Jeremiah 9

1 ଯବେେ ମାରେ ମସ୍ତକ କଳମଯ ଓ ମାରେ ଚକ୍ଷୁ ଲୋତକର ଝରଣାସ୍ବରୂପ ହୁଅନ୍ତା, ତବେେ ମୁଁ ମାହେର ନିହତ ଲୋକମାନଙ୍କ ପାଇଁ ଅହୋରାତ୍ର କ୍ରନ୍ଦନ କରିପାରନ୍ତି।

2 ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତର ରେ ମାରେ ଗୋଟିଏ ବସା ଥାଆନ୍ତା, ତବେେ ମୁଁ ନିଜ ଲୋକମାନଙ୍କୁ ତ୍ଯାଗ କରି ସମାନଙ୍କେଠାରୁ ଦୂ ରଇେ ୟାଇ ପାରନ୍ତି। କାରଣ ସମାନେେ ସମସ୍ତେ ବ୍ଯଭିଚାରୀ ଓ ପରମେଶ୍ବରଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି।

3 ପୁଣି ସମାନେେ ଅସତ୍ଯତା ନିମନ୍ତେ ନିଜ ନିଜ ଜିହ୍ବାରୂପ ଧନୁକୁ ବକ୍ର କରନ୍ତି। ଆଉ ସମାନେେ ଦେଶ ରେ ବଳିଷ୍ଠ ହାଇେଅଛନ୍ତି, ମାତ୍ର ସତ୍ଯତା ପାଇଁ ନୁହେଁ। କାରଣ ସମାନେେ ପାପ ଉପ ରେ ପାପ କରିବାକୁ ଅଗ୍ରସର ହୁଅନ୍ତି। ସମାନେେ ଆମ୍ଭକୁ ଜାଣନ୍ତି ନାହିଁ। ଏହା ସଦାପ୍ରଭୁ କହନ୍ତି।

4 ତୁମ୍ଭମାନେେ ପ୍ରେତ୍ୟକକ ପ୍ରତିବେଶୀ ପ୍ରତି ସାବଧାନ ହୁଅ ଓ କୌଣସି ଭ୍ରାତାକୁ ବିଶ୍ବାସ କର ନାହିଁ। କାରଣ ପ୍ରେତ୍ୟକକ ଭ୍ରାତା ପ୍ରତାରକ ଓ ପ୍ରେତ୍ୟକକ ପ୍ରତିବେଶୀ ତୁମ୍ଭମାନଙ୍କର ନିନ୍ଦା ଗାଇ ବୁଲିବେ।

5 ସମାନେେ ପ୍ରେତ୍ୟକକ ଆପଣା ପ୍ରତିବେଶୀକୁ ପ୍ରବ୍ଯଞ୍ଚନା କରିବେ ଓ କବେେ ସତ୍ଯକଥା କହିବେ ନାହିଁ। ସମାନେେ ମିଥ୍ଯା କହିବାକୁ ନିଜ ନିଜ ଜିହ୍ବାକୁ ଶିଖାଇ ଅଛନ୍ତି। ଥକିବା ପର୍ୟ୍ଯନ୍ତ ସମାନେେ ମନ୍ଦକର୍ମ କରନ୍ତି।

6 ଗୋଟିଏ ମନ୍ଦକର୍ମ ପ ରେ ଅନ୍ୟ ଏକ ମନ୍ଦକର୍ମ ଚାଲେ ଓ ପ୍ରବଞ୍ଚନା ଲାଗି ରହେ। ତେଣୁ ସଦାପ୍ରଭୁ କହନ୍ତି, ଏହି ମିଥ୍ଯା ଓ ପ୍ରବଞ୍ଚନା ଯୋଗୁଁ ସମାନେେ ଆମ୍ଭକୁ ଜାଣିବାକୁ ଅସ୍ବୀକାର କରନ୍ତି।

7 ତେଣୁ ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଯେପରି ଜଣେ ଶ୍ରମିକ ଧାତୁର ଶୁଦ୍ଧତା ଜାଣିବା ପାଇଁ ଅଗ୍ନି ରେ ତରଳାଏ, ସହେିପରି ଆମ୍ଭେ ସମାନଙ୍କେୁ ପରୀକ୍ଷା କରିବା। ଆମ୍ଭ ଲୋକମାନେ ପାପ କରିଥିବା ହତେୁ ଆଉ ଆମ୍ଭେ କ'ଣ କରିପାରିବା ?

