Job 42
1 ତା'ପରେ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦଇେ କହିଲା,
2 ହେ ସଦାପ୍ରଭୁ ମୁଁ ଜାଣେ ଆପଣ ସବୁକିଛି କରିପାରନ୍ତି। ତୁମ୍ଭେ ଯାହା କର ବା କରିବାକୁ ଚାହଁ, କହେି ତୁମ୍ଭକୁ ସେ କାମରୁ ନିବୃତ୍ତ କରାଇ ପାରିବେ ନାହିଁ।
3 ହେ ସଦାପ୍ରଭୁ, ତୁମ୍ଭେ ମାେତେ ପଚାରିଲ, 'କିଏ ଏହି ଜ୍ଞାନହୀନ ମଣିଷ, ୟିଏ ନିର୍ବୋଧ ଭଳି କଥା କହୁଛି।' ହେ ସଦାପ୍ରଭୁ, ମୁଁ ସହେି ବିଷଯ ରେ କହିଥିଲି, ଯାହା ମୁଁ ବୁଝି ନ ଥିଲି। ମୁଁ ସହେିସବୁ କଥା କହିଥିଲି ଯାହା ଏତେ ଆଶ୍ଚର୍ୟ୍ଯଜନକ ଯେ ତାହା ମାେ ବୁଝିବା ଶକ୍ତିର ବାହା ରେ।
4 ହେ ସଦାପ୍ରଭୁ, ତୁମ୍ଭେ ମାେତେ କହିଲ, 'ଶୁଣ ଆୟୁବ, ଆମ୍ଭେ ତୁମ୍ଭକୁ କହିବା। ଆମ୍ଭେ ତୁମ୍ଭକୁ ପ୍ରଶ୍ନ ପଚାରିବା ଓ ତୁମ୍ଭେ ତା'ର ଉତ୍ତର ଦବେ।'
5 ହେ ସଦାପ୍ରଭୁ, ଅତୀତ ରେ ମୁଁ ତୁମ୍ଭ ବିଷଯ ରେ ଶୁଣିଥିଲି। କିନ୍ତୁ ଆଜି ମୁଁ ସ୍ବଚକ୍ଷୁ ରେ ତୁମ୍ଭକୁ ଦେଖିଲି।
6 ହେ ସଦାପ୍ରଭୁ, ମୁଁ ଫେ ରଇେ ନେଉଛି ଯାହା ମୁଁ କହିଥିଲି। ହେ ସଦାପ୍ରଭୁ, ମୁଁ ବଡ଼ ଖଦେିତ ଯେପରି ମୁଁ ଧୂଳି ଓ ପାଉଁଶ ଉପରେ ବସିଛି। ମୁଁ ମାରେମନ ପରିବର୍ତ୍ତନ କରିଛି।
7 ସଦାପ୍ରଭୁ ଆୟୁବ ସହିତ କଥା ଶଷେ କଲା ପରେ ସେ ତୈମନୀଯ ଇଲୀଫସ୍ ସହିତ କଥା ହେଲେ। ସଦାପ୍ରଭୁ ଇଲୀଫସକୁ କହିଲେ, ଆମ୍ଭେ ତୁମ୍ଭ ଉପରେ ଓ ତୁମ୍ଭର ଦୁଇ ବନ୍ଧୁଙ୍କ ଉପରେ କୋରଧିତ। କାହିଁକି ? କାରଣ ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆୟୁବ ଆମ୍ଭର ଆଶ୍ରିତ। ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।
8 ତେଣୁ ବର୍ତ୍ତମାନ ଇଲୀଫସ୍ ସାତାଟେି ଷଣ୍ଢ ଓ ସାତାଟେି ମେଣ୍ଢା ନଇେ ମାେ ଭୃତ୍ଯ ଆୟୁବ ପାଖକୁ ୟାଅ। ତାହା ବଧକରି ନିଜ ପାଇଁ ହାମବେଳି ପରି ଉତ୍ସର୍ଗ କର। ଆମ୍ଭ ଦାସ ଆୟୁବ ତୁମ୍ଭ ପାଇଁ ପ୍ରାର୍ଥନା କରିବ ଏବଂ ଆମ୍ଭେ ପ୍ରାର୍ଥନାର ଉତ୍ତର ଦବୋ। ତା'ପରେ ଆମ୍ଭେ ତୁମ୍ଭକୁ ଦଣ୍ଡ ଦବୋ ନାହିଁ, ଯାହାର ତୁମ୍ଭେ ହକଦାର। ତୁମ୍ଭେ ଦଣ୍ଡ ପାଇବା ଉଚିତ୍, କାରଣ ତୁମ୍ଭେ ଅତି ନିର୍ ବୋଧ। ତୁମ୍ଭେ ଆମ୍ଭ ବିଷଯ ରେ ଉଚିତ କଥା କହି ନାହଁ। କିନ୍ତୁ ଆମ୍ଭର ଭୃତ୍ଯ ଆୟୁବ ଆମ୍ଭ ବିଷଯ ରେ ଉଚିତ୍ କଥା କହିଛି।
9 ତେଣୁ ତୈମନୀଯ ଇଲୀଫସ୍, ଶୂହୀଯ ବିଲଦଦ୍ ଓ ନାମାଥୀଯ ସୋଫର ସଦାପ୍ରଭୁଙ୍କୁ ମାନିଲେ। ତା'ପରେ ସଦାପ୍ରଭୁ ଆୟୁବର ପ୍ରାର୍ଥନାର ଉତ୍ତର ଦେଲେ।
