Job 34
1 ତା'ପରେ ଇଲୀହୁ ତା'ର କଥାକୁ ଜାରିରଖି କହିଲା,
2 ହେ ଜ୍ଞାନୀମାନେ ମାେ କଥା ମନଦଇେ ଶୁଣ, ଯାହା ମୁଁ କହିବାକୁ ଚାହୁଁଛି। ହେ ବୁଦ୍ଧିମାନ ମାେ କଥାକୁ ଧ୍ଯାନ ଦଇେ ଶୁଣ।
3 କାରଣ କର୍ଣ୍ଣ ଯାହା ଶୁଣେ ତାହା ପରୀକ୍ଷା କରେ, ଠିକ୍ ଜିହ୍ବା ଖାଦ୍ୟର ସ୍ବାଦ ବାରିବା ପରି।
4 ତେଣୁ ଆସ ଏହିସବୁ ୟୁକ୍ତିକୁ ପରୀକ୍ଷା କରିବା ଏବଂ ସ୍ଥିର କରିବା କେଉଁଟା ଠିକ୍ ଆମ୍ଭମାନଙ୍କ ମଧିଅରେ। ଆମ୍ଭେ ସମସ୍ତେ ମିଶି ଶିଖିବା ଭଲ କାହାକୁ କହନ୍ତି।
5 ଆୟୁବ କ ହେ, 'ମୁଁ ଆୟୁବ, ମୁଁ ନିରପରାଧୀ ଅଟେ। ଏବଂ ପରମେଶ୍ବର ମାେ' ପ୍ରତି ଉଚିତ୍ ନ୍ଯାଯ କରି ନାହାଁନ୍ତି।
6 ମୁଁ ନିରପରାଧୀ ହେଲବେି କିନ୍ତୁ ବିଚାର ମାେ ବିରୁଦ୍ଧ ରେ ୟିବାରୁ ମୁଁ ମିଥ୍ଯାବାଦୀ ରେ ଗଣିତ ହାଇେଅଛି। ମୁଁ ନିରପରାଧୀ ହେଲବେି କିନ୍ତୁ ମୁଁ ବହୁତ କଷ୍ଟ ସହିଅଛି।'
7 ଆୟୁବ ଭଳି ଆଉ କହେି ବ୍ଯକ୍ତି ଅଛନ୍ତି କି ? ଆୟୁବ ଖାତିର କରେ ନାହିଁ, ଯଦି ତୁମ୍ଭେ ତାକୁ ଅପମାନିତ କର।
8 ଆୟୁବ ଦୁଷ୍ଟ ଲୋକଙ୍କ ସହିତ ବନ୍ଧୁତା କରିଛି। ଆୟୁବ ଦୁଷ୍ଟ ଲୋକଙ୍କ ସହିତ ରହିବାକୁ ଭଲପାଏ।
9 ମୁଁ ଏହା କାହିଁକି କହିଲି। କାରଣ ଆୟୁବ କହୁଛି, 'ଜଣେ ଯଦି ପରମେଶ୍ବରଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରେ ସେ ଲାଭ ପାଏ ନାହିଁ।'
10 ତୁମ୍ଭମାନେେ ବୁଝାମଣା ସମ୍ପନ୍ନ ମଣିଷ ମାେ କଥା ଶୁଣ। କୌଣସି ମନ୍ଦ କାର୍ୟ୍ଯ କରିବା ଅର୍ଥାତ୍ ପରମେଶ୍ବରଙ୍କ ଦ୍ବାରା ଅସମ୍ଭବ! ସର୍ବଶକ୍ତିମାନ ପରମେଶ୍ବର କୌଣସି ଭୁଲ କରନ୍ତି ନାହିଁ।
11 ପରମେଶ୍ବର ଜଣେ ବ୍ଯକ୍ତିକୁ ସେ ଯାହା କରିଥାଏ ତାକୁ ତାହା ଦିଅନ୍ତି। ସେ ଲୋକଙ୍କୁ ଯାହା ପ୍ରାପ୍ଯ ତାହା ଦିଅନ୍ତି।
