Job 15:8
ତୁମ୍ଭେ ପରମେଶ୍ବରଙ୍କ ଗୋପନ ଯୋଜନା ବିଷଯ ରେ କିଛି ଜାଣ କି ? ତୁମ୍ଭେ କ'ଣ ନିଜକୁ ଏକମାତ୍ର ଜ୍ଞାନୀ ବୋଲି ଭାବୁଛ ?
Hast thou heard | הַבְס֣וֹד | habsôd | hahv-SODE |
the secret | אֱל֣וֹהַ | ʾĕlôah | ay-LOH-ah |
of God? | תִּשְׁמָ֑ע | tišmāʿ | teesh-MA |
restrain thou dost and | וְתִגְרַ֖ע | wĕtigraʿ | veh-teeɡ-RA |
wisdom | אֵלֶ֣יךָ | ʾēlêkā | ay-LAY-ha |
to | חָכְמָֽה׃ | ḥokmâ | hoke-MA |
Cross Reference
Romans 11:34
କହେି ହେଲେ ପରମେଶ୍ବରଙ୍କ ପଥ ସବୁ ବୁଝି ପାରିବେ ନାହିଁ। ଶାସ୍ତ୍ର କୁ ହେ:
Jeremiah 23:18
ମାତ୍ର କୌଣସି ଭବିଷ୍ଯଦବକ୍ତା ସ୍ବର୍ଗୀଯ ସଭା ରେ ସଦାପ୍ରଭୁଙ୍କର ବାକ୍ଯ ପ୍ରତ୍ଯକ୍ଷ ଭାବରେ ଶୁଣିବାକୁ ତାଙ୍କ ସମ୍ମୁଖ ରେ ଠିଆ ହାଇେ ନାହିଁ। କହେି ତାଙ୍କର ବାକ୍ଯ ମନୋୟୋଗ ସହକା ରେ ଶୁଣି ନାହିଁ।
1 Corinthians 2:16
ପ୍ରଭୂଙ୍କ ମନ କଥା କିଏ ଜାଣି ଅଛି? କ'ଣ କରିବାକୁ ହବେ ବୋଲି ପ୍ରଭୂଙ୍କୁ କିଏ କହିବ ? ୟିଶାଇୟ 40:13
1 Corinthians 2:9
କିନ୍ତୁ ଶାସ୍ତ୍ରମାନଙ୍କ ରେ ଏହିପରି ଲଖାେ ଅଛି :
Romans 16:25
ପରମେଶ୍ବର ହିଁ ତୁମ୍ଭକୁ ଦୃଢ କରି ପାରନ୍ତି। ମୁଁ ତୁମ୍ଭମାନଙ୍କୁ ଦୃଢ ଦବୋ ପାଇଁ ଯେଉଁ ସମାଗ୍ଭର ପ୍ରଗ୍ଭର କରୁଛି ସହେି ସତ୍ଯ ସୃଷ୍ଟି ଆରମ୍ଭରୁ ଗୁପ୍ତ ଭାବରେ ଥିଲା।
John 15:15
ମୁଁ ତୁମ୍ଭମାନଙ୍କୁ ବର୍ତ୍ତମାନ ସବେକ ବୋଲି କହୁନାହିଁ। ଜଣେ ସବେକ,ତାର ମୁନିବ କ'ଣ କରେ, ଜାଣେ ନାହିଁ। କିନ୍ତୁ ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ବନ୍ଧୁ ବୋଲି କହୁଛି, କାରଣ ମୁଁ ପରମପିତାଙ୍କଠାରୁ ଯାହା ସବୁ ଶୁଣିଛି ତାହା କହିଛି।
Matthew 13:35
ପରମେଶ୍ବର ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ ଯାହା କହିଥିଲେ, ତାହା ପୂର୍ଣ୍ଣ ହବୋ ପାଇଁ ଏହା ହେଉଥିଲା। ପରମେଶ୍ବର କହିଥିଲେ: ମୁଁ କାହାଣୀ ଦ୍ବାରା କଥା କହିବି। ସୃଷ୍ଟିର ଆଦି କାଳରୁ ଯେଉଁସବୁ କଥା ଗୋପନୀୟ ହାଇେ ରହିଛି, ସଗେୁଡିକ ମୁଁ ପ୍ରକାଶ କରିବି।ଗୀତସଂହିତା 78:2
Matthew 13:11
