Bible

Job 28 - WEB (Oriya)

1 "Surely there is a mine for silver, And a place for gold which they refine.ଏପରି ଖଣିସବୁ ଅଛି ଯେଉଁଠା ରେ ରୂପା ମିଳେ। ଏପରି ସ୍ଥାନସବୁ ଅଛି। ଯେଉଁଠା ରେ ସୁନାକୁ ତରଳାଇ ଶୁଦ୍ଧ କରାୟାଏ।

2 Iron is taken out of the earth, And copper is smelted out of the ore.ଲୋକେ ଲୁହା ପାଇଁ ଭୂମି ଖୋଳନ୍ତି। ପଥର ତରଳାଇ ତମ୍ବା ବାହାର କରାୟାଏ।

3 Man sets an end to darkness, And searches out, to the furthest bound, The stones of obscurity and of thick darkness.ଶ୍ରମିକମାନେ ହାତ ରେ ଆଲୁଅ ଧରି ଖଣି ଭିତରକୁ ୟାଆନ୍ତି। ସେ ଗୁମ୍ଫା ଭିତ ରେ ସମାନେେ ପଥର ସବୁ ଅନ୍ଧକାର ରେ ସନ୍ଧାନ କରନ୍ତି।

4 He breaks open a shaft away from where people live. They are forgotten by the foot. They hang far from men, they swing back and forth.ଶ୍ରମିକମାନେ ଭୂମିରେ ଗଭୀରଗାତ ଖାେଳି ଖଣିଜ ଦ୍ରବ୍ଯର ପଶ୍ଚାଦବର୍ତ୍ତୀ ହୁଅନ୍ତି। ସମାନେେ ଖଣିର ନିମ୍ନ ଦେଶକୁ ବହୁତ ତଳକୁ ୟାଆନ୍ତି, ଯାହା ଲୋକମାନଙ୍କ ବାସ କରୁଥିବା ସ୍ଥାନଠାରୁ ବହୁତ ଦୂର। ଯେଉଁଠାକୁ ଆଗରୁ କହେି କବେେ ୟାଇ ନ ଥିଲେ। ସମାନେେ ଦଉଡ଼ି ଦ୍ବାରା ଝୁଲି ଭୂମିର ବହୁ ତଳକୁ ୟାଆନ୍ତି, ଅନ୍ୟ ଲୋକମାନଙ୍କଠାରୁ ମଧ୍ଯ ବହୁତ ଦୂର।

5 As for the earth, out of it comes bread; Underneath it is turned up as it were by fire.ଖାଦ୍ୟ ଶସ୍ଯ ଭୂମିର ଉପରେ ହୁଏ କିନ୍ତୁ ତଳେ ଏହା ସମ୍ପୂର୍ଣ୍ଣ ଅଲଗା। ସତେ ଯେପରିକି ସବୁକିଛି ଅଗ୍ନିଦ୍ବାରା ତରଳି ୟାଏ।

6 Sapphires come from its rocks. It has dust of gold.ଭୂମିର ନିମ୍ନ ଭାଗ ରେ ଇନ୍ଦ୍ରନୀଳମଣୀ ଏବଂ ଶୁଦ୍ଧ ସୁବର୍ଣ୍ଣର ରଣେୁ ସଠାେରେ ଥାଏ।

7 That path no bird of prey knows, Neither has the falcon's eye seen it.ବଣୁଆ ପକ୍ଷୀ ମାଟିତଳେ ଥିବା ରାସ୍ତା ବିଷଯ ରେ କିଛି ଜାଣନ୍ତି ନାହିଁ। କୌଣସି ଉତ୍କ୍ରୋଶ ପକ୍ଷୀ ମଧ୍ଯ ସଭେଳି ଅନ୍ଧାର ବାଟ ଦେଖି ନ ଥାଏ।

8 The proud animals have not trodden it, Nor has the fierce lion passed by there.ବଣୁଆ ଜନ୍ତୁମାନେ ମଧ୍ଯ ସଭେଳି ବାଟରେ ୟାଇ ନ ଥିବେ। ସିଂହମାନେ ମଧ୍ଯ ସେ ବାଟରେ ୟାଇ ନ ଥିବେ।

