୋଗୁଁ ତାହା ନିର୍ଜନ ସ୍ଥାନ ହବେେ ଓ ସମ୍ପୂର୍ଣ୍ଣ ଧ୍ବଂସ ସ୍ଥାନ ରେ ପରିଣତ ହବେ। ଯେଉଁ ଲୋକ ବାବିଲ ନିକଟ ଦଇେ ୟିବ, ସେ ବିସ୍ମିତ ହବେ ଓ ତାହାର ଦୁରାବସ୍ଥା ଦେଖି ଶୀସ୍ ଶବ୍ଦ କରିବ।
14 ହେ ଧନୁର୍ଦ୍ଧର ବୀରଗଣ, ତୁମ୍ଭମାନେେ ବାବିଲ ବିରୁଦ୍ଧ ରେ ଆପଣା ସୈନ୍ଯ ସଜାଅ। ତୁମ୍ଭମାନଙ୍କର କୌଣସି ବାଣ ନ ରଖି ତାହା ପ୍ରତି ନିକ୍ଷପେ କର, କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ପାପ କରିଅଛି।
15 ବାବିଲର ଚତୁର୍ଦ୍ଦିଗ ରେ ବିଜଯର ସିଂହନାଦ କର, ସେ ନିଜକୁ ସମର୍ପଣ କରିଅଛି। ତାହାର ସମସ୍ତ ଗଡ଼ ପତିତ ହାଇେଅଛି ଓ ପ୍ରାଚୀରସବୁ ଉତ୍ପାଟିତ ହାଇେଅଛି। କାରଣ ଏହା ସଦାପ୍ରଭୁଙ୍କ ଦ୍ବାରା ଦଯେ ପ୍ରତିଶାଧେ। ତାହାଠାରୁ ପ୍ରତି ଶାଧେ ନିଅ। ସେ ଯେପରି କରିଅଛି, ତାହା ପ୍ରତି ସହେିପରି କର।
16 ତୁମ୍ଭମାନେେ ବାବିଲର ବୀଜବପନକାରୀଙ୍କୁ ଓ ଶସ୍ଯ ସଂଗ୍ରହକାରୀଙ୍କୁ ବିନାଶ କର। ବାବିଲକୁ ଆସିଥିବା ବନ୍ଦୀମାନେ ନିଜ ନିଜ ଲୋକଙ୍କ ନିକଟକୁ ଫରେିଯିବେ। ସମାନେେ ନିଜ ନିଜ ଦେଶକୁ ପଳାଇବେ।
17 ଇଶ୍ରାୟେଲ ଚ୍ଛିନ୍ନଭିନ୍ନ ହାଇେଥିବା ମଷେ ସ୍ବରୂପ ସେ ସିଂହମାନଙ୍କ ଦ୍ବାରା ବିତାଡ଼ିତ ହାଇେଅଛି। ପ୍ରଥମେ ଅଶୂରର ରାଜା ତାକୁ ଗ୍ରାସ କଲା। ଆଉ ଶଷେ ରେ ବାବିଲର ରାଜା ନବୂଖଦନିତ୍ସର ତାହାର ହାଡ଼ସବୁ ଭାଙ୍ଗି ପକାଇଲା।
18 ତେଣୁ ସୈନ୍ଯାଧିପତି ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଏହି କଥା କହନ୍ତି, ଆମ୍ଭେ ଅଶୂରର ରାଜାକୁ ଯେଉଁପରି ଶାସ୍ତି ଦଇେଥିଲୁ, ସହେିପରି ବାବିଲର ରାଜାକୁ ଓ ତାହାର ଲୋକମାନଙ୍କୁ ଦଣ୍ଡ ଦବୋ।
19 ଆମ୍ଭେ ଇଶ୍ରାୟେଲକୁ ପୁନର୍ବାର ତା'ର ଚରାସ୍ଥାନକୁ ଆଣିବା, ସେ କର୍ମିଲ ଓ ବାଶନ ଉପ ରେ ଚରିବ। ଆଉ ସେ ଇଫ୍ରଯିମର ଓ ଗିଲିଯଦର ପର୍ବତମାନଙ୍କ ଉପ ରେ ଭୋଜନ କରି ପରିତୃପ୍ତ ହବେେ।
20 ସଦାପ୍ରଭୁ କହନ୍ତି, ସେତବେେଳେ ଇଶ୍ରାୟେଲର ଅଧର୍ମ ଖୋଳାୟିବ, ମାତ୍ର କିଛି ମିଳିବ ନାହିଁ ; ଯିହୁଦାର ପାପ ଅନ୍ବଷେଣ କରାୟିବ, ମାତ୍ର ସମାନେେ କିଛି ପାଇବେ ନାହିଁ। ଆମ୍ଭେ ଅବଶିଷ୍ଟ ଲୋକମାନଙ୍କୁ କ୍ଷମା କରିଦବୋ, ଯେଉଁମାନଙ୍କୁ ଆମ୍ଭେ ରକ୍ଷା କରିଛୁ।
