Jonah 2:2
ୟୂନସ କହିଲେ, ମୁଁ ଅତି ଦୁଖ ରେ ଥିଲି। ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ଭିକ୍ଷା ପାଇଁ ଡାକିଲି ଏବଂ ସେ ମାେତେ ଉତ୍ତର ଦେଲେ। ମୁଁ କବରର ବହୁ ଗଭୀରତମ ସ୍ଥାନ ରେ ଥାଇ ସଦାପ୍ରଭୁଙ୍କୁ ଡାକିଲି ଏବଂ ପ୍ରଭୁ ମାରେ ସ୍ବର ଶୁଣିଲେ।
Jonah 2:2 in Other Translations
King James Version (KJV)
And said, I cried by reason of mine affliction unto the LORD, and he heard me; out of the belly of hell cried I, and thou heardest my voice.
American Standard Version (ASV)
And he said, I called by reason of mine affliction unto Jehovah, And he answered me; Out of the belly of Sheol cried I, `And' thou heardest my voice.
Bible in Basic English (BBE)
Then Jonah made prayer to the Lord his God from the inside of the fish, and said,
Darby English Bible (DBY)
and he said: I cried by reason of my distress unto Jehovah, and he answered me; Out of the belly of Sheol cried I: thou heardest my voice.
World English Bible (WEB)
He said, "I called because of my affliction to Yahweh. He answered me. Out of the belly of Sheol I cried. You heard my voice.
Young's Literal Translation (YLT)
And he saith: I called, because of my distress, to Jehovah, And He doth answer me, From the belly of sheol I have cried, Thou hast heard my voice.
| And said, | וַיֹּ֗אמֶר | wayyōʾmer | va-YOH-mer |
| I cried | קָ֠רָאתִי | qārāʾtî | KA-ra-tee |
| affliction mine of reason by | מִצָּ֥רָה | miṣṣārâ | mee-TSA-ra |
| unto | לִ֛י | lî | lee |
| the Lord, | אֶל | ʾel | el |
| heard he and | יְהוָ֖ה | yĕhwâ | yeh-VA |
| me; out of the belly | וַֽיַּעֲנֵ֑נִי | wayyaʿănēnî | va-ya-uh-NAY-nee |
| hell of | מִבֶּ֧טֶן | mibbeṭen | mee-BEH-ten |
| cried | שְׁא֛וֹל | šĕʾôl | sheh-OLE |