8 ସମାନଙ୍କେର ଜିହ୍ବା ପ୍ରାଣନାଶକ ବାଣସ୍ବରୂପ। ତାହା କବଳେ ମିଥ୍ଯା ଓ ପ୍ରବଞ୍ଚନାର କଥା କ ହେ। ସମାନେେ ମୁହଁ ରେ ପ୍ରତିବେଶୀ ସହିତ ପ୍ ରମାେଳାପ କରନ୍ତି, ମାତ୍ର ଅନ୍ତର ରେ ସମାନଙ୍କେୁ ବିନାଶ କରିବାକୁ ଯୋଜନା କରନ୍ତି।

9 ତେଣୁ ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ପ୍ରତିଫଳ ଦବୋ। ଏହି ପ୍ରକାର ଗୋଷ୍ଠୀକୁ ଆମ୍ଭେ ଦଣ୍ଡ ବିଧାନ ନ କରି କ'ଣ ରହିପାରିବା ?

10 ମୁଁ, ଯିରିମିୟ, ପର୍ବତମାନଙ୍କ ପାଇଁ ଓ ପ୍ରାନ୍ତରସ୍ଥ ଚରାସ୍ଥାନ ପାଇଁ କବଳେ ବିଳାପ କରିବି। ସମାନଙ୍କେ ନିମନ୍ତେ ଗୋଳ କରିବି। କାରଣ କହେି ଜୀବନ୍ତ ପ୍ରାଣୀ ସଠାେ ରେ ନ ଥିବେ। କୌଣସି ଲୋକ ୟାତାଯାତ କରିବେ ନାହିଁ। ପଶୁପଲର ରବ ଶୁଣାୟିବ ନାହିଁ। ଆଉ ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟେ ସଠାରୁେ ପଳାଯନ କରିବେ।

11 ପୁଣି ଆମ୍ଭେ ସଦାପ୍ରଭୁ ୟିରୁଶାଲମକୁ ଢ଼ିପି ଓ ଶୃଗାଳମାନଙ୍କ ବାସସ୍ଥାନ ରେ ପରିଣତ କରିବା। ଆଉ ଆମ୍ଭେ ଯିହୁଦାର ନଗରସମୂହକୁ ନିର୍ଜନ ଧ୍ବଂସସ୍ଥାନ କରିବା।

12 ଏହା ବୁଝିଲାଭଳି କୌଣସି ଜ୍ଞାନୀ ବ୍ଯକ୍ତି ଏଠା ରେ ଅଛନ୍ତି କି ? ସଦାପ୍ରଭୁଙ୍କ ଦ୍ବାରା ଶିକ୍ଷା ପାଇଥିବା ଓ ତାଙ୍କର ମୁଖ ନିଃସୃତ ବାଣୀକୁ ବ୍ଯକ୍ତ କରିବାକୁ କହେି ବ୍ଯକ୍ତି ଅଛି କି ? ଦେଶ କାହିଁକି ଧ୍ବଂସପ୍ରାପ୍ତ ହେଲା ଓ ପ୍ରାନ୍ତରସବୁ ଦଗ୍ଧିଭୂତ ହେଲା, କହେି ସଠାେ ରେ ୟାତାଯାତ କଲେ ନାହିଁ ?

13 ଏସବୁର କାରଣ ସଦାପ୍ରଭୁ କହନ୍ତି, ତାହା ହେଲା ଆମ୍ଭେ ସମାନଙ୍କେ ସମ୍ମୁଖ ରେ ଆମ୍ଭର ଯେଉଁ ବ୍ଯବସ୍ଥାମାନ ରଖିଲୁ ତାହା ସମାନେେ ପରିତ୍ଯାଗ କରିଅଛନ୍ତି। ଆମ୍ଭର ବାକ୍ଯ ପାଳନ କରି ନାହାଁନ୍ତି କି ତଦନୁସା ରେ ଆଚରଣ କରି ନାହାଁନ୍ତି।