21 ପୁଣି ସଦାପ୍ରଭୁ କହନ୍ତି, ତୁମ୍ଭେ ମରାଥଯିମ୍ ଓ ପପୋଦ ନିବାସୀମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କର। ସମାନଙ୍କେ ପେଛ ପେଛ ୟାଇ ସମାନଙ୍କେୁ ସମ୍ପୂର୍ଣ୍ଣ ରୂପେ ନିଃଶଷେ କର। ଆମ୍ଭର ଆଜ୍ଞାକୁ କହିବାନୁସା ରେ ପାଳନ କର।
22 ଦେଶସାରା ସଂଗ୍ରାମର ଓ ମହା ବିନାଶର ଶବ୍ଦ ଶୁଣାୟାଇଛି।
23 'ସମଗ୍ର ପୃଥିବୀ ରେ ବାବିଲକୁ ହାତୁଡ଼ି' ବୋଲି ବିବଚେନା କରାଯାଉଥିଲା। ସହେି 'ହାତୁଡ଼ି' ଖଣ୍ଡ ଖଣ୍ଡ ହାଇେ ଭାଙ୍ଗି ୟାଇଛି ଓ ଗୋଷ୍ଠୀ ମଧିଅରେ ବାବିଲ ଏକ ମରୁଭୂମି ହାଇେଅଛି।
24 ହେ ବାବିଲ, ଆମ୍ଭେ ତୁମ୍ଭ ପାଇଁ ଫାଶ ବସାଇଥିଲୁ, ଏବଂ ଅଜାଣତ ରେ ତୁମ୍ଭେ ସହେି ଫାଶ ରେ ପଡ଼ିୟାଇଛ। ତୁମ୍ଭକୁ ଧରାଗଲା କାରଣ ତୁମ୍ଭେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ୟୁଦ୍ଧ କରିଥିଲ
25 ସଦାପ୍ରଭୁ ଆପଣା ଅସ୍ତ୍ରାଗାର ଫିଟାଇ ଆପଣା କୋର୍ଧରୂପ ଅସ୍ତ୍ରସବୁ ବାହାର କରି ଆଣିଛନ୍ତି। କାରଣ ସୈନ୍ଯାଧିପତି ସଦାପ୍ରଭୁଙ୍କର କଲଦୀଯମାନଙ୍କ ଦେଶ ରେ ସମାନଙ୍କେ ପାଇଁ କିଛି କରିବାର ଅଛି।
26 ତୁମ୍ଭମାନେେ ପ୍ରାନ୍ତ ସୀମାରୁ ତାହା ବିରୁଦ୍ଧ ରେ ଆସ। ତାହାର ଭଣ୍ଡାରସବୁ ଖାଲିଦେିଅ। ତାହାକୁ ସମ୍ପୂର୍ଣ୍ଣରୂପେ ବିନାଶ କରି ରାଶିପରି ଢ଼ିପି କର। ତାହାର କିଛି ଅବଶିଷ୍ଟ ରଖ ନାହିଁ।
27 ତାହାର ବୃଷଭ ସବୁକୁ ବଧ କର। ସେସବୁ ବଧ ସ୍ଥାନକୁ ୟାଆନ୍ତୁ। ସମାନେେ ସନ୍ତାପର ପାତ୍ର, କାରଣ ସମାନଙ୍କେର ଦିନ ଓ ପ୍ରତିଫଳର ସମୟ ଉପସ୍ଥିତ ହେଲା।
28 ଯେଉଁ ରକ୍ଷାପ୍ରାପ୍ତ ପଳାତକମାନେ ବାବିଲ ଦେଶରୁ ସ୍ଯୋନକୁ ଚାଲି ଯାଉଥିଲେ, ସମାନେେ ସମସ୍ତଙ୍କୁ କହୁଥିଲେ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କର ପ୍ରତି ଶାଧେ ନବୋର ସମୟ ଆସିୟାଇଛି। କଲଦୀଯମାନେ ତାଙ୍କର ମନ୍ଦିର ଭାଙ୍ଗିଛନ୍ତି। ତେଣୁ ସେ ବାବିଲକୁ ଧ୍ବଂସ କରୁଛନ୍ତି।