10 ଆୟୁବ ତା'ର ବନ୍ଧୁମାନଙ୍କ ପାଇଁ ପ୍ରାର୍ଥନା କଲା। ତା'ପରେ ସଦାପ୍ରଭୁ ଆୟୁବକୁ ପୁଣି ସୌଭାଗ୍ଯ ଆଣି ଦେଲେ। ଆୟୁବର ପୂର୍ବରୁ ଯାହା ଥିଲା ତା'ର ଦୁଇଗୁଣ ସେ ଦେଲେ।
11 ତା'ପରେ ଆୟୁବର ଭାଇମାନେ, ଭଉଣୀମାନେ, ଯେଉଁ ଲୋକମାନେ ଆୟୁବକୁ ଜାଣିଥିଲେ, ସମସ୍ତେ ତା' ଘରକୁ ଆସିଲେ। ସମାନେେ ସମସ୍ତେ ଆୟୁବର ଘ ରେ ଏକ ବଡ଼ ଭୋଜି ରେ ୟୋଗ ଦେଲେ। ସମାନେେ ଆୟୁବକୁ ସାନ୍ତ୍ବନା ଦେଲେ। ସମାନେେ ଦୁଃଖ ପ୍ରକାଶ କଲେ, କାରଣ ପରମେଶ୍ବର ଆୟୁବ ପାଇଁ ବହୁତ କଷ୍ଟ ଦେଲେ। ପ୍ରେତ୍ୟକକ ବ୍ଯକ୍ତି ଆୟୁବକୁ ଖଣ୍ଡେ ରୂପା ଓ ଗୋଟିଏ ସୁନାମୁଦି ପ୍ରଦାନ କଲେ।
12 ସଦାପ୍ରଭୁ ଆୟୁବକୁ ଅଧିକ ଆଶୀର୍ବାଦ କଲେ, ତାହାଠାରୁ ମଧ୍ଯ ଅଧିକ ୟହା ତା'ର ପ୍ରଥମ ଥିଲା। ଆୟୁବ 14,000 ମେଣ୍ଢା, 6 ,000 ଓଟ, 1,000 ହଳ ବଳଦ, 1,000 ମାଈ ଗଧ ପାଇଲେ।
13 ଆୟୁବ ସାତଟି ପୁତ୍ର ଓ ତିନିଟି ଝିଅ ଲାଭ କଲା।
14 ଆୟୁବ ତା'ର ପ୍ରଥମ ଝିଅର ନାମ ୟିନୀମା, ଦ୍ବିତୀୟ ଝିଅର ନାମ କତସୀଯା ଓ ତୃତୀୟ ଝିଅର ନାମ କେ ରଣେ ହାପ୍ପୁକ୍ ରଖିଲା।
15 ଆୟୁବର ଝିଅମାନେ ସେ ଦେଶର ସବୁଠାରୁ ସୁନ୍ଦରୀ ଥିଲେ ଏବଂ ତାଙ୍କର ପିତା ସମାନଙ୍କେୁ ଅଂଶ ଦେଲେ ତାଙ୍କ ଭାଇମାନଙ୍କ ସହିତ।
16 ଏହାପରେ ଆୟୁବ 140 ବର୍ଷ ଅଧିକା ବଞ୍ଚିଲା। ସେ ନିଜର ପିଲାମାନଙ୍କର, ନାତିନାତୁଣୀମାନଙ୍କର ଚାରିପୁରୁଷ ପର୍ୟ୍ଯନ୍ତ ଦେଖିଲା।
17 ଏବଂ ଆୟୁବ ଦୀର୍ଘ ଓ ପୂର୍ଣ୍ଣ ଜୀବନ ବିତାଇବା ପରେ ବୃଦ୍ଧାବସ୍ଥା ରେ ମୃତ୍ଯୁବରଣ କଲା।
1 Then Job answered the Lord, and said,
2 I know that thou canst do every thing, and that no thought can be withholden from thee.
3 Who is he that hideth counsel without knowledge? therefore have I uttered that I understood not; things too wonderful for me, which I knew not.
4 Hear, I beseech thee, and I will speak: I will demand of thee, and declare thou unto me.
5 I have heard of thee by the hearing of the ear: but now mine eye seeth thee.
6 Wherefore I abhor myself, and repent in dust and ashes.