| I, and thou heardest | שִׁוַּ֖עְתִּי | šiwwaʿtî | shee-WA-tee |
| my voice. | שָׁמַ֥עְתָּ | šāmaʿtā | sha-MA-ta |
| קוֹלִֽי׃ | qôlî | koh-LEE |
Cross Reference
Psalm 120:1
ମୁଁ ଆପଣା ବିପଦ ସମଯରେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଏବଂ ସେ ମାେତେ ଉତ୍ତର ଦେଲେ।
Psalm 18:4
ମାରେ ଶତ୍ରୁମାନେ ଯେତବେେଳେ ମାେତେ ହତ୍ଯା କରିବାକୁ ଚେଷ୍ଟା କରୁଥିଲେ ମୃତ୍ଯୁର ରଶି ମାେତେ ସେତବେେଳେ ବାନ୍ଧିବାକୁ ଯାଉଥଲା ମାରେ ଚାରିଆଡ଼ୁ। ମୁଁ ବନ୍ଯାରେ କବଳିତ ହାଇେ ମୃତ୍ଯୁ ଆଡ଼କୁ ଭାସି ଚାଲିଥିଲି,
Psalm 34:6
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କଲେ।
Psalm 65:2
ୟିଏକି ଆମ୍ଭର ପ୍ରାର୍ଥନା ଶୁଣନ୍ତି, ସମସ୍ତ ଲୋକମାନେ ତୁମ୍ଭ ପାଖକୁ ଆସିବେ।
Matthew 12:40
ୟୁନସ ସମୁଦ୍ରର ଗୋଟିଏ ବଡ଼ ମାଛ ପଟେ ରେ ତିନିଦିନ ଓ ତିନିରାତି ଥିଲେ। ସହେିପରି ମନୁଷ୍ଯପୁତ୍ର ତିନିଦିନ ଓ ତିନିରାତି କବର ଭିତ ରେ ରହିବେ।
Psalm 22:24
କାହିଁକି ? କାରଣ ସଦାପ୍ରଭୁ ବିପଦରେ ପଡ଼ିଥିବା ଗରିବ ବ୍ଯକ୍ତିମାନଙ୍କୁ ହିଁ ସାହାୟ୍ଯ କରନ୍ତି। ସେ ତାଙ୍କ ପାଇଁ ଲଜ୍ଜିତ ହୁଅନ୍ତି ନାହିଁ। ସେ ସମାନଙ୍କେୁ ଘୃଣା କରନ୍ତି ନାହିଁ। ୟଦି ଲୋକମାନେ ତାଙ୍କୁ ବିପଦରେ ପଡ଼ି ସାହାୟ୍ଯ ପ୍ରାର୍ଥନା କରନ୍ତି, ସେ ସମାନଙ୍କେଠାରୁ ନିଜକୁ ଦୂରଇେ ରଖି ପାରିବେ ନାହିଁ।
Psalm 86:13
ମାେ ପ୍ରତି ତୁମ୍ଭର ଦୟା ମହତ୍ ଅଟେ। ତୁମ୍ଭେ ମାେ ଜୀବନକୁ ଶଷୋବସ୍ଥା ମୃତ୍ଯୁ ମୁଖରୁ ଉଦ୍ଧାର କରିଛ।
Psalm 88:1
ହେ ସଦାପ୍ରଭୁ ପରମେଶ୍ବର, ତୁମ୍ଭେ ମାରେ ପରିତ୍ରାଣକର୍ତ୍ତା। ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।
Hebrews 5:7
ଖ୍ରୀଷ୍ଟ ଜଗତ ରେ ଥିଲା ବେଳେ ଯେ, ତାହାଙ୍କୁ ମୃତ୍ଯୁରୁ ରକ୍ଷା କରିବାକୁ ସମର୍ଥ, ସହେି ପରମେଶ୍ବରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେ ହତେୁ ଯୀଶୁ ପରମେଶ୍ବରଙ୍କ ଇଚ୍ଛାନୁସା ରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ବର ତାହାଙ୍କ ପ୍ରାର୍ଥନା ରେ ପ୍ରତ୍ଯୁତ୍ତର ଦଇେଥିଲେ।
Acts 2:27
ମାେ ଶରୀର ମଧ୍ଯ ଭରସା ରେ ବଞ୍ଚି ରହିବ, ଯେ ହତେୁ ତୁମ୍ଭେ ମାରେ ଆତ୍ମାକୁ ମୃତ୍ଯୁ ସ୍ଥାନ ରେ ଛାଡ଼ିଦବେ ନାହିଁ। ତୁମ୍ଭେ ନିଜର ପବିତ୍ର ବ୍ଯକ୍ତିକୁ କବର ରେ କ୍ଷୟ ହବୋକୁ ଦବେ ନାହିଁ।
Luke 22:44