29 ବାବିଲ ବିରୁଦ୍ଧ ରେ ସମସ୍ତ ଧନୁର୍ଦ୍ଧରମାନଙ୍କୁ ଧନୁ ରେ ଗୁଣ ଦବୋକୁ ଏକତ୍ରୀତ କର। ତାହା ବିରୁଦ୍ଧ ରେ ଚାରିଆଡ଼େ ଏକତ୍ରୀତ ହୁଅ। ତାହା ବିରୁଦ୍ଧ ରେ ଚାରିଆଡ଼େ ଛାଉଣୀ ସ୍ଥାପନ କର। ସେଥିରୁ ତାକୁ ରକ୍ଷା ପାଇବାକୁ ଦିଅ ନାହିଁ। ତାହାର କର୍ମାନୁସା ରେ ତାକୁ ପ୍ରତିଫଳ ଦିଅ। ସେ ଯେପରି କରିଛି ତା' ପ୍ରତି ସହେିପରି କର। କାରଣ ସେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଓ ଇଶ୍ରାୟେଲର ଧର୍ମସ୍ବରୂପ ବିରୁଦ୍ଧ ରେ ନିଷ୍ଠୁର ହାଇେଅଛ।
30 ଏଣୁ ସଦାପ୍ରଭୁ କହନ୍ତି, ସହେିଦିନ ତା'ର ୟୁବକଗଣ ଛକରେ ମୃତ ହାଇେ ପତିତ ହବେେ ଓ ତା'ର ଯୋଦ୍ଧାମାନେ ମୃତ୍ଯୁବରଣ କରିବେ।
31 ହେ ଉଦ୍ଧତ ବାବିଲ, ଆମ୍ଭେ ତୁମ୍ଭ ବିପକ୍ଷ ରେ ଅଛୁ। ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ଯେ ହତେୁ ତୁମ୍ଭ ବିରୁଦ୍ଧ ରେ ଅଛୁ, ତେଣୁ ତୁମ୍ଭର ପ୍ରତିଫଳ ପାଇବାର ଦିନ ଆସିଅଛି।
32 ଅହଙ୍କାରୀ ଜଣକ ଝୁଣ୍ଟି ପଡ଼ିବ ଓ କହେି ତାକୁ ଉଠାଇବେ ନାହିଁ। ପୁଣି ଆମ୍ଭେ ତା'ର ନଗର ରେ ଅଗ୍ନି ଲଗାଇବା ଓ ସେ ତା'ର ଚତୁର୍ଦ୍ଦିଗ ରେ ସମସ୍ତଙ୍କୁ ଗ୍ରାସ କରିବ।
33 ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଉଭୟ ଇଶ୍ରାୟେଲ ଓ ଯିହୁଦାର ପୁତ୍ରଗଣ ଅତ୍ଯାଚାରିତ ହାଇେଛନ୍ତି। ଯେଉଁ ଶତ୍ରୁଗଣ ସମାନଙ୍କେୁ ବନ୍ଦୀ କରି ନେଲେ ସମାନେେ ସମାନଙ୍କେୁ ଦୃଢ଼ ହସ୍ତ ରେ ଧରି ରଖିଲେ, ଛାଡ଼ିଲେ ନାହିଁ।
34 ମାତ୍ର ସମାନଙ୍କେର ମୁକ୍ତିଦାତା ବଳବାନ, ସୈନ୍ଯାଧିପତି ସଦାପ୍ରଭୁ ସମାନଙ୍କେୁ ପୁନର୍ବାର ଫରୋଇ ଆଣିବେ। ସେ ପୃଥିବୀକୁ ଶାନ୍ତ ଓ ବାବିଲବାସୀଙ୍କୁ ଉଦବିଗ୍ନ କରିବାକୁ ସମାନଙ୍କେର ବିବାଦ ସମ୍ପୂର୍ଣ୍ଣରୂପେ ନିଷ୍ପତ୍ତି କରିବେ।
35 ସଦାପ୍ରଭୁ କହନ୍ତି, କଲଦୀଯମାନଙ୍କୁ ବାବିଲର ଅଧିପତିଗଣଙ୍କୁ ଓ ଜ୍ଞାନୀମାନଙ୍କୁ ଖଡ୍ଗ ବିନାଶ କରିବ।
36 ଗଣକମାନେ ଖଡ୍ଗ ରେ ବଧ ହବେ, ସମାନେେ କଡ଼େେ ନିର୍ବୋଧ ତାହା ଦଖାଇବୋ ପାଇଁ ଖଡ୍ଗ ସୈନ୍ଯମାନଙ୍କୁ ବନାଶ କରିବ, ଫଳ ରେ ସମାନେେ ଭୟଭୀତ ହବେେ।
37 ଆଉ ସମାନଙ୍କେର ଅଶ୍ବଗଣକୁ, ରଥଗୁଡ଼ିକୁ ଓ ତହିଁରେ ବାସ କରୁଥିବା ମିଶ୍ରିତ ଲୋକମାନଙ୍କୁ ଖଡ୍ଗ ବିନାଶ କରିବ ଓ ସମାନେେ ଭୟଭୀତା ସ୍ତ୍ରୀମାନଙ୍କ ପରି ହବେେ। ସମାନଙ୍କେର ଭଣ୍ଡାରସବୁ ଖଡ୍ଗ ରେ ବିନଷ୍ଟ ହବେ ଓ ସେସବୁ ଲୁଣ୍ଠିତ ହବେ।
