Job 24
1 କାହିଁକି ସର୍ବଶକ୍ତିମାନଙ୍କଠାରୁ ସମୟ ଲୁଚି ରହନେି, କିନ୍ତୁ ଯେଉଁମାନେ ତାଙ୍କୁ ଜାଣନ୍ତି, କେତବେେଳେ ସେ ପଦକ୍ଷପେ ନବେେ ତାହା ଜାଣନ୍ତି।
2 କହେି କହେି ବ୍ଯକ୍ତି ନିଜର ଜମିର ସୀମାକୁ ଘୁଞ୍ଚାଇ ପଡ଼ୋଶୀର ଜମି ମାରି ଦବୋକୁ ଚେଷ୍ଟା କରନ୍ତି। କହେି ଅନ୍ୟର ମଷେପଲ ହରଣ କରି ଅନ୍ୟ ଚରାଭୂମିକୁ ନଇେ ୟାଆନ୍ତି।
3 ସମାନେେ ଅନାଥମାନଙ୍କ ଗଧକୁ ଚୋରାଇ ନିଅନ୍ତି। କହେି ବିଧବାର ଗାଈ ନଇେ ବନ୍ଧକ ରୂପେ ରଖନ୍ତି ଯେ ପର୍ୟ୍ଯନ୍ତ ସେ ତା'ର ପ୍ରାପ୍ଯ ପରିଶାଧେ ନ କରିଛି।
4 ସମାନେେ ଗରିବ ଲୋକର ଗୃହରୁ ତଡ଼ିଦଇେ ଏଣତେଣେେ ବୁଲିବାକୁ ଛାଡ଼ି ଦିଅନ୍ତି। ଏହି ଗରିବମାନେ ସମାନଙ୍କେ କୋପରୁ ରକ୍ଷା ପାଇବାକୁ ଲୁଚି ବୁଲନ୍ତି।
5 ଗରୀବ ଲୋକମାନେ ବଣୁଆ ଗଧଭଳି ମରୁଭୂମିରେ ଖାଦ୍ୟ ଅନ୍ବଷେଣ ରେ ଉଚ୍ଚସ୍ଥଳ ଘୁରି ବୁଲନ୍ତି। ସମାନେେ ପ୍ରାତଃକାଳରୁ ଉଠି ଖାଦ୍ୟ ଅନ୍ବଷେଣ ରେ ବୁଲନ୍ତି। ସମାନେେ ନିଜ ପିଲାମାନଙ୍କ ଖାଦ୍ୟ ପାଇଁ ବିଳମ୍ବିତ ସନ୍ଧ୍ଯା ପର୍ୟ୍ଯନ୍ତ ପରିଶ୍ରମ କରନ୍ତି।
6 ଗରିବ ଲୋକମାନେ ବହୁତ ବିଳମ୍ବିତ ରାତ୍ରିୟାଏ ଫସଲ ଅମଳ କରନ୍ତି। ସମେନେ ନିଶ୍ଚଯ ଧନୀ ଲୋକମାନଙ୍କ ପାଇଁ ତାଙ୍କ ଅଙ୍ଗୁର କ୍ଷେତ୍ର ରେ ଅଙ୍ଗୁର ସଂଗ୍ରହ କରନ୍ତି।
7 ଗରିବ ଲୋକେ ବିନା ବସ୍ତ୍ର ରେ ସାରା ରାତି ଶଯନ କରନ୍ତି। ଶୀତରୁ ରକ୍ଷା ପାଇବା ପାଇଁ ସମାନଙ୍କେ ନିକଟରେ ଘାଡ଼ୋଇବା ବସ୍ତ୍ର ନ ଥାଏ।
8 ସମାନେେ ପାହାଡ଼ ପର୍ବତ ରେ ବର୍ଷା ରେ ଭିଜନ୍ତି। ଥଣ୍ଡାରୁ ରକ୍ଷା ପାଇବାକୁ ସମାନଙ୍କେ ପାଖ ରେ କିଛି ନଥାଏ। ତେଣୁ ସମାନେେ ବଡ଼ ପଥର ପାଖ ରେ ଶରଣ ନିଅନ୍ତି ଥଣ୍ଡାରୁ ରକ୍ଷା ପାଇବା ପାଇଁ।
9 ଦୁଷ୍ଟ ଲୋକେ ମା କୋଳରୁ ସ୍ତନ୍ଯପାନ କରୁଥିବା ସନ୍ତାନକୁ ଛଡ଼ାଇ ନିଅନ୍ତି। ସମାନେେ ଗରିବ ଲୋକର ପିଲାକୁ କରଜର ବନ୍ଧକ ସ୍ବରୂପ ରଖନ୍ତି।