7 And it was so, that after the Lord had spoken these words unto Job, the Lord said to Eliphaz the Temanite, My wrath is kindled against thee, and against thy two friends: for ye have not spoken of me the thing that is right, as my servant Job hath.
8 Therefore take unto you now seven bullocks and seven rams, and go to my servant Job, and offer up for yourselves a burnt offering; and my servant Job shall pray for you: for him will I accept: lest I deal with you after your folly, in that ye have not spoken of me the thing which is right, like my servant Job.
9 So Eliphaz the Temanite and Bildad the Shuhite and Zophar the Naamathite went, and did according as the Lord commanded them: the Lord also accepted Job.
10 And the Lord turned the captivity of Job, when he prayed for his friends: also the Lord gave Job twice as much as he had before.
11 Then came there unto him all his brethren, and all his sisters, and all they that had been of his acquaintance before, and did eat bread with him in his house: and they bemoaned him, and comforted him over all the evil that the Lord had brought upon him: every man also gave him a piece of money, and every one an earring of gold.
12 So the Lord blessed the latter end of Job more than his beginning: for he had fourteen thousand sheep, and six thousand camels, and a thousand yoke of oxen, and a thousand she asses.
13 He had also seven sons and three daughters.
14 And he called the name of the first, Jemima; and the name of the second, Kezia; and the name of the third, Keren-happuch.
15 And in all the land were no women found so fair as the daughters of Job: and their father gave them inheritance among their brethren.