14 ସମାନେେ ନିଜ ଇଚ୍ଛାନୁସା ରେ ଅବାଧ୍ଯ ହାଇେଛନ୍ତି ଓ ପୂର୍ବପୁରୁଷମାନଙ୍କ ଶିକ୍ଷାନୁସା ରେ ବାଲ୍ଦବେ ତାଙ୍କର ଅନୁଗାମୀ ହାଇେ ଆଚରଣ କରିଅଛନ୍ତି।

15 ତେଣୁ ଇଶ୍ରାୟେଲର ପରମେଶ୍ବର ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ଆମ୍ଭେ ସମାନଙ୍କେୁ ତିକ୍ତ ଭୋଜନ କରାଇବା ଓ ବିଷବୃକ୍ଷର ରସ ସମାନଙ୍କେୁ ପାନ କରିବାକୁ ଦବୋ।

16 ସମାନେେ କିଅବା ସମାନଙ୍କେର ପୂର୍ବପୁରୁଷ ଜାଣି ନ ଥିବା ଦେଶୀଯମାନଙ୍କ ମଧିଅରେ ସମାନଙ୍କେୁ ଛିନ୍ନଭିନ୍ନ କରିବା। ସମାନଙ୍କେୁ ସଂହାର ନ କରିବା ୟାଏ ସମାନଙ୍କେ ପଛ ରେ ଖଡ୍ଗ ପଠାଇବା।

17 ସୈନ୍ଯାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନେେ ବିବଚେନା କର ଓ ବିଳାପକାରିଣୀ ସ୍ତ୍ରୀମାନଙ୍କୁ ଆସିବା ପାଇଁ ଡ଼ାକ ଓ ନିପୁଣା ସ୍ତ୍ରୀମାନଙ୍କର ଆସିବା ପାଇଁ ଲୋକ ପଠାଅ।

18 ସମାନେେ କହନ୍ତି, ' ସହେି ସ୍ତ୍ରୀ ଲୋକମାନେ ଶୀଘ୍ର ଆସନ୍ତୁ ଓ ଆମ୍ଭମାନଙ୍କ ପାଇଁ ବିଳାପ କରନ୍ତୁ। ଆମ୍ଭର ଚକ୍ଷୁ ଯେପରି ଲୋତକରେ ପୂର୍ଣ୍ଣ ହବେ ଓ ଚକ୍ଷୁରୁ ଯେପରି ଲୋତକର ନିର୍ଝର ନିର୍ଗତ ହବେ।'

19 କାରଣ ସିୟୋନରୁ ଏହି ହାହାକାର ଶବ୍ଦ ଶୁଣାଯାଉଛି। 'ଆମ୍ଭମାନେେ ପ୍ରକୃତ ରେ ବିନଷ୍ଟ ହାଇେଅଛୁ। ଆମ୍ଭମାନେେ ବିଶଷେ ଭାବରେ ଲଜ୍ଜିତ, କାରଣ ଆମ୍ଭର ବାସସ୍ଥାନ ଧୂଳିସାତ୍ ହାଇେଅଛି ଓ ଆମ୍ଭମାନେେ ଦେଶ ପରିତ୍ଯାଗ କରିଅଛୁ।'

20 ତେଣୁ ହେ ଯିହୁଦାର ରମଣୀଗଣ, ସଦାପ୍ରଭୁଙ୍କର ବାକ୍ଯ ଶୁଣ, ତୁମ୍ଭମାନଙ୍କର କର୍ଣ୍ଣ ତାଙ୍କର ମୁଖ ନିଃସୃତ ବାକ୍ଯ ଗ୍ରହଣ କରୁ। ଆଉ ତୁମ୍ଭମାନେେ ନିଜ ନିଜ କନ୍ଯାମାନଙ୍କୁ ହାହାକାର କରିବାକୁ ଓ ପ୍ରେତ୍ୟକକ ନିଜ ପ୍ରତିବେଶୀନୀକୁ ବିଳାପ କରିବାକୁ ଶିକ୍ଷା ଦିଅ।

