John 6:48
ମୁଁ ନିଜେ ସହେି ଜୀବନଦାୟକ ଖାଦ୍ୟ।
John 6:48 in Other Translations
King James Version (KJV)
I am that bread of life.
American Standard Version (ASV)
I am the bread of life.
Bible in Basic English (BBE)
I am the bread of life.
Darby English Bible (DBY)
I am the bread of life.
World English Bible (WEB)
I am the bread of life.
Young's Literal Translation (YLT)
I am the bread of the life;
| I | ἐγώ | egō | ay-GOH |
| am | εἰμι | eimi | ee-mee |
| that | ὁ | ho | oh |
| bread | ἄρτος | artos | AR-tose |
| of | τῆς | tēs | tase |
| life. | ζωῆς | zōēs | zoh-ASE |
Cross Reference
John 6:51
ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଜୀବନ୍ତ ଖାଦ୍ଯା ଯଦି କୌଣସି ଲୋକ ଏହି ଖାଦ୍ୟ ଖାଏ, ତବେେ ସେ ଚିରଦିନ ପାଇଁ ବଞ୍ଚି ରହିବ। ଏହି ଖାଦ୍ୟ ହେଉଛି ମାରେ ଶରୀର। ମୁଁ ମାରେଶରୀର ଦଇେ ଦବେି, ତଦ୍ବାରା ଜଗତର ଲୋକମାନେ ଜୀବନ ପାଇପାରିବେ।
John 6:33
ପରମେଶ୍ବରଙ୍କର ଖାଦ୍ୟ କ'ଣ? ପରମେଶ୍ବରଙ୍କର ଖାଦ୍ୟ ହେଉଛି ଜଣେ ବ୍ଯକ୍ତି ୟିଏ ଜଗତକୁ ଜୀବନ ଦବୋ ପାଇଁ ସ୍ବର୍ଗରୁ ଓହ୍ଲାଇଛନ୍ତି।
John 6:41
ମୁଁ ସ୍ବର୍ଗରୁ ଓହ୍ଲାଇଥିବା ଖାଦ୍ୟ, ବୋଲି ଯୀଶୁ କହିବାରୁ ଯିହୂଦୀମାନେ ଯୀଶୁଙ୍କ ବିରୁଦ୍ଧ ରେ ଅଭିଯୋଗ ପ୍ରଚାର କଲେ।
1 Corinthians 10:16
ଯେଉଁ ଆଶୀର୍ବାଦର ପିଆଲା ପାଇଁ ଆମ୍ଭେ ଧନ୍ଯବାଦ ଅର୍ପଣ କରୁ, ତହିଁରେ ଆମ୍ଭେ ଖ୍ରୀଷ୍ଟଙ୍କ ରକ୍ତର ସହଭାଗୀ ହେଉ ନାହୁଁ କି? ଯେଉଁ ରୋଟୀ ଆମ୍ଭେ ଭାଙ୍ଗୁ ତାହା ଖ୍ରୀଷ୍ଟଙ୍କ ଶରୀର ରେ ଅଂଶ ନୁହେଁ କି ?
1 Corinthians 11:24
ତା'ପରେ ସହେି ରୋଟୀକୁ ଛିଣ୍ଡାଇ ସେ କହିଲେ : ଏହା ତୁମ୍ଭମାନଙ୍କ ନିମନ୍ତେ ମାରେ ଶରୀର। ମାେତେ ସ୍ମରଣ କରିବା ପାଇଁ ତୁମ୍ଭମାନେେ ଏହା କର।