Job 22:21 in Oriya

Oriya Oriya Bible Job Job 22 Job 22:21

Job 22:21
ବର୍ତ୍ତମାନ ଆୟୁବ, ତୁମ୍ଭେ ପରମେଶ୍ବରଙ୍କ ନିକଟରେ ନିଜକୁ ସମର୍ପି ଦିଅ ତାଙ୍କ ସହିତ ଶାନ୍ତି ରେ ବାସ କର। ଏହା କଲେ ତୁମ୍ଭେ ଅନକେ ଭଲ ବସ୍ତୁ ପାଇବ।

Job 22:20Job 22Job 22:22

Job 22:21 in Other Translations

King James Version (KJV)
Acquaint now thyself with him, and be at peace: thereby good shall come unto thee.

American Standard Version (ASV)
Acquaint now thyself with him, and be at peace: Thereby good shall come unto thee.

Bible in Basic English (BBE)
Put yourself now in a right relation with him and be at peace: so will you do well in your undertakings.

Darby English Bible (DBY)
Reconcile thyself now with him, and be at peace: thereby good shall come unto thee.

Webster's Bible (WBT)
Acquaint now thyself with him, and be at peace: by this good shall come to thee.

World English Bible (WEB)
"Acquaint yourself with him, now, and be at peace. Thereby good shall come to you.

Young's Literal Translation (YLT)
Acquaint thyself, I pray thee, with Him, And be at peace, Thereby thine increase `is' good.

Acquaint
הַסְכֶּןhaskenhahs-KEN
now
נָ֣אnāʾna
thyself
with
עִמּ֑וֹʿimmôEE-moh
peace:
at
be
and
him,
וּשְׁלםûšĕlmoo-SHEL-M
thereby
good
בָּ֝הֶ֗םbāhemBA-HEM
shall
come
תְּֽבוֹאַתְךָ֥tĕbôʾatkāteh-voh-at-HA
unto
thee.
טוֹבָֽה׃ṭôbâtoh-VA

Cross Reference

Philippians 4:7
ପରମେଶ୍ବରଙ୍କର ଶାନ୍ତି ତୁମ୍ଭମାନଙ୍କ ହୃଦୟ ଓ ମନଗୁଡ଼ିକୁ ଖ୍ରୀଷ୍ଟଙ୍କଠା ରେ ସୁରକ୍ଷା କରି ରଖିବ। ପରମେଶ୍ବରଙ୍କ ପ୍ରଦତ୍ତ ଏହି ଶାନ୍ତି କେତେ ଯେ ମହାନ, ତାହା ଆମ୍ଭେ ବୁଝି ପାରୁ।

1 Chronicles 28:9
ଏବଂ ତୁମ୍ଭେ ମାରେ ପୁତ୍ର ଶଲୋମନ, ତୁମ୍ଭ ପିତାର ପରମେଶ୍ବରଙ୍କୁ ଜାଣିଅଛ। ଶୁଦ୍ଧ ହୃଦଯ ରେ ପରମେଶ୍ବରଙ୍କର ସବୋ କର। ପରମେଶ୍ବରଙ୍କ ସବୋ କରିବା ନିମନ୍ତେ ହୃଦଯ ରେ ଆନନ୍ଦିତ ହୁଅ। କାହିଁକି ? କାରଣ ପ୍ରତିଟି ବ୍ଯକ୍ତିର ହୃଦଯ ରେ କ'ଣ ଅଛି, ତାହା ସଦାପ୍ରଭୁ ଜାଣନ୍ତି। ସଦାପ୍ରଭୁ ତୁମ୍ଭ ହୃଦଯର ସମସ୍ତ ଚିନ୍ତାକୁ ବୁଝିପାରନ୍ତି। ଯଦି ତୁମ୍ଭେ ସଦାପ୍ରଭୁଙ୍କ ନିକଟକୁ ସାହାୟ୍ଯ ମାଗବା ନିମନ୍ତେ ୟିବ, ତୁମ୍ଭେ ଉତ୍ତର ପାଇବ। କିନ୍ତୁ ତୁମ୍ଭେ ଯଦି ସଦାପ୍ରଭୁଙ୍କଠାରୁ ଫରେି ଦୂରକୁ ଚାଲିୟିବ, ତବେେ ସେ ତୁମ୍ଭକୁ ଚିରକାଳ ନିମନ୍ତେ ତ୍ଯାଗ କରିବେ।

2 Corinthians 5:20
ସେ ଆମ୍ଭ ମାଧ୍ଯମ ରେ ପୃଥିବୀର ଲୋକମାନଙ୍କୁ ଡ଼ାକୁଛନ୍ତି। ଯେତବେେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ବରଙ୍କ ସହିତ ପୁନର୍ମିଳିତ ହବୋ ପାଇଁ ଅନୁ ରୋଧ କରୁ,