21 'କାରଣ ମୃତ୍ଯୁ ଆମ୍ଭମାନଙ୍କର ଝରକା ଦଇେ ଆମ୍ଭମାନଙ୍କର ପ୍ରାସାଦ ରେ ପ୍ରବେଶ କରିଅଛି। ଏହା ବାହା ରେ ବାଳକମାନଙ୍କୁ ଓ ନଗରର ଛକମାନଙ୍କ ରେ ୟୁବକମାନଙ୍କୁ ସଂହାର କରିବାକୁ ପ୍ରସ୍ତୁତ।'

22 'ଯିରିମିୟ ଏହା କହନ୍ତି, 'ସଦାପ୍ରଭୁଙ୍କ ବାକ୍ଯାନୁସା ରେ ମନୁଷ୍ଯମାନଙ୍କର ଶବ ଖତପରି କ୍ଷେତ୍ର ରେ ପଡ଼ି ରହିବ ଆଉ ଶସ୍ଯ ଚ୍ଛଦନକୋରୀର ଶସ୍ଯ ପଛ ରେ ପଡ଼ିଲା ପରି ସମାନେେ କ୍ଷେତ୍ର ରେ ପଡ଼ି ରହିବେ। କହେି ସମାନଙ୍କେୁ ସଂଗ୍ରହ କରିବାକୁ ନ ଥିବେ।'

23 ଆଉ ସଦାପ୍ରଭୁ କହନ୍ତି, ଜ୍ଞାନବାନ୍ ଆପଣା ଜ୍ଞାନ ରେ ଦର୍ପ ନ କରୁ, ବଳବାନ୍ ଆପଣା ବଳ ରେ ଦର୍ପ ନ କରୁ ଓ ଧନବାନ୍ ଆପଣା ଧନ ରେ ଗର୍ବ ନ କରୁ।

24 ଯଦି କହେି ଦର୍ପ କରିବ, ତବେେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ। ଆମ୍ଭେ ସଦାପ୍ରଭୁଙ୍କ ଜଗତ ରେ ସ୍ନହେ, କରୁଣା ବିଚାର ଓ ଧର୍ମସାଧନ କରୁ, କାରଣ ସଦାପ୍ରଭୁ କହନ୍ତି ଏସବୁ ରେ ଆମ୍ଭର ସନ୍ତାଷେ ଥାଏ।

25 ସଦାପ୍ରଭୁ କହନ୍ତି ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସମାନଙ୍କେର ଅସୁନ୍ନତ ଅନୁସାରେ ଦଣ୍ଡ ଦବୋ, ଏପରି ସମୟ ଆସୁଅଛି।

26 ଆମ୍ଭେ ମିଶର, ଯିହୁଦା, ଇଦୋମ, ଅମ୍ମାନେ ଓ ମାୟୋବର ସନ୍ତାନଗଣଙ୍କୁ ଓ ସମସ୍ତ ପ୍ରାନ୍ତରବାସୀଙ୍କୁ ଦଣ୍ଡ ଦବୋ, କାରଣ ସମାନେେ ଶରୀର ରେ ଅସୁନ୍ନତ ମାତ୍ର ସମଗ୍ର ଇଶ୍ରାୟେଲ ଅନ୍ତଃକରଣ ରେ ଅସୁନ୍ନତ ଅଟନ୍ତି।

1 Oh that my head were waters, and mine eyes a fountain of tears, that I might weep day and night for the slain of the daughter of my people!

2 Oh that I had in the wilderness a lodging place of wayfaring men; that I might leave my people, and go from them! for they be all adulterers, an assembly of treacherous men.

3 And they bend their tongues like their bow for lies: but they are not valiant for the truth upon the earth; for they proceed from evil to evil, and they know not me, saith the Lord.

4 Take ye heed every one of his neighbour, and trust ye not in any brother: for every brother will utterly supplant, and every neighbour will walk with slanders.

5 And they will deceive every one his neighbour, and will not speak the truth: they have taught their tongue to speak lies, and weary themselves to commit iniquity.

6 Thine habitation is in the midst of deceit; through deceit they refuse to know me, saith the Lord.

7 Therefore thus saith the Lord of hosts, Behold, I will melt them, and try them; for how shall I do for the daughter of my people?

8 Their tongue is as an arrow shot out; it speaketh deceit: one speaketh peaceably to his neighbour with his mouth, but in heart he layeth his wait.