38 ତାହାର ଜଳାଶଯଗୁଡ଼ିକ ଖଡ୍ଗର ଆଘାତ ରେ ଜଳଶୂନ୍ଯ ହବେ। ଆଉ ତା'ର ଖାଦେିତ ପ୍ରତିମାଗଣ ଯୋଗୁଁ ତା'ର ଲୋକମାନେ ନିର୍ବୋଧ ହାଇେଅଛନ୍ତି ଓ ସମାନଙ୍କେ ପାଇଁ ମନ୍ଦଫଳ ଘଟିବ।
39 ବାବିଲ ଆଉ କବେେ ଜନବସତି ଯୋଗ୍ଯ ହବେ ନାହିଁ। ବନ୍ଯପଶୁ, କନ୍ଦେୁଆମାନେ ସଠାେ ରେ ବାସ କରିବେ। ଓଟପକ୍ଷୀମାନେ ବିଶ୍ରାମ କରିବେ। ତାହା ପୁରୁଷାନୁକ୍ରମେ ବସତି ଯୋଗ୍ଯ ହବେ ନାହିଁ।
40 ସଦାପ୍ରଭୁ କହନ୍ତି, ପରମେଶ୍ବର ସଦୋମ, ହ ମାରୋ ଓ ତନ୍ନିକଟବର୍ତ୍ତୀ ନଗରସବୁ ଯେଉଁପରି ଧ୍ବଂସ କରିଥିଲେ, ସହେିପରି ବାବିଲ ଧ୍ବଂସ ପାଇବ। ସଠାେ ରେ କହେି ଲୋକ ବାସ କରିବେ ନାହିଁ କି ମନୁଷ୍ଯପୁତ୍ର ତହିଁରେ ପ୍ରବାସ କରିବେ ନାହିଁ।
41 ଦେଖ, ଉତ୍ତର ଦିଗରୁ ଏକ ଶକ୍ତିଶାଳୀ ଗୋଷ୍ଠୀରୁ ଲୋକମାନେ ଆସୁଛନ୍ତି ଓ ପୃଥିବୀସ୍ଥ ସମସ୍ତ ପ୍ରାନ୍ତରୁ ବହୁରାଜା ଏକତ୍ର ଆସୁଛନ୍ତି।
42 ସମାନେେ ଧନୁ ଓ ବର୍ଚ୍ଛା ଧରିଛନ୍ତି, ସମାନେେ ନିଷ୍ଠୁର ଓ ନିର୍ଦ୍ଦଯ। ସମାନେେ ସମୁଦ୍ର ପରି ଗର୍ଜନ କରୁଛନ୍ତି। ସମାନେେ ଅଶ୍ବାରୋହଣ କରି ଅଗ୍ରସର ହେଉଛନ୍ତି। ସେ ବାବିଲ, ସମାନେେ ସମସ୍ତେ ସୁସଜ୍ଜିତ ହାଇେ ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧ ପାଇଁ ପ୍ରସ୍ତୁତ ହେଉଛନ୍ତି।
43 ଆଉ ବାବିଲର ରାଜା ସମାନଙ୍କେ ବିଷଯ ରେ ଶୁଣିଲେ ଓ ଭୟଭୀତ ହାଇପେଡ଼ିଲେ। ସେ ଏତେ ଦୁର୍ବଳ ହେଲେ ଯେ ତାଙ୍କର ହାତ ଚାଲିଲା ନାହିଁ ଓ ପ୍ରସବକାରିଣୀ ସ୍ତ୍ରୀ ତୁଲ୍ଯ ବଦନୋ ଓ ୟନ୍ତ୍ରଣା ଅନୁଭବ କଲେ।
44 ପୁଣି ସଦାପ୍ରଭୁ କହନ୍ତି, ପୁଣି ୟର୍ଦ୍ଦନର ଘଞ୍ଚ ବୁଦାରୁ ଏକ ସିଂହ ଚିରସ୍ଥାଯୀ ଚାରଣଭୂମିରେ ଥିବା ସହେିମାନଙ୍କୁ ଭୟ ଦବୋ ପାଇଁ ଆସିବା ପରି ଆମ୍ଭେ ସମାନଙ୍କେୁ ହଠାତ୍, ସମାନଙ୍କେ ଦେଶରୁ ତଡ଼ିଦବୋ। କାହାକୁ ଆମ୍ଭେ ଏଠା ରେ ନିୟୁକ୍ତ କରିବା, କାରଣ ମାେ ପରି କହେି ନୁହଁନ୍ତି ? ସଠାେ ରେ ଆମ୍ଭକୁ ପ୍ରତି ରୋଧ କରିବା ପାଇଁ କିଏ ଅଛନ୍ତି ? ଆମ୍ଭ ସମ୍ମୁଖ ରେ ଠିଆ ହେଲାପରି ପାଳକ କିଏ ଅଛନ୍ତି ?
45 ଏଣୁ ସଦାପ୍ରଭୁ ବାବିଲ ବିରୁଦ୍ଧ ରେ ଯେଉଁ ମନ୍ତ୍ରଣା ଓ କଲଦୀଯମାନଙ୍କ ବିପକ୍ଷ ରେ ଯେଉଁ ସଙ୍କଳ୍ପ କରିଅଛନ୍ତି, ତାହା ଶୁଣ। ଲୋକମାନେ ସମାନଙ୍କେ ପଲର ଛୁଆମାନଙ୍କୁ ଟାଣି ନଇେଯିବେ। ସମାନଙ୍କେର ଚରାଭୂମି ଓ ନିବାସସ୍ଥାନ ଶୂନ୍ଯ ହାଇଯେିବ।