12 ଏହାହିଁ ସତ୍ଯ ଅଟେ। ପରମେଶ୍ବର କୁକର୍ମ କରନ୍ତି ନାହିଁ। ସର୍ବଶକ୍ତିମାନ ପରମେଶ୍ବର ନ୍ଯାଯ ଭ୍ରଷ୍ଟ କରନ୍ତି ନାହିଁ।
13 ପରମେଶ୍ବରଙ୍କୁ ପୃଥିବୀର ଦାଯିତ୍ବ ରେ ରହିବା ପାଇଁ କହେି ମନୋନୀତ କରି ନାହାନ୍ତି। କହେି ତାଙ୍କୁ ସମଗ୍ର ପୃଥିବୀର ଦାଯିତ୍ବ ଦଇେ ନାହିଁ।
14 ଯଦି ପରମେଶ୍ବର ସ୍ଥିର କରନ୍ତି ଲୋକମାନଙ୍କ ଜୀବନ ଶରୀରରୁ ତାଙ୍କର ଆତ୍ମା ଓ ନିଶ୍ବାସ ପ୍ରଶ୍ବାସକୁ କାଢ଼ି ନବେେ।
15 ତବେେ ପୃଥିବୀର ସମସ୍ତ ଲୋକେ ମୃତ୍ଯୁବରଣ କରିବେ। ସବୁ ଲୋକ ପୁଣି ଧୂଳି ରେ ପରିଣତ ହବେେ।
16 ଯଦି ତୁମ୍ଭେ ଜ୍ଞାନୀ ମନୁଷ୍ଯ, ତା' ହେଲେ ମାେ କଥା ମନଦଇେ ଶୁଣ।
17 ଯେଉଁ ବ୍ଯକ୍ତି ସଚ୍ଚୋଟ ହବୋକୁ ଘୃଣା କରେ, ସେ କବେେ ଶାସକ ହାଇେ ପାରିବ ନାହିଁ। ଆୟୁବ, ପରମେଶ୍ବର ଅତ୍ଯନ୍ତ ପରାକ୍ରମଶାଳୀ ଓ ନ୍ଯାଯପରାଯଣ ତୁମ୍ଭେ କ'ଣ ଭାବୁଛ ତୁମ୍ଭେ ତାଙ୍କୁ ଦୋଷୀ ସାବ୍ଯସ୍ତ କରିପାରିବ।
18 କହେି ଜଣେ ରାଜାକୁ କ ହେ କି, 'ତୁମ୍ଭେ ଗୋଟିଏ ଅପଦାର୍ଥ ?' କିମ୍ବା କିଏ ନେତାମାନଙ୍କୁ କ ହେ, 'ତୁମ୍ଭମାନେେ ଦୁଷ୍ଟ ଅଟ।'
19 ପରମେଶ୍ବର ଅନ୍ୟମାନଙ୍କଠାରୁ ନେତାମାନଙ୍କୁ ଭଲ ପାଆନ୍ତି ନାହିଁ। ଏବଂ ପରମେଶ୍ବର ଧନୀ ଲୋକମାନଙ୍କୁ ଗରିବ ଲୋକମାନଙ୍କ ଠାରୁ ଅଧିକ ଭଲ ପାଆନ୍ତି ନାହିଁ। କାହିଁକି ? କାରଣ ପରମେଶ୍ବର ସମସ୍ତଙ୍କୁ ସୃଷ୍ଟି କରିଛନ୍ତି।
20 ଲୋକେ ହଠାତ୍ ମଧ୍ଯ ରାତ୍ରି ରେ ହୁଏତ ମରି ୟାଇପାରନ୍ତି। ଲୋକେ ହୁଏତ ବମାରେ ହାଇେ ମୃତ୍ଯୁମୁଖ ରେ ପଡ଼ିପାରନ୍ତି। ଏପରିକି କ୍ଷମତାଶାଳୀ ଲୋକ ବି କୌଣସି ସ୍ପଷ୍ଟ କାରଣ ନ ଥାଇ ମରିପାରନ୍ତି।
