Jeremiah 52
1 ସିଦିକିଯ ଏକୋଇଶ ବର୍ଷ ବଯସ ରେ ଯିହୁଦାର ରାଜା ହେଲେ। ସେ ୟିରୁଶାଲମ ରେ ଏଗାର ବର୍ଷ ରାଜତ୍ବ କଲେ। ତାହାର ମାତାର ନାମ ହମୂଟଲ ଓ ସେ ଲିବ୍ନା ନିବାସୀ ଯିରିମିୟଙ୍କ କନ୍ଯା ଥିଲା।
2 ସିଦିକିଯ ଯିହାୟୋଦାରକୀମଙ୍କ ଦୁଷ୍କର୍ମ ପରି ସଦାପ୍ରଭୁଙ୍କ ଦୃଷ୍ଟି ରେ ନାନା କୁକର୍ମ କଲା।
3 ୟିରୁଶାଲମ ଓ ଯିହୁଦା ରେ ଭୟଙ୍କର ଘଟଣାମାନ ଘଟିଲା, କାରଣ ସଦାପ୍ରଭୁ ସମାନଙ୍କେ ପ୍ରତି କୋର୍ଧାନ୍ବିତ ଥିଲେ। ଶଷେ ରେ ସଦାପ୍ରଭୁ ସମାନଙ୍କେୁ ଆପଣା ସମ୍ମୁଖରୁ ଦୂର କରି ଦେଲେ।
4 ତା'ପ ରେ ରାଜତ୍ବର ନବମ ବର୍ଷର, ଦଶମ ମାସର ଦଶମ ଦିନ ରେ, ବାବିଲର ରାଜା ନବୂଖଦନିତ୍ସର ଓ ତାହାର ସମସ୍ତ ସୈନ୍ଯ ୟିରୁଶାଲମକୁ ଆସିଲେ ଓ ତାହା ବିରୁଦ୍ଧ ରେ ୟୁଦ୍ଧ କରିବାକୁ ପାଇଁ ସମାନଙ୍କେର ଛାଉଣୀ ସ୍ଥାପନ କଲେ। ସମାନେେ ଏହାର ଚତୁର୍ଦ୍ଦିଗ ରେ ପ୍ରବେଶ କରି ଅବରୋଧର କାର୍ୟ୍ଯ କଲେ।
5 ସିଦିକିଯ ରାଜାର ଏଗାର ବର୍ଷ ପର୍ୟ୍ଯନ୍ତ ବାବିଲ ସୈନ୍ଯଙ୍କ ଦ୍ବାରା ୟିରୁଶାଲମ ନଗର ଅବରୁଦ୍ଧ ହାଇେ ରହିଲା।
6 ସହେି ବର୍ଷ ଚତୁର୍ଥ ମାସର ନବମ ଦିନ ରେ ନଗର ରେ ମହା ଦୁର୍ଭିକ୍ଷ ଦଖାେ ଦଲୋ। ତହିଁରେ ଦେଶୀଯ ଲୋକମାନଙ୍କ ପାଇଁ କିଛି ଖାଦ୍ୟ ମିଳିଲା ନାହିଁ।
7 ନଗରର ଏକ ସ୍ଥାନ ଭଗ୍ନ ହବୋରୁ ସମସ୍ତ ଯୋଦ୍ଧା ରାତ୍ରି ସମୟରେ ରାଜାର ଉଦ୍ୟାନ ନିକଟସ୍ଥ ଦୁଇ ପ୍ରାଚୀରର ମଧ୍ଯବର୍ତ୍ତୀ ଦ୍ବାରପଥ ଦଇେ ପଳାଇଲେ। ସେ ସମୟରେ କଲଦୀଯମାନେ ନଗରର ବିରୁଦ୍ଧ ରେ ଚତୁର୍ଦ୍ଦିଗ ରେ ଘରେି ରହିଥିଲେ। ସମାନେେ ପ୍ରାନ୍ତର ଆଡ଼କୁ ପଳାଯନ କଲେ।
8 ମାତ୍ର କଲଦୀଯମାନେ ରାଜା ସିଦିକିଯଙ୍କ ପେଛ ପେଛ ଗୋଡ଼ାଇ ଯରେିକା ସମତଳ ଭୂମିରେ ତାଙ୍କୁ ଧରିଲେ। ସିଦିକିଯଙ୍କ ସମସ୍ତ ସୈନ୍ଯ ତାଙ୍କୁ ଛାଡ଼ି ପଳାଇଲେ।