46 ବାବିଲର ପତନ ଘଟିବ ଓ ସହେି ପତନ ରେ ପୃଥିବୀ ପ୍ରକମ୍ପିତ ହବେ। ପୃଥିବୀର ସମସ୍ତ ଗୋଷ୍ଠୀ ସହେି କ୍ରନ୍ଦନର ଶବ୍ଦ ଶୁଣିବେ।
1 The word that the Lord spake against Babylon and against the land of the Chaldeans by Jeremiah the prophet.
2 Declare ye among the nations, and publish, and set up a standard; publish, and conceal not: say, Babylon is taken, Bel is confounded, Merodach is broken in pieces; her idols are confounded, her images are broken in pieces.
3 For out of the north there cometh up a nation against her, which shall make her land desolate, and none shall dwell therein: they shall remove, they shall depart, both man and beast.
4 In those days, and in that time, saith the Lord, the children of Israel shall come, they and the children of Judah together, going and weeping: they shall go, and seek the Lord their God.
5 They shall ask the way to Zion with their faces thitherward, saying, Come, and let us join ourselves to the Lord in a perpetual covenant that shall not be forgotten.
6 My people hath been lost sheep: their shepherds have caused them to go astray, they have turned them away on the mountains: they have gone from mountain to hill, they have forgotten their restingplace.
7 All that found them have devoured them: and their adversaries said, We offend not, because they have sinned against the Lord, the habitation of justice, even the Lord, the hope of their fathers.