16 After this lived Job an hundred and forty years, and saw his sons, and his sons’ sons, even four generations.
17 So Job died, being old and full of days.
Job 29 in Tamil and English
1 ଆୟୁବ ତା'ର କାହାଣୀ ଚାଲୁ ରଖିଲା,
Moreover Job continued his parable, and said,
2 ମୁଁ ଇଚ୍ଛାକରେ, କିଛିମାସ ପୂର୍ବରୁ ମାରଜେୀବନ ଯେପରି ଥିଲା ସହେିପରି ରହନ୍ତା। ପରମେଶ୍ବର ମାେ ଉପରେ ଦୃଷ୍ଟି ରଖିଲେ, ମାରେଯତ୍ନ ନେଉଥିଲେ।
Oh that I were as in months past, as in the days when God preserved me;
3 ଯେତବେେଳେ ପରମେଶ୍ବର ମାେ ମୁଣ୍ଡ ଉପରେ ଉଜ୍ଜ୍ବଳ ଆଲୋକ ପକାଉଥିଲେ, ତାଙ୍କ ଆଲୋକ ବଳ ରେ ମୁଁ ଅନ୍ଧକାର ରେ ଚାଲିବାକୁ ସକ୍ଷମ ହାଇେଥିଲି।
When his candle shined upon my head, and when by his light I walked through darkness;
4 ମୁଁ ସହେି ଦିନଗୁଡ଼ିକ ନିମନ୍ତେ ଇଚ୍ଛାକରେ ଯେତବେେଳେ ମାରେ ସାଫଲ୍ଯ ଥିଲା ଏବଂ ଯେତବେେଳେ ପରମେଶ୍ବରଙ୍କର ବନ୍ଧୁତା ମାରେ ଗୃହକୁ ଆଶୀର୍ବାଦ କଲେ।
As I was in the days of my youth, when the secret of God was upon my tabernacle;
5 ଆହା, ଯେଉଁ ସମୟରେ ସର୍ବଶକ୍ତିମାନ ପରମେଶ୍ବର ମାେ ସହିତ ଥିଲେ ମାରେପିଲାମାନେ ମାେ ଚାରି ପାଖ ରେ ଥିଲେ ସହେି ସମୟକୁ ମୁଁ ଚା ହେଁ।
When the Almighty was yet with me, when my children were about me;
6 ଜୀବନ ଅତି ସୁଖକର ଥିଲା। ମୁଁ ମାରେ ପାଦକୁ ଦୁଗ୍ଧ ଲହୁଣୀ ରେ ଧୌତ କରୁଥିଲି। ମାେ ନିକଟରେ ଅନକେ ତୈଳ ନଦୀ ପ୍ରବାହିତ ହେଉଥିଲା।
When I washed my steps with butter, and the rock poured me out rivers of oil;
7 ସହେିସବୁ ଦିନଗୁଡ଼ିକରେ ମୁଁ ନଗରର ଛକ ଜାଗାକୁ ଯାଉଥିଲି। ନଗରର ବଡ଼ମାନଙ୍କ ସହିତ ବସୁଥିଲି, ଯେଉଁ ସ୍ଥାନ ରେ ଲୋକମାନେ ବସି ସଭା କରୁଥିଲେ।
When I went out to the gate through the city, when I prepared my seat in the street!
8 ସବୁ ଲୋକମାନେ ମାେତେ ସମ୍ମାନ କରୁଥିଲେ, ସାନ ସାନ ପିଲାମାନେ ମାେ ଆସିବା ଦେଖି ସେ ମାେ ବାଟରୁ ଆଡ଼ଇେ ହାଇେ ଯାଉଥିଲେ। ବଡ଼ଲୋକ ସମ୍ମାନ ସ୍ବରୂପ ଛିଡ଼ା ହାଇେ ପଡ଼ୁଥିଲେ।
The young men saw me, and hid themselves: and the aged arose, and stood up.
9 ମାେତେ ଦେଖି ନେତାମାନେ ଚୂପ ହାଇେ ଯାଉଥିଲେ ଏବଂ ତାଙ୍କ ମୁଖ ରେ ହାତ ଦେଉଥିଲେ।
The princes refrained talking, and laid their hand on their mouth.
10 ଏପରିକି ଗଣ୍ଯମାନ୍ଯ ବ୍ଯକ୍ତି ମଧ୍ଯ ତାଙ୍କର କଥା କହିଲା ବେଳେ ଆସ୍ତେ କଥା ହେଉଥିଲେ, ଏହା ଦଖାଯାେଉଥିଲା ଯେପରି ତାଙ୍କର ଜିଭ ପାଟି ରେ ଅଟକି ଯାଉଥିଲା।
The nobles held their peace, and their tongue cleaved to the roof of their mouth.