9 Shall I not visit them for these things? saith the Lord: shall not my soul be avenged on such a nation as this?

10 For the mountains will I take up a weeping and wailing, and for the habitations of the wilderness a lamentation, because they are burned up, so that none can pass through them; neither can men hear the voice of the cattle; both the fowl of the heavens and the beast are fled; they are gone.

11 And I will make Jerusalem heaps, and a den of dragons; and I will make the cities of Judah desolate, without an inhabitant.

12 Who is the wise man, that may understand this? and who is he to whom the mouth of the Lord hath spoken, that he may declare it, for what the land perisheth and is burned up like a wilderness, that none passeth through?

13 And the Lord saith, Because they have forsaken my law which I set before them, and have not obeyed my voice, neither walked therein;

14 But have walked after the imagination of their own heart, and after Baalim, which their fathers taught them:

15 Therefore thus saith the Lord of hosts, the God of Israel; Behold, I will feed them, even this people, with wormwood, and give them water of gall to drink.

16 I will scatter them also among the heathen, whom neither they nor their fathers have known: and I will send a sword after them, till I have consumed them.

17 Thus saith the Lord of hosts, Consider ye, and call for the mourning women, that they may come; and send for cunning women, that they may come:

18 And let them make haste, and take up a wailing for us, that our eyes may run down with tears, and our eyelids gush out with waters.

19 For a voice of wailing is heard out of Zion, How are we spoiled! we are greatly confounded, because we have forsaken the land, because our dwellings have cast us out.

20 Yet hear the word of the Lord, O ye women, and let your ear receive the word of his mouth, and teach your daughters wailing, and every one her neighbour lamentation.

21 For death is come up into our windows, and is entered into our palaces, to cut off the children from without, and the young men from the streets.

22 Speak, Thus saith the Lord, Even the carcases of men shall fall as dung upon the open field, and as the handful after the harvestman, and none shall gather them.

23 Thus saith the Lord, Let not the wise man glory in his wisdom, neither let the mighty man glory in his might, let not the rich man glory in his riches:

24 But let him that glorieth glory in this, that he understandeth and knoweth me, that I am the Lord which exercise lovingkindness, judgment, and righteousness, in the earth: for in these things I delight, saith the Lord.

25 Behold, the days come, saith the Lord, that I will punish all them which are circumcised with the uncircumcised;

26 Egypt, and Judah, and Edom, and the children of Ammon, and Moab, and all that are in the utmost corners, that dwell in the wilderness: for all these nations are uncircumcised, and all the house of Israel are uncircumcised in the heart.

Luke 23 in Tamil and English

1 तब सारी सभा उठकर उसे पीलातुस के पास ले गई।
And the whole multitude of them arose, and led him unto Pilate.

2 और वे यह कहकर उस पर दोष लगाने लगे, कि हम ने इसे लोगों को बहकाते और कैसर को कर देने से मना करते, और अपने आप को मसीह राजा कहते हुए सुना है।
And they began to accuse him, saying, We found this fellow perverting the nation, and forbidding to give tribute to Caesar, saying that he himself is Christ a King.

3 पीलातुस ने उस से पूछा, क्या तू यहूदियों का राजा है? उस ने उसे उत्तर दिया, कि तू आप ही कह रहा है।
And Pilate asked him, saying, Art thou the King of the Jews? And he answered him and said, Thou sayest it.

4 तब पीलातुस ने महायाजकों और लोगों से कहा, मैं इस मनुष्य में कुछ दोष नहीं पाता।
Then said Pilate to the chief priests and to the people, I find no fault in this man.

5 पर वे और भी दृढ़ता से कहने लगे, यह गलील से लेकर यहां तक सारे यहूदिया में उपदेश दे दे कर लोगों को उकसाता है।
And they were the more fierce, saying, He stirreth up the people, teaching throughout all Jewry, beginning from Galilee to this place.

6 यह सुनकर पीलातुस ने पूछा, क्या यह मनुष्य गलीली है?
When Pilate heard of Galilee, he asked whether the man were a Galilaean.

7 और यह जानकर कि वह हेरोदेस की रियासत का है, उसे हेरोदेस के पास भेज दिया, क्योंकि उन दिनों में वह भी यरूशलेम में था॥
And as soon as he knew that he belonged unto Herod’s jurisdiction, he sent him to Herod, who himself also was at Jerusalem at that time.