8 Remove out of the midst of Babylon, and go forth out of the land of the Chaldeans, and be as the he goats before the flocks.
9 For, lo, I will raise and cause to come up against Babylon an assembly of great nations from the north country: and they shall set themselves in array against her; from thence she shall be taken: their arrows shall be as of a mighty expert man; none shall return in vain.
10 And Chaldea shall be a spoil: all that spoil her shall be satisfied, saith the Lord.
11 Because ye were glad, because ye rejoiced, O ye destroyers of mine heritage, because ye are grown fat as the heifer at grass, and bellow as bulls;
12 Your mother shall be sore confounded; she that bare you shall be ashamed: behold, the hindermost of the nations shall be a wilderness, a dry land, and a desert.
13 Because of the wrath of the Lord it shall not be inhabited, but it shall be wholly desolate: every one that goeth by Babylon shall be astonished, and hiss at all her plagues.
14 Put yourselves in array against Babylon round about: all ye that bend the bow, shoot at her, spare no arrows: for she hath sinned against the Lord.
15 Shout against her round about: she hath given her hand: her foundations are fallen, her walls are thrown down: for it is the vengeance of the Lord: take vengeance upon her; as she hath done, do unto her.
16 Cut off the sower from Babylon, and him that handleth the sickle in the time of harvest: for fear of the oppressing sword they shall turn every one to his people, and they shall flee every one to his own land.
17 Israel is a scattered sheep; the lions have driven him away: first the king of Assyria hath devoured him; and last this Nebuchadrezzar king of Babylon hath broken his bones.
18 Therefore thus saith the Lord of hosts, the God of Israel; Behold, I will punish the king of Babylon and his land, as I have punished the king of Assyria.
19 And I will bring Israel again to his habitation, and he shall feed on Carmel and Bashan, and his soul shall be satisfied upon mount Ephraim and Gilead.
20 In those days, and in that time, saith the Lord, the iniquity of Israel shall be sought for, and there shall be none; and the sins of Judah, and they shall not be found: for I will pardon them whom I reserve.
21 Go up against the land of Merathaim, even against it, and against the inhabitants of Pekod: waste and utterly destroy after them, saith the Lord, and do according to all that I have commanded thee.
22 A sound of battle is in the land, and of great destruction.
23 How is the hammer of the whole earth cut asunder and broken! how is Babylon become a desolation among the nations!
24 I have laid a snare for thee, and thou art also taken, O Babylon, and thou wast not aware: thou art found, and also caught, because thou hast striven against the Lord.
25 The Lord hath opened his armoury, and hath brought forth the weapons of his indignation: for this is the work of the Lord God of hosts in the land of the Chaldeans.
26 Come against her from the utmost border, open her storehouses: cast her up as heaps, and destroy her utterly: let nothing of her be left.
27 Slay all her bullocks; let them go down to the slaughter: woe unto them! for their day is come, the time of their visitation.
28 The voice of them that flee and escape out of the land of Babylon, to declare in Zion the vengeance of the Lord our God, the vengeance of his temple.
29 Call together the archers against Babylon: all ye that bend the bow, camp against it round about; let none thereof escape: recompense her according to her work; according to all that she hath done, do unto her: for she hath been proud against the Lord, against the Holy One of Israel.
30 Therefore shall her young men fall in the streets, and all her men of war shall be cut off in that day, saith the Lord.
31 Behold, I am against thee, O thou most proud, saith the Lord God of hosts: for thy day is come, the time that I will visit thee.
32 And the most proud shall stumble and fall, and none shall raise him up: and I will kindle a fire in his cities, and it shall devour all round about him.
33 Thus saith the Lord of hosts; The children of Israel and the children of Judah were oppressed together: and all that took them captives held them fast; they refused to let them go.
34 Their Redeemer is strong; the Lord of hosts is his name: he shall throughly plead their cause, that he may give rest to the land, and disquiet the inhabitants of Babylon.
35 A sword is upon the Chaldeans, saith the Lord, and upon the inhabitants of Babylon, and upon her princes, and upon her wise men.
36 A sword is upon the liars; and they shall dote: a sword is upon her mighty men; and they shall be dismayed.
37 A sword is upon their horses, and upon their chariots, and upon all the mingled people that are in the midst of her; and they shall become as women: a sword is upon her treasures; and they shall be robbed.