10 ଗରିବ ଲୋକର ବସ୍ତ୍ର ନ ଥିବାରୁ ସମାନେେ ଉଲଗ୍ନ ହାଇେ କାମ କରନ୍ତି। ସମାନେେ ଧାନ ବିଡ଼ା ବୁହନ୍ତି, ତଥାପି ସମାନେେ କ୍ଷୁଧାର୍ତ୍ତ ହାଇେ ୟାଆନ୍ତି।
11 ଗରିବ ଲୋକେ ତଲେ ଉତ୍ପନ୍ନ କରନ୍ତି। ସମାନେେ ଅଙ୍ଗୁର କ୍ଷେତ୍ର ରେ ଅଙ୍ଗୁର ରସ ନଇେ ମଦ୍ଯ ପ୍ରସ୍ତୁତ ରେ ସାହାୟ୍ଯ କରନ୍ତି ଅଥଚ ନିଜେ ପାନ କରିବାକୁ କିଛି ପାଆନ୍ତି ନାହିଁ।
12 ସହର ରେ ମରୁଥିବା ମନୁଷ୍ଯମାନଙ୍କ କାନ୍ଦଣା ତୁମ୍ଭେ ନିଶ୍ଚଯ ଶୁଣିପାରୁଥିବ। ସହେି ଦୁଃଖି ମନୁଷ୍ଯମାନଙ୍କର ସାହାୟ୍ଯ ପାଇଁ ଆର୍ତ୍ତ ଚିତ୍କାର, ପରମେଶ୍ବର କାନ ରେ ଶୁଣି ପାରନ୍ତି ନାହିଁ।
13 କେତକେ ଲୋକ ଆଲୁଅ ବିରୁଦ୍ଧ ରେ ବିଦ୍ରୋହ ଘାଷେଣା କରନ୍ତି। ସମାନେେ ଜାଣିପାରନ୍ତି ନାହିଁ ପରମେଶ୍ବର କ'ଣ ଚାହାଁନ୍ତି ? ପରମେଶ୍ବର ଚାହୁଁଥିବା ରାସ୍ତା ରେ ସମାନେେ ଚାଲନ୍ତି ନାହିଁ।
14 ହତ୍ଯାକାରୀ ସକାଳୁ ଉଠି ଗରିବ ଅସହାୟ ଲୋକକୁ ହତ୍ଯା କରେ ଏବଂ ରାତି ରେ ସେ ଚୋର ପାଲଟିୟାଏ।
15 ଯେଉଁ ମନୁଷ୍ଯ ବ୍ଯଭିଚାର କରେ ରାତି ହବୋକୁ ଅପେକ୍ଷା କରେ। ସେ ଭାବେ, 'କହେି ତାକୁ ଦେଖି ପାରିବେ ନାହିଁ।' ତଥାପି ସେ ତା'ର ମୁଖକୁ ଘାଡ଼ୋଇଥାଏ।
16 ରାତି ହେଲେ ଦୁଷ୍ଟ ଲୋକ ଅନ୍ଧକାର ରେ ଅନ୍ୟ ଲୋକର ଘର ଭାଙ୍ଗି ପଶେ କିନ୍ତୁ ଦିନ ବେଳେ ନିଜ ଘ ରେ କବାଟ କିଳି ରହିଥାଏ, ଏବଂ ଆଲୁଅଠାରୁ ଦୂର ରେ ରୁହନ୍ତି।
17 ଦୁଷ୍ଟଲୋକ ପାଇଁ ଘନ ଅନ୍ଧକାର ରାତି ହିଁ ସକାଳ ସଦୃଶ। ସମାନେେ ଅନ୍ଧକାର ରେ ଭୟାନକତା ରେ ଅଭ୍ଯସ୍ତ।
18 ବନ୍ଯା ଜଳ ରେ ବସ୍ତ୍ର ଭାସିଗଲା ପରି ଦୁଷ୍ଟଲୋକ ଭାସିୟାଏ। ଯେଉଁ ଜମିର ସେ ମାଲିକ ଥାଏ ତାହା ଶଷେ ରେ ତା' ପାଇଁ ଅଭିଶାପରେ ପରିଣତ ହୁଏ। ତେଣୁ ସମାନେେ ନିଜ କ୍ଷତରେୁ ମଧ୍ଯ ଅଙ୍ଗୁର ସଂଗ୍ରହ କରି ପାରନ୍ତି ନାହିଁ।
19 ଯେପରି ଗରମ, ଶୁଖିଲା ପାଗ ଶୀତ ଦିନର ବରଫରୁ ଆସୁଥିବା ପାଣି ନଇୟୋଏ। ଠିକ୍ ସହେିଭଳି ସେ ପାପୀମାନେ କବରକୁ ବୁହା ହବେେ।