21 ପରମେଶ୍ବର ଲୋକମାନଙ୍କର କାର୍ୟ୍ଯ ପଳାପକୁ ଲକ୍ଷ୍ଯ କରନ୍ତି। ପରମେଶ୍ବର ମଣିଷର ପ୍ରେତ୍ୟକକ ପାଦ ଗତିକୁ ଜାଣନ୍ତି।
22 ଏପରି କୌଣସି ଅନ୍ଧକାର ଅଧିକ ନୁହେଁ ଯାହା ଦୁଷ୍ଟ ଲୋକମାନଙ୍କୁ ପରମେଶ୍ବରଙ୍କଠାରୁ ଲୁଚାଇପା ରେ।
23 ପରମେଶ୍ବର ଲୋକଙ୍କୁ ଆଉ ଟିକିଏ ପରୀକ୍ଷା କରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟ ନିଅନ୍ତି ନାହିଁ। ପରମେଶ୍ବର ତାଙ୍କ ସମ୍ମୁଖକୁ ଲୋକଙ୍କୁ ଆଣି ବିଚାର କରିବାକୁ ଦରକାର ମନେ କରନ୍ତି ନାହିଁ।
24 ଯଦି କ୍ଷମତାଶାଳୀ ଲୋକେ ମନ୍ଦକାର୍ୟ୍ଯ କରନ୍ତି, ପରମେଶ୍ବର ସମାନଙ୍କେୁ ପ୍ରଶ୍ନ କରନ୍ତି ନାହିଁ। ସେ ସମାନଙ୍କେୁ କବଳେ ଧ୍ବଂସ କରିଦିଅନ୍ତି। ତାଙ୍କ ସ୍ଥାନ ରେ ଅନ୍ୟ ଲୋକଙ୍କୁ ନେତା କରିବାକୁ ସେ ପସନ୍ଦ କରନ୍ତି।
25 ତେଣୁ ପରମେଶ୍ବର ଜାଣନ୍ତି ଲୋକେ କ'ଣ କରନ୍ତି। ସେଥିପାଇଁ ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ ରାତିକ ଭିତ ରେ ପରାଜିତ କରିବେ ଓ ସମାନେେ ଧ୍ବଂସ ହବେେ।
26 ପରମେଶ୍ବର ଦୁଷ୍ଟ ଲୋକଙ୍କୁ ଦଣ୍ଡ ଦବେେ। କାରଣ ସମାନେେ ମନ୍ଦକାର୍ୟ୍ଯ କରନ୍ତି। ପରମେଶ୍ବର ସହେି ଲୋକମାନଙ୍କୁ ଶାସ୍ତି ଦବେେ, ଯେଉଁଠା ରେ କି ଅନ୍ୟ ଲୋକମାନେ ଏହା ଘଟୁଛି ବୋଲି ଦେଖି ପାରିବେ।
27 କାହିଁକି ? କାରଣ ଦୁଷ୍ଟ ଲୋକେ ପରମେଶ୍ବରଙ୍କୁ ମାନନ୍ତି ନାହିଁ। ସହେି ମନ୍ଦ ଲୋକଗୁଡ଼ାକ ପରମେଶ୍ବର ଯାହା ଚାହାନ୍ତି ତାହା କରିବାକୁ ଇଚ୍ଛା କରନ୍ତି ନାହିଁ।
28 ସହେି ଦୁଷ୍ଟ ଲୋକେ ଗରିବଙ୍କୁ ଆଘାତ କରନ୍ତି। ଫଳ ରେ ସହେି ଗରିବମାନେ ପରମେଶ୍ବରଙ୍କ ସାହାୟ୍ଯ ପାଇଁ ଚିତ୍କାର କରନ୍ତି। ଏବଂ ପରମେଶ୍ବର ମଧ୍ଯ ସମାନଙ୍କେ ଡ଼ାକକୁ ଶୁଣନ୍ତି।