ଯୀଶୁ ମର୍ମାନ୍ତକ ପୀଡା ରେ ବୁଡି ରହି ଆହୁରି ଦୃଢ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁ ରେ ପଡିଲା।
Isaiah 14:9
ମୃତ୍ଯୁର ରାଷ୍ଟ୍ର ପାତାଳ ଉେତ୍ତାଳିତ ହାଇପେଡ଼ିବ କାରଣ ତୁମ୍ଭେ ଆସୁଛ। ପାତାଳ ସମସ୍ତ ଜୀବନ ଶକ୍ତିକୁ ଜାଗ୍ରତ କରିବେ। ସହେି ନେତାମାନେ ତୁମ୍ଭ ପାଇଁ କାମ କରିବେ। ସମାନେେ ସହେି ରାଜାମାନଙ୍କୁ ନୀଚାବସ୍ଥା କରିବେ। ସମାନେେ ତୁମ୍ଭକୁ ସ୍ବାଗତ କରିବା ପାଇଁ ସତର୍କ ରହିବେ।
Genesis 32:24
ଯାକୁବ ଏକୁଟିଆ ରହିଗଲେ ଏବଂ ଜଣେ ମନୁଷ୍ଯ ତାଙ୍କ ସହିତ ସକାଳ ପର୍ୟ୍ଯନ୍ତ ମଲ୍ଲ ୟୁଦ୍ଧ କଲେ।
1 Samuel 1:16
ଆପଣା ଦାସୀକକ୍ସ୍ଟ କକ୍ସ୍ଟଚରିତ୍ର ଭାବ ନାହିଁ। ମୁ ଆପଣା ଚିନ୍ତା ଓ ସମସ୍ଯାକକ୍ସ୍ଟ ସଦାପ୍ରଭୁଙ୍କ ନିକଟରେ ଜଣାଉଥିଲି। କାରଣ ମାରେଅନକେ ସମସ୍ଯା ଅଛି ଏବଂ ମୁ ଅତ୍ଯନ୍ତ ଦକ୍ସ୍ଟଃଖିତ।
1 Samuel 30:6
ଯେତେ ଲୋକ ସେ ସୈନ୍ଯ ଦଳ ରେ ଥିଲେ ସମସ୍ତେ ଦକ୍ସ୍ଟଃଖ ଓ କୋର୍ଧି ଥିଲେ, କାରଣ ସମାନଙ୍କେର ପିଲାମାନେ ବନ୍ଦୀ ହାଇେ ୟାଇଥିଲେ। ଲୋକମାନେ ଦାଉଦକକ୍ସ୍ଟ ପଥର ରେ ମାରିବାକକ୍ସ୍ଟ କଥାବାର୍ତ୍ତା ହେଉଥିଲେ। କିନ୍ତୁ ଦାଉଦ ନିଜକକ୍ସ୍ଟ ସଦାପ୍ରଭୁ ତାଙ୍କ ପରମେଶ୍ବରଙ୍କଠା ରେ ସବଳ କଲେ।
Psalm 4:1
ହେ ମାରେ ଧର୍ମସ୍ବରୂପ ପରମେଶ୍ବର, ମାେତେ ଉତ୍ତର ଦିଅ। ମୁଁ ଯେତବେେଳେ ତୁମ୍ଭକୁ ପ୍ରାର୍ଥନା କରୁଛି, ମାରେ ଗୁହାରି ଶୁଣ। ମାେ ପ୍ରତି ସଦଯ ହୁଅ। ମାେତେ ମାରେ ସମସ୍ତ ଦୁଃଖ ୟନ୍ତ୍ରଣାରୁ ମୁକ୍ତି ପ୍ରଦାନ କର।
Psalm 16:10
କାରଣ ତୁମ୍ଭେ ସଦାପ୍ରଭୁ ମାରେ ଆତ୍ମାକୁ ମୃତ୍ଯୁ ସ୍ଥାନରେ ପରିତ୍ଯାଗ କରିବି ନାହିଁ। ତୁମ୍ଭେ ଆପଣା ପବିତ୍ର ଜନକୁ ପୃଥିବୀରେ କ୍ଷଯ ହବୋକୁ ଦବେ ନାହିଁ।
Psalm 61:2
ମୁଁ ଯେତବେେଳେ ଭୟଭୀତ ହୁଏ, ପୃଥିବୀର ଶଷେ ପ୍ରାନ୍ତରୁ ମୁଁ ତୁମ୍ଭକୁ ଡାକେ। ତୁମ୍ଭେ ମାେତେ ଉଚ୍ଚସ୍ଥାନରେ ଥିବା ନିରାପଦ ସ୍ଥାନକୁ ନଇୟୋଅ।
Psalm 116:3
ମୃତ୍ଯୁର ରଜ୍ଜୁ ଚତୁଃପାଶର୍ବରେ ପ୍ରାଯ ମାେତେ ବାନ୍ଧି ଦଲୋ। କବର ତା'ର ଫାନ୍ଦ ସହିତ ମାରେ ପାଖାପାଖି ହାଇେଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।
Psalm 142:1
ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ପାଇଁ ଡ଼ାକିବି। ମୁଁ ସଦାପ୍ରଭୁଙ୍କ ଆଗରେ ପ୍ରାର୍ଥନା କରେ।
Genesis 32:7
ସହେି ବାର୍ତ୍ତା ଯାକୁବକୁ ଭୟଭିତ କଲା। ସେ ତାଙ୍କ ସହିତ ଥିବା ଲୋକମାନଙ୍କୁ ଦୁଇ ଦଳ ରେ ବିଭକ୍ତ କଲେ। ଗୋମଷୋଦି ଆଦି ସମସ୍ତ ପଲ ଓ ଓଟମାନଙ୍କୁ ଭିନ୍ନ ଭିନ୍ନ ଦୁଇ ଦଳ କଲା।