John 4:19
ସ୍ତ୍ରୀ ଲୋକଟି କହିଲା, ମହାଶୟ, ମୁଁ ଜାଣିପାରୁଛି, ଆପଣ ଜଣେ ଭବିଷ୍ଯଦ୍ବକ୍ତା।
John 4:19 in Other Translations
King James Version (KJV)
The woman saith unto him, Sir, I perceive that thou art a prophet.
American Standard Version (ASV)
The woman saith unto him, Sir, I perceive that thou art a prophet.
Bible in Basic English (BBE)
The woman said to him, Sir, I see that you are a prophet.
Darby English Bible (DBY)
The woman says to him, Sir, I see that thou art a prophet.
World English Bible (WEB)
The woman said to him, "Sir, I perceive that you are a prophet.
Young's Literal Translation (YLT)
The woman saith to him, `Sir, I perceive that thou art a prophet;
| The | λέγει | legei | LAY-gee |
| woman | αὐτῷ | autō | af-TOH |
| saith | ἡ | hē | ay |
| unto him, | γυνή | gynē | gyoo-NAY |
| Sir, | Κύριε | kyrie | KYOO-ree-ay |
| perceive I | θεωρῶ | theōrō | thay-oh-ROH |
| that | ὅτι | hoti | OH-tee |
| thou | προφήτης | prophētēs | proh-FAY-tase |
| art | εἶ | ei | ee |
| a prophet. | σύ | sy | syoo |
Cross Reference
Luke 7:39
ଯେଉଁ ଫାରୁଶୀ ଜଣକ ଯୀଶୁଙ୍କୁ ନିଜ ଘରକୁ ଡାକିଥିଲେ, ସେ ଏସବୁ ଦେଖିଲେ। ସେ ମନେ ମନେ ଭାବିଲେ, ଯୀଶୁ ଯଦି ପ୍ରକୃତ ରେ ଜଣେ ଭବିଷ୍ଯଦ୍ବକ୍ତା ହାଇେଥା'ନ୍ତେ, ତବେେ ସେ ନିଶ୍ଚୟ ଜାଣି ପାରନ୍ତେ ଯେ, ଯେଉଁ ସ୍ତ୍ରୀ ଲୋକଟି ତାହାଙ୍କୁ ଛୁଇଁଛି ସେ ଜଣେ ପାପୀନୀ।
John 9:17
ଯିହୂଦୀମାନେ ସହେି ଲୋକକୁ ଆଉଥରେ ପଚାରିଲେ, ଏହି ଲୋକ (ଯୀଶୁ) ତୁମକୁ ସୁସ୍ଥ କଲା ଓ ତୁମେ ଦେଖି ପାରିଲ। ତୁମ୍ଭେ ତା' ବିଷୟ ରେ କ'ଣ କହୁଛ?
John 6:14
ଲୋକମାନେ ଯୀଶୁଙ୍କର ଏହି ଆଶ୍ଚର୍ୟ୍ଯକାର୍ୟ୍ଯ ଦେଖି କହିଲେ, ସେ ନିଶ୍ଚୟ ଜଣେ ଭବିଷ୍ଯଦ୍ବକ୍ତା, ୟିଏ କି ଏହି ଜଗତକୁ ଆସିଛନ୍ତ।
Luke 7:16
ସବୁଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରମେଶ୍ବରଙ୍କ ମହିମା ଗାନ କଲେ। ସମାନେେ କହିଲେ, ଜଣେ ମହାନ ଭବିଷ୍ଯଦ୍ବକ୍ତା ଆମ୍ଭମାନଙ୍କ ପାଖକୁ ଆସିଛନ୍ତିା ଆହୁରି ମଧ୍ଯ ସମାନେେ କହିଲେ, ପରମେଶ୍ବର ନିଜ ଲୋକଙ୍କୁ ସାହାୟ୍ଯ କରିବା ପାଇଁ ଆସି ଯାଇଛନ୍ତି।
John 7:40
ଯୀଶୁଙ୍କ ଏହି କଥା ଲୋକମାନେ ଶୁଣିଲେ। କେତକେ ଲୋକ କହିଲେ, ଏହି ଲୋକ ପ୍ରକୃତ ରେ ସହେି ଭବିଷ୍ଯଦ୍ବକ୍ତା।
Luke 24:19
ଯୀଶୁ ସମାନଙ୍କେୁ ପଚାରିଲେ, ତୁମ୍ଭମାନେେ କେଉଁ ଘଟଣା ଗୁଡିକ ବିଷୟ ରେ କହୁଛ?