29 କିନ୍ତୁ ଯଦି ପରମେଶ୍ବର ସ୍ଥିର କରନ୍ତି ସମାନଙ୍କେୁ ସାହାୟ୍ଯ କରିବେ ନାହିଁ। ତା' ହେଲେ କହେି ପରମେଶ୍ବରଙ୍କୁ ଦୋଷ ଦଇପୋରିବ ନାହିଁ। ଯଦି ପରମେଶ୍ବର ଲୋକଙ୍କଠାରୁ ନିଜକୁ ଲୁଚଇେ ରଖନ୍ତି, କହେି ତାଙ୍କୁ ଖାଜେି ପାଇବ ନାହିଁ। ପରମେଶ୍ବର ଲୋକମାନଙ୍କର ଓ ଦେଶମାନଙ୍କର ଶାସନକର୍ତ୍ତା।
30 ଯଦି ଜଣେ ଶାସକ ଲୋକଙ୍କ ପାପର କାରଣ ହୁଅନ୍ତି, ତା' ହେଲେ ପରମେଶ୍ବର ସହେି ବ୍ଯକ୍ତିକୁ ଶାସନ ଗାଦିରୁ ହଟାଇ ଦିଅନ୍ତି।
31 ଏହା ଘଟିବ ଯଦି ସେ ପରମେଶ୍ବରଙ୍କୁ ପ୍ରାର୍ଥନା କରି କ ହେ, ମୁଁ ଦୋଷୀ ଅଟେ। ମୁଁ ଆଉ ପାପ କରିବି ନାହିଁ।
32 ହେ ପରମେଶ୍ବର, ଯଦିଓ ମୁଁ ତୁମ୍ଭକୁ ଦେଖିପାରୁ ନାହିଁ, ଜୀବନ ରେ କେଉଁଟା ଠିକ୍ ବାଟ ମାେତେ ତୁମ୍ଭେ ଶିକ୍ଷା ଦିଅ। ଯଦି ମୁଁ କିଛି ଭୁଲ କରିଛି, ମୁଁ ଆଉ ସପରେି ପୁଣି ଥରେ କରିବି ନାହିଁ।'
33 ଆୟୁବ, ତୁମ୍ଭେ ଚାହୁଁଛ ପରମେଶ୍ବର ତୁମ୍ଭକୁ ପୁରସ୍କୃତ କରନ୍ତୁ। କିନ୍ତୁ ତୁମ୍ଭେ ପରିବର୍ତ୍ତନକୁ ମନା କରୁଛ। ଆୟୁବ ଏହା ତୁମ୍ଭର ନିଷ୍ପତ୍ତି ମାରେ ନୁହେଁ। ତୁମ୍ଭେ କୁହ ମାେତେ ତୁମ୍ଭେ କ'ଣ ଭାବୁଛ।
34 ଜଣେ ଜ୍ଞାନୀ ବ୍ଯକ୍ତି ମାେ କଥା ଶୁଣିବ। ଜଣେ ଜ୍ଞାନୀ ବ୍ଯକ୍ତି କହିବ,
35 'ଆୟୁବ ଜଣେ କିଛି ନ ଜାଣିଥିବା ଲୋକ ପରି କଥା କୁ ହେ। ଆୟୁବ ଯେଉଁ କଥା କୁ ହେ ସେଥିର କିଛି ଅର୍ଥ ହୁଏ ନାହିଁ।'
36 ମୁଁ ଭାବୁଛି ଆୟୁବକୁ ଅଧିକ ଦଣ୍ଡ ଦିଆୟିବା ଦରକାର। କାହିଁକି ? କାରଣ ଆୟୁବ ଆମ୍ଭକୁ ଯାହା ଉତ୍ତର ଦଲୋ, ଯମେିତି ଜଣେ ଦୁଷ୍ଟ ବ୍ଯକ୍ତି ଉତ୍ତର ଦବେ।
37 ଆୟୁବର ବିଦ୍ରୋହ ତା'ର ଅନ୍ୟ ପାପ ସହିତ ୟାଗ କରେ। ଆୟୁବ ଆମ୍ଭ ସମ୍ମୁଖ ରେ ବ ସେ ଏବଂ ଆମ୍ଭକୁ ଅପମାନିତ କରେ ଏବଂ ପରମେଶ୍ବରଙ୍କ ବିଷଯ ରେ ଅତ୍ଯଧିକ କୁ ହେ।