9 ତା'ପ ରେ ସମାନେେ ଧରିଥିବା ରାଜାଙ୍କୁ ହମାତ୍ ଦେଶସ୍ଥ ରିବ୍ଲାକୁ ନଇଗେଲେ। ତା'ପ ରେ ସଠାେ ରେ ରାଜା ତା' ଉପ ରେ ଦଣ୍ଡ ବିଧାନ କଲେ।
10 ଆଉ ବାବିଲର ରାଜା ସିଦିକିଯର ପୁତ୍ରମାନଙ୍କୁ ତାହାର ସମ୍ମୁଖ ରେ ବଧ କଲା। ଆଉ ମଧ୍ଯ ଯିହୁଦାର ସମସ୍ତ ଅଧିପତିଙ୍କୁ ରିବ୍ଲା ରେ ବଧ କଲା।
11 ତା'ପ ରେ ବାବିଲର ରାଜା ସିଦିକିଯର ଚକ୍ଷୁ ଉତ୍ପାଟନ କରି, ତାକୁ ଶୃଙ୍ଖଳବଦ୍ଧ କରି ବାବିଲକୁ ନଇଗେଲା ଓ କାରାଗାର ରେ ନିକ୍ଷପେ କଲା। ସେ ମୃତ୍ଯୁ ପର୍ୟ୍ଯନ୍ତ କାରାଗାର ରେ ରହିଲା।
12 ପଞ୍ଚମ ମାସର ଦଶମ ଦିନ ରେ, ବାବିଲର ରାଜା ନବୂଖଦନିତ୍ସର ରାଜାର ରାଜତ୍ବର ଉନବିଂଶ ବର୍ଷ ରେ ନବୂଷରଦନ୍ ନାମକ ପ୍ରହରୀବର୍ଗର ସନୋପତି ୟିରୁଶାଲମକୁ ଆସିଲା।
13 ସେ ସଦାପ୍ରଭୁଙ୍କ ଗୃହ, ରାଜଗୃହ ଓ ୟିରୁଶାଲମସ୍ଥ ସକଳ ଗୃହ ଓ ବୃହତ୍ ଗୃହଗୁଡ଼ିକୁ ଅଗ୍ନି ରେ ଦଗ୍ଧ କଲା।
14 ଆଉ ପ୍ରହରୀବର୍ଗର ସନୋପତିଙ୍କ ସଙ୍ଗେ ଥିବା ସମସ୍ତ କଲଦୀଯ ସୈନ୍ଯ ୟିରୁଶାଲମର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ଭଗ୍ନ କଲେ।
15 ସହେି ସମୟରେ ପ୍ରହରୀବର୍ଗର ସନୋପତି ନବୂଷରଦନ୍ କକେତେ ଗରିବ ଲୋକମାନଙ୍କୁ, ନଗରର ଅବଶିଷ୍ଟ ଲୋକମାନଙ୍କୁ, ବାବିଲ ରାଜାର ପକ୍ଷକୁ ପଳାଯନକାରୀଙ୍କୁ ଓ ଅବଶିଷ୍ଟ ଚିତ୍ରଶିଳ୍ପୀମାନଙ୍କୁ ବନ୍ଦୀକରି ନଇଗେଲା।
16 ମାତ୍ର ନବୂଷରଦନ୍ ଦେଶର ଦରିଦ୍ରତମ ଲୋକମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ରେ କାମ କରିବାକୁ ଓ କୃଷକ ହବୋକୁ ସଠାେ ରେ ଛାଡ଼ିଗଲା।
17 ପୁଣି କଲଦୀଯମାନେ ସଦାପ୍ରଭୁଙ୍କ ମନ୍ଦିରର ପିତ୍ତଳ ସ୍ତମ୍ଭ ସଦାପ୍ରଭୁଙ୍କ ଗୃହର ବୈଠକିସବୁ ଓ ପିତ୍ତଳମଯ ସମୁଦ୍ର ରୂପା ପାତ୍ରକୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ତହିଁର ପିତ୍ତଳ ସବୁ ବାବିଲକୁ ନଇଗେଲେ।