8 हेरोदेस यीशु को देखकर बहुत ही प्रसन्न हुआ, क्योंकि वह बहुत दिनों से उस को देखना चाहता था: इसलिये कि उसके विषय में सुना था, और उसका कुछ चिन्ह देखने की आशा रखता था।
And when Herod saw Jesus, he was exceeding glad: for he was desirous to see him of a long season, because he had heard many things of him; and he hoped to have seen some miracle done by him.

9 वह उस से बहुतेरी बातें पूछता रहा, पर उस ने उस को कुछ भी उत्तर न दिया।
Then he questioned with him in many words; but he answered him nothing.

10 और महायाजक और शास्त्री खड़े हुए तन मन से उस पर दोष लगाते रहे।
And the chief priests and scribes stood and vehemently accused him.

11 तब हेरोदेस ने अपने सिपाहियों के साथ उसका अपमान करके ठट्ठों में उड़ाया, और भड़कीला वस्त्र पहिनाकर उसे पीलातुस के पास लौटा दिया।
And Herod with his men of war set him at nought, and mocked him, and arrayed him in a gorgeous robe, and sent him again to Pilate.

12 उसी दिन पीलातुस और हेरोदेस मित्र हो गए। इसके पहिले वे एक दूसरे के बैरी थे॥
And the same day Pilate and Herod were made friends together: for before they were at enmity between themselves.

13 पीलातुस ने महायाजकों और सरदारों और लोगों को बुलाकर उन से कहा।
And Pilate, when he had called together the chief priests and the rulers and the people,

14 तुम इस मनुष्य को लोगों का बहकाने वाला ठहराकर मेरे पास लाए हो, और देखो, मैं ने तुम्हारे साम्हने उस की जांच की, पर जिन बातों का तुम उस पर दोष लगाते हो, उन बातों के विषय में मैं ने उस में कुछ भी दोष नहीं पाया है।
Said unto them, Ye have brought this man unto me, as one that perverteth the people: and, behold, I, having examined him before you, have found no fault in this man touching those things whereof ye accuse him:

15 न हेरोदेस ने, क्योंकि उस ने उसे हमारे पास लौटा दिया है: और देखो, उस से ऐसा कुछ नहीं हुआ कि वह मृत्यु के दण्ड के योग्य ठहराया जाए।
No, nor yet Herod: for I sent you to him; and, lo, nothing worthy of death is done unto him.

16 इसलिये मैं उसे पिटवाकर छोड़ देता हूं।
I will therefore chastise him, and release him.

17 तब सब मिलकर चिल्ला उठे,
(For of necessity he must release one unto them at the feast.)

18 इस का काम तमाम कर, और हमारे लिये बरअब्बा को छोड़ दे।
And they cried out all at once, saying, Away with this man, and release unto us Barabbas:

19 यही किसी बलवे के कारण जो नगर में हुआ था, और हत्या के कारण बन्दीगृह में डाला गया था।
(Who for a certain sedition made in the city, and for murder, was cast into prison.)

20 पर पीलातुस ने यीशु को छोड़ने की इच्छा से लोगों को फिर समझाया।
Pilate therefore, willing to release Jesus, spake again to them.

21 परन्तु उन्होंने चिल्लाकर कहा: कि उसे क्रूस पर चढ़ा, क्रूस पर।
But they cried, saying, Crucify him, crucify him.

22 उस ने तीसरी बार उन से कहा; क्यों? उस ने कौन सी बुराई की है? मैं ने उस में मृत्यु दण्ड के योग्य कोई बात नहीं पाई! इसलिये मैं उसे पिटवाकर छोड़ देता हूं।
And he said unto them the third time, Why, what evil hath he done? I have found no cause of death in him: I will therefore chastise him, and let him go.

23 परन्तु वे चिल्ला-चिल्ला कर पीछे पड़ गए, कि वह क्रूस पर चढ़ाया जाए, और उन का चिल्लाना प्रबल हुआ।
And they were instant with loud voices, requiring that he might be crucified. And the voices of them and of the chief priests prevailed.

24 सो पीलातुस ने आज्ञा दी, कि उन की बिनती के अनुसार किया जाए।
And Pilate gave sentence that it should be as they required.