11 ମୁଁ ଯାହା କହୁଥିଲି ସମାନେେ ତାହା ମନ ଦଇେ ଶୁଣୁଥିଲେ ଏବଂ ଏହାପରେ ମାେ ବିଷଯ ରେ ଭଲ କଥା ହେଉଥିଲେ। ମୁଁ ଯାହା କରୁଥିଲି, ଲୋକେ ତାକୁ ଦେଖୁଥିଲେ ଓ ପ୍ରଶଂସା କରୁଥିଲେ।
When the ear heard me, then it blessed me; and when the eye saw me, it gave witness to me:
12 କାହିଁକି ? କାରଣ ଯେତବେେଳେ କୌଣସି ଗରିବ ଲୋକଟିଏ ସାହାୟ୍ଯ ପାଇଁ ଡ଼ାକୁଥିଲା ମୁଁ ତାକୁ ସାହାୟ୍ଯ କରୁଥିଲି। ମୁଁ ମଧ୍ଯ ସହେି ପିଲାମାନଙ୍କୁ ସାହାୟ୍ଯ କରୁଥିଲି। ଯାହାଙ୍କର ପିତାମାତା ନ ଥିଲେ ଏବଂ ସମାନଙ୍କେର ଯତ୍ନ ନବୋକୁ କହେି ନ ଥିଲେ।
Because I delivered the poor that cried, and the fatherless, and him that had none to help him.
13 ଯେଉଁ ମଣିଷ ମରି ଯାଉଥିଲା ସେ ମାେତେ ଆଶୀର୍ବାଦ କଲା। ମୁଁ ସହେି ବିଧବାମାନଙ୍କୁ କିଛି ଖାଇବା ନିମନ୍ତେ ଦଲେି।
The blessing of him that was ready to perish came upon me: and I caused the widow’s heart to sing for joy.
14 ଧାର୍ମିକତା ମାରେ ବସ୍ତ୍ର ନ୍ଯାଯ ମାରେ ଚୋଗା ଓ ମାରେ ପଗଡ଼ି ଥିଲା।
I put on righteousness, and it clothed me: my judgment was as a robe and a diadem.
15 ମୁଁ ଅନ୍ଧ ଲୋକର ଚକ୍ଷୁ ସଦୃଶ ଥିଲି। ସମାନେେ ଯେଉଁ ଆଡ଼କୁ ୟିବାକୁ ଇଚ୍ଛା କରୁଥିଲେ ସହେି ପଥରେ ୟିବାକୁ ମୁଁ ସାହାୟ୍ଯ କରୁଥିଲି। େଛାଟ ଲୋକର ମୁଁ ପାଦ ସଦୃଶ ଥିଲି। ମୁଁ ତାଙ୍କୁ ବୋହି ନେଉଥିଲି। ଯେଉଁ ସ୍ଥାନକୁ ସମାନେେ ୟିବାକୁ ଇଚ୍ଛା କରୁଥିଲେ।
I was eyes to the blind, and feet was I to the lame.
16 ମୁଁ ଗରିବ ଲୋକର ପିତା ସଦୃଶ ଥିଲି। ମୁଁ ନ ଜାଣିଥିବା ଲୋକକୁ ମଧ୍ଯ ସାହାୟ୍ଯ କରୁଥିଲି। ସମାନଙ୍କେୁ ଅଦାଲତ ରେ ତର୍କ ରେ ଜିତାଇ ଦେଉଥିଲି।
I was a father to the poor: and the cause which I knew not I searched out.
17 ଦୁଷ୍ଟ ଲୋକର କ୍ଷମତାର ଅପବ୍ଯବହାରରୁ ନିରୀହ ଲୋକଙ୍କୁ ଉଦ୍ଧାର କରୁଥିଲି।
And I brake the jaws of the wicked, and plucked the spoil out of his teeth.
18 ମୁଁ ଭାବୁଥିଲି, ମୁଁ ମାେ ଗୃହ ରେ ମୃତ୍ଯୁବରଣ କରିବି, କିନ୍ତୁ ମାରେ ଦିନଗୁଡ଼ିକ ସମୁଦ୍ରର ବାଲିକଣା ପରି ହବେ।
Then I said, I shall die in my nest, and I shall multiply my days as the sand.