18 ଆଉ ମଧ୍ଯ ସମାନେେ ରନ୍ଧାପାତ୍ର, ବେଲ୍ଚା, କଇଁଚି, ବସେିନ୍, କରଇେ ଏବଂ ପିତ୍ତଳର ସମସ୍ତ ଜିନିଷ ଯାହା ମନ୍ଦିର ରେ ଉପାସନା ପାଇଁ ବ୍ଯବହାର ହୁଏ, ତାହା ନଇଗେଲେ।
19 ପୁଣି ପ୍ରହରୀମାନଙ୍କର ସନୋପତି େଛାଟ ତାଟିଆ, କରଇେ, ବଦେୀ ଉପ ରେ ସିଞ୍ଚନ ପାଇଁ ବ୍ଯବହୃତ ହେଉଥିବା ପାତ୍ର, କଟେଲି, ଦୀପରୁଖା ଏବଂ ପଯେ ନବୈେଦ୍ଯ ଉତ୍ସର୍ଗ ପାଇଁ ବ୍ଯବହୃତ ହେଉଥିବା ପାତ୍ରସବୁ ନଇଗେଲେ। ଖାଣ୍ଟିସୁନା ଓ ରୂପା ରେ ନିର୍ମିତ ହାଇେଥିବା ସବୁକିଛି ପ୍ରହରୀ କପ୍ତାନ ନେଲେ।
20 ଦୁଇଟି ଖମ୍ବ, ସଦୃଶ ଡବା ଏବଂ କଂସାର ବା ରୋଟି ବୃଷଭ, ଏହାକୁ ରାଜା ଶ ଲୋମନ ସଦାପ୍ରଭୁଙ୍କ ମନ୍ଦିର ପାଇଁ ନିର୍ମାଣ କରିଥିଲେ। ଏହିସବୁ ଜିନିଷ ରେ ବ୍ଯବହୃତ ହାଇେଥିବା କଂସାର ଓଜନ ବହୁତ ଅଧିକ ଥିଲା।
21 ପୁଣି ସହେି ଦୁଇସ୍ତମ୍ଭ ପ୍ରେତ୍ୟକକର ଉଚ୍ଚତା ସତଇେଶ ଫୁଟ, ପରିଧି ଅଠର ପୁଟ, ସ୍ଥୁଳତା ତିନି ଇଞ୍ଚ ମାଟୋ ଓ ତାହା ଫମ୍ପା ଥିଲା।
22 ଆଉ ତାହାର ଅଗ୍ରଭାଗ ରେ ପିତ୍ତଳର ମୁଣ୍ଡାଳି ଥିଲା। ସହେି ମୁଣ୍ଡାଳିର ଉଚ୍ଚତା ପାଞ୍ଚହାତ ଓ ମୁଣ୍ଡାଳିର ଉପ ରେ ଚତୁର୍ଦ୍ଦିଗ ରେ ଜାଲିକର୍ମ ଓ ଡ଼ାଳିମ୍ବାକୃତି ଥିଲା। ଆଉ ସେ ସବୁ ପିତ୍ତଳମଯ ଥିଲା। ଦ୍ବିତୀୟ ସ୍ତମ୍ଭ ପ୍ରଥମ ସ୍ତମ୍ଭର ଆକାର ସଦୃଶ ଥିଲା ଓ ସେଥି ରେ ମଧ୍ଯ ଡାଳିମ୍ବ ଥିଲା।
23 ପାଶର୍ବ ରେ ଛଯାନବେ ଡ଼ାଳିମ୍ବ ଥିଲା। ଜାଲି କର୍ମର ଉପ ରେ ଚାରିଆଡ଼େ ଏକ ଶହ ଡାଳିମ୍ବାକୃତି ଥିଲା।
24 ପୁଣି ପ୍ରହରୀବର୍ଗର ସନୋପତି ପ୍ରଧାନ ଯାଜକ ସରାଯକୁ ଓ ଦ୍ବିତୀୟ ଯାଜକ ସଫନିଯକୁ ଏବଂ ଆଉ ତିନିଜଣ ଦ୍ବାରପାଳକୁ ବନ୍ଦୀ କରି ନଲୋ।
25 ଆଉ ସେ ନଗରରୁ ଯୋଦ୍ଧାମାନଙ୍କ ଦାଯିତ୍ବ ରେ ଥିବା ଅଧିପତିଗଣଙ୍କୁ, ନଗରର ସାତଜଣ ରାଜାଙ୍କର ଉପଦେଷ୍ଟାଙ୍କୁ ଦେଶର ଲୋକ ଗଣନାକାରୀ ଓ ନଗର ମଧିଅରେ ପ୍ରାପ୍ତ ଦେଶୀଯ ଷାଠିଏ ଜଣଙ୍କୁ ବନ୍ଦୀକରି ନଲୋ।