25 और उस ने उस मनुष्य को जो बलवे और हत्या के कारण बन्दीगृह में डाला गया था, और जिसे वे मांगते थे, छोड़ दिया; और यीशु को उन की इच्छा के अनुसार सौंप दिया॥
And he released unto them him that for sedition and murder was cast into prison, whom they had desired; but he delivered Jesus to their will.

26 जब वे उसे लिए जाते थे, तो उन्होंने शमौन नाम एक कुरेनी को जो गांव से आ रहा था, पकड़कर उस पर क्रूस को लाद दिया कि उसे यीशु के पीछे पीछे ले चले॥
And as they led him away, they laid hold upon one Simon, a Cyrenian, coming out of the country, and on him they laid the cross, that he might bear it after Jesus.

27 और लोगों की बड़ी भीड़ उसके पीछे हो ली: और बहुत सी स्त्रियां भी, जो उसके लिये छाती-पीटती और विलाप करती थीं।
And there followed him a great company of people, and of women, which also bewailed and lamented him.

28 यीशु ने उन की ओर फिरकर कहा; हे यरूशलेम की पुत्रियों, मेरे लिये मत रोओ; परन्तु अपने और अपने बालकों के लिये रोओ।
But Jesus turning unto them said, Daughters of Jerusalem, weep not for me, but weep for yourselves, and for your children.

29 क्योंकि देखो, वे दिन आते हैं, जिन में कहेंगे, धन्य हैं वे जो बांझ हैं, और वे गर्भ जो न जने और वे स्तन जिन्हों ने दूध न पिलाया।
For, behold, the days are coming, in the which they shall say, Blessed are the barren, and the wombs that never bare, and the paps which never gave suck.

30 उस समय वे पहाड़ों से कहने लगेंगे, कि हम पर गिरो, और टीलों से कि हमें ढाँप लो।
Then shall they begin to say to the mountains, Fall on us; and to the hills, Cover us.

31 क्योंकि जब वे हरे पेड़ के साथ ऐसा करते हैं, तो सूखे के साथ क्या कुछ न किया जाएगा?
For if they do these things in a green tree, what shall be done in the dry?

32 वे और दो मनुष्यों को भी जो कुकर्मी थे उसके साथ घात करने को ले चले॥
And there were also two other, malefactors, led with him to be put to death.

33 जब वे उस जगह जिसे खोपड़ी कहते हैं पहुंचे, तो उन्होंने वहां उसे और उन कुकिर्मयों को भी एक को दाहिनी और और दूसरे को बाईं और क्रूसों पर चढ़ाया।
And when they were come to the place, which is called Calvary, there they crucified him, and the malefactors, one on the right hand, and the other on the left.

34 तब यीशु ने कहा; हे पिता, इन्हें क्षमा कर, क्योंकि ये नहीं जानते कि क्या कर रहें हैं और उन्होंने चिट्ठियां डालकर उसके कपड़े बांट लिए।
Then said Jesus, Father, forgive them; for they know not what they do. And they parted his raiment, and cast lots.

35 लोग खड़े खड़े देख रहे थे, और सरदार भी ठट्ठा कर करके कहते थे, कि इस ने औरों को बचाया, यदि यह परमेश्वर का मसीह है, और उसका चुना हुआ है, तो अपने आप को बचा ले।
And the people stood beholding. And the rulers also with them derided him, saying, He saved others; let him save himself, if he be Christ, the chosen of God.

36 सिपाही भी पास आकर और सिरका देकर उसका ठट्ठा करके कहते थे।
And the soldiers also mocked him, coming to him, and offering him vinegar,

37 यदि तू यहूदियों का राजा है, तो अपने आप को बचा।
And saying, If thou be the king of the Jews, save thyself.

38 और उसके ऊपर एक पत्र भी लगा था, कि यह यहूदियों का राजा है।
And a superscription also was written over him in letters of Greek, and Latin, and Hebrew, THIS IS THE KING OF THE JEWS.

39 जो कुकर्मी लटकाए गए थे, उन में से एक ने उस की निन्दा करके कहा; क्या तू मसीह नहीं तो फिर अपने आप को और हमें बचा।
And one of the malefactors which were hanged railed on him, saying, If thou be Christ, save thyself and us.