1 Furthermore Elihu answered and said,
2 Hear my words, O ye wise men; and give ear unto me, ye that have knowledge.
3 For the ear trieth words, as the mouth tasteth meat.
4 Let us choose to us judgment: let us know among ourselves what is good.
5 For Job hath said, I am righteous: and God hath taken away my judgment.
6 Should I lie against my right? my wound is incurable without transgression.
7 What man is like Job, who drinketh up scorning like water?
8 Which goeth in company with the workers of iniquity, and walketh with wicked men.
9 For he hath said, It profiteth a man nothing that he should delight himself with God.
10 Therefore hearken unto me, ye men of understanding: far be it from God, that he should do wickedness; and from the Almighty, that he should commit iniquity.
11 For the work of a man shall he render unto him, and cause every man to find according to his ways.
12 Yea, surely God will not do wickedly, neither will the Almighty pervert judgment.
13 Who hath given him a charge over the earth? or who hath disposed the whole world?
14 If he set his heart upon man, if he gather unto himself his spirit and his breath;
15 All flesh shall perish together, and man shall turn again unto dust.
16 If now thou hast understanding, hear this: hearken to the voice of my words.
17 Shall even he that hateth right govern? and wilt thou condemn him that is most just?
18 Is it fit to say to a king, Thou art wicked? and to princes, Ye are ungodly?
19 How much less to him that accepteth not the persons of princes, nor regardeth the rich more than the poor? for they all are the work of his hands.
20 In a moment shall they die, and the people shall be troubled at midnight, and pass away: and the mighty shall be taken away without hand.
21 For his eyes are upon the ways of man, and he seeth all his goings.
22 There is no darkness, nor shadow of death, where the workers of iniquity may hide themselves.
23 For he will not lay upon man more than right; that he should enter into judgment with God.
24 He shall break in pieces mighty men without number, and set others in their stead.
25 Therefore he knoweth their works, and he overturneth them in the night, so that they are destroyed.
26 He striketh them as wicked men in the open sight of others;
27 Because they turned back from him, and would not consider any of his ways:
28 So that they cause the cry of the poor to come unto him, and he heareth the cry of the afflicted.
29 When he giveth quietness, who then can make trouble? and when he hideth his face, who then can behold him? whether it be done against a nation, or against a man only:
30 That the hypocrite reign not, lest the people be ensnared.
31 Surely it is meet to be said unto God, I have borne chastisement, I will not offend any more:
32 That which I see not teach thou me: if I have done iniquity, I will do no more.
33 Should it be according to thy mind? he will recompense it, whether thou refuse, or whether thou choose; and not I: therefore speak what thou knowest.