Matthew 21:11
ଯୀଶୁଙ୍କୁ ଅନୁସରଣ କରୁଥିବା ଲୋକେ କହିଲେ, ଏ ହେଉଛନ୍ତି ଭବିଷ୍ଯଦ୍ବକ୍ତା ଯୀଶୁ। ସେ ଗାଲିଲୀ ପ୍ରଦେଶ ରେ ନାଜରିତ ସହରରୁ ଆସିଛନ୍ତି।
2 Kings 6:12
ଅରାମ ରାଜାଙ୍କ ଅଧିକାରୀଗଣ ମଧ୍ଯରୁ ଜଣେ କହିଲା, ନା, ସଦାପ୍ରଭୁ, ଆମ୍ଭମାନଙ୍କ ମଧ୍ଯରୁ କହେି ଗୁପ୍ତଚର କାମ କରୁନାହାଁନ୍ତି। ଭବିଷ୍ଯଦ୍ବକ୍ତା ଇଲୀଶାୟ ବହୁତ ଗୋପନାଯ କଥା ଇଶ୍ରାୟେଲ ରାଜାଙ୍କୁ ଜଣାନ୍ତି, ଏପରିକି ଶଯନ ଗୃହ ରେ ଯେଉଁ କଥା କୁହନ୍ତି, ତାହା ମଧ୍ଯ ସେ ରାଜାଙ୍କୁ ଜଣାଏ।
2 Kings 5:26
ଏଥି ରେ ଇଲୀଶାୟ ତାକୁ କହିଲେ, ଏହା ସତ୍ଯ ନୁହେଁ କି? ସେ ଲୋକ ତୁମ୍ଭକୁ ଭଟେିବାକୁ ଯେତବେେଳେ ନିଜ ରଥରୁ ଫରେି ଆସିଲା, ସେତବେେଳେ ମାରେ ଅନ୍ତଃକରଣ ତୁମ୍ଭ ସାଥୀ ରେ ଥିଲା? ଅର୍ଥ, ବସ୍ତ୍ର, ତୈଳ, ଦ୍ରାକ୍ଷା, ମଷେ, ଗୋରୁ ଓ ଦାସ-ଦାସୀ ଗ୍ରହଣ କରିବାର ତାହା କ'ଣ ସମୟ ନୁହେଁ?
1 Corinthians 14:24
କିନ୍ତୁ ଯଦି ସମସ୍ତେ ଭାବବାଣୀ କହନ୍ତି, ଜଣେ ଅବିଶ୍ବାସୀ ବା ସାଧାରଣ ଲୋକ ଆ ସେ ତବେେ ତା'ର ଦୋଷ ତୁମ୍ଭକୁ ଦଖାୟିବେ ଓ ତୁମ୍ଭ କଥା ଦ୍ବାରା ସେ ବିଚାରିତ ହବେ।
John 4:29
ମୁଁ ଯାହା କିଛିକରିଛି, ପ୍ରେତ୍ୟକକ କଥା ମାେତେ ଜଣେ ଲୋକ କହି ଦେଲେ। ତୁମ୍ଭେ ସହେି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହାଇେ ପାରନ୍ତି।
John 1:48
ନିଥନିଯଲେ ତାହାଙ୍କୁ ପଚାରିଲେ, ଆପଣ ମାେତେ କିପରି ଜାଣିଲେ?