26 ପୁଣି ପ୍ରହରୀବର୍ଗର ସନୋପତି ନବୂଷରଦନ୍ ସମାନଙ୍କେୁ ବନ୍ଦୀକରି ରିବ୍ଲାକୁ ବାବିଲ ରାଜା ନିକଟକୁ ନଇଗେଲା।
27 ତହୁଁ ବାବିଲ ରାଜା ହମାତ୍ ଦେଶସ୍ଥ ରିବ୍ଲା ରେ ସମାନଙ୍କେୁ ବଧ କଲା
28 ନବୂଖଦନିତ୍ସର ଯେଉଁ ୟିହୁଦୀ ଲୋକମାନଙ୍କୁ ବନ୍ଦୀକରି ନଇଗେଲେ,
29 ପୁଣି ତାଙ୍କ ଅଧିକାରର ଅଷ୍ଟାଦଶ ବର୍ଷ ରେ ସେ ୟିରୁଶାଲମରୁ ଆଠ ଶହ ବତିଶ୍ ଲୋକଙ୍କୁ ବନ୍ଦୀ କରି ନଇଗେଲେ।
30 ପୁଣି ନବୂଖଦନିତ୍ସରର ରାଜତ୍ବର ତ୍ରଯୋବିଂଶ ବର୍ଷ ରେ ପ୍ରହରୀବର୍ଗର ସନୋପତି ନବୂଷରଦନ୍ ସାତ ଶହ ପଇଁଚାଳିଶ୍ ୟିହୁଦୀଙ୍କୁ ବନ୍ଦୀ କରି ନଇଗେଲା।
31 ଯିହୁଦାର ରାଜା ୟିହୋଯାଖୀନ୍ ବାବିଲର କାରାଗାର ରେ ସଇଁତିରିଶ ବର୍ଷ ବନ୍ଦୀ ହାଇେ ରହିଲେ। ତାଙ୍କ ବନ୍ଦୀତ୍ବର ସପ୍ତତ୍ରିଂଶ ବର୍ଷ ରେ ବାବିଲର ରାଜା ଇବିଲ୍-ମରୋଦକ୍ ୟିହୋଯାଖୀନ୍ଙ୍କ ପ୍ରତି ଦୟାପରବଶ ହେଲେ। ସେ ରାଜତ୍ବର ପ୍ରଥମ ବର୍ଷର ଦ୍ବାଦଶ ମାସର ପଞ୍ଚବିଂଶ ଦିନ ରେ ୟିହୋଯାଖୀନ୍ଙ୍କୁ କାରାଗାରରୁ ମୁକ୍ତ କଲେ।
32 ଆଉ ସେ ତାଙ୍କୁ ମଧୁର ବାକ୍ଯ କହିଲେ ଓ ତାଙ୍କୁ ବାବିଲର ଅନ୍ୟ ରାଜାମାନଙ୍କଠାରୁ ଅଧିକ ସମ୍ମାନଜନକ ସ୍ଥାନ ଦେଲେ।
33 ଆଉ ଯିହାୟୋଦାରଖୀନ୍ ଆପଣା କାରାଗାର ପୋଷାକ ବଦଳାଇ ଅବଶିଷ୍ଟ ଜୀବନ ରାଜାଙ୍କ ସମ୍ମୁଖ ରେ ଭୋଜନ କଲା।
34 ଏହାପ ରେ ଯିହାୟୋଦାରଖୀନ୍ ବାବିଲର ରାଜାମାନଙ୍କଠାରୁ ପ୍ରତିଦିନ ସୁବିଧା ପାଇଲେ। ଏହା ତାଙ୍କର ମୃତ୍ଯୁ ପର୍ୟ୍ଯନ୍ତ ଦିଆଗଲା।
1 Zedekiah was one and twenty years old when he began to reign, and he reigned eleven years in Jerusalem. And his mother’s name was Hamutal the daughter of Jeremiah of Libnah.