9 He puts forth his hand on the flinty rock, And he overturns the mountains by the roots.ଶ୍ରମିକମାନେ ସବୁଠାରୁ ଟାଣ ପଥରକୁ ଖୋଳନ୍ତି। ସହେି ଶ୍ରମିକମାନେ ପର୍ବତକୁ ଖୋଳନ୍ତି ଏବଂ ତାକୁ ଖାଲିକରି ଦିଅନ୍ତି।

10 He cuts out channels among the rocks. His eye sees every precious thing.ଶ୍ରମିକମାନେ ପଥର କାଟି ସୁଡ଼ଙ୍ଗ ତିଆରି କରନ୍ତି। ସମାନେେ ପଥର ତଳେ ଥିବା ରତ୍ନ ଭଣ୍ଡାରର ସନ୍ଧାନ କରନ୍ତି।

11 He binds the streams that they don't trickle; The thing that is hidden he brings forth to light.ଶ୍ରମିକମାନେ ବନ୍ଧ ତିଆରି କରନ୍ତି ପାଣିର ଗତି ବନ୍ଦ କରିବା ପାଇଁ। ସମାନେେ ଲୁଚିବା ବସ୍ତୁକୁ ଆଲୁଅକୁ ଆଣନ୍ତି।

12 "But where shall wisdom be found? Where is the place of understanding?କିନ୍ତୁ କେଉଁଠି ଜଣେ ଲୋକ ଜ୍ଞାନ ପାଇବ ? କେଉଁଠାକୁ ଆମ୍ଭେ ୟିବା ଜ୍ଞାତ ହବୋ ପାଇଁ ?

13 Man doesn't know its price; Neither is it found in the land of the living.ଆମ୍ଭେ ଜାଣୁନା ଜ୍ଞାନର ମୂଲ୍ଯ କେତେ। ପୃଥିବୀର ଲୋକେ ଖଣି ଖାେଳି ଜ୍ଞାନର ଭଣ୍ଡାର ପାଇ ପାରିବେ ନାହିଁ।

14 The deep says, 'It isn't in me.' The sea says, 'It isn't with me.'ମହାସାଗର କ ହେ, 'ଜ୍ଞାନ ମାେ ପାଖ ରେ ନାହିଁ।' ସମୁଦ୍ର କ ହେ, 'ତାହା ମାେ ପାଖ ରେ ନାହିଁ।'

15 It can't be gotten for gold, Neither shall silver be weighed for its price.ତୁମ୍ଭେ ଜ୍ଞାନକୁ ଶୁଦ୍ଧ ସୁବର୍ଣ୍ଣର ବିନିମଯ ରେ କିଣି ପାରିବ ନାହିଁ। ପୃଥିବୀ ରେ ଏତେ ରୂପା ମହଜୁଦ ନାହିଁ ଜ୍ଞାନକୁ କିଣିବା ପାଇଁ।

16 It can't be valued with the gold of Ophir, With the precious onyx, or the sapphire{or, lapis lazuli}.ତୁମ୍ଭେ ଜ୍ଞାନକୁ ଓଫୀରର ସୁନା, ବହୁମୂଲ୍ଯ, ଗୋମଦେକ ଓ ନୀଳକାନ୍ତ ମଣି ବଦଳ ରେ କିଣିପାରିବ ନାହିଁ।

17 Gold and glass can't equal it, Neither shall it be exchanged for jewels of fine gold.ଜ୍ଞାନ ସୁନା ଓ ମୂଲ୍ଯବାନ ପଥରଠାରୁ ଅଧିମ ମୂଲ୍ଯବାନ। ମୂଲ୍ଯବାନ ସ୍ବଚ୍ଛ ଉଜ୍ଜଳ ସୁନା ମଧ୍ଯ ଜ୍ଞାନକୁ କିଣିପାରିବ ନାହିଁ।

18 No mention shall be made of coral or of crystal: Yes, the price of wisdom is above rubies.ଜ୍ଞାନ ଅଧିକ ମୂଲ୍ଯବାନ ମୁକ୍ତାଠାରୁ ଓ ନୀଳମଣି ପଥରଠାରୁ, ଜ୍ଞାନ ମଧ୍ଯ ମାେତିଠାରୁ ମୂଲ୍ଯବାନ।