2 Corinthians 4:6
ଥରେ ପରମେଶ୍ବର କହିଲେ : ଅନ୍ଧକାର ମଧ୍ଯରୁ ଆଲୋକ ପ୍ରକାଶିତ ହବେ।

Acts 10:36
ପରମେଶ୍ବର ଇଶ୍ରାୟେଲ ଲୋକମାନଙ୍କ ପାଖକୁ ତାହାଙ୍କ ସମାଚ଼ାର ପଠାଇଥିଲେ। ସେ ମଧ୍ଯ ଯୀଶୁ ଖ୍ରୀଷ୍ଟଙ୍କ ଦ୍ବାରା ତାହାଙ୍କର ଶାନ୍ତି ସୁସମାଚ଼ାର ପଠାଇଛନ୍ତି। ସେ ସମସ୍ତଙ୍କର ପ୍ରଭୁ।

John 17:3
ମ୍ଭେ ଯେ ଏକମାତ୍ର ସତ୍ଯ ପରମେଶ୍ବର, ତୁମ୍ଭଙ୍କୁ ଓ ଯାହାଙ୍କୁ ତୁମ୍ଭେ ପଠାଇଛ, ସହେି ଯୀଶୁଖ୍ରୀଷ୍ଟଙ୍କୁ ଜାଣିବାହିଁ ଅନନ୍ତଜୀବନ ଅଟେ।

Matthew 5:25
ଯଦି ତୁମ୍ଭର ଶତୃ ତୁମ୍ଭକୁ ବିଗ୍ଭରାଳୟକୁ ନଇେ ଯାଉଅଛି ତବେେ ବିଗ୍ଭରାଳୟ ୟିବା ପୂର୍ବରୁ ତା' ସହିତ ଶୀଘ୍ର ବନ୍ଧୁତା ସ୍ଥାପନ କର। ନଚତେ ତୁମ୍ଭର ଶତୃ ବିଗ୍ଭରପତିଙ୍କ ହାତ ରେ ଦଇଦେବ ଓ ଶଷେ ରେ ବିଗ୍ଭରପତି ତୁମ୍ଭକୁ ସିପାହୀ ହାତ ରେ ଦବେେ, ତା'ପରେ ତୁମ୍ଭେ କାରାଗାର ରେ ବନ୍ଦୀ ହାଇେ ୟିବ।

Isaiah 57:19
ଆମ୍ଭେ ଓଷ୍ଠାଧରର ଫଳ ସୃଷ୍ଟି କରୁ। ସଦାପ୍ରଭୁ କୁହନ୍ତି, ଦୂରବର୍ତ୍ତୀ ଓ ନିକଟବର୍ତ୍ତୀ ଲୋକପ୍ରତି ଶାନ୍ତି' ହେଉ ଓ ଆମ୍ଭେ ତାହାକୁ ସୁସ୍ଥ କରିବା।

Isaiah 27:5
ମାତ୍ର ଯଦି କହେି ନିରାପତ୍ତା ପାଇଁ ମାେ ସହିତ ଶାନ୍ତି ସ୍ଥାପନ କରେ, ତବେେ ସେ ଶାନ୍ତି ସ୍ଥାପନ କରୁ।

Psalm 34:10
ଶକ୍ତିଶାଳୀ ଲୋକମାନେ ମଧ୍ଯ ଦୁର୍ବଳ ଓ ଭୋକିଲା ହବେେ। କିନ୍ତୁ ଯେଉଁ ଲୋକମାନେ ପରମେଶ୍ବରଙ୍କ ସହାୟତା ପ୍ରାର୍ଥନା କରନ୍ତି, ସମାନଙ୍କେର ସବୁକିଛି ମଙ୍ଗଳ ଘଟିବ।

Ephesians 2:14
ଖ୍ରୀଷ୍ଟଙ୍କ ହତେୁ ଆମ୍ଭେ ଏବେ ଶାନ୍ତି ରେ ଅଛୁ। ଖ୍ରୀଷ୍ଟ ଯିହୂଦୀ ଓ ଅଣଯିହୂଦୀମାନଙ୍କୁ ଏକାଠି କଲେ। ଦୁହିଁଙ୍କ ମଝି ରେ କାନ୍ଥଟିଏ ଥିଲା ଭଳି ସମାନେେ ଅଲଗା ଥିଲେ। ସମାନେେ ପରସ୍ପରକୁ ଘୃଣା କରୁଥିଲେ। କିନ୍ତୁ ନିଜ ଶରୀରକୁ ଉତ୍ସର୍ଗ କରି ଖ୍ରୀଷ୍ଟ ସହେି ଘୃଣାର କାନ୍ଥଟିକୁ ଭାଙ୍ଗି ଦେଲେ।