2 And he did that which was evil in the eyes of the Lord, according to all that Jehoiakim had done.
3 For through the anger of the Lord it came to pass in Jerusalem and Judah, till he had cast them out from his presence, that Zedekiah rebelled against the king of Babylon.
4 And it came to pass in the ninth year of his reign, in the tenth month, in the tenth day of the month, that Nebuchadrezzar king of Babylon came, he and all his army, against Jerusalem, and pitched against it, and built forts against it round about.
5 So the city was besieged unto the eleventh year of king Zedekiah.
6 And in the fourth month, in the ninth day of the month, the famine was sore in the city, so that there was no bread for the people of the land.
7 Then the city was broken up, and all the men of war fled, and went forth out of the city by night by the way of the gate between the two walls, which was by the king’s garden; (now the Chaldeans were by the city round about:) and they went by the way of the plain.
8 But the army of the Chaldeans pursued after the king, and overtook Zedekiah in the plains of Jericho; and all his army was scattered from him.
9 Then they took the king, and carried him up unto the king of Babylon to Riblah in the land of Hamath; where he gave judgment upon him.
10 And the king of Babylon slew the sons of Zedekiah before his eyes: he slew also all the princes of Judah in Riblah.
11 Then he put out the eyes of Zedekiah; and the king of Babylon bound him in chains, and carried him to Babylon, and put him in prison till the day of his death.
12 Now in the fifth month, in the tenth day of the month, which was the nineteenth year of Nebuchadrezzar king of Babylon, came Nebuzar-adan, captain of the guard, which served the king of Babylon, into Jerusalem,
13 And burned the house of the Lord, and the king’s house; and all the houses of Jerusalem, and all the houses of the great men, burned he with fire:
14 And all the army of the Chaldeans, that were with the captain of the guard, brake down all the walls of Jerusalem round about.
15 Then Nebuzar-adan the captain of the guard carried away captive certain of the poor of the people, and the residue of the people that remained in the city, and those that fell away, that fell to the king of Babylon, and the rest of the multitude.
16 But Nebuzar-adan the captain of the guard left certain of the poor of the land for vinedressers and for husbandmen.
17 Also the pillars of brass that were in the house of the Lord, and the bases, and the brasen sea that was in the house of the Lord, the Chaldeans brake, and carried all the brass of them to Babylon.
18 The caldrons also, and the shovels, and the snuffers, and the bowls, and the spoons, and all the vessels of brass wherewith they ministered, took they away.
19 And the basons, and the firepans, and the bowls, and the caldrons, and the candlesticks, and the spoons, and the cups; that which was of gold in gold, and that which was of silver in silver, took the captain of the guard away.
20 The two pillars, one sea, and twelve brasen bulls that were under the bases, which king Solomon had made in the house of the Lord: the brass of all these vessels was without weight.
21 And concerning the pillars, the height of one pillar was eighteen cubits; and a fillet of twelve cubits did compass it; and the thickness thereof was four fingers: it was hollow.
22 And a chapiter of brass was upon it; and the height of one chapiter was five cubits, with network and pomegranates upon the chapiters round about, all of brass. The second pillar also and the pomegranates were like unto these.
23 And there were ninety and six pomegranates on a side; and all the pomegranates upon the network were an hundred round about.
24 And the captain of the guard took Seraiah the chief priest, and Zephaniah the second priest, and the three keepers of the door:
25 He took also out of the city an eunuch, which had the charge of the men of war; and seven men of them that were near the king’s person, which were found in the city; and the principal scribe of the host, who mustered the people of the land; and threescore men of the people of the land, that were found in the midst of the city.
26 So Nebuzar-adan the captain of the guard took them, and brought them to the king of Babylon to Riblah.
27 And the king of Babylon smote them, and put them to death in Riblah in the land of Hamath. Thus Judah was carried away captive out of his own land.
28 This is the people whom Nebuchadrezzar carried away captive: in the seventh year three thousand Jews and three and twenty:
29 In the eighteenth year of Nebuchadrezzar he carried away captive from Jerusalem eight hundred thirty and two persons:
30 In the three and twentieth year of Nebuchadrezzar Nebuzar-adan the captain of the guard carried away captive of the Jews seven hundred forty and five persons: all the persons were four thousand and six hundred.