38 A drought is upon her waters; and they shall be dried up: for it is the land of graven images, and they are mad upon their idols.
39 Therefore the wild beasts of the desert with the wild beasts of the islands shall dwell there, and the owls shall dwell therein: and it shall be no more inhabited for ever; neither shall it be dwelt in from generation to generation.
40 As God overthrew Sodom and Gomorrah and the neighbour cities thereof, saith the Lord; so shall no man abide there, neither shall any son of man dwell therein.
41 Behold, a people shall come from the north, and a great nation, and many kings shall be raised up from the coasts of the earth.
42 They shall hold the bow and the lance: they are cruel, and will not shew mercy: their voice shall roar like the sea, and they shall ride upon horses, every one put in array, like a man to the battle, against thee, O daughter of Babylon.
43 The king of Babylon hath heard the report of them, and his hands waxed feeble: anguish took hold of him, and pangs as of a woman in travail.
44 Behold, he shall come up like a lion from the swelling of Jordan unto the habitation of the strong: but I will make them suddenly run away from her: and who is a chosen man, that I may appoint over her? for who is like me? and who will appoint me the time? and who is that shepherd that will stand before me?
45 Therefore hear ye the counsel of the Lord, that he hath taken against Babylon; and his purposes, that he hath purposed against the land of the Chaldeans: Surely the least of the flock shall draw them out: surely he shall make their habitation desolate with them.
46 At the noise of the taking of Babylon the earth is moved, and the cry is heard among the nations.
1 After two days was the feast of the passover, and of unleavened bread: and the chief priests and the scribes sought how they might take him by craft, and put him to death.
2 But they said, Not on the feast day, lest there be an uproar of the people.
3 And being in Bethany in the house of Simon the leper, as he sat at meat, there came a woman having an alabaster box of ointment of spikenard very precious; and she brake the box, and poured it on his head.
4 And there were some that had indignation within themselves, and said, Why was this waste of the ointment made?
5 For it might have been sold for more than three hundred pence, and have been given to the poor. And they murmured against her.
6 And Jesus said, Let her alone; why trouble ye her? she hath wrought a good work on me.
7 For ye have the poor with you always, and whensoever ye will ye may do them good: but me ye have not always.
8 She hath done what she could: she is come aforehand to anoint my body to the burying.
9 Verily I say unto you, Wheresoever this gospel shall be preached throughout the whole world, this also that she hath done shall be spoken of for a memorial of her.
10 And Judas Iscariot, one of the twelve, went unto the chief priests, to betray him unto them.
11 And when they heard it, they were glad, and promised to give him money. And he sought how he might conveniently betray him.
12 And the first day of unleavened bread, when they killed the passover, his disciples said unto him, Where wilt thou that we go and prepare that thou mayest eat the passover?
13 And he sendeth forth two of his disciples, and saith unto them, Go ye into the city, and there shall meet you a man bearing a pitcher of water: follow him.
14 And wheresoever he shall go in, say ye to the goodman of the house, The Master saith, Where is the guestchamber, where I shall eat the passover with my disciples?
15 And he will shew you a large upper room furnished and prepared: there make ready for us.
16 And his disciples went forth, and came into the city, and found as he had said unto them: and they made ready the passover.
17 And in the evening he cometh with the twelve.
18 And as they sat and did eat, Jesus said, Verily I say unto you, One of you which eateth with me shall betray me.
19 And they began to be sorrowful, and to say unto him one by one, Is it I? and another said, Is it I?
20 And he answered and said unto them, It is one of the twelve, that dippeth with me in the dish.
21 The Son of man indeed goeth, as it is written of him: but woe to that man by whom the Son of man is betrayed! good were it for that man if he had never been born.
22 And as they did eat, Jesus took bread, and blessed, and brake it, and gave to them, and said, Take, eat: this is my body.
23 And he took the cup, and when he had given thanks, he gave it to them: and they all drank of it.
24 And he said unto them, This is my blood of the new testament, which is shed for many.
25 Verily I say unto you, I will drink no more of the fruit of the vine, until that day that I drink it new in the kingdom of God.
26 And when they had sung an hymn, they went out into the mount of Olives.
27 And Jesus saith unto them, All ye shall be offended because of me this night: for it is written, I will smite the shepherd, and the sheep shall be scattered.