19 ମୁଁ ସବୁଦିନ ସ୍ବାସ୍ଥ୍ଯବାନ କାର୍ୟ୍ଯକ୍ଷମ ଥିବି। ଗୋଟିଏ ସବଳ ବୃକ୍ଷଭଳି ଯାହାର ଚରେ ମାଟିତଳେ ଜଳକୁ ସ୍ପର୍ଶ କରି ଅନକେ ଡ଼ାଳ ଶାଖା ପ୍ରଶାଖା ମଲେି କାକର ରେ ଭିଜି ୟାଇଥିବ।
My root was spread out by the waters, and the dew lay all night upon my branch.
20 ମାେ ପାଇଁ ପ୍ରେତ୍ୟକକ ଦିନ ଗୋଟିଏ ନୂଆଦିନ ହାଇେଥିବ ଯାହା ମାରେ ଗୌରବ ରେ ପୂର୍ଣ୍ଣ ହବୋ ସହିତ ବହୁତ ନୂଆ ସମ୍ଭାବନାକୁ ମଧ୍ଯ ସାକାର କରୁଥିବ।
My glory was fresh in me, and my bow was renewed in my hand.
21 ଅତୀତ ରେ ଲୋକେ ମାେ କଥାକୁ ନିରବ ଚାପ ଶୁଣିଥିଲେ। ଯେତବେେଳେ ସମାନେେ ମାେ ପାଖକୁ କୌଣସି ଉପଦେଶ ପାଇଁ ଆସୁଥିଲେ।
Unto me men gave ear, and waited, and kept silence at my counsel.
22 ମୁଁ ମାରେବକ୍ତବ୍ଯ ସମାପ୍ତି କଲାପରେ ଲୋକମାନେ ସମସ୍ତ ବିଷଯ ରେ ଶୁଣି ପାରିଲେ, ପରେ ସମାନଙ୍କେର ଆଉ କିଛି କହିବାକୁ ନ ଥାଏ। ମାରେ ସମସ୍ତ କଥା ସମାନଙ୍କେ କାନକୁ ମୃଦୁ ଭାବରେ ପ୍ରବେଶ କରୁଥିଲା।
After my words they spake not again; and my speech dropped upon them.
23 ଲୋକେ ବର୍ଷାକୁ ଅପେକ୍ଷା କଲାପରି ମାେ କଥା ଶୁଣିବାକୁ ଅପେକ୍ଷା କରୁଥିଲେ। ଲୋକେ ମାରେ କଥାକୁ ବସନ୍ତଋତୁର ବର୍ଷାଭଳି ପାନ କରୁଥିଲେ।
And they waited for me as for the rain; and they opened their mouth wide as for the latter rain.
24 ମୁଁ ସହେି ଲୋକମାନଙ୍କ ସହିତ ହସିଲି ଏବଂ ସମାନେେ ତାହା ବିଶ୍ବାସ କରିପାରିଲେ ନାହିଁ। ମାରେ ହସ ଦ୍ବାରା ସମାନେେ ଅଧିକ ଖୁସି ଅନୁଭବ କଲେ।
If I laughed on them, they believed it not; and the light of my countenance they cast not down.
25 ମୁଁ ସମାନଙ୍କେର ନେତା ଥିଲେ ବି ସମାନଙ୍କେ ସଙ୍ଗ ରେ ମିଳିମିଶି ରହିବାକୁ ପସନ୍ଦ କରୁଥିଲି। ମୁଁ ସୈନ୍ଯମାନଙ୍କ ମଧିଅରେ ଜଣେ ରାଜା ଥିଲି। ଯେଉଁମାନେ ଦୁଃଖ ରେ ଥିଲେ ସମାନଙ୍କେୁ ସାନ୍ତ୍ବନା ପ୍ରଦାନ କରୁଥିଲି।
I chose out their way, and sat chief, and dwelt as a king in the army, as one that comforteth the mourners.