31 And it came to pass in the seven and thirtieth year of the captivity of Jehoiachin king of Judah, in the twelfth month, in the five and twentieth day of the month, that Evil-merodach king of Babylon in the first year of his reign lifted up the head of Jehoiachin king of Judah, and brought him forth out of prison,
32 And spake kindly unto him, and set his throne above the throne of the kings that were with him in Babylon,
33 And changed his prison garments: and he did continually eat bread before him all the days of his life.
34 And for his diet, there was a continual diet given him of the king of Babylon, every day a portion until the day of his death, all the days of his life.
1 Oh that my head were waters, and mine eyes a fountain of tears, that I might weep day and night for the slain of the daughter of my people!
2 Oh that I had in the wilderness a lodging place of wayfaring men; that I might leave my people, and go from them! for they be all adulterers, an assembly of treacherous men.
3 And they bend their tongues like their bow for lies: but they are not valiant for the truth upon the earth; for they proceed from evil to evil, and they know not me, saith the Lord.
4 Take ye heed every one of his neighbour, and trust ye not in any brother: for every brother will utterly supplant, and every neighbour will walk with slanders.
5 And they will deceive every one his neighbour, and will not speak the truth: they have taught their tongue to speak lies, and weary themselves to commit iniquity.
6 Thine habitation is in the midst of deceit; through deceit they refuse to know me, saith the Lord.
7 Therefore thus saith the Lord of hosts, Behold, I will melt them, and try them; for how shall I do for the daughter of my people?
8 Their tongue is as an arrow shot out; it speaketh deceit: one speaketh peaceably to his neighbour with his mouth, but in heart he layeth his wait.
9 Shall I not visit them for these things? saith the Lord: shall not my soul be avenged on such a nation as this?
10 For the mountains will I take up a weeping and wailing, and for the habitations of the wilderness a lamentation, because they are burned up, so that none can pass through them; neither can men hear the voice of the cattle; both the fowl of the heavens and the beast are fled; they are gone.
11 And I will make Jerusalem heaps, and a den of dragons; and I will make the cities of Judah desolate, without an inhabitant.
12 Who is the wise man, that may understand this? and who is he to whom the mouth of the Lord hath spoken, that he may declare it, for what the land perisheth and is burned up like a wilderness, that none passeth through?
13 And the Lord saith, Because they have forsaken my law which I set before them, and have not obeyed my voice, neither walked therein;
14 But have walked after the imagination of their own heart, and after Baalim, which their fathers taught them:
15 Therefore thus saith the Lord of hosts, the God of Israel; Behold, I will feed them, even this people, with wormwood, and give them water of gall to drink.
16 I will scatter them also among the heathen, whom neither they nor their fathers have known: and I will send a sword after them, till I have consumed them.
17 Thus saith the Lord of hosts, Consider ye, and call for the mourning women, that they may come; and send for cunning women, that they may come:
18 And let them make haste, and take up a wailing for us, that our eyes may run down with tears, and our eyelids gush out with waters.
19 For a voice of wailing is heard out of Zion, How are we spoiled! we are greatly confounded, because we have forsaken the land, because our dwellings have cast us out.
20 Yet hear the word of the Lord, O ye women, and let your ear receive the word of his mouth, and teach your daughters wailing, and every one her neighbour lamentation.
21 For death is come up into our windows, and is entered into our palaces, to cut off the children from without, and the young men from the streets.
22 Speak, Thus saith the Lord, Even the carcases of men shall fall as dung upon the open field, and as the handful after the harvestman, and none shall gather them.
23 Thus saith the Lord, Let not the wise man glory in his wisdom, neither let the mighty man glory in his might, let not the rich man glory in his riches:
24 But let him that glorieth glory in this, that he understandeth and knoweth me, that I am the Lord which exercise lovingkindness, judgment, and righteousness, in the earth: for in these things I delight, saith the Lord.
25 Behold, the days come, saith the Lord, that I will punish all them which are circumcised with the uncircumcised;
26 Egypt, and Judah, and Edom, and the children of Ammon, and Moab, and all that are in the utmost corners, that dwell in the wilderness: for all these nations are uncircumcised, and all the house of Israel are uncircumcised in the heart.