28 But after that I am risen, I will go before you into Galilee.
29 But Peter said unto him, Although all shall be offended, yet will not I.
30 And Jesus saith unto him, Verily I say unto thee, That this day, even in this night, before the cock crow twice, thou shalt deny me thrice.
31 But he spake the more vehemently, If I should die with thee, I will not deny thee in any wise. Likewise also said they all.
32 And they came to a place which was named Gethsemane: and he saith to his disciples, Sit ye here, while I shall pray.
33 And he taketh with him Peter and James and John, and began to be sore amazed, and to be very heavy;
34 And saith unto them, My soul is exceeding sorrowful unto death: tarry ye here, and watch.
35 And he went forward a little, and fell on the ground, and prayed that, if it were possible, the hour might pass from him.
36 And he said, Abba, Father, all things are possible unto thee; take away this cup from me: nevertheless not what I will, but what thou wilt.
37 And he cometh, and findeth them sleeping, and saith unto Peter, Simon, sleepest thou? couldest not thou watch one hour?
38 Watch ye and pray, lest ye enter into temptation. The spirit truly is ready, but the flesh is weak.
39 And again he went away, and prayed, and spake the same words.
40 And when he returned, he found them asleep again, (for their eyes were heavy,) neither wist they what to answer him.
41 And he cometh the third time, and saith unto them, Sleep on now, and take your rest: it is enough, the hour is come; behold, the Son of man is betrayed into the hands of sinners.
42 Rise up, let us go; lo, he that betrayeth me is at hand.
43 And immediately, while he yet spake, cometh Judas, one of the twelve, and with him a great multitude with swords and staves, from the chief priests and the scribes and the elders.
44 And he that betrayed him had given them a token, saying, Whomsoever I shall kiss, that same is he; take him, and lead him away safely.
45 And as soon as he was come, he goeth straightway to him, and saith, Master, master; and kissed him.
46 And they laid their hands on him, and took him.
47 And one of them that stood by drew a sword, and smote a servant of the high priest, and cut off his ear.
48 And Jesus answered and said unto them, Are ye come out, as against a thief, with swords and with staves to take me?
49 I was daily with you in the temple teaching, and ye took me not: but the scriptures must be fulfilled.
50 And they all forsook him, and fled.
51 And there followed him a certain young man, having a linen cloth cast about his naked body; and the young men laid hold on him:
52 And he left the linen cloth, and fled from them naked.
53 And they led Jesus away to the high priest: and with him were assembled all the chief priests and the elders and the scribes.
54 And Peter followed him afar off, even into the palace of the high priest: and he sat with the servants, and warmed himself at the fire.
55 And the chief priests and all the council sought for witness against Jesus to put him to death; and found none.
56 For many bare false witness against him, but their witness agreed not together.
57 And there arose certain, and bare false witness against him, saying,
58 We heard him say, I will destroy this temple that is made with hands, and within three days I will build another made without hands.
59 But neither so did their witness agree together.
60 And the high priest stood up in the midst, and asked Jesus, saying, Answerest thou nothing? what is it which these witness against thee?
61 But he held his peace, and answered nothing. Again the high priest asked him, and said unto him, Art thou the Christ, the Son of the Blessed?
62 And Jesus said, I am: and ye shall see the Son of man sitting on the right hand of power, and coming in the clouds of heaven.
63 Then the high priest rent his clothes, and saith, What need we any further witnesses?
64 Ye have heard the blasphemy: what think ye? And they all condemned him to be guilty of death.
65 And some began to spit on him, and to cover his face, and to buffet him, and to say unto him, Prophesy: and the servants did strike him with the palms of their hands.
66 And as Peter was beneath in the palace, there cometh one of the maids of the high priest:
67 And when she saw Peter warming himself, she looked upon him, and said, And thou also wast with Jesus of Nazareth.
68 But he denied, saying, I know not, neither understand I what thou sayest. And he went out into the porch; and the cock crew.
69 And a maid saw him again, and began to say to them that stood by, This is one of them.
70 And he denied it again. And a little after, they that stood by said again to Peter, Surely thou art one of them: for thou art a Galilaean, and thy speech agreeth thereto.
71 But he began to curse and to swear, saying, I know not this man of whom ye speak.
72 And the second time the cock crew. And Peter called to mind the word that Jesus said unto him, Before the cock crow twice, thou shalt deny me thrice. And when he thought thereon, he wept.