34 Let men of understanding tell me, and let a wise man hearken unto me.
35 Job hath spoken without knowledge, and his words were without wisdom.
36 My desire is that Job may be tried unto the end because of his answers for wicked men.
37 For he addeth rebellion unto his sin, he clappeth his hands among us, and multiplieth his words against God.
Job 29 in Tamil and English
1 ଆୟୁବ ତା'ର କାହାଣୀ ଚାଲୁ ରଖିଲା,
Moreover Job continued his parable, and said,
2 ମୁଁ ଇଚ୍ଛାକରେ, କିଛିମାସ ପୂର୍ବରୁ ମାରଜେୀବନ ଯେପରି ଥିଲା ସହେିପରି ରହନ୍ତା। ପରମେଶ୍ବର ମାେ ଉପରେ ଦୃଷ୍ଟି ରଖିଲେ, ମାରେଯତ୍ନ ନେଉଥିଲେ।
Oh that I were as in months past, as in the days when God preserved me;
3 ଯେତବେେଳେ ପରମେଶ୍ବର ମାେ ମୁଣ୍ଡ ଉପରେ ଉଜ୍ଜ୍ବଳ ଆଲୋକ ପକାଉଥିଲେ, ତାଙ୍କ ଆଲୋକ ବଳ ରେ ମୁଁ ଅନ୍ଧକାର ରେ ଚାଲିବାକୁ ସକ୍ଷମ ହାଇେଥିଲି।
When his candle shined upon my head, and when by his light I walked through darkness;
4 ମୁଁ ସହେି ଦିନଗୁଡ଼ିକ ନିମନ୍ତେ ଇଚ୍ଛାକରେ ଯେତବେେଳେ ମାରେ ସାଫଲ୍ଯ ଥିଲା ଏବଂ ଯେତବେେଳେ ପରମେଶ୍ବରଙ୍କର ବନ୍ଧୁତା ମାରେ ଗୃହକୁ ଆଶୀର୍ବାଦ କଲେ।
As I was in the days of my youth, when the secret of God was upon my tabernacle;
5 ଆହା, ଯେଉଁ ସମୟରେ ସର୍ବଶକ୍ତିମାନ ପରମେଶ୍ବର ମାେ ସହିତ ଥିଲେ ମାରେପିଲାମାନେ ମାେ ଚାରି ପାଖ ରେ ଥିଲେ ସହେି ସମୟକୁ ମୁଁ ଚା ହେଁ।
When the Almighty was yet with me, when my children were about me;
6 ଜୀବନ ଅତି ସୁଖକର ଥିଲା। ମୁଁ ମାରେ ପାଦକୁ ଦୁଗ୍ଧ ଲହୁଣୀ ରେ ଧୌତ କରୁଥିଲି। ମାେ ନିକଟରେ ଅନକେ ତୈଳ ନଦୀ ପ୍ରବାହିତ ହେଉଥିଲା।
When I washed my steps with butter, and the rock poured me out rivers of oil;
7 ସହେିସବୁ ଦିନଗୁଡ଼ିକରେ ମୁଁ ନଗରର ଛକ ଜାଗାକୁ ଯାଉଥିଲି। ନଗରର ବଡ଼ମାନଙ୍କ ସହିତ ବସୁଥିଲି, ଯେଉଁ ସ୍ଥାନ ରେ ଲୋକମାନେ ବସି ସଭା କରୁଥିଲେ।
When I went out to the gate through the city, when I prepared my seat in the street!
8 ସବୁ ଲୋକମାନେ ମାେତେ ସମ୍ମାନ କରୁଥିଲେ, ସାନ ସାନ ପିଲାମାନେ ମାେ ଆସିବା ଦେଖି ସେ ମାେ ବାଟରୁ ଆଡ଼ଇେ ହାଇେ ଯାଉଥିଲେ। ବଡ଼ଲୋକ ସମ୍ମାନ ସ୍ବରୂପ ଛିଡ଼ା ହାଇେ ପଡ଼ୁଥିଲେ।
The young men saw me, and hid themselves: and the aged arose, and stood up.
9 ମାେତେ ଦେଖି ନେତାମାନେ ଚୂପ ହାଇେ ଯାଉଥିଲେ ଏବଂ ତାଙ୍କ ମୁଖ ରେ ହାତ ଦେଉଥିଲେ।
The princes refrained talking, and laid their hand on their mouth.
10 ଏପରିକି ଗଣ୍ଯମାନ୍ଯ ବ୍ଯକ୍ତି ମଧ୍ଯ ତାଙ୍କର କଥା କହିଲା ବେଳେ ଆସ୍ତେ କଥା ହେଉଥିଲେ, ଏହା ଦଖାଯାେଉଥିଲା ଯେପରି ତାଙ୍କର ଜିଭ ପାଟି ରେ ଅଟକି ଯାଉଥିଲା।
The nobles held their peace, and their tongue cleaved to the roof of their mouth.