20 ଏପରିକି ଦୁଷ୍ଟ ବ୍ଯକ୍ତି ମଲାପରେ ତା'ର ଗର୍ଭଧାରିଣୀ ମା' ତାକୁ ପାଶୋରିବ। ତା'ର ସୁଗଠିତ ହୃଦଯ ସହିତ ଶରୀର କୀଟମାନଙ୍କ ସୁସ୍ବାଦୁ ଖାଦ୍ୟ ହବେ। ଲୋକେ ତାକୁ ମନେ ରଖିବେ ନାହିଁ। ସହେି ଦୁଷ୍ଟ ଲୋକଟି ପଚା ବାଡ଼ିପରି ଭାଙ୍ଗି ପଡ଼ିବ।
21 ଦୁଷ୍ଟଲୋକ ବନ୍ଧ୍ଯା ନାରୀକୁ ଆଘାତ କରେ। ଏବଂ ସେ ବିଧବା ନାରୀମାନଙ୍କୁ ସାହାୟ୍ଯ କରିବାକୁ ମନା କରେ।
22 ଦୁଷ୍ଟ ଲୋକମାନେ ତାଙ୍କ ଶକ୍ତି ବ୍ଯବହାର କରନ୍ତି ଶକ୍ତିଶାଳୀ ଲୋକମାନଙ୍କୁ ଧ୍ବଂସ କରିବାକୁ। ଯଦିଓ ଦୁଷ୍ଟ ଲୋକ ହୁଏତ ଶକ୍ତିଶାଳୀ ସମାନେେ ତାଙ୍କ ନିଜ ଜୀବନ ବିଷଯ ରେ ନିଶ୍ଚଯତା ନାହିଁ।
23 ଦୁଷ୍ଟଲୋକ ଅଳ୍ପ ସମୟ ପାଇଁ ନିଜକୁ ନିର୍ଭର ଓ ନିରାପଦ ମଣେ। ସମାନେେ ଶକ୍ତିଶାଳୀ ହବୋକୁ ଚେଷ୍ଟା କରନ୍ତି।
24 ଦୁଷ୍ଟ ଲୋକ କମ୍ ସମୟରେ ସଫଳତା ହାସଲ କଲବେି ଶଷେ ରେ ସମାନେେ ଚିରଦିନ ଲାଗି ବିଦାଯ ନବେେ। ସମାନେେ ଶଷେ ରେ ଶସ୍ଯ କଣାଭଳି କଟା ହବେେ ଠିକ୍ ଅନ୍ୟମାନଙ୍କ ପରି।
25 ମୁଁ ଶପଥ କରି କହିପା ରେ। ଏସବୁ ସତ୍ଯ ଅଟେ। କିଏ ପ୍ରମାଣ କରିବ ଯେ ମୁଁ ମିଥ୍ଯା କହୁଛି ? କିଏ ଦଖାଇେ ଦଇେ ପାରିବ ମୁଁ ଭୁଲ୍ କରୁଛି ବୋଲି ?
1 Why, seeing times are not hidden from the Almighty, do they that know him not see his days?
2 Some remove the landmarks; they violently take away flocks, and feed thereof.
3 They drive away the ass of the fatherless, they take the widow’s ox for a pledge.
4 They turn the needy out of the way: the poor of the earth hide themselves together.
5 Behold, as wild asses in the desert, go they forth to their work; rising betimes for a prey: the wilderness yieldeth food for them and for their children.
