John 12

fullscreen20 ନିସ୍ତାର ପର୍ବ ରେ ଉପାସନା କରିବା ପାଇଁ ୟିରୂଶାଲମ ଯାଇଥିବା ଲୋକମାନଙ୍କ ମଧ୍ଯରୁ କେତକେ ଗ୍ରୀକ୍ ଲୋକଥିଲେ।

fullscreen21 ସହେି ଗ୍ରୀକ୍ ଲୋକମାନେ ଫିଲିପ୍ପଙ୍କ ପାଖକୁ ଗଲେ। ଗ୍ରୀକ୍ ଲୋକମାନେ କହିଲେ, ମହାଶୟ, ଆମ୍ଭେ ଯୀଶୁଙ୍କୁ ଦେଖିବାକୁ ଚାହୁଁ।

fullscreen22 ଫିଲିପ୍ପ ଆନ୍ଦ୍ରିୟଙ୍କୁ ଯାଇ ଏକଥା ଜଣାଇଲେ। ତା'ପରେ ଆନ୍ଦ୍ରିୟ ଓ ଫିଲିପ୍ପ ଯୀଶୁଙ୍କୁ ଯାଇ କହିଲେ।

fullscreen23 ଯୀଶୁ ସମାନଙ୍କେୁ କହିଲେ, ବର୍ତ୍ତମାନ ମନୁଷ୍ଯ ପୁତ୍ରଙ୍କର ଗୌରବ ପାଇବା ସମୟ ଆସିଯାଇଛି।

fullscreen24 ମୁଁ ତୁମ୍ଭକୁ ସତ୍ଯ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡି ନିଶ୍ଚୟ ମରିବା ଆବଶ୍ଯକ। ତା ପରେ ଏହା ବଢି ବହୁତ ଶସ୍ଯ ଦିଏ। କିନ୍ତୁ ଯଦି ଏହା କଦାପି ମ ରେ ନାହିଁ, ତବେେ ଏହା ସର୍ବଦା ଗୋଟିଏ ମଞ୍ଜି ହାଇେ ରହିଥାଏ।

fullscreen25 ନିଜ ଜୀବନକୁ ଭଲ ପାଉଥିବା ବ୍ଯକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ।

fullscreen26 ମାରେ ସବୋ କୁରଥିବା ଲୋକେ ନିଶ୍ଚୟ ମାରେ ଅନୁସରଣ କରନ୍ତୁ। ତବେେ ମାରେ ସବେକମାନେ ମୁଁ ଯେଉଁଠା ରେ ଥିବି, ସଠାେରେ ମାେ ସହିତ ରହିବେ। ଯେଉଁ ଲୋକମାନେ ମାରେ ସବୋ କରିଥିବେ, ମାରେ ପରମପିତା ସମାନଙ୍କେୁ ସମ୍ମାନ ଦବେେ।

20 And there were certain Greeks among them that came up to worship at the feast:

21 The same came therefore to Philip, which was of Bethsaida of Galilee, and desired him, saying, Sir, we would see Jesus.

22 Philip cometh and telleth Andrew: and again Andrew and Philip tell Jesus.

23 And Jesus answered them, saying, The hour is come, that the Son of man should be glorified.

24 Verily, verily, I say unto you, Except a corn of wheat fall into the ground and die, it abideth alone: but if it die, it bringeth forth much fruit.

25 He that loveth his life shall lose it; and he that hateth his life in this world shall keep it unto life eternal.

26 If any man serve me, let him follow me; and where I am, there shall also my servant be: if any man serve me, him will my Father honour.

John 12 in Tamil and English

20 ନିସ୍ତାର ପର୍ବ ରେ ଉପାସନା କରିବା ପାଇଁ ୟିରୂଶାଲମ ଯାଇଥିବା ଲୋକମାନଙ୍କ ମଧ୍ଯରୁ କେତକେ ଗ୍ରୀକ୍ ଲୋକଥିଲେ।
And there were certain Greeks among them that came up to worship at the feast:

21 ସହେି ଗ୍ରୀକ୍ ଲୋକମାନେ ଫିଲିପ୍ପଙ୍କ ପାଖକୁ ଗଲେ। ଗ୍ରୀକ୍ ଲୋକମାନେ କହିଲେ, ମହାଶୟ, ଆମ୍ଭେ ଯୀଶୁଙ୍କୁ ଦେଖିବାକୁ ଚାହୁଁ।
The same came therefore to Philip, which was of Bethsaida of Galilee, and desired him, saying, Sir, we would see Jesus.

22 ଫିଲିପ୍ପ ଆନ୍ଦ୍ରିୟଙ୍କୁ ଯାଇ ଏକଥା ଜଣାଇଲେ। ତା'ପରେ ଆନ୍ଦ୍ରିୟ ଓ ଫିଲିପ୍ପ ଯୀଶୁଙ୍କୁ ଯାଇ କହିଲେ।
Philip cometh and telleth Andrew: and again Andrew and Philip tell Jesus.

23 ଯୀଶୁ ସମାନଙ୍କେୁ କହିଲେ, ବର୍ତ୍ତମାନ ମନୁଷ୍ଯ ପୁତ୍ରଙ୍କର ଗୌରବ ପାଇବା ସମୟ ଆସିଯାଇଛି।
And Jesus answered them, saying, The hour is come, that the Son of man should be glorified.

24 ମୁଁ ତୁମ୍ଭକୁ ସତ୍ଯ କହୁଛି। ଗୋଟିଏ ଗହମ ଦାନା ଭୂମିରେ ପଡି ନିଶ୍ଚୟ ମରିବା ଆବଶ୍ଯକ। ତା ପରେ ଏହା ବଢି ବହୁତ ଶସ୍ଯ ଦିଏ। କିନ୍ତୁ ଯଦି ଏହା କଦାପି ମ ରେ ନାହିଁ, ତବେେ ଏହା ସର୍ବଦା ଗୋଟିଏ ମଞ୍ଜି ହାଇେ ରହିଥାଏ।
Verily, verily, I say unto you, Except a corn of wheat fall into the ground and die, it abideth alone: but if it die, it bringeth forth much fruit.

25 ନିଜ ଜୀବନକୁ ଭଲ ପାଉଥିବା ବ୍ଯକ୍ତି ଏହା ହରାଇବ। ନିଜ ଜାଗତିକ ଜୀବନକୁ ଘୃଣା କରୁଥିବା ଲୋକ ଏହାକୁ ସୁରକ୍ଷିତ ରଖିବ। ସେ ଅନନ୍ତ ଜୀବନ ପାଇଁ ତାହା ପାଇ ପାରିବ।
He that loveth his life shall lose it; and he that hateth his life in this world shall keep it unto life eternal.

26 ମାରେ ସବୋ କୁରଥିବା ଲୋକେ ନିଶ୍ଚୟ ମାରେ ଅନୁସରଣ କରନ୍ତୁ। ତବେେ ମାରେ ସବେକମାନେ ମୁଁ ଯେଉଁଠା ରେ ଥିବି, ସଠାେରେ ମାେ ସହିତ ରହିବେ। ଯେଉଁ ଲୋକମାନେ ମାରେ ସବୋ କରିଥିବେ, ମାରେ ପରମପିତା ସମାନଙ୍କେୁ ସମ୍ମାନ ଦବେେ।
If any man serve me, let him follow me; and where I am, there shall also my servant be: if any man serve me, him will my Father honour.