11 ମୁଁ ଯାହା କହୁଥିଲି ସମାନେେ ତାହା ମନ ଦଇେ ଶୁଣୁଥିଲେ ଏବଂ ଏହାପରେ ମାେ ବିଷଯ ରେ ଭଲ କଥା ହେଉଥିଲେ। ମୁଁ ଯାହା କରୁଥିଲି, ଲୋକେ ତାକୁ ଦେଖୁଥିଲେ ଓ ପ୍ରଶଂସା କରୁଥିଲେ।
When the ear heard me, then it blessed me; and when the eye saw me, it gave witness to me:
12 କାହିଁକି ? କାରଣ ଯେତବେେଳେ କୌଣସି ଗରିବ ଲୋକଟିଏ ସାହାୟ୍ଯ ପାଇଁ ଡ଼ାକୁଥିଲା ମୁଁ ତାକୁ ସାହାୟ୍ଯ କରୁଥିଲି। ମୁଁ ମଧ୍ଯ ସହେି ପିଲାମାନଙ୍କୁ ସାହାୟ୍ଯ କରୁଥିଲି। ଯାହାଙ୍କର ପିତାମାତା ନ ଥିଲେ ଏବଂ ସମାନଙ୍କେର ଯତ୍ନ ନବୋକୁ କହେି ନ ଥିଲେ।
Because I delivered the poor that cried, and the fatherless, and him that had none to help him.
13 ଯେଉଁ ମଣିଷ ମରି ଯାଉଥିଲା ସେ ମାେତେ ଆଶୀର୍ବାଦ କଲା। ମୁଁ ସହେି ବିଧବାମାନଙ୍କୁ କିଛି ଖାଇବା ନିମନ୍ତେ ଦଲେି।
The blessing of him that was ready to perish came upon me: and I caused the widow’s heart to sing for joy.
14 ଧାର୍ମିକତା ମାରେ ବସ୍ତ୍ର ନ୍ଯାଯ ମାରେ ଚୋଗା ଓ ମାରେ ପଗଡ଼ି ଥିଲା।
I put on righteousness, and it clothed me: my judgment was as a robe and a diadem.
15 ମୁଁ ଅନ୍ଧ ଲୋକର ଚକ୍ଷୁ ସଦୃଶ ଥିଲି। ସମାନେେ ଯେଉଁ ଆଡ଼କୁ ୟିବାକୁ ଇଚ୍ଛା କରୁଥିଲେ ସହେି ପଥରେ ୟିବାକୁ ମୁଁ ସାହାୟ୍ଯ କରୁଥିଲି। େଛାଟ ଲୋକର ମୁଁ ପାଦ ସଦୃଶ ଥିଲି। ମୁଁ ତାଙ୍କୁ ବୋହି ନେଉଥିଲି। ଯେଉଁ ସ୍ଥାନକୁ ସମାନେେ ୟିବାକୁ ଇଚ୍ଛା କରୁଥିଲେ।
I was eyes to the blind, and feet was I to the lame.
16 ମୁଁ ଗରିବ ଲୋକର ପିତା ସଦୃଶ ଥିଲି। ମୁଁ ନ ଜାଣିଥିବା ଲୋକକୁ ମଧ୍ଯ ସାହାୟ୍ଯ କରୁଥିଲି। ସମାନଙ୍କେୁ ଅଦାଲତ ରେ ତର୍କ ରେ ଜିତାଇ ଦେଉଥିଲି।
I was a father to the poor: and the cause which I knew not I searched out.
17 ଦୁଷ୍ଟ ଲୋକର କ୍ଷମତାର ଅପବ୍ଯବହାରରୁ ନିରୀହ ଲୋକଙ୍କୁ ଉଦ୍ଧାର କରୁଥିଲି।
And I brake the jaws of the wicked, and plucked the spoil out of his teeth.
18 ମୁଁ ଭାବୁଥିଲି, ମୁଁ ମାେ ଗୃହ ରେ ମୃତ୍ଯୁବରଣ କରିବି, କିନ୍ତୁ ମାରେ ଦିନଗୁଡ଼ିକ ସମୁଦ୍ରର ବାଲିକଣା ପରି ହବେ।
Then I said, I shall die in my nest, and I shall multiply my days as the sand.
