John 14:8
ଫିଲିପ୍ପ ଯୀଶୁଙ୍କୁ କହିଲେ, ପ୍ରଭୁ, ଆମ୍ଭକୁ ପରମପିତାଙ୍କୁ ଦଖାେନ୍ତୁ। ଆମ୍ଭର ସତେିକି ଦରକାର।
John 14:8 in Other Translations
King James Version (KJV)
Philip saith unto him, Lord, shew us the Father, and it sufficeth us.
American Standard Version (ASV)
Philip saith unto him, Lord, show us the Father, and it sufficeth us.
Bible in Basic English (BBE)
Philip said to him, Lord, let us see the Father, and we have need of nothing more.
Darby English Bible (DBY)
Philip says to him, Lord, shew us the Father and it suffices us.
World English Bible (WEB)
Philip said to him, "Lord, show us the Father, and that will be enough for us."
Young's Literal Translation (YLT)
Philip saith to him, `Sir, shew to us the Father, and it is enough for us;'
| Philip | λέγει | legei | LAY-gee |
| saith | αὐτῷ | autō | af-TOH |
| unto him, | Φίλιππος | philippos | FEEL-eep-pose |
| Lord, | Κύριε | kyrie | KYOO-ree-ay |
| shew | δεῖξον | deixon | THEE-ksone |
| us | ἡμῖν | hēmin | ay-MEEN |
| the | τὸν | ton | tone |
| Father, | πατέρα | patera | pa-TAY-ra |
| and | καὶ | kai | kay |
| it sufficeth | ἀρκεῖ | arkei | ar-KEE |
| us. | ἡμῖν | hēmin | ay-MEEN |
Cross Reference
Exodus 33:18
ଏହାପରେ ମାଶାେ କହିଲେ, ବର୍ତ୍ତମାନ ତୁମ୍ଭର ମହିମା ମାେତେ ଦଖାେଅ।
Revelation 22:3
ସଠାେରେ ପରମେଶ୍ବରଙ୍କ ଦ୍ବାରା ବିଚାରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ବର ଓ ମଷେଶାବକଙ୍କ ସିଂହାସନ ସଠାେରେ ରହିବ। ତାହାଙ୍କର ସବେକମାନେ ତାହାଙ୍କୁ ଉପାସନା କରିବେ।
John 16:25
ମୁଁ ତୁମ୍ଭକୁ ସାଙ୍କତେିକ ଭାବରେ ଏ ସମସ୍ତ ବିଷୟ କହିଛି। କିନ୍ତୁ ସମୟ ଆସୁଛି, ଯେତବେେଳେ ମୁଁ ତୁମ୍ଭକୁ ଏସବୁ ଏପରି ଭାବରେ କହିବି ନାହିଁ। ମୁଁ ତୁମ୍ଭକୁ ପରମପିତାଙ୍କ ବିଷୟ ରେ ସରଳ ଭାଷା ରେ କହିବି।
John 12:21
ସହେି ଗ୍ରୀକ୍ ଲୋକମାନେ ଫିଲିପ୍ପଙ୍କ ପାଖକୁ ଗଲେ। ଗ୍ରୀକ୍ ଲୋକମାନେ କହିଲେ, ମହାଶୟ, ଆମ୍ଭେ ଯୀଶୁଙ୍କୁ ଦେଖିବାକୁ ଚାହୁଁ।
John 6:5
ଯୀଶୁ ଦେଖିଲେ ଲୋକମାନେ ବହୁ ସଂଖ୍ଯା ରେ ତାହାଙ୍କ ପାଖକୁ ଆସୁଛନ୍ତି। ସେ ଫିଲିପ୍ପଙ୍କୁ କହିଲେ, ଫିଲିପ୍ପ, ଏହି ଲୋକମାନଙ୍କୁ ଖୁଆଇବା ପାଇଁ ଆମ୍ଭେ କେଉଁଠାରୁ ୟଥେଷ୍ଟ ଖାଦ୍ୟ କିଣି ପାରିବା?
John 1:43
ତା'ପରଦିନ ଯୀଶୁ ଗାଲୀଲୀକୁ ୟିବା ପାଇଁ ସ୍ଥିର କଲେ। ସେ ଫିଲିପ୍ପଙ୍କୁ ଦେଖି କହିଲେ, ମାରେ ଅନୁସରଣ କର।
Matthew 5:8
ନିର୍ମଳ ହୃଦୟ ଥିବା ଲୋକମାନେ ଧନ୍ଯ; କାରଣ ସମାନେେ ପରମେଶ୍ବରଙ୍କୁ ଦେଖିବେ।
Psalm 63:2
ହଁ, ମୁଁ ତୁମ୍ଭକୁ ପବିତ୍ର ମନ୍ଦିରରେ ଦେଖିଅଛି। ମୁଁ ତୁମ୍ଭର ପରାକ୍ରମ ଓ ଗୌରବ ଦେଖିଅଛି।
Psalm 17:15
ମୁଁ ନ୍ଯାଯ ପାଇଁ ଏସବୁ ପ୍ରାର୍ଥନା କରୁଛି। ତଣେୁ ମୁଁ ନିଶ୍ଚଯ ତୁମ୍ଭର ମୁଖ ଦର୍ଶନ କରିବି ଓ ହେ ସଦାପ୍ରଭୁ ତୁମ୍ଭକୁ ଦର୍ଶନ କରି ଅତ୍ଯନ୍ତ ତୃପ୍ତ ହବେି।
Job 33:26
ସହେି ଲୋକ ପରମେଶ୍ବରଙ୍କୁ ପ୍ରାର୍ଥନା କରିବ ଓ ପରମେଶ୍ବର ମଧ୍ଯ ତା' ପ୍ରତି ପ୍ରସନ୍ନ ହବେେ। ତା'ପରେ ସେ ପରମେଶ୍ବରଙ୍କର ମୁଖ ଦେଖିବ ଓ ଆନନ୍ଦ ରେ ଚିତ୍କାର କରି ଉଠିବ, ଯେତବେେଳେ ସେ ମନୁଷ୍ଯଙ୍କୁ ତା'ର ଯଥାର୍ଥ ଅବସ୍ଥା ଫରୋଇ ଦବେେ।
Exodus 34:5
ସଦାପ୍ରଭୁ ମେଘ ରେ ତାଙ୍କ ନିକଟକୁ ଓହ୍ଲାଇ ଆସିଲେ। ସଠାେରେ ତାଙ୍କ ସହିତ ଠିଆ ହାଇେ ସଦାପ୍ରଭୁ ତାଙ୍କର ନାମ ୟିହୋବା ବୋଲି ଘାଷେଣା କଲେ।