40 इस पर दूसरे ने उसे डांटकर कहा, क्या तू परमेश्वर से भी नहीं डरता? तू भी तो वही दण्ड पा रहा है।
But the other answering rebuked him, saying, Dost not thou fear God, seeing thou art in the same condemnation?

41 और हम तो न्यायानुसार दण्ड पा रहे हैं, क्योंकि हम अपने कामों का ठीक फल पा रहे हैं; पर इस ने कोई अनुचित काम नहीं किया।
And we indeed justly; for we receive the due reward of our deeds: but this man hath done nothing amiss.

42 तब उस ने कहा; हे यीशु, जब तू अपने राज्य में आए, तो मेरी सुधि लेना।
And he said unto Jesus, Lord, remember me when thou comest into thy kingdom.

43 उस ने उस से कहा, मैं तुझ से सच कहता हूं; कि आज ही तू मेरे साथ स्वर्गलोक में होगा॥
And Jesus said unto him, Verily I say unto thee, To day shalt thou be with me in paradise.

44 और लगभग दो पहर से तीसरे पहर तक सारे देश में अन्धियारा छाया रहा।
And it was about the sixth hour, and there was a darkness over all the earth until the ninth hour.

45 और सूर्य का उजियाला जाता रहा, और मन्दिर का परदा बीच में फट गया।
And the sun was darkened, and the veil of the temple was rent in the midst.

46 और यीशु ने बड़े शब्द से पुकार कर कहा; हे पिता, मैं अपनी आत्मा तेरे हाथों में सौंपता हूं: और यह कहकर प्राण छोड़ दिए।
And when Jesus had cried with a loud voice, he said, Father, into thy hands I commend my spirit: and having said thus, he gave up the ghost.

47 सूबेदार ने, जो कुछ हुआ था देखकर, परमेश्वर की बड़ाई की, और कहा; निश्चय यह मनुष्य धर्मी था।
Now when the centurion saw what was done, he glorified God, saying, Certainly this was a righteous man.

48 और भीड़ जो यह देखने को इकट्ठी हुई भी, इस घटना को, देखकर छाती- पीटती हुई लौट गई।
And all the people that came together to that sight, beholding the things which were done, smote their breasts, and returned.

49 और उसके सब जान पहचान, और जो स्त्रियां गलील से उसके साथ आई थीं, दूर खड़ी हुई यह सब देख रही थीं॥
And all his acquaintance, and the women that followed him from Galilee, stood afar off, beholding these things.

50 और देखो यूसुफ नाम एक मन्त्री जो सज्जन और धर्मी पुरूष था।
And, behold, there was a man named Joseph, a counseller; and he was a good man, and a just:

51 और उन के विचार और उन के इस काम से प्रसन्न न था; और वह यहूदियों के नगर अरिमतीया का रहनेवाला और परमेश्वर के राज्य की बाट जोहनेवाला था।
(The same had not consented to the counsel and deed of them;) he was of Arimathaea, a city of the Jews: who also himself waited for the kingdom of God.

52 उस ने पीलातुस के पास जाकर यीशु की लोथ मांग ली।
This man went unto Pilate, and begged the body of Jesus.

53 और उसे उतारकर चादर में लपेटा, और एक कब्र में रखा, जो चट्टान में खोदी हुई थी; और उस में कोई कभी न रखा गया था।
And he took it down, and wrapped it in linen, and laid it in a sepulchre that was hewn in stone, wherein never man before was laid.

54 वह तैयारी का दिन था, और सब्त का दिन आरम्भ होने पर था।
And that day was the preparation, and the sabbath drew on.

55 और उन स्त्रियों ने जो उसके साथ गलील से आईं थीं, पीछे पीछे जाकर उस कब्र को देखा, और यह भी कि उस की लोथ किस रीति से रखी गई है।
And the women also, which came with him from Galilee, followed after, and beheld the sepulchre, and how his body was laid.

56 और लौटकर सुगन्धित वस्तुएं और इत्र तैयार किया: और सब्त के दिन तो उन्होंने आज्ञा के अनुसार विश्राम किया॥
And they returned, and prepared spices and ointments; and rested the sabbath day according to the commandment.