19 ମୁଁ ସବୁଦିନ ସ୍ବାସ୍ଥ୍ଯବାନ କାର୍ୟ୍ଯକ୍ଷମ ଥିବି। ଗୋଟିଏ ସବଳ ବୃକ୍ଷଭଳି ଯାହାର ଚରେ ମାଟିତଳେ ଜଳକୁ ସ୍ପର୍ଶ କରି ଅନକେ ଡ଼ାଳ ଶାଖା ପ୍ରଶାଖା ମଲେି କାକର ରେ ଭିଜି ୟାଇଥିବ।
My root was spread out by the waters, and the dew lay all night upon my branch.
20 ମାେ ପାଇଁ ପ୍ରେତ୍ୟକକ ଦିନ ଗୋଟିଏ ନୂଆଦିନ ହାଇେଥିବ ଯାହା ମାରେ ଗୌରବ ରେ ପୂର୍ଣ୍ଣ ହବୋ ସହିତ ବହୁତ ନୂଆ ସମ୍ଭାବନାକୁ ମଧ୍ଯ ସାକାର କରୁଥିବ।
My glory was fresh in me, and my bow was renewed in my hand.
21 ଅତୀତ ରେ ଲୋକେ ମାେ କଥାକୁ ନିରବ ଚାପ ଶୁଣିଥିଲେ। ଯେତବେେଳେ ସମାନେେ ମାେ ପାଖକୁ କୌଣସି ଉପଦେଶ ପାଇଁ ଆସୁଥିଲେ।
Unto me men gave ear, and waited, and kept silence at my counsel.
22 ମୁଁ ମାରେବକ୍ତବ୍ଯ ସମାପ୍ତି କଲାପରେ ଲୋକମାନେ ସମସ୍ତ ବିଷଯ ରେ ଶୁଣି ପାରିଲେ, ପରେ ସମାନଙ୍କେର ଆଉ କିଛି କହିବାକୁ ନ ଥାଏ। ମାରେ ସମସ୍ତ କଥା ସମାନଙ୍କେ କାନକୁ ମୃଦୁ ଭାବରେ ପ୍ରବେଶ କରୁଥିଲା।
After my words they spake not again; and my speech dropped upon them.
23 ଲୋକେ ବର୍ଷାକୁ ଅପେକ୍ଷା କଲାପରି ମାେ କଥା ଶୁଣିବାକୁ ଅପେକ୍ଷା କରୁଥିଲେ। ଲୋକେ ମାରେ କଥାକୁ ବସନ୍ତଋତୁର ବର୍ଷାଭଳି ପାନ କରୁଥିଲେ।
And they waited for me as for the rain; and they opened their mouth wide as for the latter rain.
24 ମୁଁ ସହେି ଲୋକମାନଙ୍କ ସହିତ ହସିଲି ଏବଂ ସମାନେେ ତାହା ବିଶ୍ବାସ କରିପାରିଲେ ନାହିଁ। ମାରେ ହସ ଦ୍ବାରା ସମାନେେ ଅଧିକ ଖୁସି ଅନୁଭବ କଲେ।
If I laughed on them, they believed it not; and the light of my countenance they cast not down.
25 ମୁଁ ସମାନଙ୍କେର ନେତା ଥିଲେ ବି ସମାନଙ୍କେ ସଙ୍ଗ ରେ ମିଳିମିଶି ରହିବାକୁ ପସନ୍ଦ କରୁଥିଲି। ମୁଁ ସୈନ୍ଯମାନଙ୍କ ମଧିଅରେ ଜଣେ ରାଜା ଥିଲି। ଯେଉଁମାନେ ଦୁଃଖ ରେ ଥିଲେ ସମାନଙ୍କେୁ ସାନ୍ତ୍ବନା ପ୍ରଦାନ କରୁଥିଲି।
I chose out their way, and sat chief, and dwelt as a king in the army, as one that comforteth the mourners.