6 They reap every one his corn in the field: and they gather the vintage of the wicked.
7 They cause the naked to lodge without clothing, that they have no covering in the cold.
8 They are wet with the showers of the mountains, and embrace the rock for want of a shelter.
9 They pluck the fatherless from the breast, and take a pledge of the poor.
10 They cause him to go naked without clothing, and they take away the sheaf from the hungry;
11 Which make oil within their walls, and tread their winepresses, and suffer thirst.
12 Men groan from out of the city, and the soul of the wounded crieth out: yet God layeth not folly to them.
13 They are of those that rebel against the light; they know not the ways thereof, nor abide in the paths thereof.
14 The murderer rising with the light killeth the poor and needy, and in the night is as a thief.
15 The eye also of the adulterer waiteth for the twilight, saying, No eye shall see me: and disguiseth his face.
16 In the dark they dig through houses, which they had marked for themselves in the daytime: they know not the light.
17 For the morning is to them even as the shadow of death: if one know them, they are in the terrors of the shadow of death.
18 He is swift as the waters; their portion is cursed in the earth: he beholdeth not the way of the vineyards.
19 Drought and heat consume the snow waters: so doth the grave those which have sinned.
20 The womb shall forget him; the worm shall feed sweetly on him; he shall be no more remembered; and wickedness shall be broken as a tree.
21 He evil entreateth the barren that beareth not: and doeth not good to the widow.
22 He draweth also the mighty with his power: he riseth up, and no man is sure of life.
23 Though it be given him to be in safety, whereon he resteth; yet his eyes are upon their ways.
24 They are exalted for a little while, but are gone and brought low; they are taken out of the way as all other, and cut off as the tops of the ears of corn.
25 And if it be not so now, who will make me a liar, and make my speech nothing worth?
1 The former treatise have I made, O Theophilus, of all that Jesus began both to do and teach,
2 Until the day in which he was taken up, after that he through the Holy Ghost had given commandments unto the apostles whom he had chosen:
3 To whom also he shewed himself alive after his passion by many infallible proofs, being seen of them forty days, and speaking of the things pertaining to the kingdom of God:
4 And, being assembled together with them, commanded them that they should not depart from Jerusalem, but wait for the promise of the Father, which, saith he, ye have heard of me.
5 For John truly baptized with water; but ye shall be baptized with the Holy Ghost not many days hence.
6 When they therefore were come together, they asked of him, saying, Lord, wilt thou at this time restore again the kingdom to Israel?
7 And he said unto them, It is not for you to know the times or the seasons, which the Father hath put in his own power.
8 But ye shall receive power, after that the Holy Ghost is come upon you: and ye shall be witnesses unto me both in Jerusalem, and in all Judaea, and in Samaria, and unto the uttermost part of the earth.
9 And when he had spoken these things, while they beheld, he was taken up; and a cloud received him out of their sight.
10 And while they looked stedfastly toward heaven as he went up, behold, two men stood by them in white apparel;
11 Which also said, Ye men of Galilee, why stand ye gazing up into heaven? this same Jesus, which is taken up from you into heaven, shall so come in like manner as ye have seen him go into heaven.
12 Then returned they unto Jerusalem from the mount called Olivet, which is from Jerusalem a sabbath day’s journey.
13 And when they were come in, they went up into an upper room, where abode both Peter, and James, and John, and Andrew, Philip, and Thomas, Bartholomew, and Matthew, James the son of Alphaeus, and Simon Zelotes, and Judas the brother of James.
14 These all continued with one accord in prayer and supplication, with the women, and Mary the mother of Jesus, and with his brethren.
15 And in those days Peter stood up in the midst of the disciples, and said, (the number of names together were about an hundred and twenty,)
16 Men and brethren, this scripture must needs have been fulfilled, which the Holy Ghost by the mouth of David spake before concerning Judas, which was guide to them that took Jesus.
17 For he was numbered with us, and had obtained part of this ministry.
18 Now this man purchased a field with the reward of iniquity; and falling headlong, he burst asunder in the midst, and all his bowels gushed out.
19 And it was known unto all the dwellers at Jerusalem; insomuch as that field is called in their proper tongue, Aceldama, that is to say, The field of blood.
20 For it is written in the book of Psalms, Let his habitation be desolate, and let no man dwell therein: and his bishoprick let another take.
21 Wherefore of these men which have companied with us all the time that the Lord Jesus went in and out among us,
22 Beginning from the baptism of John, unto that same day that he was taken up from us, must one be ordained to be a witness with us of his resurrection.
23 And they appointed two, Joseph called Barsabas, who was surnamed Justus, and Matthias.
24 And they prayed, and said, Thou, Lord, which knowest the hearts of all men, shew whether of these two thou hast chosen,
25 That he may take part of this ministry and apostleship, from which Judas by transgression fell, that he might go to his own place.
26 And they gave forth their lots; and the lot fell upon Matthias; and he was numbered with the eleven apostles.