ଯୀଶୁ କହିଲେ, ସ୍ବର୍ଗରାଜ୍ଯର ନିଗୂଢ ସତ୍ଯ ଜାଣିବା ପାଇଁ କବଳେ ତୁମ୍ଭମାନଙ୍କୁ ଅଧିକାର ମିଳିଛି। ଏ ଅଧିକାର ସମାନଙ୍କେୁ ଦିଆଯାଇନାହିଁ।
Matthew 11:25
ସେତବେେଳେ ଯୀଶୁ କହିଲେ, ହେ ପରମପିତା, ତୁମ୍ଭେ ସ୍ବର୍ଗ ଓ ପୃଥିବୀର ପ୍ରଭୁ। ତୁମ୍ଭେ ଏହିସବୁ ବିଷୟ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କ ନିକଟରୁ ଲୁଚାଇ ରଖି ପିଲାଙ୍କ ଭଳି ସରଳ ଲୋକଙ୍କ ନକଟ ରେ ସଗେୁଡିକୁ ପ୍ରକାଶ କରିଛ। ଏଥିପାଇଁ ମୁଁ ତୁମ୍ଭର ସ୍ତୁତି କରୁଛି।
Amos 3:7
ସଦାପ୍ରଭୁ ମାରେପ୍ରଭୁ, କୌଣସି ଯୋଜନା ତାଙ୍କର ସବେକର ଅଗୋଚର ରେ କରନ୍ତି ନାହିଁ।
Proverbs 3:32
କାହିଁକି ? କାରଣ ସଦାପ୍ରଭୁ ଉତ୍ତମ ସରଳ ଧାର୍ମିକ ଲୋକମାନଙ୍କୁ ପ୍ ରମେ କରନ୍ତି କିନ୍ତୁ କୁକର୍ମ ଲୋକମାନଙ୍କୁ ଘୃଣା କରନ୍ତି।
Psalm 25:14
ସଦାପ୍ରଭୁ ସର୍ବଦା ଗୁପ୍ତ ବିଷଯ ସବୁ ତାଙ୍କର ଅନୁୟୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ଯବସ୍ଥା ସବୁ ସମାନଙ୍କେୁ ନିଯମ ପ୍ରଦାନ କରନ୍ତି।
Job 29:4
ମୁଁ ସହେି ଦିନଗୁଡ଼ିକ ନିମନ୍ତେ ଇଚ୍ଛାକରେ ଯେତବେେଳେ ମାରେ ସାଫଲ୍ଯ ଥିଲା ଏବଂ ଯେତବେେଳେ ପରମେଶ୍ବରଙ୍କର ବନ୍ଧୁତା ମାରେ ଗୃହକୁ ଆଶୀର୍ବାଦ କଲେ।
Job 13:5
ମୁଁ ଚା ହେଁ ତୁମ୍ଭେ ଅନ୍ତତଃ ନିରବ ରୁହ ତାହା ସବୁଠାରୁ ବୁଦ୍ଧିମାନର କାମ ତୁମ୍ଭେ କରିବ।
Job 12:2
ତୁମ୍ଭେ ଭାବୁଛ ତୁମ୍ଭେ କବଳେ ଜ୍ଞାନୀ ଲୋକ। ତୁମ୍ଭେ ଭାବୁଛ ତୁମ୍ଭେ ମରିଗଲେ ତୁମ୍ଭ ସହିତ ଜ୍ଞାନ ମଧ୍ଯ ମରିୟିବ।
Job 11:6
ପରମେଶ୍ବର ତୁମ୍ଭକୁ ଜ୍ଞାନର ନିଗୂଢ଼ ରହସ୍ଯ ବିଷଯ ରେ କହନ୍ତେ ଏବଂ ସେ କହି ପାରନ୍ତେ କିପରି ଗୋଟିଏ ଗପର ଦୁଇଟି ପାଖ ରହିଛି। ଆୟୁବ ତୁମ୍ଭେ ଶୁଣ, ପରମେଶ୍ବର ତୁମ୍ଭକୁ ଦଣ୍ଡ ଦେଉ ନାହାଁନ୍ତି ଯେତିକି ସେ ତୁମ୍ଭକୁ ଦବୋ କଥା।
Deuteronomy 29:29
ଗକ୍ସ୍ଟଲ୍ଗ ବିଷଯ ସବୁ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ବରଙ୍କ ଅଧିକାର ମାତ୍ର ଆମ୍ଭମାନେେ ଯମେନ୍ତ ଏହି ବ୍ଯବସ୍ଥାର ସବୁ ବାକ୍ଯ ପାଳନ କରିବା, ଏଥିପାଇଁ ପ୍ରକାଶିତ ବିଷଯ ସବୁ ବଂଶାନକ୍ସ୍ଟକ୍ରମେ ଆମ୍ଭମାନଙ୍କର ଓ ଆମ୍ଭମାନଙ୍କ ସନ୍ତାନଗଣର ଅଧିକାର।