19 The topaz of Ethiopia shall not equal it, Neither shall it be valued with pure gold.କୂଶ ଦେଶରୁ ମିଳୁଥିବା ହଳଦିଆ ପୋଖରାଜ ମଣି ମଧ୍ଯ ଜ୍ଞାନଭଳି ମୂଲ୍ଯବାନ ନୁହେଁ। ତୁମ୍ଭେ ଖାଣ୍ଟି ସୁନା ବଦଳ ରେ ଜ୍ଞାନ କିଣିପାରିବ ନାହିଁ।

20 Whence then comes wisdom? Where is the place of understanding?ତବେେ ଜ୍ଞାନ କେଉଁଠାରୁ ଆ ସେ ? ବୁଝିବାର ସ୍ଥାନ କାହିଁ ?

21 Seeing it is hidden from the eyes of all living, And kept close from the birds of the sky.ଜ୍ଞାନ ଏ ପୃଥିବୀର ସମସ୍ତ ପ୍ରାଣୀଙ୍କଠାରୁ ଲୁଚାୟାଇଛି। ଏପରିକି ଆକାଶ ରେ ଉଡ଼ୁଥିବା ପକ୍ଷୀମାନେ ମଧ୍ଯ ଜ୍ଞାନକୁ ଦେଖିପାରିବେ ନାହିଁ।

22 Destruction and Death say, 'We have heard a rumor of it with our ears.'ବିନାଶ ଓ ମୃତ୍ଯୁ ମଧ୍ଯ କହନ୍ତି, 'ଆମ୍ଭମାନେେ ଜ୍ଞାନକୁ କେଉଁଠା ରେ ପାଇ ନାହୁଁ। କବଳେ ଆମ୍ଭମାନେେ ତା' ବିଷଯ ରେ ଜନରବ ଶୁଣିଅଛୁ।'

23 "God understands its way, And he knows its place.କବଳେ ପରମେଶ୍ବର ଜ୍ଞାନକୁ ପାଇବାର ପଥ ଜାଣିଛନ୍ତି। କବଳେ ପରମେଶ୍ବର ଜାଣନ୍ତି ଜ୍ଞାନ କେଉଁଠା ରେ ଅଛି।

24 For he looks to the ends of the earth, And sees under the whole sky.ପରମେଶ୍ବର ପୃଥିବୀର ଶଷେ ପର୍ୟ୍ଯନ୍ତ ଦେଖିପାରନ୍ତି। ସେ ଆକାଶର ନିମ୍ନ ରେ ଥିବା ସବୁକିଛି ଦେଖି ପାରନ୍ତି।

25 He establishes the force of the wind; Yes, he measures out the waters by measure.ପରମେଶ୍ବର ତାଙ୍କର ଶକ୍ତିକୁ ପବନକୁ ଦଇେଛନ୍ତି। ସେ ସ୍ଥିର କରନ୍ତି କେତେ ବଡ଼ ସମୁଦ୍ର ହାଇପୋରିବ।

26 When he made a decree for the rain, And a way for the lightning of the thunder;ପରମେଶ୍ବର ସ୍ଥିର କରନ୍ତି କେଉଁଠାରୁ ବର୍ଷା ପଠଇବେେ ଏବଂ କେଉଁଠାକୁ ଘଡ଼ଘଡ଼ି ଘୂର୍ଣ୍ଣିବାତ୍ଯା ୟିବ।

27 Then did he see it, and declare it. He established it, yes, and searched it out.ସହେି ସମୟରେ ପରମେଶ୍ବର ଜ୍ଞାନକୁ ଦେଖିଲେ ଏହାକୁ ଘାଷେଣା କଲେ। ପରମେଶ୍ବର ଜ୍ଞାନ ସ୍ଥାପନ କଲେ ଏବଂ ଏହାକୁ ପରୀକ୍ଷା କଲେ।

28 To man he said, 'Behold, the fear of the Lord, that is wisdom. To depart from evil is understanding.'"ପରମେଶ୍ବର ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କୁ ଭୟ ଓ ସମ୍ମାନ କର। ତାହାହିଁ ଜ୍ଞାନ ଅଟେ। ମନ୍ଦ କାର୍ୟ୍ଯ କର ନାହିଁ। ତାହାହିଁ ବୁଝିବା ଶକ୍ତି ଅଟେ। ଆୟୁବ ତା'ର କାହାଣୀ କହି ଚାଲିଥିଲା।

Oriya Bible